ରାସ୍ତା, ପାଣି ପାଇଁ ହୀନସ୍ତା
ବଅଁରପାଳ, ୨୭ା୨(ଡି.ଏନ.ଏ.) – ପାନୀୟଜଳଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ସୁବିଧାରୁ ବଞ୍ଚିତ ଅନୁଗୋଳ ଜିଲା ବଅଁରପାଳ ବ୍ଳକ ବଳରାମପ୍ରସାଦ ଆଶପଣ୍ଡ ନିକଟରେ ଥିବା ଲକ୍ଷ୍ମଣପୁର ଗ୍ରାମବାସୀ। ୬ ଶହରୁ ଊର୍ଦ୍ଧ୍ୱ ଲୋକ ବାସ କରୁଥିବା ଏହି ଗ୍ରାମ ସମସ୍ୟା…
ପଦବୀ ପାଇଁ ଚାଲିଛି ଅଙ୍କକଷା
ଅନୁଗୋଳ ଅଫିସ, ୨୭।୨ – ଅନୁଗୋଳ ପୌରପାଳିକାରେ ଖାଲି ପଡ଼ିଥିବା ବିଭିନ୍ନ ପଦପଦବୀକୁ ନେଇ ଏବେ କର୍ମଚାରୀଙ୍କ ମଧ୍ୟରେ ଚାଲିଛି ଅଙ୍କକଷା। ଘଣ୍ଟାକୁ ଘଣ୍ଟା ସେମାନେ ମେଳି ବାନ୍ଧି କାହାକୁ କେଉଁ ଚୌକି ମିଳିବ ସେ ସମ୍ପର୍କରେ ଆଲୋଚନା କରୁଛନ୍ତି। ଗତ…
କଲ୍ୟାଣମଣ୍ଡପ, ମାର୍କେଟ କମ୍ପ୍ଲେକ୍ସ ଦାବି
ବଇଣ୍ଡା, ୨୭ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ଠେଲକନାଳୀ ପଞ୍ଚାୟତ ଠେଲକନାଳୀ ଗ୍ରାମରେ ବିଭିନ୍ନ ସମସ୍ୟା ଲାଗିରହିଥିଲେ ହେଁ ଏଥିପ୍ରତି ଗୁରୁତ୍ୱ ଦିଆଯାଉନାହିଁ। ପଞ୍ଚାୟତ ଗଠନ ହୋଇଥିଲେ ମଧ୍ୟ ଗ୍ରାମର ବିକାଶ ହୋଇପାରୁନାହିଁ। ବିଶେଷକରି ସରକାରୀ ଯୋଜନାମାନ ଏଠାରେ ଠିକ୍…
ଅନୁଗୋଳ ଜିଲାରେ ୧୬୬.୬ ମିମି ବର୍ଷା
ଅନୁଗୋଳ ଅଫିସ, ୨୬।୨ – ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଅଦିନିଆ ବର୍ଷା ଯୋଗୁ ଜନଜୀବନ ଅସୁବିଧାର ସମ୍ମୁଖୀନ ହୋଇଛି। ରବିବାର ରାତିରେ ଝିପିଝିପି ହୋଇଥିବା ବର୍ଷା ସୋମବାର ପୂର୍ବାହ୍ନରେ ଛାଡ଼ିଥିଲା। ହେଲେ ଦିନ ତମାମ କୋହଲା ପାଗ ରହିଥିବା ବେଳେ…
ନାହାନ୍ତି ବିଶେଷଜ୍ଞ ଡାକ୍ତର
ବଅଁରପାଳ, ୨୬ା୨(ଡି.ଏନ.ଏ.) – ସ୍ବାସ୍ଥ୍ୟକେନ୍ଦ୍ର ଥିଲେ ବି ଉପଯୁକ୍ତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି ଅନୁଗୋଳ ଜିଲା ବଅଁରପାଳ ଅଞ୍ଚଳବାସୀ। ଡାକ୍ତର ଅଭାବ ସହ ବିପର୍ଯ୍ୟସ୍ତ ଭିତ୍ତିଭୂମି ଯୋଗୁ ଏହା ଉପରେ ନିର୍ଭର କରୁଥିବା ଲୋକେ ହଇରାଣ ହେଉଛନ୍ତି। ବିଭାଗ…
ଅନୁଗୋଳ ପୋଲିସର ଜୋରଦାର ଯାଞ୍ଚ
ଅନୁଗୋଳ ଅଫିସ, ୨୬।୨ – ବର୍ଷା ପାଗ ସତ୍ତ୍ୱେ ମଙ୍ଗଳବାର ଅନୁଗୋଳ ପୋଲିସ ପକ୍ଷରୁ ସହରରେ ଜୋରଦାର ଚେକିଂ କରାଯାଇଛି। ସହର ଉପକଣ୍ଠରେ ନାକାବନ୍ଦୀ କରାଯାଇ ସମସ୍ତ ଗାଡ଼ି ଅଟକାଯାଇ ଯାଞ୍ଚ କରାଯାଇଥିଲା। ସକାଳୁ ଆରମ୍ଭ ହୋଇଥିବା ଏହି ତନଖି ଅପରାହ୍ନରେ…
ଘର ଭାଙ୍ଗିଲା, ଧାନ ଖାଇଲା
