ଫିଲ୍ମ ଷ୍ଟାଇଲ୍ ଲୁଟ୍ ପରେ ପୋଲିସର ଏନ୍କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର
ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଦୁଇ ଅପରାଧୀଙ୍କୁ ଏନ୍କାଉଣ୍ଟର କରିଥିବା ଜଣାପଡ଼ିଛି । ଗୁଳିମାଡ଼ ପରେ…
ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ
ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ ଆର୍ଦ୍ରତା (Humidity) ଯୋଗୁଁ ସ୍ଥିତି ଆହୁରି ସଂଘାତିକ ହୋଇଛି। ଏଭଳି ସ୍ଥିତିରେ ଛାତ୍ରୀଛାତ୍ରଙ୍କୁ…
ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା
ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା ଅନୁସାରେ, ଏକ ମାମଲାର ଚୂଡ଼ାନ୍ତ ରିପୋର୍ଟ (Final Report) ଦାଖଲ କରିବା ପାଇଁ…
ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ
ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ଆଉ ୨ ଜଣଙ୍କୁ ଅଗ୍ନିଶମ କର୍ମଚାରୀ ଖୋଜୁଥିବା ସୂଚନା…
ବିଲକୁ ଯାଇଥିଲେ ୨ ଭାଇ, ହଠାତ୍ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…
ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରପାତ ଘଟି ପାପସରା କିସାନ ସାହିର ଦୁଇ ଜଣ ଯୁବ ଚାଷୀଙ୍କର ମୃତ୍ୟୁ…
ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….
ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଗୁରୁତର ହେବାରୁ…
ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ
ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଲୁଗା ଶୁଖାଉଥିବା ବେଳେ ନାତୁଣୀ ବିଦ୍ୟୁତ୍ ତାର ସଂସ୍ପର୍ଶରେ…
ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା
ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର ପୌରପରିଷଦର ୧, ୨, ୩, ୫, ୬, ୮, ୯, ୧୦, ୧୧,…
ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ
ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ତାଳଚେର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇ ଥିଲା ।…
ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ
ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଖବର ଅନୁସାରେ, ଗତ ବିଳମ୍ବିତ ରାତିରେ ଡିଆରଆଇ ୟୁନିଟରେ…
କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା
ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା ହେଲେ ଜ୍ୟୋସ୍ନାରାଣୀ ବିଶ୍ଵାଳ (୩୦), ସ୍ବାମୀ ବିଜୟ ବିଶ୍ଵାଳ । ସୂଚନା ଅନୁସାରେ…
ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା
ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’ ବାପାଙ୍କୁ ପୋଲିସ ଉଠାଇ ନେବା ପରେ ଭାଙ୍ଗିଯାଇଥିଲା ସେମାନଙ୍କ ସଂସାର ସ୍ୱପ୍ନ। ଘରେ…

