ଏବେ ଯିବନି ‘ସୁନ୍ଦରୀ’
ଭୁବନେଶ୍ୱର,୬ା୨(ବ୍ୟୁରୋ)/ ବନ୍ତଳା(ଡି.ଏନ୍.ଏ) – ଓଡ଼ିଶାରୁ ଏବେ ଯିବ ନାହିଁ ବାଘୁଣୀ ‘ସୁନ୍ଦରୀ’। ସାତକୋଶିଆରେ ଥିବା ସୁନ୍ଦରୀ ବର୍ତ୍ତମାନ ମଧ୍ୟପ୍ରଦେଶର ‘କାହ୍ନା’ ଅଭୟାରଣ୍ୟକୁ ଯିବନି। କାହ୍ନା ଅଭୟାରଣ୍ୟ ଘୋରେଲାରେ ଏବେ ୨ ବାଘ ଅଛନ୍ତି। ସେଠାରେ ସୁନ୍ଦରୀକୁ ଛାଡ଼ିବାର ଥିଲା। କିନ୍ତୁ ଦୁଇଟି…
ସର୍ଭେ ଓ ଅନୁସନ୍ଧାନ ବିଭାଗ କରୁଛି ଅବହେଳା
ଅନୁଗୋଳ ସହର, ୬।୨ – ଅନୁଗୋଳ ଜିଲା ବନ୍ତଳା ଥାନା ନନ୍ଦପୁର ପଞ୍ଚାୟତ କରଡ଼ାସିଙ୍ଗ ଗ୍ରାମରେ ପ୍ରସ୍ତାବିତ ହିଡ଼ିସିଙ୍ଗ ମଧ୍ୟମ ଜଳସେଚନ ପ୍ରକଳ୍ପର ମନ୍ଥର କାର୍ଯ୍ୟ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବା ବେଳେ ବୁଧବାର ଅନୁଗୋଳ ବନଖଣ୍ଡ କାର୍ଯ୍ୟାଳୟରେ ଅନୁଷ୍ଠିତ…
ଘର କରୁନାହାନ୍ତି ହିତାଧିକାରୀ, ପ୍ରତିବାଦରେ ପ୍ରଶାସନର ଧାରଣା
ପାଲଲହଡ଼ା, ୬ା୨(ଡି.ଏନ.ଏ.)- ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ସହ ଟଙ୍କା ପାଇଥିବା ହିତାଧିକାରୀମାନେ ଗୃହ ନିର୍ମାଣ କରୁ ନ ଥିବାରୁ ସେମାନଙ୍କ ଘର ଆଗରେ ପାଲଲହଡ଼ା ବିଡିଓ ରବି ନାରାୟଣ ମାଝି କର୍ମଚାରୀଙ୍କ ସହ ବୁଧବାର ଧାରଣା ଦେଇଛନ୍ତି। ପ୍ରଥମେ ବିଡିଓ,…
ଅଧିକାରୀଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ
ବଇଣ୍ଡା, ୬ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଭାଗୃହଠାରେ ବୁଧବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଅତିଥିଭାବେ ସମ୍ବଲପୁର ଏମ୍ପିଙ୍କ ପ୍ରତିନିଧି ପରେଶ ଦେଓ, ବିଡିଓ ଅମୃତା ପ୍ରିୟମ୍ବଦା,…
ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା
ଅନୁଗୋଳ ଅଫିସ,୫।୨: ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରମାନେ ବୁଧବାର ମହାବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ପରେ ସେମାନେ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଡେପୁଟି କଲେକ୍ଟର ବଇତୁରା ଦୀପଙ୍କୁ ପ୍ରଦାନ କରିଛନ୍ତି। ମହାବିଦ୍ୟାଳୟର ଦ୍ବିତୀୟ ପୁରୁଷ…
ମାର୍ଚ୍ଚ ୫ରୁ ମାଲ୍ୟଗିରି ମହୋତ୍ସବ
ପାଲଲହଡା,୫।୨(ଡି.ଏନ.ଏ.) – ପାଲଲହଡ଼ା ଉପଖଣ୍ଡରେ ପୁଣିଥରେ ଆରମ୍ଭ ହେବ ମାଲ୍ୟଗିରି ମହୋତ୍ସବ। ଆସନ୍ତା ମାର୍ଚ୍ଚ ୫ ରୁ ୯ ତାରିଖ ପର୍ଯ୍ୟନ୍ତ ଏହା ଅନୁଷ୍ଠିତ ହେବ। ଏ ନେଇ ମତଗଣନା କେନ୍ଦ୍ରଠାରେ ସୋମବାର ଏକ ପ୍ରସ୍ତୁତି ବୈଠକ ଉପଜିଲାପାଳ ଅଜିତ କୁମାର…
