ବେଦିରୁ ଉଠି କଲେ ରକ୍ତଦାନ
ଅନୁଗୋଳ, ୫ା୩(ଅମିତ କୁମାର ସାମଲ):ରକ୍ତ ଦାନ କରି ଅନ୍ୟର ଜୀବନ ବଞ୍ଚାଇବାକୁ ମିଳିତ ଭାବେ ନେଇଥିଲେ ନିଷ୍ପତ୍ତି। ସେଥିପାଇଁ ବିବାହ ସରିବା ମାତ୍ରେ ବେଦିରୁ ଉଠି ସିଧା ପହଞ୍ଚିଥିଲେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ରକ୍ତ ଭଣ୍ଡାରରେ। ରକ୍ତ ଭଣ୍ଡାର ସମ୍ମୁଖରେ…
ଯୁବଶକ୍ତି ଶତପ୍ରତିଶତ ଆତ୍ମନିର୍ଭର ହେବେ: ଧର୍ମେନ୍ଦ୍ର
ଅନୁଗୋଳ,୫ା୩(ଅମିତ କୁମାର ସାମଲ):ଶିଳ୍ପ ସମୃଦ୍ଧ ଅନୁଗୋଳ ଜିଲାରେ ପ୍ରତିଷ୍ଠା ହୋଇଥିବା ସ୍କିଲ ଇଣ୍ଡିଆ ସେଣ୍ଟର(ଏସ୍ଆଇସି) ଜିଲାର ଯୁବଶକ୍ତିଙ୍କୁ ଶତପ୍ରତିଶତ ରୋଜଗାର ଦେଇ ଆତ୍ମନିର୍ଭର କରାଇବ। ସୋମବାର ଏହି ସେଣ୍ଟରର ଲୋକାର୍ପଣ ସହ ଅନ୍ୟାନ୍ୟ ପ୍ରକଳ୍ପର ଉଦ୍ଘାଟନ କରିବା ଅବସରରେ ଏହା କହିଛନ୍ତି…
ଋଣ ବୋଝ ଅସହ୍ୟ: ଚାଷୀଙ୍କ ଆତ୍ମହତ୍ୟା
ଛେଣ୍ଡିପଦା,୩ା୩ (ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସାପୋଇସାହିର ଯୁବ ଚାଷୀ ତ୍ରିନାଥ ପ୍ରଧାନ(୪୧) ଋଣ ଶୁଝି ନ ପାରି ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀଙ୍କ ବଡ଼ ବାପା ବୃନ୍ଦାବନ ପ୍ରଧାନ ଏ…
ସ୍କୁଲରେ ଶୋଇଲେ ଶିକ୍ଷକ, ଘରକୁ ଫେରିଲେ ପିଲା
ବଇଣ୍ଡା,୩ା୧ (ପରିକ୍ଷିତ ସାହୁ):ପିଲାଙ୍କୁ ପଢ଼ାଇବା ପରିବର୍ତ୍ତେ ସ୍କୁଲ କାର୍ଯ୍ୟାଳୟରେ ଶୋଇପଡ଼ିଲେ ଶିକ୍ଷକ। ଦୀର୍ଘ ସମୟ ଯାଏ ଶିକ୍ଷକ ଜଣକ ନ ଉଠିବାରୁ ଶେଷରେ ବିଦ୍ୟାଳୟରେ ବସି ବସି ଘରକୁ ଫେରିଲେ ପିଲା। ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ପଞ୍ଚାୟତ ରେଙ୍ଗାଳବେଡ଼ା…
ଶ୍ରମିକ ନେତାଙ୍କ ବିୟୋଗରେ ଶୋକ
ତାଳଚେର,୨୫ା୨ (ମନୋଜ ନନ୍ଦ)ବିଶିଷ୍ଠ ଶ୍ରମିକ ନେତା ଲମ୍ବୋଦର ନାୟକ(୮୪)ଙ୍କ ଶନିବାର ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିିଟାଲରେ ପରଲୋକ ଘଟିଛି। ଶ୍ରମିକମାନଙ୍କ ଅଧିକାର ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଏହି ଶ୍ରମିକ ନେତାଙ୍କ ମୃତ୍ୟୁରେ ଶ୍ରମିକ ମହଲରେ ଗଭୀର ଶୋକର…
ଶୋଷ ମେଣ୍ଟାଇପାରୁନି ଦେଢ଼କୋଟିର ପ୍ରକଳ୍ପ
ବଇଣ୍ଡା,୨୫ା୨ (ପରିକ୍ଷିତ ସାହୁ)ସରକାରୀ ଯୋଜନାରେ ପାନୀୟ ପ୍ରକଳ୍ପ ନିର୍ମାଣ ହେଲା। ଦେଢ଼କୋଟିରୁ ଅଧିକ ଟଙ୍କା ବ୍ୟୟ କରାଗଲା। ହେଲେ ଦିନଟିଏ ମଧ୍ୟ ଲୋକଙ୍କ ଶୋଷ ମେଣ୍ଟାଇପାରିଲାନି ଏହି ପାନୀୟ ପ୍ରକଳ୍ପ। ପାଣିକୁ ଠିକ୍ ଭାବେ ଫିଲ୍ଟର କରାଯାଇ ନ ପାରିବାରୁ ୫…
ଅନୁଗୋଳରୁ ଅଯୋଧ୍ୟା ଗଡ଼ିଲା ସ୍ବତନ୍ତ୍ର ଆସ୍ଥା ଟ୍ରେନ