କଣିହାଁ,୨୬।୨(ଡି.ଏନ.ଏ.) – କଣିହାଁ ବ୍ଲକ ରେଙ୍ଗାଳି ଫରେଷ୍ଟ ସେକ୍ସନ ବଜ୍ରକୋଟ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହାତୀ ପଶି ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଭୋର ୫ଟାରେ ମାୟାଧର ପ୍ରଧାନଙ୍କ ଚାଳ ଛପର ଭାଙ୍ଗି ୨ କୁଇଣ୍ଟାଲ ଗଚ୍ଛିତ ଧାନ, ଗୋ-ଖାଦ୍ୟ ଖାଇବା…
ବାୟୋମେଟ୍ରିକ୍ରେ ହାଜିରା ଦେବେ ସଫେଇ କର୍ମଚାରୀ
ଅନୁଗୋଳ ଅଫିସ, ୨୬।୨ – ଆଉ କାଗଜକଲମରେ ଉପସ୍ଥାନ ଚଳିବ ନାହିଁ। ଅନୁଗୋଳ ପୌରପାଳିକା ଅଧୀନରେ କାର୍ଯ୍ୟ କରୁଥିବା ସଫେଇ କର୍ମଚାରୀମାନଙ୍କ ଉପସ୍ଥାନ ଏଣିକି ବାୟୋମେଟ୍ରିକ୍ ପଦ୍ଧତିରେ ନିଆଯିବ। ଆସନ୍ତା ମାର୍ଚ୍ଚ ୧ ତାରିଖରୁ ପୌର ପ୍ରଶାସନ ଏହି ନିୟମ ଲାଗୁ…
ଅର୍ଦ୍ଧନିର୍ମିତ ପୋଲ ନେଇ ବଢ଼ୁଛି ଅସନ୍ତୋଷ
ଆଠମଲ୍ଲିକ,୨୫ା୨(ଡି.ଏନ.ଏ.) – ସରକାରୀ ଉଦାସୀନତା, ବ୍ଲକ ପ୍ରଶାସନର ଚରମ ଅବହେଳା ତଥା ରାଜନୈତିକ ଗୋଷ୍ଠୀ ବିବାଦ ଯୋଗୁ ଆଠମଲ୍ଲିକ ବ୍ଲକ ଠାକୁରଗଡ ପଞ୍ଚାୟତର ହତାଶିମିଳି ପୋଲ ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି। ୧୦ ଲକ୍ଷ ଟଙ୍କା ବଳକା ଥିବାରୁ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ…
୭ ଦଲାଲ୍ଙ୍କୁ ଗିରଫ କଲା ପୋଲିସ
ଅନୁଗୋଳ ଅଫିସ, ୨୫।୨ ଅନୁଗୋଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଦଲାଲି କରୁଥିବା ଅଭିଯୋଗରେ ୭ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଏ ସଂକ୍ରାନ୍ତରେ ନଂ. ୨୨୪/୨୦ରେ ଏକ ମାମଲା ରୁଜୁ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ…
ଜ୍ୱର, ଝାଡ଼ାବାନ୍ତିରେ ୪୯ ଆକ୍ରାନ୍ତ
ବନ୍ତଳା, ୨୫ା୨(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ବଡ଼କେରା ପଞ୍ଚାୟତ ଚମ୍ପତିମୁଣ୍ଡା ଜବାହର ନବୋଦୟ ବିଦ୍ୟାଳୟରେ ସୋମବାର ଜ୍ୱର, ଝାଡାବାନ୍ତି ବ୍ୟାପିଛି। ଝାଡାବାନ୍ତିରେ ୧୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩୭ ଜଣ ଜ୍ୱରରେ ପୀଡିତ ହୋଇଥିବା ଜଣାପଡିଛି। ବିଦ୍ୟାଳୟ ଅଧ୍ୟକ୍ଷ ଏ…
ତୃତୀୟ ଦିନରେ ୭୬ ଅନୁପସ୍ଥିତ
କଣିହାଁ, ୨୫ା୨(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକର ବିଜିଗୋଳ ପଞ୍ଚାୟତ ହାଇସ୍କୁଲରେ ସୋମବାର ତୃତୀୟ ଦିନ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ତୃତୀୟ ଭାଷା ପରୀକ୍ଷାରେ ମୋଟ ୭୬ ଛାତ୍ରୀଛାତ୍ର ଅନୁପସ୍ଥିତ ଥିବା ଜଣାପଡିଛି। ସେହିପରି କପି କରି ୨ ଜଣ…
Archives


