ଅନୁଗୋଳ

ବିପଦ ସୃଷ୍ଟି କରୁଛି ଶୁଖିଲା ଗଛ

ଅନୁଗୋଳ ସହର,୨।୩ (ଡି.ଏନ.ଏ.)  ଅନୁଗୋଳ ସହର ସଭାଘର ସମ୍ମୁଖ ତଥା ଷ୍ଟାଡିୟମ ନିକଟରେ ଥିବା ଗୋପବନ୍ଧୁ ପାର୍କକୁ ନେଇ ଏବେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କାରଣ ପାର୍କରେ ଥିବା ଶୁଖିଲା ଗଛ କଟାଯାଉ ନ ଥିବାରୁ ଏହା କେତେବେଳେ କାହା ଉପରେ ପଡ଼ିବ…

ଦିନରେ ଆର୍‌ଟିଓ, ରାତିରେ ପୋଲିସ

ଅନୁଗୋଳ ଅଫିସ୍‌, ୨।୩: ୬ ମାସର କୋହଳ ପରେ ମାର୍ଚ୍ଚ ୧ରୁ ରାଜ୍ୟରେ କଡାକଡ଼ି ଲାଗୁ ହୋଇଛି ସଂଶୋଧିତ ମୋଟରଯାନ ଆଇନ। ଏ ନେଇ ରବିବାର ପୋଲିସ ଓ ଆରଟିଓ ପକ୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି କରାଯାଇଛି। ତେବେ ଅନୁଗୋଳରେ ଦିନତମାମ ଆର୍‌ଟିଓ…

ପାଳିରେ ଯୋଗାଯାଉଛି ବିଜୁଳି

ତାଳଚେର,୨ା୩(ନି.ପ୍ର.) ତାଳଚେର ବ୍ଲକ ଚାଇଁପାଳ ଡିଭିଜିନ ଅନ୍ତର୍ଗତ ପାଲଲହଡ଼ା ସବ୍‌ଡିଭିଜନର କଣିହାଁ ବ୍ଲକ ପରାବିଲ ସେକ୍ସନରେ ଥିବା ପାୱାର ଟ୍ରାନ୍ସଫର୍ମର ୨ ଦିନ ହେଲା ପୋଡିଯାଇଛି। ଫଳରେ ଏହା ଉପରେ ନିର୍ଭର କରୁଥିବା କଣିହାଁ ବ୍ଲକର ୧୦ଟି ପଞ୍ଚାୟତ ବାସିନ୍ଦା ହଇରାଣ ହେଉଛନ୍ତି।…

ଛେଣ୍ଡିପଦାରେ ସଶସ୍ତ୍ର ଡକାୟତି: ଆଜବେଷ୍ଟ ଭାଙ୍ଗି ଘରେ ପଶି ଲକ୍ଷାଧିକ ଟଙ୍କା, ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ଛେଣ୍ଡିପଦା,୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୬ଜଣ ଦୁର୍ବୃତ୍ତ ଗ୍ରାମର ଶିବ ମନ୍ଦିର ସମ୍ମୁଖରେ ରହୁଥିବା ପ୍ରମୋଦ ମହାପାତ୍ରଙ୍କ ଘର ଆଜବେଷ୍ଟ ଭାଙ୍ଗି ଘରେ ପଶିଥିଲେ। ପରେ ସେମାନେ ଘରଲୋକଙ୍କୁ…

ଦଲାଲ ପଶିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ୍‌, ୧।୩ – ଅକ୍ଟୋବର ୧ରୁ ଜିଲାରେ ଆରମ୍ଭ ହୋଇଥିବା ଧାନ ସଂଗ୍ରହର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ଓ ଏଥିରେ ସୃଷ୍ଟି ହେଉଥିବା ସମସ୍ୟାକୁ ନେଇ ଶନିବାର ପୂର୍ବାହ୍ନରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀଙ୍କ ଅଧ୍ୟକ୍ଷତାରେ ଜିଲା କାର୍ଯ୍ୟାଳୟ…

ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଉଦ୍‌ଘାଟିତ

ଅନୁଗୋଳ ଅଫିସ୍‌, ୨୯।୨ – ଅନୁଗୋଳ ଜିଲା କୋର୍ଟର ଦ୍ୱିତୀୟ ମହଲାରେ ଥିବା ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ଏକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଉଦ୍‌ଘାଟିତ ହୋଇଯାଇଛି। ଜିଲା ଓ ଦୌରାଜଜ୍‌ ଅଶାନ୍ତ କୁମାର ଦାସ ଏହି ଅଦାଲତକୁ…

