୧୮ରୁ ଉଚ୍ଚ ବିଦ୍ୟାଳୟରେ ଖାତାଦେଖା
ଅନୁଗୋଳ ଅଫିସ୍, ୩।୩ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଆୟୋଜିତ ମାଟ୍ରିକ୍ ପରୀକ୍ଷା ସୋମବାର ଶେଷ ହୋଇଛି। ତେବେ ଶେଷ ଦିନରେ ପରୀକ୍ଷାରେ କପି କରି କେହି ଧରାପଡ଼ି ନ ଥିବା ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…
ଡୋର୍ରେ ଦଉଡ଼ି ଭିଡ଼ି ଜରୁରୀ ସେବା
ବଇଣ୍ଡା,୩।୩ (ଡି.ଏନ.ଏ.) – ଜରୁରୀ ସ୍ବାସ୍ଥ୍ୟସେବାର ଏକ ପ୍ରମୁଖ ଅଙ୍ଗ ପାଲଟିଥିବା ୧୦୮ ଆମ୍ବୁଲାନ୍ସ ଡୋର୍ରେ ଭିଡ଼ାଯାଉଛି ଦଉଡ଼ି। ଗାଡ଼ିର ସାଇଟ୍ ଓ ପଛ ଡୋର୍ ଭାଙ୍ଗି ଯାଇଥିବା ବେଳେ ଏସି କି ଅକ୍ସିଜେନ ସିଲିଣ୍ଡର ମଧ୍ୟ କାମ କରୁନି। ଏପରି…
ଅସ୍ଥାୟୀ ରାସ୍ତାରେ ପଡ଼ି ଅନେକ ଆହତ
ବଇଣ୍ଡା,୨।୩(ଡି.ଏନ.ଏ.) କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ସମ୍ପ୍ରସାରଣ କାର୍ଯ୍ୟ ଶେଷ ହେଉ ନ ଥିବା ବେଳେ ଏବେ ଅସ୍ଥାୟୀ ରାସ୍ତାରେ ବଢ଼ୁଛି ଦୁର୍ଘଟଣା। ଅନେକ ସ୍ଥାନରେ ବଡ଼ ବଡ଼ ଖାଲଖମା ସୃଷ୍ଟି ହୋଇଥିବାରୁ ସେଠାରେ ପଡ଼ି ସାଇକେଲ ଓ ବାଇକ୍ ଆରୋହୀମାନେ…
ନେଇଗଲେ ଅଢ଼େଇ ଲକ୍ଷ ଟଙ୍କା, ସୁନା
ଛେଣ୍ଡିପଦା,୨ା୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ମୁଖାପିନ୍ଧି ଆସିଥିବା ୬ଜଣ ଦୁର୍ବୃତ୍ତ ଜଣେ ପୂଜକଙ୍କ ଘରେ ପଶି ଝିଅ ବାହାଘର ପାଇଁ ଗଡରେଜ୍ରେ ଥିବା ନଗଦ ଅଢେଇ ଲକ୍ଷରୁ ଊର୍ଦ୍ଧ୍ୱ…
କୋଟିଏରୁ ଫେରିଯିବ ୨୦ ଲକ୍ଷ
ଅନୁଗୋଳ ଅଫିସ,୨।୩ – ମତ୍ସ୍ୟ ଚାଷ ପାଇଁ ଅନୁଗୋଳ ଜିଲାର ଚାଷୀଙ୍କ ମଧ୍ୟରେ ଆଗ୍ରହ ଥିଲେ ବି ସେମାନଙ୍କୁ ମିଳୁନି ଉପଯୁକ୍ତ ସୁଯୋଗ। ଆବଶ୍ୟକସ୍ଥଳେ ବ୍ୟାଙ୍କ ଋଣ ମିଳୁ ନ ଥିବା ବେଳେ ସରକାରୀ ପ୍ରୋତ୍ସାହନ ଓ ସବ୍ସିଡି ମଧ୍ୟ ସେମାନଙ୍କୁ…
ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
ବଇଣ୍ଡା,୨।୩(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଉରପାଳ ପଞ୍ଚାୟତ କେନ୍ଦୁନାଳୀ ଗ୍ରାମରେ ଅଙ୍ଗନଓ୍ବାଡ଼ି ଗୃହ ନିର୍ମାଣ ହୋଇପାରୁ ନାହିଁ। ଅର୍ଥ ମଞ୍ଜୁର ହୋଇ ପଡ଼ି ରହିଥିଲେ ବି ନିର୍ମାଣ ହେବାକୁ ଥିବା ସରକାରୀ ଜମିରୁ ଜବରଦଖଲ ହଟାଯାଉ ନ ଥିବାରୁ ଏପରି…
ବିପଦ ସୃଷ୍ଟି କରୁଛି ଶୁଖିଲା ଗଛ
