ଅନୁଗୋଳ

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ ଯାଇଥିବାବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଖବର ପାଇ ସ୍ଥାନୀୟ ଲୋକେ ତାଙ୍କୁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଗୋରୁ ମୃତୁବରଣ କରିଛନ୍ତି। ଏହାସହ ଅନେକ ଗୋରୁ ଆହତ ହୋଇଛନ୍ତି।…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା

ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର ରାଜସ୍ୱ ନିରୀକ୍ଷକ ସୁରେନ୍ଦ୍ର କୁମାର ଦାଶଙ୍କୁ ରେଡ୍ ହ୍ୟାଣ୍ଡ ଧରିଛି ଭିଜିଲାନ୍ସ। ଜଣେ…

ମା’ ବଞ୍ଚିଥିବା ଭାବି ମୃତଦେହକୁ ଘରେ ଆଣି ରାତିସାରା ଜଗିରହିଲେ ୪ ପିଲା, ହେଲେ…

ପାଲଲହଡ଼ା,୮ା୧(ଦିବ୍ୟଜ୍ୟୋତି ଦାଶ): ୪ ବର୍ଷ ତଳେ ପରପାରିକୁ ଚାଲିଯାଇଥିଲେ ସ୍ବାମୀ ଗୁରୁ ମୁଣ୍ଡା। ସେବେଠାରୁ ୩ ଝିଅ ଓ ଗୋଟିଏ ପୁଅର ବୋଝ ନିଜେ ଉଠାଉଥିଲେ ବିଧବା ଜାନ ମୁଣ୍ଡା। ଦୈନିକ ମୂଲ ମଜୁରି ଖଟି ପିଲାଙ୍କ ମୁହଁରେ ଦାନା ଦେଉଥିବା…

କାମସାରି ଘରକୁ ଫେରୁଥିଲେ: ଗଛରେ ପିଟି ହୋଇ ଚାଲିଗଲା ୨ସାଙ୍ଗଙ୍କ ଜୀବନ

ସନ୍ତ୍ରୀଛକ,୪।୧(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ବଉଳିଗଡ଼ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଗଛରେ ପିଟି ହୋଇ ୨ସାଙ୍ଗଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହିନ୍ଦୋଳ ଥାନା ଗୁଲେହି ପଞ୍ଚାୟତ କଲଣ୍ଡା ଗ୍ରାମର ଶାନ୍ତନୁ ବେହେରା(୩୮) ଏବଂ…

ମନ୍ଦିରରୁ ପୂଜା ସାରି ଫେରିବାବେଳେ ପୂଜକଙ୍କୁ ପେଚ୍‌କସ୍‌ରେ ଆକ୍ରମଣ, କିଛି ସମୟ ଭିତରେ ଘଟିଲା…

ତାଳଚେର,୩ା୧(ମନୋଜ ନନ୍ଦ): ତାଳଚେର ଥାନା ସମ୍ମୁଖରେ ଥିବା ମଙ୍ଗଳା ମନ୍ଦିରରେ ଦୀର୍ଘବର୍ଷ ହେଲା ପୂଜା କରି ଆସୁଥିଲେ ବଡ଼ଦାଣ୍ଡ ସାହିର ସନ୍ତୋଷ କୁମାର ମହାପାତ୍ର(୫୦)। ଶନିବାର ମଧ୍ୟାହ୍ନରେ ପୂଜା ସାରି ଫେରୁଥିବା ବେଳେ ଥାନା ସମ୍ମୁଖରେ ଜଣେ ଯୁବକ ତାଙ୍କୁ ପେଚ୍‌କସ୍‌…

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ ଗୁରୁବାର ଭୋର ସମୟରେ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସ୍ଥାନୀୟ ଗ୍ରାମବାସୀଙ୍କ ସୂତ୍ରରୁ…

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକ ଏବଂ ପିଅନ କାହ୍ନୁ ସାହୁଙ୍କୁ ଭିଜିଲାନ୍ସ ଟିମ୍ ଗିରଫ କରିଛି। ନ୍ୟାୟାଳୟଙ୍କ…

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନାରୁ ବୁଧବାର ଭୋର ସମୟରେ ସୁମନ୍ତ ବେହେରାଙ୍କ ସ୍ତ୍ରୀ ଝିଲି ବେହେରା (୩୫) ଘର…

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର ଉଭୟ ପାର୍ଶ୍ୱରେ ଦୁଇ ମୃତଦେହ ପଡିଥିବା ସ୍ଥାନୀୟ ଲୋକ ଦେଖିବକୁ ପାଇଥିଲେ। ପରର ପୋଲିସକୁ…

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି । ତେବେ ମୃତକଙ୍କ ମଧ୍ୟରେ ମାଆ ଏବଂ ଦୁଇ ପୁଅ ରହିଛନ୍ତି । ଢେଙ୍କାନାଳ…

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ ଶିକ୍ଷକ ଧରଣୀଧର ବେହେରା ନିଶାସକ୍ତ ଅବସ୍ଥାରେ ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ବାଡ଼ିରେ ପିଟି ଆହତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri