‘ସମସ୍ତଙ୍କୁ ନେଇ ବିକାଶମୂଳକ କାର୍ଯ୍ୟ କରିବି’
ଅନୁଗୋଳ ଅଫିସ, ୨୨।୨ – ଦୀର୍ଘ ଦିନ ହେବ ଖାଲି ପଡିଥିବା ଅନୁଗୋଳ ଜିଲା ସଭାପତି ପଦ ପାଇଁ ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ସଭାପତି ମହେନ୍ଦ୍ର ବସ୍ତିଆଙ୍କ ନାମରେ ମୋହର ବାଜିଛି। ରାଜ୍ୟ ବିଜେଡି ରିଟର୍ନିଂ ଅଫିସର ଏହି…
ସୁନ୍ଦରୀ ବେକରୁ ଖୋଲାଗଲା ରେଡିଓ କଲାର
ବନ୍ତଳା, ୨୨ା୨ (ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ବନ୍ତଳା ଥାନା ରାଇଗୁଡା ରେଞ୍ଜ ଏନ୍କ୍ଲୋଜରରେ ଥିବା ବାଘୁଣୀ ସୁନ୍ଦରୀ ବେକରୁ ଶୁକ୍ରବାର ରେଡିଓ କଲାର ଖୋଲାଯାଇଛି। ଓଜନ ବୃଦ୍ଧି କାରଣରୁ ସୁନ୍ଦରୀର ବେକ ମୋଟା ହୋଇଯାଇଥିଲା। ଫଳରେ ରେଡିଓ…
ଅନୁଗୋଳ ଜିଲା ବିଜେଡି ସଭାପତି ହେଲେ ମହେନ୍ଦ୍ର ବସ୍ତିଆ
ଅନୁଗୋଳ ଅଫିସ,୨୧।୨: ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ବିଜେଡି ସଭାପତି ଥିବା ମହେନ୍ଦ୍ର ବସ୍ତିଆ ଅନୁଗୋଳ ଜିଲା ବିଜେଡି ମଙ୍ଗ ଧରିଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ଘୋଷଣା କରାଯାଇଛି…
ମାଧପୁର ପଞ୍ଚାୟତରେ ବ୍ୟାପକ ଅନିୟମିତତା ଅଭିଯୋଗ: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ଯୋଗ୍ୟ ହିତାଧିକାରୀଙ୍କ ନାଁ
ମାଧପୁର,୨୧।୨(ଡି.ଏନ୍.ଏ) : ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ପଞ୍ଚାୟତରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ଫନି ପରେ ପଞ୍ଚାୟତର ପ୍ରତ୍ୟେକ ଗାଁ ବୁଲି ନିର୍ବାହୀ ଯନ୍ତ୍ରୀ, ଗ୍ରାମ ରୋଜଗାର ସେବକ ଏବଂ କିଛି ଠିକା କର୍ମଚାରୀ ସର୍ଭେ…
ଅନୁଗୋଳରେ ମାତିଛନ୍ତି ଲୁଟେରା: ସଫେଇ ଆଳରେ ଲୁଟୁଛନ୍ତି ସୁନା
ଅନୁଗୋଳ ଅଫିସ, ୨୧।୨ – ସୁନା ସଫା କରିଦେବା ଆଳରେ ଲୋକଙ୍କଠାରୁ ସୁନା ଲୁଟୁଥିବା ଏକ ଗ୍ୟାଙ୍ଗ ଅନୁଗୋଳ ସହରରେ ସେମାନଙ୍କ କାର୍ଯ୍ୟକଳାପ ଜାରି ରଖିଥିବା ବିଭିନ୍ନ ଆଡ଼ୁ ଅଭିଯୋଗ ବଢ଼ିବାରେ ଲାଗିଛି। ତେବେ ଲୁଟ୍ ହୋଇଥିବା ସୁନା ଫେରି ପାଇବାର…
ମହେନ୍ଦ୍ର ଧରିପାରନ୍ତି ଅନୁଗୋଳ ବିଜେଡି ମଙ୍ଗ: ଅରୁନାଭଙ୍କ ଫଟୋ ପୋଷ୍ଟକୁ ନେଇ ଜୋରଦାର ଚର୍ଚ୍ଚା
ଅନୁଗୋଳ ଅଫିସ, ୨୧।୨ – ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ବିଜେଡି ସଭାପତି ଥିବା ମହେନ୍ଦ୍ର ବସ୍ତିଆ ଅନୁଗୋଳ ଜିଲା ବିଜେଡି ମଙ୍ଗ ଧରିପାରନ୍ତି। ଦଳ ତାଙ୍କୁ ଅନୁଗୋଳ ଜିଲା ସଭାପତି ଦାୟିତ୍ୱ ଦେଇପାରେ ବୋଲି ଗୁରୁବାର ସହରରେ ଜୋରଦାର…
ହାତୀ ଉଠାଇ ପାରି ନ ଥିଲା ଶିଳା
ଛେଣ୍ଡିପଦା, ୨୧ା୨(ଡି.ଏନ.ଏ.) – ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଟାଙ୍ଗିର ପଞ୍ଚାୟତ ପୁରୁଣାଗଡସ୍ଥିତ ଶ୍ରୀ ବରାଳ ବାଲୁଙ୍କେଶ୍ୱର ମନ୍ଦିରରେ ପାଳନ ହେବ ପ୍ରସିଦ୍ଧ ଜାଗର ଯାତ୍ରା। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ଏହି ଶୈବପୀଠ। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…
ତାଲିମରେ ସ୍ଥାନୀୟ ପିଲାଙ୍କୁ ଗୁରୁତ୍ୱ ଦିଅ
ଅନୁଗୋଳ ଅଫିସ, ୨୧।୨ – ବୈଷୟିକ ଶିକ୍ଷା ଗ୍ରହଣ କରିଥିବା ପିଲାମାନଙ୍କୁ ଅନୁଗୋଳ ଜିଲାରେ ଥିବା ବିଭିନ୍ନ ଶିଳ୍ପସଂସ୍ଥାରେ ଆପ୍ରେଣ୍ଟିସ୍ ତାଲିମ ଦେବା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଗୁରୁବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ…
୫ ମିନିଟ୍ ବିଳମ୍ବରେ ପହଞ୍ଚିବାରୁ ପରୀକ୍ଷାକେନ୍ଦ୍ରକୁ ଯିବାକୁ ଛାତ୍ରଙ୍କୁ ଅନୁମତି ଦେଲେନାହିଁ କର୍ତ୍ତୃପକ୍ଷ
ଅନୁଗୋଳ ଅଫିସ,୨୦।୨: ଅନୁଗୋଳ କେନ୍ଦ୍ରୀୟ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଅଭିଭାବକଙ୍କୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ପରୀକ୍ଷା ଦେବାକୁ ଆସିବାରେ ୫ ମିନିଟ୍ ବିଳମ୍ବ ହୋଇଥିଲା। ଏହାକୁ ନେଇ ତାଙ୍କୁ ପରୀକ୍ଷାକେନ୍ଦ୍ରକୁ ଯିବା ପାଇଁ ଅନୁମତି…
ଶ୍ମଶାନ ଜାଗାରେ ବାଡ଼ ଦେଲେ ଗ୍ରାମବାସୀ
ବଇଣ୍ଡା, ୨୦ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ଗାଁବଇଣ୍ଡା ପଞ୍ଚାୟତ ଧୁଣ୍ଡି ଗ୍ରାମରେ ଶ୍ମଶାନ ଜାଗାରେ ଚେକଡ୍ୟାମ ନିର୍ମାଣକୁ ନେଇ ବିବାଦ ଦେଖାଦେଇଥିବାବେଳେ ବୁଧବାର ଗ୍ରାମବାସୀ ଶ୍ମଶାନ ଜାଗାକୁ ଅକ୍ତିଆର କରି ବାଡ ଦେଇଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଧୁଣ୍ଡି…
ଭୋର ୪ଟା ୧୦ରେ ଉଠିବ ଦୀପ
ବଅଁରପାଳ, ୨୦ା୨(ଡି.ଏନ.ଏ.) – ଆଉ ଦିନକ ପରେ ପାଳନ ହେବ ମହାଶିବରାତ୍ରି। ଏହାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ ଗ୍ରାମର କପିଳେଶ୍ୱର ଶୈବପୀଠ। ପୂଜାକୁ ଧୁମ୍ଧାମରେ ପାଳନ କରିବାକୁ ଚାଲିଛି ବ୍ୟାପକ ପ୍ରସ୍ତୁତି। ଯଥାନୀତି ପୂଜା…
୭ ବର୍ଷରେ ୭୦୮ ଶିଶୁ ନିଖୋଜ
ଅନୁଗୋଳ ଅଫିସ, ୨୦।୨- ଭାରତକୁ ଶିଶୁ ଚାଲାଣମୁକ୍ତ ଦେଶ ଭାବେ ଗଢ଼ି ତୋଳିବା ଉଦ୍ଦେଶ୍ୟରେ ନୋବେଲ ବିଜେତା କୈଳାସ ସତ୍ୟାର୍ଥୀ ଶିଶୁ ଫାଉଣ୍ଡେଶନ, ଲୋକ ସମୂହ ସାଂସ୍କୃତିକ କେନ୍ଦ୍ର ଓ ଅନୁଗୋଳ ଜାତିର ମିଳିତ ସହଯୋଗରେ ବୁଧବାର ପୂର୍ବାହ୍ନରେ ଜିଲା ପରିଷଦ…

