ଚାଷ ଆଗରେ ଚାକିରି ତୁଚ୍ଛ
ଅନୁଗୋଳ ସହର,୨୦ା୨ – ଉଚ୍ଚ ପଦବୀର ଅଧିକାରୀ ଥିଲେ। ମୋଟା ଅଙ୍କର ବେତନ ବି ପାଉଥିଲେ। ଅତୀତରେ ଅନୁଗୋଳ କଲେଜର ଛାତ୍ର ସଂସଦ ସଭାପତି ଥିବାରୁ ସହରରେ ଭଲ ପରିଚୟ ମଧ୍ୟ ଥିଲା। ତଥାପି ଆତ୍ମସନ୍ତୋଷ ପାଇଁ ସେ ଚାକିରିକୁ ତୁଚ୍ଛ…
ମାଧପୁରରେ ମାଟ୍ରିକ ପରୀକ୍ଷା ଦେଲେ ୫୩୯ ଛାତ୍ରୀଛାତ୍ର
ମାଧପୁର,୧୯।୨(ଡି.ଏନ୍.ଏ.): ସମଗ୍ର ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଏହିକ୍ରମରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ଚୌରାଶୀ ଅଞ୍ଚଳର ତିନୋଟି ପରୀକ୍ଷା କେନ୍ଦ୍ରରେ ମୋଟ ୫୩୯ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି । ମାଧପୁର ପରୀକ୍ଷା କେନ୍ଦ୍ରରେ ୨୨୪ ଜଣ…
ଅନୁଗୋଳ ଜିଲାର ୮୫ଟି କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ଦେଲେ ୧୭,୫୧୩ ଛାତ୍ରୀଛାତ୍ର
ଅନୁଗୋଳ ଅଫିସ, ୧୯।୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଚଳିତ ବର୍ଷ ଅନୁଗୋଳ ଜିଲାର ୮୫ଟି ପରୀକ୍ଷା କେନ୍ଦ୍ରରେ ୨୬୨ଟି ଉଚ୍ଚ ବିଦ୍ୟାଳୟର ମୋଟ ୧୭ ହଜାର ୫୧୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା…
ହିଡିସିଙ୍ଗ ପ୍ରକଳ୍ପ ପାଇଁ ଯୁଗ୍ମ କମିଟି ଯାଞ୍ଚ: ୨ ସପ୍ତାହରେ ଯିବ ଜମି ଅନୁମତି ପ୍ରସ୍ତାବ
ବନ୍ତଳା,୧୯।୨(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳର ନନ୍ଦପୁର ପଞ୍ଚାୟତ କରଡାସିଙ୍ଗଠାରେ ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ କାର୍ଯ୍ୟ ଆଗେଇଛି। ଏହି ପ୍ରକଳ୍ପ ଯୋଗୁ ପାଣିରେ ବୁଡୁଥିବା କରତପଟା-ପମ୍ପାସର ପୂର୍ତ୍ତବିଭାଗ ରାସ୍ତା ନିମନ୍ତେ ଡାହାଣ ପାର୍ଶ୍ୱ ପାହାଡ଼…
ଶ୍ମଶାନରେ ଚେକ୍ଡ୍ୟାମ ନିର୍ମାଣକୁ ବିରୋଧ
ବଇଣ୍ଡା,୧୯।୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ଗାଁ ବଇଣ୍ଡା ପଞ୍ଚାୟତ ଧୁଣ୍ଡି ଗ୍ରାମର ଶ୍ମଶାନରେ ଚେକଡ୍ୟାମ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଗ୍ରାମବାସୀ ଚିହ୍ନଟ କରିଥିବା ନାଳ ଉପରେ ଚେକଡ୍ୟାମ ନିର୍ମାଣ କରା ନ ଯାଇ ଶଶ୍ମାନରେ ନିର୍ମାଣ ପାଇଁ…
ବ୍ରାଉନ ସୁଗାର ବ୍ୟବସାୟୀଙ୍କ ଦେଢ କୋଟିର ସମ୍ପତ୍ତି ଜବତ
ଅନୁଗୋଳ ଅଫିସ, ୧୯।୨ – ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରୁ ଗତ ୪ ମାସ ମଧ୍ୟରେ ବ୍ରାଉନ ସୁଗାର ବିକ୍ରି ଅଭିଯୋଗରେ ଗିରଫ ହୋଇଥିବା ୨୪ ଜଣଙ୍କ ମଧ୍ୟରୁ ୮ ଜଣ ବ୍ୟବସାୟୀଙ୍କ ସମ୍ପତ୍ତି ଜବତ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ୬…
ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ, ବିକ୍ଷୋଭ: ପିଏମ୍ଏୱାଇ ତାଲିକାରେ ଅନିୟମିତତା ଅଭିଯୋଗ
ବଇଣ୍ଡା,୧୯।୨(ଡି.ଏନ.ଏ.) – କିଶୋରନଗର ବ୍ଲକର ୨୩ଟି ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମଏଓ୍ବାଇ)ରେ ଗୃହ ଯୋଗାଇ ଦେବା ପାଇଁ ପ୍ରଶାସନ ପକ୍ଷରୁ ତାଲିକା ପ୍ରକାଶ ପାଇଛି। ହେଲେ ଅଧିକାଂଶ ପଞ୍ଚାୟତରେ କୋଠାଘର ଥିଲା ବାଲାଙ୍କୁ ଗୃହ ଯୋଗାଇ ଦେବା ପାଇଁ ତାଲିକା ପ୍ରକାଶ…
୮୫ କେନ୍ଦ୍ରରେ ୧୭,୫୧୩ ପରୀକ୍ଷାର୍ଥୀ
ଅନୁଗୋଳ ଅଫିସ, ୧୯।୨ – ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷାରେ ଅନୁଗୋଳ ଜିଲାରେ ୮୫ଟି ପରୀକ୍ଷାକେନ୍ଦ୍ର କରାଯାଇଥିବାବେଳେ ମୋଟ ୧୭ ହଜାର ୫୧୩ ଜଣ ପରୀକ୍ଷା ଦେବେ। ଚଳିତ ବର୍ଷ…
ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ
ଆଠମଲ୍ଲିକ,୧୮।୧(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ପୁରୁଣାମାଣତ୍ରୀ ସେବା ସମବାୟ ସମିତି ଧାନ ମଣ୍ଡିରୁ ଦୀର୍ଘ ୫ ଦିନ ହେଲା ଧାନ ଉଠି ପାରୁ ନ ଥିବା ଅଭିଯୋଗ ହୋଇଛି। ଏଥିଯୋଗୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରଥମେ ଚାଷୀଙ୍କୁ ଆଗୁଆ ଟୋକନ ଦିଆଯାଇଥିଲା। ଟୋକନ…
ନୂଆ ପ୍ରତିଭା ଶୁଭଶ୍ରୀ ବଡ଼ମାଳୀ
ବଇଣ୍ଡା,୧୮।୨ – ଆଗ୍ରହ ଥିଲେ ସୁଯୋଗ ଆପଣାଛାଏ ଆସେ। ଆଉ ଉକ୍ତ ସୁଯୋଗର ସଦୁପୋଯୋଗ କିପରି ସଫଳତାର ମାର୍ଗ ପ୍ରଶସ୍ତ କରିଥାଏ ତାହାର ଉଦାହରଣ ହେଲେ ଓଡ଼ିଶା ବଲ୍ ବ୍ୟାଡ୍ମିଣ୍ଟନ ଦଳରେ ସ୍ଥାନ ପାଇଥିବା ନୂଆ ପ୍ରତିଭା ଶୁଭଶ୍ରୀ ବଡ଼ମାଳୀ। ଅନୁଗୋଳ…
ଅଧିକାରୀ, କର୍ମଚାରୀଙ୍କ ଅନୁପସ୍ଥିତିରେ ଅସନ୍ତୋଷ
ଛେଣ୍ଡିପଦା,୧୮।୨(ସ୍ବ.ପ୍ର.) – ପ୍ରତି ସୋମବାର ବ୍ଲକ କାର୍ଯ୍ୟାଳୟରେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବାକୁ ସରକାରୀ ନିର୍ଦ୍ଦେଶ ଥିଲେ ମଧ୍ୟ ତାହାକୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଠିକ୍ ଭାବେ ପାଳନ କରାଯାଉ ନ…
ରବି ପାଣି ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ
ତାଳଚେର,୧୮ା୨(ନି.ପ୍ର.)- ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ତାଳଚେରର ରବି ନାରାୟଣ ପାଣିଙ୍କୁ ମନୋନୀତ କରାଯାଇଛି। ତାଳଚେରରୁ ଓକିଲାତି ଜୀବନ ଆରମ୍ଭ କରିଥିବା ପାଣି ଥରେ ଏମ୍ପି ଓ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ନିର୍ବାଚନ ପୂର୍ବରୁ ବିଜୁଜନତା ଦଳରୁ…

