ଅନୁଗୋଳ

ଜିଆଇ ତାରରେ ଫାଶ ବସାଉଥିବା ବେଳେ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ

ଛେଣ୍ଡିପଦା,୩ା୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କଙ୍କୁରପାଳ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରୁ ସୋମବାର ସକାଳେ ଜଣେ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି। ସେ ହେଲେ ଚାଙ୍ଗୁଡିଆ ପଞ୍ଚାୟତ ବଡ଼ବେରେଣା ଗ୍ରାମର ବିରଞ୍ଚି ଭୋଇଙ୍କ ପୁଅ ବିପିନ (୪୦) ।…

ଗଡ଼ମଣ୍ଡଳ ସରସ୍ବତୀ ଶିଶୁ ମନ୍ଦିରରୁ ଚୋରି

ଛେଣ୍ଡିପଦା,୩।୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତର ଗଡ଼ମଣ୍ଡଳ ସରସ୍ବତୀ ଶିଶୁମନ୍ଦିର କାର୍ଯ୍ୟାଳୟ ତାଲାଭାଙ୍ଗି ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ନେଇ ସୋମବାର ଛେଣ୍ଡିପଦା ଥାନାରେ ଅଭିଯୋଗ ହୋଇଛି । ପ୍ରକାଶ ଯେ, ଶିକ୍ଷକ ଦେବରାଜ ସାହୁ ସବୁଦିନ…

ସହରରେ ବେଆଇନ ଆପାର୍ଟମେଣ୍ଟ ନିର୍ମାଣ

ଅନୁଗୋଳ ସହର, ୩।୨: ଅନୁଗୋଳ ସହର ହୁଲୁରିସିଂହାଠାରେ ବେଆଇନ ଭାବେ ଏକ ଆପାର୍ଟମେଣ୍ଟ ନିର୍ମାଣ ହେଉଥିବା ଅଭିଯୋଗ ହୋଇଛି। ଜିଲାପାଳ, ତାଳଚେର-ଅନୁଗୋଳ-ମେରାମଣ୍ଡଳି ଡେଭଲପମେଣ୍ଟ ଅଥରିଟି(ତାମଡା) ସେକ୍ରେଟାରି ଏବଂ ଭୁବନେଶ୍ୱରସ୍ଥିତ ଓଡ଼ିଶା ରିୟଲ ଇଷ୍ଟେଟ ରେଗୁଲେଟାରି ଅଥରିଟିଙ୍କ ନିକଟରେ ଏ ନେଇ ଅଭିଯୋଗ କରାଯାଇଛି।…

ରାଜପଥ ଖୋଳିଦେଉଛି ଠିକାସଂସ୍ଥା

ଛେଣ୍ଡିପଦା,୩।୨(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଯାଇଥିବା ୧୪୯(ବି) ନଂ. ଜାତୀୟ ରାଜପଥ ପାଶର୍‌ବକୁ ବେଆଇନ ଭାବେ ଖୋଳି ସେଠାରେ ପାଇପ ପକାଯାଉଥିବା ଅଭିଯୋଗ ହୋଇଛି। ଏ ନେଇ ଜାତୀୟ ରାଜପଥ ବିଭାଗ ଯନ୍ତ୍ରୀ ଉମାକାନ୍ତ ଦଳେଇ ଶନିବାର ଠିକାସଂସ୍ଥା ବିରୋଧରେ…

ହିଙ୍ଗୁଳାଙ୍କ ହୁଣ୍ଡିରୁ ମିଳିଲା ୩.୬୨ ଲକ୍ଷ

ତାଳଚେର, ୩ା୨(ନି.ପ୍ର.) ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଗୋପାଳପ୍ରସାଦସ୍ଥିତ ପୀଠରେ ଥିବା ହୁଣ୍ଡିଗୁଡିକୁ ଶନିବାର ଖୋଲା ଯାଇଥିଲା। ଟ୍ରଷ୍ଟବୋର୍ଡ ସଦସ୍ୟ ମୁରଲୀଧର ସାହୁ, ସନ୍ତୋଷ କୁମାର ପ୍ରଧାନ, ଗଗନ ବିହାରୀ ସାହୁ ପ୍ରମୁଖଙ୍କ ଉପସ୍ଥିତିରେ ହୁଣ୍ଡି ଖୋଲା ଯାଇ ମୋଟ ୩…

୩ ବର୍ଷ ହେଲା ଶେଯରେ ଶମ୍ଭୁ

ପାଲଲହଡ଼ା, ୧ା୨(ଡି.ଏନ.ଏ.) – ବଢ଼ୁଛି ରୋଗ ଯନ୍ତ୍ରଣା। ଯୁବାବସ୍ଥାରେ ବି ଉଠିବାକୁ ଦେହରେ ବଳ ନାହିଁ। ଶରୀରସାରା ଚର୍ମ ଫାଟିବା ସହ ଘା ହୋଇଗଲାଣି। ଗୋଡ ମଧ୍ୟ ଦିନକୁ ଦିନ ସରୁ ହୋଇଯାଉଥିବାରୁ ଶରୀର ଏକ ପ୍ରକାର ଅକ୍ଷମ ହେବାରେ ଲାଗିଛି।…

