ଅନୁଗୋଳ

କରୋନା: ଖୋଲିଲା ଆଇସୋଲେଟେଡ୍‌ ୱାର୍ଡ

ଅନୁଗୋଳ ଅଫିସ୍‌, ୫।୩ – କରୋନା ଭାଇରସ୍‌କୁ ନେଇ ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ପରିସ୍ଥିତିକୁ ଦେଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଇସୋଲେସନ୍‌ ୱାର୍ଡ ଖୋଲାଯାଇଥିବା…

ପୁସ୍ତକମେଳାକୁ ନେଇ ସାହିତି୍ୟକ ମହଲରେ ଅସନ୍ତୋଷ

ଅନୁଗୋଳ ଅଫିସ୍‌, ୫।୩ – ଅନୁଗୋଳରେ ଚାଲିଥିବା ଜିଲାସ୍ତରୀୟ ପୁସ୍ତକମେଳାକୁ ନେଇ ଅନେକ ସାହିତି୍ୟକ ଅସନ୍ତୋଷ ପ୍ରକାଶ କରିଛନ୍ତି। ଜିଲା ପ୍ରଶାସନ ବ୍ୟାନରରେ ଏକ ଏନ୍‌ଜିଓ ପକ୍ଷରୁ ଏହାର ଆୟୋଜନ କରାଯାଇଥିବା ବେଳେ ବହୁ ଷ୍ଟଲ ଫାଙ୍କା ପଡ଼ିଛି। ଅଧିକ ସଂଖ୍ୟକ…

ବିଦ୍ୟୁତ୍‌ ଫାଶରେ କୁଟୁରା, ଗୟଳ ଶିକାର

ବନ୍ତଳା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଅଧୀନରେ ସୋମବାର ଓ ମଙ୍ଗଳବାର ୧୧ କେଭି ତାରରେ ହୁକ ପକାଇ ଏକ କୁଟୁରା ଓ ଗୟଳ ଶିକାର କରାଯାଇଥିବା ଅଭିଯୋଗ ହୋଇଛି। ଜଗନ୍ନାଥପୁର ଗ୍ରାମ ଛୁଟା ମୁଣ୍ଡା ରିଜର୍ଭ…

ଖୁଚୁରା ମଦ ଦୋକାନ ଖୋଲିବାକୁ ବିରୋଧ

ଛେଣ୍ଡିପଦା,୪।୩(ସ୍ବ.ପ୍ର.) – ଛେଣ୍ଡିପଦା ଥାନା ପାଟକୁମୁଣ୍ଡା ପଞ୍ଚାୟତ ଭାଲୁଖାଇଢ଼ିପ ଠାରେ ପ୍ରସ୍ତାବିତ ଖୁଚୁରା ମଦ ଦୋକାନ ପାଇଁ ପ୍ରକାଶିତ ବିଜ୍ଞପ୍ତିକୁ ବିରୋଧ କରିଛି ଭାଲୁଖାଇଢ଼ିପ ଆଞ୍ଚଳିକ ମହିଳା ମଞ୍ଚ। ଏ ନେଇ ମଙ୍ଗଳବାର ମଞ୍ଚ ସଭାନେତ୍ରୀ ଟୁନୀ ସାହୁଙ୍କ ଆବାହକତ୍ୱରେ ୧୯ଟି…

ହତ୍ୟାକାରୀ ମା’ଙ୍କୁ ଆଜୀବନ ଜେଲ୍‌

ଆଠମଲ୍ଲିକ,୪।୩(ଡି.ଏନ.ଏ.)-୨୦୧୬ରେ ୩ ଶିଶୁପୁତ୍ରଙ୍କୁ କୂଅରେ ଫିଙ୍ଗି କରାଯାଇଥିବା ଏକ ହତ୍ୟା ମାମଲାର ବିଚାର କରି ମଙ୍ଗଳବାର ଅନୁଗୋଳ ଜିଲା ଆଠମଲ୍ଲିକ ଆଡିଶନାଲ୍‌ ସେସନ୍‌ ଜଜ୍‌ ଏସ୍‌.ଆର୍‌. ସାମନ୍ତ ଅଭିଯୁକ୍ତା ମା’ ଶୋଭାଙ୍ଗିନୀ ବେହେରାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ…

ରାଜାଘର ସୁନାମାଳ କହି ୪ ଲକ୍ଷ ଠକେଇ

ଅନୁଗୋଳ ଅଫିସ୍‌, ୪।୩- ରାଜାଘର ସୁନାମାଳ କହି ଏକ ପିତଳ ହାରକୁ ୪ ଲକ୍ଷ ଟଙ୍କାରେ ବିକ୍ରି କରିବା ପରେ ଖସି ପଳାଉଥିବା ନାଗପୁର ଶୀତଲୱାଡ଼ା ଅଞ୍ଚଳର ଶତ୍ରୁ ମୋହନ ପ୍ରଜାପତି(୩୩)ଙ୍କୁ ମଙ୍ଗଳବାର ଅନୁଗୋଳ ପୋଲିସ ଗିରଫ କରିଛି। ସମସ୍ତ ଟଙ୍କା…