ଅସଦାଚରଣ ମାମଲାରେ ୧୩ ମାସ କାରାଦଣ୍ଡ: ୧୩ ବର୍ଷ ପରେ ଆସିଲା ରାୟ

ଅନୁଗୋଳ ଅଫିସ୍‌, ୨୯।୨ – ୧୩ ବର୍ଷ ତଳେ ଅନୁଗୋଳ ବସ୍‌ଷ୍ଟାଣ୍ଡରେ ଜଣେ ମହିଳାଙ୍କୁ କରାଯାଇଥିବା ଅସଦାଚରଣ ମାମଲାର ବିଚାର କରି ଅନୁଗୋଳ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ତାରିଣୀ ପ୍ରସାଦ ସାହୁ ଅଭିଯୁକ୍ତ ବିଜୟ କୁମାର ପ୍ରଧାନଙ୍କୁ…

ଦୋକାନ ଘର ଉଚ୍ଛେଦ ବେଳେ ଉତ୍ତେଜନା

ତାଳଚେର,୨୯ା୨(ନି.ପ୍ର.) – ତାଳଚେର ପୌର ପରିଷଦ ପକ୍ଷରୁ ଶୁକ୍ରବାର ୩ଟି ଦୋକାନ ଘର ଉଚ୍ଛେଦ କରାଯିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ହେଲେ ବ୍ୟବସାୟୀମାନେ ପ୍ରଶାସନ ସହ ଆଲୋଚନା କରି ଭଡ଼ା ଜମା କରିବା ପରେ ଉଚ୍ଛେଦ କାର୍ଯ୍ୟକୁ ବନ୍ଦ ରଖାଯାଇଥିଲା।…

କୃଷ୍ଣପୁର ଲେଭଲ କ୍ରସିଂରେ ହେବ ଓଭରବ୍ରିଜ୍‌

ବଇଣ୍ଡା,୨୮।୨(ଡି.ଏନ.ଏ.) – ତାଳଚେର-ସମ୍ବଲପୁର ରେଳପଥର କିଶୋରନଗର ବ୍ଲକ କୃଷ୍ଣପୁର ଲେଭଲ କ୍ରସିଂଠାରେ ଏକ ଫ୍ଲାଏ ଓଭରବ୍ରିଜ୍‌ ନିର୍ମାଣ କରିବା ପାଇଁ ରେଳମନ୍ତ୍ରୀ ପୀୟୂଷ ଗୋଏଲ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ନିକଟକୁ ଏକ…

ଫୁଡ୍‌ ସପ୍ଲିମେଣ୍ଟକୁ ନେଇ ଯୁବପିଢ଼ିଙ୍କ ମଧ୍ୟରେ ଅସନ୍ତୋଷ

ଅନୁଗୋଳ ଅଫିସ, ୨୮।୨ – ଫିଟ୍‌ ରହିବା ବା ସୁନ୍ଦର ସ୍ବାସ୍ଥ୍ୟ ପ୍ରତି ଏବେକାର ଯୁବିପିଢ଼ି ବେଶ୍‌ ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଜିମ୍‌ ଯିବାକୁ ସେମାନଙ୍କ ମଧ୍ୟରେ ଅଧିକରୁ ଅଧିକ ଆଗ୍ରହ ପ୍ରକାଶ ପାଉଛି। କେବଳ ଯୁବପିଢ଼ି ନୁହନ୍ତି, ଅନେକେ ବୟସ୍କ…

ଏମ୍‌ସିଏଲ୍‌ ଖଣି ପରିଦର୍ଶନ କଲେ ସିଆଇଏଲ୍‌ ଅଧ୍ୟକ୍ଷ: ଉତ୍ପାଦନ ସହ ସୁରକ୍ଷାକୁ ଅଧିକ ପ୍ରାଧାନ୍ୟ

ତାଳଚେର,୨୮ା୨(ନି.ପ୍ର.) – ଦେଶ ଅଗ୍ରଗତି କରୁଥିବା ବେଳେ କୋଇଲାର ଚାହିଦା ଦିନକୁ ଦିନ ବଢୁଛି। ତେଣୁ କୋଇଲା ଉତ୍ପାଦନ ଓ ସୁରକ୍ଷାକୁ ଅଧିକ ପ୍ରାଧାନ୍ୟ ଦିଆଯିବ ବୋଲି ଶୁକ୍ରବାର ତାଳଚେର ଗସ୍ତ ଅବସରରେ କୋଲ୍‌ ଇଣ୍ଡିଆ ଲିମିଟେଡ (ସିଆଇଏଲ୍‌) ଅଧ୍ୟକ୍ଷ ପ୍ରମୋଦ…

ଆଠମଲ୍ଲିକ ସହର ରାସ୍ତା ବିପର୍ଯ୍ୟସ୍ତ

ଆଠମଲ୍ଲିକ, ୨୮|୨(ଡି.ଏନ.ଏ.) – ଆଠମଲ୍ଲିକ ସହରରେ ବିଭିନ୍ନ ସ୍ଥାନରେ ରାସ୍ତା ଅବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଦୀର୍ଘ ଦିନ ହେଲା ଏଗୁଡିକର ମରାମତି କରାଯାଉ ନ ଥିବାରୁ ଲୋକେ ଯାତାୟାତରେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ସହରର ଟାଙ୍ଗିଆନିଶା-ବରଗାଁ ରାସ୍ତା, ନୂଆସାହି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri