୭୩ ବର୍ଷ ପରେ ଗଁ।କୁ ବିଜୁଳି ଆଲୁଅ
ଆଠମଲ୍ଲିକ, ୯ା୨(ଡି.ଏନ.ଏ.) – ସ୍ବାଧୀନତାର ୭୩ ବର୍ଷ ପରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମଇମୁରା ପଞ୍ଚାୟତର ବିପ୍ରଡିହ ଗ୍ରାମରେ ଜଳିଛି ବିଜୁଳି ଆଲୁଅ। ଏହାକୁ ନେଇ ଖୁସିବ୍ୟକ୍ତ କରିଛନ୍ତି ଗଁ। ଲୋକେ। ବହୁ ବିଳମ୍ବ ହେଲେ ବି ଶେଷରେ ଗଁ।କୁ…
୬ ବର୍ଷ ହେଲା ହେଉନି ବ୍ଲକ ମହୋତ୍ସବ
ବଅଁରପାଳ,୯ା୨(ଡି.ଏନ.ଏ.) – ସ୍ଥାନୀୟ ଲୋକକଳା ତଥା ପ୍ରତିଭାର ବିକାଶ ପାଇଁ ପ୍ରତି ବ୍ଲକସ୍ତରରେ ଆୟୋଜନ ହେଉଛି ବ୍ଲକ ମହୋତ୍ସବ। କିନ୍ତୁ ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ଏଥିରେ ବ୍ୟତିକ୍ରମ ଦେଖାଯାଇଛି। ବର୍ଷେ କି ଦୁଇ ବର୍ଷ ନୁହେଁ, ଦୀର୍ଘ ୬ ବର୍ଷ…
୩୧ କେନ୍ଦ୍ର ସମ୍ବେଦନଶୀଳ
ଅନୁଗୋଳ ଅଫିସ, ୮।୨ – ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ଫେବୃୟାରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଜିଲାରେ ଚଳିତ ବର୍ଷ ମୋଟ ୧୭ ହଜାର ୪୯୨ ଜଣ ପରୀକ୍ଷାର୍ଥୀ…
‘ଖୁସି’ ଯୋଜନା ଦିଗହରା
ଅନୁଗୋଳ ଅଫିସ୍, ୮।୨ – ଅନୁଗୋଳ ଜିଲାରେ ଦିଗହରା ହୋଇଯାଇଛି ସରକାରଙ୍କ ‘ଖୁସି’ ଯୋଜନା। ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କିଣାଯାଇଥିବା ସାନିଟାରି ନାପକିନ ଜିଲା ମୁଖ୍ୟ ଚିକିତ୍ସାଳୟରେ ପଡ଼ି ପଡ଼ି ନଷ୍ଟ ହୋଇଯାଇଛି। କାହିଁକି ଏହାର ଯତ୍ନ ନିଆଗଲା ନାହିଁ…
ବର୍ଷା ଯୋଗୁ ଘୁଞ୍ଚିଲା ଜିଲା ମହୋତ୍ସବ
ଅନୁଗୋଳ ଅଫିସ,୭।୨: ଅନୁଗୋଳରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁୁ ଜିଲା ମହୋତ୍ସବ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ୭ରୁ ୯ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମହୋତ୍ସବ ୧୧ରୁ ୧୩ ପର୍ଯ୍ୟନ୍ତ କରାଯିବ ବୋଲି ଜିଲା ସଂସ୍କୃତି ପରିଷଦ ପକ୍ଷରୁ ନିଷ୍ପତ୍ତି…
ମିଳୁନି ଟୋକନ
ପଞ୍ଜୀକୃତ ଚାଷୀଙ୍କୁ ଟୋକନ ପ୍ରଦାନରେ ଅବ୍ୟବସ୍ଥା ଯୋଗୁ ଅନୁଗୋଳ ଜିଲାରେ ଧିମେଇଛି ଧାନକିଣା। ମଣ୍ଡି ଖୋଲିବାର ଦେଢ଼ମାସ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଧାର୍ଯ୍ୟଲକ୍ଷ୍ୟର ଅଧା ବି ଧାନ କିଣା ହୋଇନି। କେତେଜଣ ଚାଷୀଙ୍କୁ ନିୟମିତ ବ୍ୟବଧାନରେ ତଥା ପର୍ଯ୍ୟାୟ…
ଥାନାରେ ଅଭିଯୋଗ କଲେ ତାମଡା ସେକ୍ରେଟାରି
ଅନୁଗୋଳ ସହର, ୭।୨ – ଅନୁଗୋଳ ସହର ହୁଲୁରିସିଂହାଠାରେ ନିର୍ମାଣ ହେଉଥିବା ଏକ ଆପାର୍ଟମେଣ୍ଟକୁ ନେଇ ଅଭିଯୋଗ ଆସିବା ପରେ ତାଳଚେର-ଅନୁଗୋଳ-ମେରାମଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ (ତାମଡା)ଙ୍କ ପକ୍ଷରୁ ପ୍ରଥମେ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯାଇଥିଲା। ଗୁରୁବାର ଏ ନେଇ ଅନୁଗୋଳ ଥାନାରେ…
ଦର୍ଶକ ଦେଖିବେ ମଥୁରାର ମୟୂରୀ ନୃତ୍ୟ
ଅନୁଗୋଳ ଅଫିସ୍, ୬।୨ – ଆସନ୍ତା ୭ ତାରିଖରେ ଅନୁଗୋଳ ଷ୍ଟାଡିୟମରେ ଆରମ୍ଭ ହେବ ଅଷ୍ଟମ ଅନୁଗୋଳ ଜିଲା ମହୋତ୍ସବ। ତିନି ଦିନ ଧରି ହେବାକୁ ଥିବା ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଜିଲା ସଂସ୍କୃତି ପରିଷଦ ପକ୍ଷରୁ ପ୍ରସ୍ତୁତି ଶେଷ…
ମେସ୍ରେ ତାଲା, ପ୍ରଶାସନର ଦ୍ୱାରସ୍ଥ ହେଲେ ଛାତ୍ର
ଅନୁଗୋଳ ଅଫିସ୍, ୬।୨ – ବିନା ନୋଟିସରେ ମେସ୍ରେ ତାଲା ପକାଇ ହଷ୍ଟେଲ ମ୍ୟାନେଜର କେଉଁଆଡ଼େ ଚାଲିଯାଇଥିବାରୁ ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ୨ ନମ୍ବର ହଷ୍ଟେଲ ଅନ୍ତେବାସୀଙ୍କ ମଧ୍ୟରେ ବୁଧବାର ଅସନ୍ତୋଷ ଦେଖାଦେଇଥିଲା। ଦୁଇଦିନ ଧରି ଖାଦ୍ୟ ମିଳି ନ…
ଅନୁଗୋଳ ବନମଣ୍ଡଳରେ ୧୩୧ କୁମ୍ଭୀର
ଅନୁଗୋଳ ସହର, ୬।୨ – ସାତକୋଶିଆ ବନଖଣ୍ଡ, ମହାନଦୀ ବନଖଣ୍ଡ, ଆଠମଲ୍ଲିକ ବନଖଣ୍ଡ, ଆଠଗଡ଼, କଟକ, ଢେଙ୍କାନାଳ, ଅନୁଗୋଳ ବନଖଣ୍ଡ ଓ ଯାଜପୁର ବନଖଣ୍ଡକୁ ନେଇ ଗଠିତ ଅନୁଗୋଳ ବନମଣ୍ଡଳରେ ମୋଟ୍ ୧୩୧ଟି କୁମ୍ଭୀର ଅଛନ୍ତି। ଗତ ଜାନୁୟାରୀ ୯ରୁ ୧୧…
ଡାକ୍ତରଖାନାରେ ପର୍ଯ୍ୟାପ୍ତ ଔଷଧ ରଖିବାକୁ ନିର୍ଦ୍ଦେଶ
ଅନୁଗୋଳ ଅଫିସ୍, ୬।୨ – ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ମଙ୍ଗଳବାରଠାରୁ ଅନୁଗୋଳ ଜିଲା ଗସ୍ତରେ ଆସି ବିଭାଗୀୟ କାର୍ଯ୍ୟକ୍ରମ ସମେତ ସରକାରଙ୍କର ଅଗ୍ରାଧିକାର ଯୋଜନା ସମ୍ପର୍କରେ ସମୀକ୍ଷା କରିଛନ୍ତି। ମଙ୍ଗଳବାର…
ଦଲାଲମୁକ୍ତ ହୋଇନି ସରକାରୀ କାର୍ଯ୍ୟାଳୟ
ଅନୁଗୋଳ ଅଫିସ୍, ୬।୨ – ମେଡିକାଲ ହେଉ କି ଆର୍ଟିଓ କିମ୍ବା ଅନ୍ୟାନ୍ୟ ଅଫିସ, ଅନୁଗୋଳ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଚାଲିଛି ଦଲାଲ ରାଜ। ଏଥିଯୋଗୁ ସାଧାରଣ ଲୋକମାନେ ଠକାମିର ଶିକାର ହେଉଥିବାବେଳେ ପ୍ରଶାସନ ନୀରବଦ୍ରଷ୍ଟା ସାଜୁଥିବା ବାରମ୍ବାର ଅଭିଯୋଗ…
Archives


