ଅନୁଗୋଳ

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର, ଆଠମଲ୍ଲିକ ଓ ଛେଣ୍ଡିପଦା ପାଇଁ ଦଳ ପ୍ରାର୍ଥୀଙ୍କ ନାମ ପ୍ରକାଶ କରିଥିବା ବେଳେ ପାଲଲହଡ଼ାକୁ…

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ ସମର୍ଥକ ଓ ବିଜେଡି କର୍ମୀଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଲାଗି ରହିଛି। ଏଥିସହ ଆଶାୟଙ୍କ ସଂଖ୍ୟା…

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଥିଲେ ମଧ୍ୟ ଅନୁଗୋଳକୁ ଝୁଲାଇ ରଖାଯାଇଛି। ଫଳରେ ଦଳୀୟ ଟିକେଟ୍‌ ପାଇଁ ଲବି ଚଳାଇଥିବା…

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ କରାଯାଇ ନାହିଁ। ଏହି କାରଣରୁ ଏପରି କେତୋଟି ଶିକ୍ଷାନୁଷ୍ଠାନରେ ପାଠପଢ଼ା ବାଧାପ୍ରାପ୍ତ ହୋଇଛି। ଏପରି…

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ ରାସ୍ତାକୁ ସମ୍ପ୍ରସାରଣ କରାଯିବ। ଏ ନେଇ ପୂର୍ତ୍ତ ବିଭାଗ ପକ୍ଷରୁ ଟେଣ୍ଡର ହୋଇଛି। ଆଚରଣବିଧି…

ପୁଣି ଝୁଲିଲା ରଜନୀକାନ୍ତଙ୍କ ଭାଗ୍ୟ

ଅନୁଗୋଳ,୧୨।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ଦଳ କାହାକୁ ପ୍ରାର୍ଥୀ କରିବ ତାହା ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା ପରେ ମଧ୍ୟ ସ୍ପଷ୍ଟ ହୋଇନାହିଁ। ଏପରି କି ଅନୁଗୋଳ ବିଧାୟକ ରଜନୀକାନ୍ତଙ୍କ ଭାଗ୍ୟ ପୁଣି ଥରେ ଆଶଙ୍କା ମଧ୍ୟକୁ ଠେଲି…

ତୁଟୁନି ବିଜେଡିର ଟିକେଟ ଝମେଲା

ଭୁବନେଶ୍ୱର,(ଅନିଲ ଦାସ)/ ଅନୁଗୋଳ, ୧୦ା୪ (ଅମିତ କୁମାର ସାମଲ):ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିର ଟିକେଟ ଝମେଲା ତୁଟୁନି। ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା ଯେତିକି ବିଳମ୍ବ ହେଉଛି ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ…

ଅସନ୍ତୁଷ୍ଟ ଗୋଷ୍ଠୀଙ୍କୁ ମନାଉଛନ୍ତି ବିଜେଡି, ଭାଜପା ପ୍ରାର୍ଥୀ

ପାଲଲହଡ଼ା,୮ା୪ (ଦିବ୍ୟଜ୍ୟୋତି ଦାଶ): ୨୦୨୪ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା ଜାରି ରହିଛି। ଅନୁଗୋଳ ଜିଲାର ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଉଭୟ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା ଶେଷ ହୋଇଛି।…

ଥଇଥାନ ନେତାଙ୍କ ମନ ବୁଝୁ ନ ଥିବା ଚର୍ଚ୍ଚା

ଅନୁଗୋଳ,୮ା୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ରାଜନୀତିରେ ବିଜୁ ଜନତା ଦଳକୁ ନେଇ ଏବେ ସରଗରମ ଆଲୋଚନା ଚାଲିଛି। ଦଳ ପକ୍ଷରୁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରାଯାଇସାରିଥିଲେ ମଧ୍ୟ ଜିଲାର ୫ଟି ନିର୍ବାଚନମଣ୍ଡଳୀରୁ ଅନୁଗୋଳ ଓ ତାଳଚେର…

ଚାଲିଛି ଇସ୍ତଫା, ଦଳଡିଆଁ ପର୍ବ

ଅନୁଗୋଳ,୭ା୪ (ଅମିତ କୁମାର ସାମଲ)ଅନୁଗୋଳ ଜିଲା ରାଜନୀତିରେ ଏବେ ଜୋର୍‌ଧରିଛି ଇସ୍ତଫା ଓ ଦଳଡିଆଁ ପର୍ବ। ବିଶେଷକରି ବିଜେଡି ଓ ଭାଜପାର ପ୍ରାର୍ଥୀ ଘୋଷଣା ପରେ ଅସନ୍ତୁଷ୍ଟ ନେତା ଦଳରୁ ଇସ୍ତଫା ଦେଇ ଅନ୍ୟ ଦଳରେ ସାମିଲ ହେଉଛନ୍ତି। ବିଜେଡିର ସମ୍ପୂର୍ଣ୍ଣ…

ଏନ୍‌ଟିପିସି ପ୍ଲାଣ୍ଟରେ ଭୟାଭୟ ଅଗ୍ନିକାଣ୍ଡ

ଅନୁଗୋଳ,୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା କଣିହାଁ ସ୍ଥିତ ଏନ୍‌ଟିପିସି କନ୍‌ଭର ଲାଇନ୍‌ରେ ଶନିବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ହେଲେ କେଉଁ କାରଣରୁ ନିଆଁ…

ଭାଜପାରେ ରମେଶ, ସ୍ବାଗତ କଲେ ଧର୍ମେନ୍ଦ୍ର

ଛେଣ୍ଡିପଦା,୬ା୪ (ଅଜିତ ଧଳ): ବିଜେଡି ଛାଡ଼ିବାର ୨୪ ଘଣ୍ଟା ନ ପୂରୁଣୁ ଅନୁଗୋଳ ଜିଲା ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଅନୁଗୋଳ ଜିଲା କତଡାଠାରେ ଅନୁଷ୍ଠିତ ଏକ ଦଳୀୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା କେନ୍ଦ୍ରମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?