ଅନ୍ୟ ୨ ଯୁବକଙ୍କ ସମ୍ପର୍କରେ ରିପୋର୍ଟ ମାଗିଲେ ଏସ୍‌ପି

ଅନୁଗୋଳ ଅଫିସ୍‌, ୧।୨ – ଅନୁଗୋଳ ଥାନା ଲିଙ୍ଗରାଯୋଡ଼ିର ବାପି ଓରଫ୍‌ ସତ୍ୟଜିତ୍‌ ପ୍ରଧାନଙ୍କ ଠାରୁ ୩ ବନ୍ଧୁକ, ଗୋଟିଏ ଭଙ୍ଗା ମାଗାଜିନ୍‌ ଓ ୯ ଜୀବନ୍ତ ଗୁଳି ଜବତ ମାମଲାର ତଦନ୍ତ ଠିକ୍‌ ଭାବେ କରାଯାଇ ନ ଥିବାରୁ ଅନୁଗୋଳ…

ମିଳୁନି ସ୍ତ୍ରୀଙ୍କ ମୃତ୍ୟୁ ପ୍ରମାଣପତ୍ର

ଅନୁଗୋଳ ସହର, ୧।୨ – ଆବେଦନର ୭ ଦିନ ମଧ୍ୟରେ ଜନ୍ମ କିମ୍ବା ମୃତ୍ୟୁ ପଞ୍ଜୀକରଣ ସାର୍ଟିଫିକେଟ ପ୍ରଦାନ କରାଯିବାର ନିୟମ ରହିଛି। କିନ୍ତୁ ଜଣେ ଦିବ୍ୟାଙ୍ଗ ବୃଦ୍ଧ ବର୍ଷେ ହେଲା ସ୍ତ୍ରୀଙ୍କ ମୃତ୍ୟୁ ସାର୍ଟିଫିକେଟ ପାଇଁ ଦୌଡ଼ୁଥିଲେ ମଧ୍ୟ ତାହା…

ତଦନ୍ତକାରୀ ଏସ୍‌ଆଇ ନିଲମ୍ବିତ

ଅନୁଗୋଳ ଅଫିସ୍‌, ୩୧।୧ – ଅନୁଗୋଳ ଥାନା ଲିଙ୍ଗରାଯୋଡ଼ିର ବାପି ଓରଫ୍‌ ସତ୍ୟଜିତ୍‌ ପ୍ରଧାନ(୩୩)ଙ୍କଠାରୁ ୩ ବନ୍ଧୁକ ଓ ୯ ଜୀବନ୍ତ ଗୁଳି ଜବତ କରାଯିବା ମାମଲାର ଠିକ୍‌ ଭାବେ ତଦନ୍ତ କରି ନ ଥିବାରୁ ତଦନ୍ତକାରୀ ଅଧିକାରୀ ଅନୁଗୋଳ ଥାନା…

ଆରଆଇଙ୍କୁ ଅଟକ ରଖିଲେ ଗ୍ରାମବାସୀ

କଣିହାଁ,୩୧।୧(ଡି.ଏନ.ଏ.) – ଅନୁଗୋଳ ଜିଲା ବଡ଼ଗୁଣ୍ଡୁରୀ ରାଜସ୍ବ ନିରୀକ୍ଷକ ଏକ ଟ୍ରଷ୍ଟ ପାଇଁ ବୁଧବାର ଜଗା ଚିହ୍ନଟ କରିବା ନିମନ୍ତେ ବାରିହାପୁର ଗ୍ରାମକୁ ଯାଇଥିବାବେଳେ ଗ୍ରାମବାସୀ ତାଙ୍କୁ ଅଟକ ରଖିଥିଲେ। ପରେ ପୋଲିସ ଓ ତହସିଲ ପ୍ରଶାସନ ପହଞ୍ଚି ବୁଝାଶୁଝା କରିବା…

ଏଫ୍‌ଏସ୍‌ଟିପି ପରିଦର୍ଶନ କଲେ ଅନ୍ତର୍ଜାତୀୟ ଟିମ୍‌

ଅନୁଗୋଳ ଅଫିସ୍‌, ୩୧।୧ – ଅନୁଗୋଳ ପୌରପାଳିକା ପକ୍ଷରୁ ପଞ୍ଚମହଲାରେ ନିର୍ମାଣ ହୋଇଥିବା ଫିକଲ ସ୍ଲଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ (ଏଫ୍‌ଏସ୍‌ଟିପି) ପରିଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ଟିମ୍‌। ଏହି ଟିମ୍‌ରେ ଆସିଥିବା ୫ ଜଣିଆ ସଦସ୍ୟ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିବା ପରେ…

ନାଲ୍‌କୋରେ ଫୁଲ, ଫଳ ପ୍ରଦର୍ଶନୀ

ବଅଁରପାଳ,୩୦।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲକୋ ନଗରରେ ଗୁରୁବାର ସକାଳେ ଫୁଲ,ଫଳ ଓ ପନିପରିବା ପ୍ରଦର୍ଶନୀ ଉଦ୍‌ଘାଟିତ ହୋଇଛି। ଡିଏଫ୍‌ଓ କାର୍ତ୍ତିକ ଭି ଯୋଗ ଦେଇ ଏହି ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ। ନାଲକୋ ଇଡି ମନସା ପ୍ରସାଦ ମିଶ୍ର, ମାନବ ସମ୍ବଳ ମହାପ୍ରବନ୍ଧକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri