ଅବଧି ସରିଛି, ରିଫିଲ ହେଉନି
ପାଲଲହଡ଼ା, ୨୪ା୨(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନି ନିର୍ବାପନ ବ୍ୟବସ୍ଥାର ବୈଧତା ସରିଥିଲେ ହେଁ ଏହାକୁ ରିଫିଲ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏହାର ରକ୍ଷଣାବେକ୍ଷଣ କରାଯାଉ ନ ଥିବାରୁ କୌଣସି ସମୟରେ ଦୁର୍ଘଟଣା ଘଟିଲେ ଏହାକୁ ଆୟତ୍ତ…
ଚିକିତ୍ସାରେ ଅବହେଳା ଅଭିଯୋଗ
ଅନୁଗୋଳ ଅଫିସ, ୨୪।୨: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ରୋଗୀଙ୍କ ଚିକିତ୍ସାରେ ଅବହେଳା ହେଉଥିବା ଅଭିଯୋଗ ଆସିଛି। ଡାକ୍ତରଖାନାର ୩ ମହଲା ବିଲ୍ଡିଂରେ ଥିବା ବେଡ ନଂ. ୩୩୫ ଓ ୩୩୬ରେ ଥିବା ଦୁଇଜଣ ଗୋଡ଼ ଭଙ୍ଗା ରୋଗୀ ଏହି ଅଭିଯୋଗ…
ବଅଁରପାଳରେ ଭାରତ ବନ୍ଦ ପ୍ରଭାବ: ୫୫ନଂ. ଏନ୍ଏଚ୍ ଅବରୋଧ
ବଅଁରପାଳ,୨୩।୨(ଡି.ଏନ୍.ଏ.): ଭୀମ ଆର୍ମି ପକ୍ଷରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି। ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ବିରୋଧୀ ରାୟ ଓ କେନ୍ଦ୍ର ସରକାରଙ୍କ ଏନ୍ପିଆର, ଏନ୍ଆର୍ସି, ସିଏଏ ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି। ଅନୁଗୋଳ ଜିଲା ବଅଁରପାଳଠାରେ ରବିବାର…
ବିଜୁ ଉଦ୍ୟାନ ପାଲଟିଲା ମଣ୍ଡପ
ଅନୁଗୋଳ ଅଫିସ, ୨୩।୨ – ଅନୁଗୋଳ ହେମସୁରପଡ଼ାସ୍ଥିତ ବିଜୁ ଉଦ୍ୟାନ ଏବେ ପାଲଟିଛି ମଣ୍ଡପ। ସହରରେ ଥିବା ବିଭିନ୍ନ ମଣ୍ଡପକୁ ନ ଯାଇ ମାଗଣାରେ ଲୋକେ ଏଠି ଭୋଜିଭାତ କରୁଥିବା ଅଭିଯୋଗ ହେଉଛି। ଶନିବାର ଏଠାରେ ଏପରି ଏକ ଭୋଜିର ଆୟୋଜନ…
ବିପଜ୍ଜନକ ଅବସ୍ଥାରେ ଛାତ୍ରୀଛାତ୍ର ପରିବହନ
ପାଲଲହଡ଼ା, ୨୩ା୨(ଡି.ଏନ.ଏ.) – ବାରମ୍ବାର ଦୁର୍ଘଟଣା ସତ୍ତ୍ୱେ ବିପଦଜନକ ଅବସ୍ଥାରେ ଚାଲିଛି ସ୍କୁଲ ପିଲା ପରିବହନ। ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡରେ ମଧ୍ୟ ଏପରି ଦେଖିବାକୁ ମିଳିଛି। ବିଭିନ୍ନ ଘରୋଇ ବିଦ୍ୟାଳୟକୁ ଅଟୋ ଏବଂ ଅନ୍ୟାନ୍ୟ ଗାଡ଼ିଗୁଡିକରେ କ୍ଷମତା ଠାରୁ ଅଧିକ…
୫-ଟି ପାଇଁ ଆନୁଷଙ୍ଗିକ ଭିତ୍ତିଭୂମି ପ୍ରସ୍ତୁତ କର
ଅନୁଗୋଳ ଅଫିସ, ୨୩।୨ – ଅନୁଗୋଳ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶନିବାର ପୂର୍ବାହ୍ନରେ ‘୫-ଟି’ର ସମୀକ୍ଷା ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ସମସ୍ତଙ୍କୁ ସ୍ବାଗତ କରିବା ସହ…
‘ସମସ୍ତଙ୍କୁ ନେଇ ବିକାଶମୂଳକ କାର୍ଯ୍ୟ କରିବି’