ଅନୁଗୋଳ:୨୩।୨(ଅମିତ କୁମାର ସାମଲ): ଜାନୁଆରୀ ୨୨ରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହୋଇଯାଇଛି। ଏନେଇ ଦେଶରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି ପରିପ୍ରେକ୍ଷୀରେ ରାମଲାଲାଙ୍କ ଦର୍ଶନ ପାଇଁ ସାଧାରଣ ଲୋକଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ରମନ୍ତ୍ରୀ…
ପ୍ରମୁଖ ଦଳଙ୍କୁ ଆଶାୟୀ ଚ୍ୟାଲେଞ୍ଜ
ପାଲଲହଡା,୨୩ା୨(ଦିବ୍ୟଜ୍ୟୋତି ଦାଶ):ଅନୁଗୋଳ ଜିଲା ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ସବୁ ଦଳ ପାଇଁ ଗୋଷ୍ଠୀ କନ୍ଦଳ ଏବେ ମୁଖ୍ୟ ସମସ୍ୟା ହୋଇଛି। ନିର୍ବାଚନ ତାରିଖ ଧାର୍ଯ୍ୟ ନ ହେଉଣୁ ପ୍ରମୁଖ ରାଜନୈତିକ ଦଳ ଯଥା-ବିଜେଡି, ଭାଜପା ଏବଂ କଂଗ୍ରେସରେ ଟିକେଟ ଆଶାୟୀଙ୍କ ସଂଖ୍ୟା…
ହାତୀ ବେକରେ ଲାଗିଲା ରେଡିଓ କଲାର, ଓଡ଼ିଶାରେ ପ୍ରଥମ
ଛେଣ୍ଡିପଦା,୨୧।୨(ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳରେ ଗୁଳିବିଦ୍ଧ ଦନ୍ତାହାତୀକୁ ବନବିଭାଗ ତତ୍ତ୍ୱାବଧାନରେ ୫ଦିନ ଧରି ୩ଟି ଡାକ୍ତରୀ ଦଳ ଚିକିତ୍ସା କରିବା ପରେ ବୁଧବାର ଶୃଙ୍ଖଳ ମୁକ୍ତ କରାଯାଇଛି। ଜଙ୍ଗଲରେ ଛଡ଼ାଯିବା ପୂର୍ବରୁ ହାତୀ ବେକରେ ରେଡିଓ କଲାର ଲଗାଯାଇଛି।…
ଲୁଟେରାଙ୍କ ଟାର୍ଗେଟରେ ମେଡିସିନ ବ୍ୟବସାୟୀ
ବଇଣ୍ଡା,୧୮।୨(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା, ଜରପଡା, କିଶୋରନଗର ଥାନା ଇଲାକାରେ କିଛିଦିନ ହେବ ଚୋରି ବଢିବାରେ ଲାଗିଛି। ବିଶେଷ କରି ମେଡିସିନ ବ୍ୟବସାୟୀଙ୍କୁ ଲୁଟେରାମାନେ ଟାର୍ଗେଟ କରୁଥିବାବେଳେ ଏବେ ଜାତୀୟ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ଅସୁରକ୍ଷିତ…
ବୁଲୁଛି କ୍ଷତାକ୍ତ ହାତୀ: ଗୁଳି ବାଜିଥିବା…
ଛେଣ୍ଡିପଦା,୧୭।୨(ଅଜିତ ଧଳ): ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ବନାଞ୍ଚଳ ବାଗଡ଼ିଆ ଅଞ୍ଚଳରେ ୩ଦିନ ହେବ ଏକ ଗୋଠଛଡ଼ା ଦନ୍ତା ହାତୀ ବୁଲୁଥିବାବେଳେ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଏହି ଦନ୍ତା ହାତୀଟି ଆଠମଲ୍ଲିକ ଅଞ୍ଚଳରୁ ୩ଦିନ ତଳେ ଛେଣ୍ଡିପଦା ବନାଞ୍ଚଳର କଣଲୋଇ ଦେଇ…
୬ ବର୍ଷ ହେଲା ପ୍ରାଣୀଧନଙ୍କ ଚିକିତ୍ସା ବ୍ୟବସ୍ଥା ଠପ୍
ବଇଣ୍ଡା,୧୪।୨ (ପରିକ୍ଷିତ ସାହୁ): ଗାଈ, ଛେଳି ଓ କୁକୁଡ଼ା ପାଳନ ପାଇଁ ସରକାର ଚାଷୀ, ମହିଳା ଓ ସ୍ବୟଂସହାୟକ ଗୋଷ୍ଠୀଙ୍କୁ ପ୍ରୋତ୍ସାହିତ କରୁଛନ୍ତି। ଏଥିପାଇଁ ବ୍ୟାଙ୍କ ଜରିଆରେ ସବ୍ସିଡିଯୁକ୍ତ ଋଣ ପ୍ରଦାନ କରୁଛନ୍ତି। ହେଲେ ଏହି ପ୍ରାଣୀଧନଙ୍କ ସ୍ବାସ୍ଥ୍ୟର ଯତ୍ନ ନେବା…
Archives


