ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେଭି ତାର
କଣିହାଁ, ୧୧ା୨(ଡି.ଏନ.ଏ.) – ବିଦ୍ୟୁତ୍ ବିଭାଗର ଚରମ ଅବହେଳା ଯୋଗୁ ନିରୀହ ଜୀବନ ଯାଉଥିଲେ ହେଁ ଚେତୁନାହାନ୍ତି ଅଧିକାରୀ। ବିଭିନ୍ନ ସ୍ଥାନରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍ ଖୁଣ୍ଟ, ପୁରୁଣା ତାର ଓହଳିଥିଲେ ମଧ୍ୟ ଏହାର ମରାମତି ଦିଗରେ ଆଦୌ ଧ୍ୟାନ ଦେଉନି…
ଚାଷୀଙ୍କ ଋଣ ଟଙ୍କା ଆତ୍ମସାତ୍ ଅଭିଯୋଗ
ଅନୁଗୋଳ ସହର, ୧୧।୨ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ ସେବା ସମବାୟ ସମିତି ବ୍ୟାଙ୍କରେ ଚାଷୀମାନଙ୍କ ଋଣ ଟଙ୍କା ହଡ଼ପ କରାଯାଇଥିବା ନେଇ ସୋମବାର ଚାଙ୍ଗୁଡ଼ିଆ ପଞ୍ଚାୟତର ଚାଷୀମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ,…
ପରିସ୍ରାଗାର ନିର୍ମାଣ ଦାବି କଲେ ଅଟୋ ଚାଳକ
ଅନୁଗୋଳ ସହର, ୧୧।୨ ଅନୁଗୋଳ ବସ୍ଷ୍ଟାଣ୍ଡ ନିକଟ ରାଜାଛକ ଅଞ୍ଚଳ ଓ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପରିସ୍ରାଗାର ନିର୍ମାଣ ପାଇଁ ବସ୍ଷ୍ଟାଣ୍ଡ ଅଟୋଚାଳକଙ୍କ ପକ୍ଷରୁ ସୋମବାର ଜିଲାପାଳଙ୍କ ନିକଟରେ ଦାବି କରାଯାଇଛି। ଜିଲାପାଳଙ୍କୁ ଦିଆଯାଇଥିବା ଅଭିଯୋଗପତ୍ରରେ ସେମାନେ ଦର୍ଶାଇଛନ୍ତି ଯେ, ଅନୁଗୋଳର…
ମନ୍ଦିର ଘଣ୍ଟିରେ ଝୁଲିଛି ଯୁବକଙ୍କ ମୃତଦେହ: କାରଣ ଅସ୍ପଷ୍ଟ
ତାଳଚେର,୧୦।୨(ନି.ପ୍ର.) : ଅନୁଗୋଳ ଜିଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ନିକଟସ୍ଥ ଶିବରାମପୁର ଶିବମନ୍ଦିର ବୃଷଭ ନିକଟରେ ବନ୍ଧା ହୋଇଥିବା ଘଣ୍ଟିରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କର ମୃତଦେହ ଦେଖିବାକୁ ମିଳିଛି। ସୋମବାର ସକାଳୁ ମନ୍ଦିରର ପୂଜକ ପୂଜା ପାଇଁ ଯିବା…
ଧାନ କିଣାରେ ଅସୁବିଧା ନେଇ ଅସନ୍ତୋଷ
ପାଲଲହଡ଼ା, ୧୦ା୨(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଡିମିରିଆ ପଞ୍ଚାୟତର ଧାନମଣ୍ଡିରେ ଧାନ ବିକ୍ରିରେ ