କୋଟିଏରୁ ଫେରିଯିବ ୨୦ ଲକ୍ଷ
ଅନୁଗୋଳ ଅଫିସ,୨।୩ – ମତ୍ସ୍ୟ ଚାଷ ପାଇଁ ଅନୁଗୋଳ ଜିଲାର ଚାଷୀଙ୍କ ମଧ୍ୟରେ ଆଗ୍ରହ ଥିଲେ ବି ସେମାନଙ୍କୁ ମିଳୁନି ଉପଯୁକ୍ତ ସୁଯୋଗ। ଆବଶ୍ୟକସ୍ଥଳେ ବ୍ୟାଙ୍କ ଋଣ ମିଳୁ ନ ଥିବା ବେଳେ ସରକାରୀ ପ୍ରୋତ୍ସାହନ ଓ ସବ୍ସିଡି ମଧ୍ୟ ସେମାନଙ୍କୁ…
ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
ବଇଣ୍ଡା,୨।୩(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଉରପାଳ ପଞ୍ଚାୟତ କେନ୍ଦୁନାଳୀ ଗ୍ରାମରେ ଅଙ୍ଗନଓ୍ବାଡ଼ି ଗୃହ ନିର୍ମାଣ ହୋଇପାରୁ ନାହିଁ। ଅର୍ଥ ମଞ୍ଜୁର ହୋଇ ପଡ଼ି ରହିଥିଲେ ବି ନିର୍ମାଣ ହେବାକୁ ଥିବା ସରକାରୀ ଜମିରୁ ଜବରଦଖଲ ହଟାଯାଉ ନ ଥିବାରୁ ଏପରି ସମସ୍ୟା…
ବିପଦ ସୃଷ୍ଟି କରୁଛି ଶୁଖିଲା ଗଛ
ଅନୁଗୋଳ ସହର,୨।୩ (ଡି.ଏନ.ଏ.) ଅନୁଗୋଳ ସହର ସଭାଘର ସମ୍ମୁଖ ତଥା ଷ୍ଟାଡିୟମ ନିକଟରେ ଥିବା ଗୋପବନ୍ଧୁ ପାର୍କକୁ ନେଇ ଏବେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କାରଣ ପାର୍କରେ ଥିବା ଶୁଖିଲା ଗଛ କଟାଯାଉ ନ ଥିବାରୁ ଏହା କେତେବେଳେ କାହା ଉପରେ ପଡ଼ିବ…
ଦିନରେ ଆର୍ଟିଓ, ରାତିରେ ପୋଲିସ
ଅନୁଗୋଳ ଅଫିସ୍, ୨।୩: ୬ ମାସର କୋହଳ ପରେ ମାର୍ଚ୍ଚ ୧ରୁ ରାଜ୍ୟରେ କଡାକଡ଼ି ଲାଗୁ ହୋଇଛି ସଂଶୋଧିତ ମୋଟରଯାନ ଆଇନ। ଏ ନେଇ ରବିବାର ପୋଲିସ ଓ ଆରଟିଓ ପକ୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି କରାଯାଇଛି। ତେବେ ଅନୁଗୋଳରେ ଦିନତମାମ ଆର୍ଟିଓ…
ପାଳିରେ ଯୋଗାଯାଉଛି ବିଜୁଳି
ତାଳଚେର,୨ା୩(ନି.ପ୍ର.) ତାଳଚେର ବ୍ଲକ ଚାଇଁପାଳ ଡିଭିଜିନ ଅନ୍ତର୍ଗତ ପାଲଲହଡ଼ା ସବ୍ଡିଭିଜନର କଣିହାଁ ବ୍ଲକ ପରାବିଲ ସେକ୍ସନରେ ଥିବା ପାୱାର ଟ୍ରାନ୍ସଫର୍ମର ୨ ଦିନ ହେଲା ପୋଡିଯାଇଛି। ଫଳରେ ଏହା ଉପରେ ନିର୍ଭର କରୁଥିବା କଣିହାଁ ବ୍ଲକର ୧୦ଟି ପଞ୍ଚାୟତ ବାସିନ୍ଦା ହଇରାଣ ହେଉଛନ୍ତି।…
ଛେଣ୍ଡିପଦାରେ ସଶସ୍ତ୍ର ଡକାୟତି: ଆଜବେଷ୍ଟ ଭାଙ୍ଗି ଘରେ ପଶି ଲକ୍ଷାଧିକ ଟଙ୍କା, ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ
ଛେଣ୍ଡିପଦା,୧।୩(ଡି.ଏନ୍.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୬ଜଣ ଦୁର୍ବୃତ୍ତ ଗ୍ରାମର ଶିବ ମନ୍ଦିର ସମ୍ମୁଖରେ ରହୁଥିବା ପ୍ରମୋଦ ମହାପାତ୍ରଙ୍କ ଘର ଆଜବେଷ୍ଟ ଭାଙ୍ଗି ଘରେ ପଶିଥିଲେ। ପରେ ସେମାନେ ଘରଲୋକଙ୍କୁ…
ଦଲାଲ ପଶିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଅନୁଗୋଳ ଅଫିସ୍, ୧।୩ – ଅକ୍ଟୋବର ୧ରୁ ଜିଲାରେ ଆରମ୍ଭ ହୋଇଥିବା ଧାନ ସଂଗ୍ରହର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ଓ ଏଥିରେ ସୃଷ୍ଟି ହେଉଥିବା ସମସ୍ୟାକୁ ନେଇ ଶନିବାର ପୂର୍ବାହ୍ନରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀଙ୍କ ଅଧ୍ୟକ୍ଷତାରେ ଜିଲା କାର୍ଯ୍ୟାଳୟ…
ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଉଦ୍ଘାଟିତ
ଅନୁଗୋଳ ଅଫିସ୍, ୨୯।୨ – ଅନୁଗୋଳ ଜିଲା କୋର୍ଟର ଦ୍ୱିତୀୟ ମହଲାରେ ଥିବା ଅତିରିକ୍ତ ଜିଲା ଓ ଦୌରାଜଜ୍ଙ୍କ କୋର୍ଟରେ ଶୁକ୍ରବାର ଏକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଉଦ୍ଘାଟିତ ହୋଇଯାଇଛି। ଜିଲା ଓ ଦୌରାଜଜ୍ ଅଶାନ୍ତ କୁମାର ଦାସ ଏହି ଅଦାଲତକୁ…
ଅସଦାଚରଣ ମାମଲାରେ ୧୩ ମାସ କାରାଦଣ୍ଡ: ୧୩ ବର୍ଷ ପରେ ଆସିଲା ରାୟ
ଅନୁଗୋଳ ଅଫିସ୍, ୨୯।୨ – ୧୩ ବର୍ଷ ତଳେ ଅନୁଗୋଳ ବସ୍ଷ୍ଟାଣ୍ଡରେ ଜଣେ ମହିଳାଙ୍କୁ କରାଯାଇଥିବା ଅସଦାଚରଣ ମାମଲାର ବିଚାର କରି ଅନୁଗୋଳ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ତାରିଣୀ ପ୍ରସାଦ ସାହୁ ଅଭିଯୁକ୍ତ ବିଜୟ କୁମାର ପ୍ରଧାନଙ୍କୁ…
ଦୋକାନ ଘର ଉଚ୍ଛେଦ ବେଳେ ଉତ୍ତେଜନା
ତାଳଚେର,୨୯ା୨(ନି.ପ୍ର.) – ତାଳଚେର ପୌର ପରିଷଦ ପକ୍ଷରୁ ଶୁକ୍ରବାର ୩ଟି ଦୋକାନ ଘର ଉଚ୍ଛେଦ କରାଯିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ହେଲେ ବ୍ୟବସାୟୀମାନେ ପ୍ରଶାସନ ସହ ଆଲୋଚନା କରି ଭଡ଼ା ଜମା କରିବା ପରେ ଉଚ୍ଛେଦ କାର୍ଯ୍ୟକୁ ବନ୍ଦ ରଖାଯାଇଥିଲା।…
କୃଷ୍ଣପୁର ଲେଭଲ କ୍ରସିଂରେ ହେବ ଓଭରବ୍ରିଜ୍
ବଇଣ୍ଡା,୨୮।୨(ଡି.ଏନ.ଏ.) – ତାଳଚେର-ସମ୍ବଲପୁର ରେଳପଥର କିଶୋରନଗର ବ୍ଲକ କୃଷ୍ଣପୁର ଲେଭଲ କ୍ରସିଂଠାରେ ଏକ ଫ୍ଲାଏ ଓଭରବ୍ରିଜ୍ ନିର୍ମାଣ କରିବା ପାଇଁ ରେଳମନ୍ତ୍ରୀ ପୀୟୂଷ ଗୋଏଲ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ନିକଟକୁ ଏକ…
ଫୁଡ୍ ସପ୍ଲିମେଣ୍ଟକୁ ନେଇ ଯୁବପିଢ଼ିଙ୍କ ମଧ୍ୟରେ ଅସନ୍ତୋଷ
ଅନୁଗୋଳ ଅଫିସ, ୨୮।୨ – ଫିଟ୍ ରହିବା ବା ସୁନ୍ଦର ସ୍ବାସ୍ଥ୍ୟ ପ୍ରତି ଏବେକାର ଯୁବିପିଢ଼ି ବେଶ୍ ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଜିମ୍ ଯିବାକୁ ସେମାନଙ୍କ ମଧ୍ୟରେ ଅଧିକରୁ ଅଧିକ ଆଗ୍ରହ ପ୍ରକାଶ ପାଉଛି। କେବଳ ଯୁବପିଢ଼ି ନୁହନ୍ତି, ଅନେକେ ବୟସ୍କ…
Archives