ଅନୁଗୋଳ ଅଫିସ, ୨୨।୨ – ଦୀର୍ଘ ଦିନ ହେବ ଖାଲି ପଡିଥିବା ଅନୁଗୋଳ ଜିଲା ସଭାପତି ପଦ ପାଇଁ ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ସଭାପତି ମହେନ୍ଦ୍ର ବସ୍ତିଆଙ୍କ ନାମରେ ମୋହର ବାଜିଛି। ରାଜ୍ୟ ବିଜେଡି ରିଟର୍ନିଂ ଅଫିସର ଏହି…
ସୁନ୍ଦରୀ ବେକରୁ ଖୋଲାଗଲା ରେଡିଓ କଲାର
ବନ୍ତଳା, ୨୨ା୨ (ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ବନ୍ତଳା ଥାନା ରାଇଗୁଡା ରେଞ୍ଜ ଏନ୍କ୍ଲୋଜରରେ ଥିବା ବାଘୁଣୀ ସୁନ୍ଦରୀ ବେକରୁ ଶୁକ୍ରବାର ରେଡିଓ କଲାର ଖୋଲାଯାଇଛି। ଓଜନ ବୃଦ୍ଧି କାରଣରୁ ସୁନ୍ଦରୀର ବେକ ମୋଟା ହୋଇଯାଇଥିଲା। ଫଳରେ ରେଡିଓ…
ଅନୁଗୋଳ ଜିଲା ବିଜେଡି ସଭାପତି ହେଲେ ମହେନ୍ଦ୍ର ବସ୍ତିଆ
ଅନୁଗୋଳ ଅଫିସ,୨୧।୨: ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ବିଜେଡି ସଭାପତି ଥିବା ମହେନ୍ଦ୍ର ବସ୍ତିଆ ଅନୁଗୋଳ ଜିଲା ବିଜେଡି ମଙ୍ଗ ଧରିଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ଘୋଷଣା କରାଯାଇଛି…
ମାଧପୁର ପଞ୍ଚାୟତରେ ବ୍ୟାପକ ଅନିୟମିତତା ଅଭିଯୋଗ: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ଯୋଗ୍ୟ ହିତାଧିକାରୀଙ୍କ ନାଁ
ମାଧପୁର,୨୧।୨(ଡି.ଏନ୍.ଏ) : ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ପଞ୍ଚାୟତରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ଫନି ପରେ ପଞ୍ଚାୟତର ପ୍ରତ୍ୟେକ ଗାଁ ବୁଲି ନିର୍ବାହୀ ଯନ୍ତ୍ରୀ, ଗ୍ରାମ ରୋଜଗାର ସେବକ ଏବଂ କିଛି ଠିକା କର୍ମଚାରୀ ସର୍ଭେ…
ଅନୁଗୋଳରେ ମାତିଛନ୍ତି ଲୁଟେରା: ସଫେଇ ଆଳରେ ଲୁଟୁଛନ୍ତି ସୁନା
ଅନୁଗୋଳ ଅଫିସ, ୨୧।୨ – ସୁନା ସଫା କରିଦେବା ଆଳରେ ଲୋକଙ୍କଠାରୁ ସୁନା ଲୁଟୁଥିବା ଏକ ଗ୍ୟାଙ୍ଗ ଅନୁଗୋଳ ସହରରେ ସେମାନଙ୍କ କାର୍ଯ୍ୟକଳାପ ଜାରି ରଖିଥିବା ବିଭିନ୍ନ ଆଡ଼ୁ ଅଭିଯୋଗ ବଢ଼ିବାରେ ଲାଗିଛି। ତେବେ ଲୁଟ୍ ହୋଇଥିବା ସୁନା ଫେରି ପାଇବାର…
ମହେନ୍ଦ୍ର ଧରିପାରନ୍ତି ଅନୁଗୋଳ ବିଜେଡି ମଙ୍ଗ: ଅରୁନାଭଙ୍କ ଫଟୋ ପୋଷ୍ଟକୁ ନେଇ ଜୋରଦାର ଚର୍ଚ୍ଚା
ଅନୁଗୋଳ ଅଫିସ, ୨୧।୨ – ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ବିଜେଡି ସଭାପତି ଥିବା ମହେନ୍ଦ୍ର ବସ୍ତିଆ ଅନୁଗୋଳ ଜିଲା ବିଜେଡି ମଙ୍ଗ ଧରିପାରନ୍ତି। ଦଳ ତାଙ୍କୁ ଅନୁଗୋଳ ଜିଲା ସଭାପତି ଦାୟିତ୍ୱ ଦେଇପାରେ ବୋଲି ଗୁରୁବାର ସହରରେ ଜୋରଦାର…
Archives


