ଶ୍ମଶାନରେ ଚେକ୍ଡ୍ୟାମ ନିର୍ମାଣକୁ ବିରୋଧ
ବଇଣ୍ଡା,୧୯।୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ଗାଁ ବଇଣ୍ଡା ପଞ୍ଚାୟତ ଧୁଣ୍ଡି ଗ୍ରାମର ଶ୍ମଶାନରେ ଚେକଡ୍ୟାମ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଗ୍ରାମବାସୀ ଚିହ୍ନଟ କରିଥିବା ନାଳ ଉପରେ ଚେକଡ୍ୟାମ ନିର୍ମାଣ କରା ନ ଯାଇ ଶଶ୍ମାନରେ ନିର୍ମାଣ ପାଇଁ…
ବ୍ରାଉନ ସୁଗାର ବ୍ୟବସାୟୀଙ୍କ ଦେଢ କୋଟିର ସମ୍ପତ୍ତି ଜବତ
ଅନୁଗୋଳ ଅଫିସ, ୧୯।୨ – ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରୁ ଗତ ୪ ମାସ ମଧ୍ୟରେ ବ୍ରାଉନ ସୁଗାର ବିକ୍ରି ଅଭିଯୋଗରେ ଗିରଫ ହୋଇଥିବା ୨୪ ଜଣଙ୍କ ମଧ୍ୟରୁ ୮ ଜଣ ବ୍ୟବସାୟୀଙ୍କ ସମ୍ପତ୍ତି ଜବତ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ୬…
ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ, ବିକ୍ଷୋଭ: ପିଏମ୍ଏୱାଇ ତାଲିକାରେ ଅନିୟମିତତା ଅଭିଯୋଗ
ବଇଣ୍ଡା,୧୯।୨(ଡି.ଏନ.ଏ.) – କିଶୋରନଗର ବ୍ଲକର ୨୩ଟି ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମଏଓ୍ବାଇ)ରେ ଗୃହ ଯୋଗାଇ ଦେବା ପାଇଁ ପ୍ରଶାସନ ପକ୍ଷରୁ ତାଲିକା ପ୍ରକାଶ ପାଇଛି। ହେଲେ ଅଧିକାଂଶ ପଞ୍ଚାୟତରେ କୋଠାଘର ଥିଲା ବାଲାଙ୍କୁ ଗୃହ ଯୋଗାଇ ଦେବା ପାଇଁ ତାଲିକା ପ୍ରକାଶ…
୮୫ କେନ୍ଦ୍ରରେ ୧୭,୫୧୩ ପରୀକ୍ଷାର୍ଥୀ
ଅନୁଗୋଳ ଅଫିସ, ୧୯।୨ – ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷାରେ ଅନୁଗୋଳ ଜିଲାରେ ୮୫ଟି ପରୀକ୍ଷାକେନ୍ଦ୍ର କରାଯାଇଥିବାବେଳେ ମୋଟ ୧୭ ହଜାର ୫୧୩ ଜଣ ପରୀକ୍ଷା ଦେବେ। ଚଳିତ ବର୍ଷ…
ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ
ଆଠମଲ୍ଲିକ,୧୮।୧(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ପୁରୁଣାମାଣତ୍ରୀ ସେବା ସମବାୟ ସମିତି ଧାନ ମଣ୍ଡିରୁ ଦୀର୍ଘ ୫ ଦିନ ହେଲା ଧାନ ଉଠି ପାରୁ ନ ଥିବା ଅଭିଯୋଗ ହୋଇଛି। ଏଥିଯୋଗୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରଥମେ ଚାଷୀଙ୍କୁ ଆଗୁଆ ଟୋକନ ଦିଆଯାଇଥିଲା। ଟୋକନ…
ନୂଆ ପ୍ରତିଭା ଶୁଭଶ୍ରୀ ବଡ଼ମାଳୀ
ବଇଣ୍ଡା,୧୮।୨ – ଆଗ୍ରହ ଥିଲେ ସୁଯୋଗ ଆପଣାଛାଏ ଆସେ। ଆଉ ଉକ୍ତ ସୁଯୋଗର ସଦୁପୋଯୋଗ କିପରି ସଫଳତାର ମାର୍ଗ ପ୍ରଶସ୍ତ କରିଥାଏ ତାହାର ଉଦାହରଣ ହେଲେ ଓଡ଼ିଶା ବଲ୍ ବ୍ୟାଡ୍ମିଣ୍ଟନ ଦଳରେ ସ୍ଥାନ ପାଇଥିବା ନୂଆ ପ୍ରତିଭା ଶୁଭଶ୍ରୀ ବଡ଼ମାଳୀ। ଅନୁଗୋଳ…
ଅଧିକାରୀ, କର୍ମଚାରୀଙ୍କ ଅନୁପସ୍ଥିତିରେ ଅସନ୍ତୋଷ