ପଟୁରେ ପୋତିହେଲାଣି ଆଉଁଳି

ଛେଣ୍ଡିପଦା, ୪ା୩(ସ୍ବ.ପ୍ର.) – ଅଣଜଳସେଚିତ ଜମିକୁ ଜଳସେଚିତ କରି ଚାଷୀଙ୍କ ମୁହଁରେ ହସ ଫୁଟାଇବାକୁ ଦୀର୍ଘ ୫୦ ବର୍ଷ ତଳେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଆରମ୍ଭ ହୋଇଥିଲା ଆଉଁଳି ଜଳସେଚନ ପ୍ରକଳ୍ପ। ହେଲେ ଏହି ଦୀର୍ଘବର୍ଷ ମଧ୍ୟରେ ଉପଯୁକ୍ତ ରକ୍ଷଣାବେକ୍ଷଣ…

ହ୍ରାସ ପାଉଛି କେନ୍ଦୁପତ୍ର ଉତ୍ପାଦନ

କଣିହାଁ,୪।୩(ଡି.ଏନ.ଏ.) – ଫେବୃୟାରୀ ଯାଇ ମାର୍ଚ୍ଚ ହେଲାଣି। ହେଲେ ଏଯାଏ ତାଳଚେର ଉପଖଣ୍ଡରେ ଆରମ୍ଭ ହୋଇନି କେନ୍ଦୁପତ୍ର ଉତ୍ପାଦନ। ଗତବର୍ଷ ଧାର୍ଯ୍ୟଲକ୍ଷ୍ୟ ପୂରଣ ହୋଇପାରି ନ ଥିବା ବେଳେ ଚଳିତବର୍ଷ ଗୋଛା କଟେଇରେ ଏପରି ବିଳମ୍ବ ଉତ୍ପାଦନ ହ୍ରାସ ଆଶଙ୍କାକୁ ପୁନଃ…

୫୫ ନଂ. ଏନ୍‌ଏଚରେ ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର: ସ୍ଥାନୀୟ ଅଞ୍ଚଳରେ ଆତଙ୍କ

ବଇଣ୍ଡା,୩।୩(ଡି.ଏନ.ଏ.)-ଅନୁଗୋଳ ଜିଲା କଟକ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥର ହଣ୍ଡପା ଥାନା କମରେଇ ନିକଟରେ ମଙ୍ଗଳବାର ଅପରାହ୍ନ ୪.୩୦ରେ ଏକ ପ୍ରୋପେନ ଗ୍ୟାସ ବୋଝେଇ ଟ୍ୟାଙ୍କର( ନଂ. ଏନଏଲ୦୧ଡି୨୭୫୮) ଭାରସାମ୍ୟ ହରାଇ ଓଲଟିପଡ଼ିଛି। କଟକରୁ ସମ୍ବଲପୁର ଅଭିମୁଖେ ଉକ୍ତ ଟ୍ୟାଙ୍କରଟି ଯାଉଥିବାବେଳେ…

ଦିନକରେ ୧.୧ ଲକ୍ଷ ଜରିମାନା ଆଦାୟ

ଅନୁଗୋଳ ଅଫିସ୍‌, ୩।୩ ରାଜ୍ୟରେ ସଂଶୋଧିତ ମୋଟରଯାନ ନିୟମ କଡାକଡି ଲାଗୁ ହେବା ପରେ ପୋଲିସ ଓ ଆର୍‌ଟିଓ ପକ୍ଷରୁ ଜୋରଦାର ଧରପଗଡ ଚାଲିଛି। ଅନୁଗୋଳରେ ମଧ୍ୟ ଗାଡ଼ିମୋଟର ଯାଞ୍ଚ କଡାକଡି କରାଯାଇଛି। କେବଳ ରବିବାର ସକାଳୁ ବିଳମ୍ବିତ ରାତି ପର୍ଯ୍ୟନ୍ତ…

ଗଲାଣି ବିଶ୍ରାମାଗାର : ଜବରଦଖଲ କରିଛନ୍ତି ଦୋକାନୀ

ବଅଁରପାଳ, ୩ା୩(ଡି.ଏନ.ଏ.) ଅନୁଗୋଳ ଜିଲାର ବଅଁରପାଳ ଭଳି ଜନଗହଳିପୂର୍ଣ୍ଣ ବଜାରରେ ବିଶ୍ରାମାଗାରଟିଏ ନ ଥିବାରୁ ବସ୍‌ ଧରିବାକୁ ଅପେକ୍ଷାରତ ଯାତ୍ରୀଙ୍କୁ ଏଠାରେ ଦୀର୍ଘ ସମୟ ଧରି ଠିଆ ହେବାକୁ ପଡ଼ୁଛି। ବିଶେଷକରି ଖରା ଓ ବର୍ଷା ଦିନେ ଯାତ୍ରୀମାନେ ଅଧିକ ହଇରାଣ…

କମାରସାହି ବାସିନ୍ଦାଙ୍କୁ ମିଳୁନି ଘରଡିହ ପଟ୍ଟା

ଅନଗୁଳ ସହର, ୩ା୩ ଅନୁଗୋଳ ସହର ହୁଲୁରିସିଙ୍ଗା ଜେମାଦେଈପୁର କମାରସାହି ବାସିନ୍ଦାଙ୍କୁ ମିଳୁନି ଘରଡିହ ପଟ୍ଟା। ଦୀର୍ଘ ବର୍ଷ ଧରି ଆଦିବାସୀ ସମ୍ପ୍ରଦାୟର ପ୍ରାୟ ୪୦ ଗରିବ ପରିବାର ସେଠାରେ ବାସ କରିଆସୁଥିବା ବେଳେ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ପଟ୍ଟା ମିଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?