ଡାକ୍ତରଖାନା ପରିଦର୍ଶନ, ଉନ୍ନୟନ କାର୍ଯ୍ୟ ସମୀକ୍ଷା
ପାଲଲହଡା,୫।୨(ଡି.ଏନ.ଏ.)- ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ଦିନିକିଆ ପାଲଲହଡା ଗସ୍ତରେ ଆସି ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ ସହ ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ କାର୍ଯ୍ୟ ବୁଲି ଦେଖିଛନ୍ତି।…
ବ୍ୟବଚ୍ଛେଦ ଗୃହରୁ କାଜୁଆଲଟି
ଅନୁଗୋଳ ଅଫିସ୍, ୫।୨ – ଗୁରୁତର ଅବସ୍ଥାରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଅଣାଯାଇଥିବା ଜଣେ ମହିଳାଙ୍କୁ ଡାକ୍ତର ମୃତ ଘୋଷଣା କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିଲେ ବି ପରିବାର ଲୋକେ ମହିଳାଜଣକ ବଞ୍ଚିଥିବା ଭାବି ୨ଥର ବ୍ୟବଚ୍ଛେଦ…
ବିପୁଳ ପରିମାଣର ଶାଗୁଆନ, ଶାଳ କାଠ ଜବତ: ୨ ଅଟକ
ଛେଣ୍ଡିପଦା,୪।୧(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କୋରଡ଼ା ଗାଁରେ ମଙ୍ଗଳବାର ଛେଣ୍ଡିପଦା ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣର ଶାଗୁଆନ ଓ ଶାଳ କାଠ ଜବତ କରାଯାଇଛି। ଏହା ସହ ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଅଟକ…
କଣିହାଁରେ ପ୍ରତିଷ୍ଠା ହେବ ଜେଏମ୍ଏଫ୍ସି
କଣିହାଁ, ୪ା୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଜେଏମ୍ଏଫସି) ପ୍ରତିଷ୍ଠା ହେବ। ଏ ନେଇ ସୋମବାର ଅପରାହ୍ନ ୫ଟାରେ ଜିଲା ଦୌରାଜଜ୍ ଅଶାନ୍ତ କୁମାର ଦାସ କଣିହାଁ ପରିଦର୍ଶନରେ ଆସି ଏହି ସୂଚନା ଦେଇଛନ୍ତି।…
ଭିନ୍ନ ଭଙ୍ଗୀ: ଚର୍ଚ୍ଚାରେ ମାଧବ
ବଅଁରପାଳ, ୪।୨ (ଡି.ଏନ.ଏ.) ୫୫ ନମ୍ବର ଜାତୀୟ ରାଜପଥର ବଅଁରପାଳ ବସ୍ଷ୍ଟାଣ୍ଡ ପରି ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଟ୍ରାଫିକ ନିୟନ୍ତ୍ରଣ କରୁଥିବା ହୋମଗାର୍ଡ ମାଧବ ଗୋଚ୍ଛାୟତ ଏବେ ଚର୍ଚ୍ଚାରେ। ଟ୍ରାଫିକ ନିୟନ୍ତ୍ରଣରେ ଭିନ୍ନ ଅଙ୍ଗଭଙ୍ଗୀ ତାଙ୍କୁ ଅନ୍ୟ ହୋମଗାର୍ଡମାନଙ୍କଠାରୁ ସ୍ବତନ୍ତ୍ର କରିଦେଇଛି।…
ତାମଡା ପକ୍ଷରୁ ଜିଲାପାଳଙ୍କୁ ଦିଆଗଲା ରିପୋର୍ଟ
ଅନୁଗୋଳ ସହର, ୪।୨ ଅନୁଗୋଳ ସହର ହୁଲୁରିସିଂହାଠାରେ ନିର୍ମାଣ ହେଉଥିବା ଏକ ଆପାର୍ଟମେଣ୍ଟକୁ ନେଇ ଅଭିଯୋଗ ଆସିବା ପରେ ତାଳଚେର-ଅନୁଗୋଳ-ମେରାମଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ (ତାମଡା)ଙ୍କ ପକ୍ଷରୁ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି। ଗତ ଜାନୁୟାରୀ ୧୪ରେ ଉକ୍ତ ଅଭିଯୋଗର ତଦନ୍ତ କରି…
Archives