ଛେଣ୍ଡିପଦା,୧୮।୨(ସ୍ବ.ପ୍ର.) – ପ୍ରତି ସୋମବାର ବ୍ଲକ କାର୍ଯ୍ୟାଳୟରେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବାକୁ ସରକାରୀ ନିର୍ଦ୍ଦେଶ ଥିଲେ ମଧ୍ୟ ତାହାକୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଠିକ୍ ଭାବେ ପାଳନ କରାଯାଉ ନ…
ରବି ପାଣି ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ
ତାଳଚେର,୧୮ା୨(ନି.ପ୍ର.)- ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ତାଳଚେରର ରବି ନାରାୟଣ ପାଣିଙ୍କୁ ମନୋନୀତ କରାଯାଇଛି। ତାଳଚେରରୁ ଓକିଲାତି ଜୀବନ ଆରମ୍ଭ କରିଥିବା ପାଣି ଥରେ ଏମ୍ପି ଓ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ନିର୍ବାଚନ ପୂର୍ବରୁ ବିଜୁଜନତା ଦଳରୁ…
ଅସାଧୁ ଛାତ୍ରୀଛାତ୍ରଙ୍କୁ ଜଗିବେ ୨୧ ଜଣିଆ ସ୍କ୍ବାଡ୍
ଅନୁଗୋଳ ଅଫିସ, ୧୮।୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ। ଏ ନେଇ ବୋର୍ଡଠାରୁ ଆରମ୍ଭ କରି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସବୁଠି ତପତ୍ରତା ପ୍ରକାଶ ପାଇଛି। ସୋମବାର…
ବନ୍ତଳା ଷ୍ଟେଟ୍ ବ୍ୟାଙ୍କ ଶାଖାରେ ଡକାୟତି
ଅନୁଗୋଳ ଅଫିସ,୧୭।୨: ଅନୁଗୋଳ ଜିଲା ବନ୍ତଳା ଥାନା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ବନ୍ତଳା ଶାଖାରେ ରବିବାର ରାତିରେ ଡକାୟତି ହୋଇଛି। ବ୍ୟାଙ୍କ ମ୍ୟାନେଜର କାର୍ଯ୍ୟାଳୟ ଗୃହ କବାଟ ତାଲା ତଡ଼ା ହୋଇଥିବା ବେଳେ କମ୍ପ୍ୟୁଟର,ହାଡ୍ଡିକ୍ସ ଆଦି ନେଇ ଯାଇଥିବା ଜଣାପଡୁଛି। ଏଥି…
ରାସ୍ତା ସୂଚନା ଫଳକ ଭାଙ୍ଗିଦେଲେ ଦୁର୍ବୃତ୍ତ
ଅନୁଗୋଳ ଅଫିସ୍, ୧୭।୨: ଅନୁଗୋଳ ବାଳ ସୁଧାର ଗୃହ ନିକଟରେ ପିଡବ୍ଲ୍ୟୁଡି ପକ୍ଷରୁ ମେଡିକାଲ ଯିବାକୁ ରାସ୍ତା ସୂଚନା ଲେଖାଯାଇଥିବା ଫଳକକୁ କେହି ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି। ଦୁଇ ଦିନ ତଳେ କେହି ଏହାକୁ ଅଧା ଭାଙ୍ଗି ଦେଇଥିବାବେଳେ ରବିବାର ପୂରା ଭାଙ୍ଗି…
ନିର୍ମାଣ ସ୍ଥଳ ଦେଖିଲେ ବିଧାୟକ
କଣିହାଁ,୧୭ା୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ କରଡେଇ-ବୁରୁବାହାଳ ଗ୍ରାମ ଏରିଆରେ ଟିକିରା ନଦୀରେ ପୋଲ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହେଉଥିବା ନେଇ ଅଭିଯୋଗ ହୋଇଛି। ଧାର୍ଯ୍ୟ ସମୟ ମଧ୍ୟରେ କାମ ସମ୍ପୂର୍ଣ୍ଣ ନ ହେବାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏଥିଯୋଗୁ ଉପକୃତ…
Archives