ଅନୁଗୋଳ ସହର,୨।୩ (ଡି.ଏନ.ଏ.) ଅନୁଗୋଳ ସହର ସଭାଘର ସମ୍ମୁଖ ତଥା ଷ୍ଟାଡିୟମ ନିକଟରେ ଥିବା ଗୋପବନ୍ଧୁ ପାର୍କକୁ ନେଇ ଏବେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କାରଣ ପାର୍କରେ ଥିବା ଶୁଖିଲା ଗଛ କଟାଯାଉ ନ ଥିବାରୁ ଏହା କେତେବେଳେ କାହା ଉପରେ…
ଦିନରେ ଆର୍ଟିଓ, ରାତିରେ ପୋଲିସ
ଅନୁଗୋଳ ଅଫିସ୍, ୨।୩: ୬ ମାସର କୋହଳ ପରେ ମାର୍ଚ୍ଚ ୧ରୁ ରାଜ୍ୟରେ କଡାକଡ଼ି ଲାଗୁ ହୋଇଛି ସଂଶୋଧିତ ମୋଟରଯାନ ଆଇନ। ଏ ନେଇ ରବିବାର ପୋଲିସ ଓ ଆରଟିଓ ପକ୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି କରାଯାଇଛି। ତେବେ ଅନୁଗୋଳରେ ଦିନତମାମ…
ପାଳିରେ ଯୋଗାଯାଉଛି ବିଜୁଳି
ତାଳଚେର,୨ା୩(ନି.ପ୍ର.) ତାଳଚେର ବ୍ଲକ ଚାଇଁପାଳ ଡିଭିଜିନ ଅନ୍ତର୍ଗତ ପାଲଲହଡ଼ା ସବ୍ଡିଭିଜନର କଣିହାଁ ବ୍ଲକ ପରାବିଲ ସେକ୍ସନରେ ଥିବା ପାୱାର ଟ୍ରାନ୍ସଫର୍ମର ୨ ଦିନ ହେଲା ପୋଡିଯାଇଛି। ଫଳରେ ଏହା ଉପରେ ନିର୍ଭର କରୁଥିବା କଣିହାଁ ବ୍ଲକର ୧୦ଟି ପଞ୍ଚାୟତ ବାସିନ୍ଦା ହଇରାଣ…
ଛେଣ୍ଡିପଦାରେ ସଶସ୍ତ୍ର ଡକାୟତି: ଆଜବେଷ୍ଟ ଭାଙ୍ଗି ଘରେ ପଶି ଲକ୍ଷାଧିକ ଟଙ୍କା, ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ
ଛେଣ୍ଡିପଦା,୧।୩(ଡି.ଏନ୍.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୬ଜଣ ଦୁର୍ବୃତ୍ତ ଗ୍ରାମର ଶିବ ମନ୍ଦିର ସମ୍ମୁଖରେ ରହୁଥିବା ପ୍ରମୋଦ ମହାପାତ୍ରଙ୍କ ଘର ଆଜବେଷ୍ଟ ଭାଙ୍ଗି ଘରେ ପଶିଥିଲେ। ପରେ ସେମାନେ ଘରଲୋକଙ୍କୁ…
ଦଲାଲ ପଶିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଅନୁଗୋଳ ଅଫିସ୍, ୧।୩ – ଅକ୍ଟୋବର ୧ରୁ ଜିଲାରେ ଆରମ୍ଭ ହୋଇଥିବା ଧାନ ସଂଗ୍ରହର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ଓ ଏଥିରେ ସୃଷ୍ଟି ହେଉଥିବା ସମସ୍ୟାକୁ ନେଇ ଶନିବାର ପୂର୍ବାହ୍ନରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀଙ୍କ ଅଧ୍ୟକ୍ଷତାରେ ଜିଲା କାର୍ଯ୍ୟାଳୟ…
ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଉଦ୍ଘାଟିତ
ଅନୁଗୋଳ ଅଫିସ୍, ୨୯।୨ – ଅନୁଗୋଳ ଜିଲା କୋର୍ଟର ଦ୍ୱିତୀୟ ମହଲାରେ ଥିବା ଅତିରିକ୍ତ ଜିଲା ଓ ଦୌରାଜଜ୍ଙ୍କ କୋର୍ଟରେ ଶୁକ୍ରବାର ଏକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଉଦ୍ଘାଟିତ ହୋଇଯାଇଛି। ଜିଲା ଓ ଦୌରାଜଜ୍ ଅଶାନ୍ତ କୁମାର ଦାସ ଏହି ଅଦାଲତକୁ…

