ସେବା ସମବାୟ ସମିତିରେ ପକାଇଲେ ତାଲା
ବଇଣ୍ଡା,୧୬।୨(ଡି.ଏନ.ଏ.) – ଆଠମଲ୍ଲିକ ବ୍ଲକ ସାନହୁଲା ସେବା ସମବାୟ ସମିତିରେ ଧାନ କିଣାରେ ଅବ୍ୟବସ୍ଥା ଦେଖାଦେଇଛି। ଫଳରେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। ଅନେକ ଚାଷୀଙ୍କୁ ଧାନ କିଣାରେ ଅଣଦେଖା କରାଯାଉଥିବା ପ୍ରତିବାଦ କରି କେତେଜଣ ଚାଷୀ ଶନିବାର ସମବାୟ…
ପଥରମୁଣ୍ଡାରେ ରହିବେ ଜରଡ଼ା ବାସିନ୍ଦା
ଅନୁଗୋଳ ଅଫିସ୍, ୧୪।୨ – ଅନୁଗୋଳ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଉତ୍ତରାଞ୍ଚଳ ରାଜସ୍ବ କମିଶନର ତଥା ଆର୍ପିଡିଏସି ଅଧ୍ୟକ୍ଷ ନିରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ୧୧ତମ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ପରାମର୍ଶଦାତା କମିଟି(ଆରପିଡିଏସି) ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…
ତାର ସଜାଡ଼ିଲା ବିଦ୍ୟୁତ୍ ବିଭାଗ
କଣିହାଁ, ୧୪ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଲକ ଝରାବେରଣୀ ଓ ପଟ୍ଟାଖମଣ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ଉପରେ ୩୩ କେଭି ବିଦ୍ୟୁତ୍ ତାର ବିପଦସଙ୍କୁଳ ଅବସ୍ଥାରେ ଝୁଲି ରହିବା ଘଟଣାରେ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି।…
ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ୩୫୦ ସିସିଟିଭି
ଅନୁଗୋଳ ଅଫିସ, ୧୨।୨ – ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଚଳିତ ବର୍ଷ ଅନୁଗୋଳ ଜିଲାରେ ମୋଟ୍ ୧୭ ହଜାର ୪୯୨ ଜଣ…
ବାୟୁ ପ୍ରଦୂଷଣ ସଚେତନତା କର୍ମଶାଳା: ସଚେତନତା ହିଁ ନିୟନ୍ତ୍ରଣରେ ସହାୟକ ହେବ
ଅନୁଗୋଳ ଅଫିସ୍, ୧୨।୨ – ଦେଶର ୧୦୨ଟି ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରୁ ଅନୁଗୋଳ ଅନ୍ୟତମ। ଓଡ଼ିଶାରେ ଅନୁଗୋଳ ସମେତ ୭ଟି ସହର ଏହି ସର୍ବାଧିକ ପ୍ରଦୂଷିତ ବା ନନ-ଆଟେନ୍ମେଣ୍ଟ ତାଲିକାରେ ଅନ୍ତର୍ଭୁକ୍ତ। କଳକାରଖାନାରୁ ନିର୍ଗତ ଧୂଆଁ, କୋଇଲା ଖଣି, ରାସ୍ତା…
୮ମ ଜିଲା ମହୋତ୍ସବ ଉଦ୍ଘାଟିତ, ସୁପ୍ତ ପ୍ରତିଭା ଜାଗ୍ରତ କରିବା ମହୋତ୍ସବର ଲକ୍ଷ୍ୟ
ଅନୁଗୋଳ ଅଫିସ୍, ୧୨।୨ – ଅନୁଗୋଳ ଷ୍ଟାଡିୟମଠାରେ ମଙ୍ଗଳବାର ୮ମ ଜିଲା ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲାପାଳ ତଥା ସଂସ୍କୃତି ପରିଷଦ ଅଧ୍ୟକ୍ଷ ମନୋଜ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥିଭାବେ ବିଧାନସଭାର ଉପବାଚସ୍ପତି ତଥା ଅନୁଗୋଳ…
ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେଭି ତାର
କଣିହାଁ, ୧୧ା୨(ଡି.ଏନ.ଏ.) – ବିଦ୍ୟୁତ୍ ବିଭାଗର ଚରମ ଅବହେଳା ଯୋଗୁ ନିରୀହ ଜୀବନ ଯାଉଥିଲେ ହେଁ ଚେତୁନାହାନ୍ତି ଅଧିକାରୀ। ବିଭିନ୍ନ ସ୍ଥାନରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍ ଖୁଣ୍ଟ, ପୁରୁଣା ତାର ଓହଳିଥିଲେ ମଧ୍ୟ ଏହାର ମରାମତି ଦିଗରେ ଆଦୌ ଧ୍ୟାନ ଦେଉନି…
ଚାଷୀଙ୍କ ଋଣ ଟଙ୍କା ଆତ୍ମସାତ୍ ଅଭିଯୋଗ
ଅନୁଗୋଳ ସହର, ୧୧।୨ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ ସେବା ସମବାୟ ସମିତି ବ୍ୟାଙ୍କରେ ଚାଷୀମାନଙ୍କ ଋଣ ଟଙ୍କା ହଡ଼ପ କରାଯାଇଥିବା ନେଇ ସୋମବାର ଚାଙ୍ଗୁଡ଼ିଆ ପଞ୍ଚାୟତର ଚାଷୀମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ,…
ପରିସ୍ରାଗାର ନିର୍ମାଣ ଦାବି କଲେ ଅଟୋ ଚାଳକ
ଅନୁଗୋଳ ସହର, ୧୧।୨ ଅନୁଗୋଳ ବସ୍ଷ୍ଟାଣ୍ଡ ନିକଟ ରାଜାଛକ ଅଞ୍ଚଳ ଓ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପରିସ୍ରାଗାର ନିର୍ମାଣ ପାଇଁ ବସ୍ଷ୍ଟାଣ୍ଡ ଅଟୋଚାଳକଙ୍କ ପକ୍ଷରୁ ସୋମବାର ଜିଲାପାଳଙ୍କ ନିକଟରେ ଦାବି କରାଯାଇଛି। ଜିଲାପାଳଙ୍କୁ ଦିଆଯାଇଥିବା ଅଭିଯୋଗପତ୍ରରେ ସେମାନେ ଦର୍ଶାଇଛନ୍ତି ଯେ, ଅନୁଗୋଳର…
ମନ୍ଦିର ଘଣ୍ଟିରେ ଝୁଲିଛି ଯୁବକଙ୍କ ମୃତଦେହ: କାରଣ ଅସ୍ପଷ୍ଟ
ତାଳଚେର,୧୦।୨(ନି.ପ୍ର.) : ଅନୁଗୋଳ ଜିଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ନିକଟସ୍ଥ ଶିବରାମପୁର ଶିବମନ୍ଦିର ବୃଷଭ ନିକଟରେ ବନ୍ଧା ହୋଇଥିବା ଘଣ୍ଟିରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କର ମୃତଦେହ ଦେଖିବାକୁ ମିଳିଛି। ସୋମବାର ସକାଳୁ ମନ୍ଦିରର ପୂଜକ ପୂଜା ପାଇଁ ଯିବା…
ଧାନ କିଣାରେ ଅସୁବିଧା ନେଇ ଅସନ୍ତୋଷ
ପାଲଲହଡ଼ା, ୧୦ା୨(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଡିମିରିଆ ପଞ୍ଚାୟତର ଧାନମଣ୍ଡିରେ ଧାନ ବିକ୍ରିରେ ଅସୁବିଧା ଉପୁଜିବାକୁ ନେଇ ରବିବାର ଚାଷୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ତେବେ ପୋଲିସ ପହଞ୍ଚି ଚାଷୀଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ମିଳିଥିବା ସୂଚନା…
ମାଧପୁରରେ ହାତୀ ଉପଦ୍ରବ: ଘଉଡ଼ାଇବାକୁ ଦାବି
ମାଧପୁର,୯।୨: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ରବିବାର ଭୋର ପର୍ଯ୍ୟନ୍ତ ଅଞ୍ଚଳର ବିଭିନ୍ନ ସ୍ଥାନରେ ହାତୀ ଉପଦ୍ରବ କରୁଥିବା ଦେଖିବାକୁ ମିଳିଛି। ଏ ନେଇ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି । ସୂଚନାନୁଯାୟୀ, ଶନିବାର…
Archives


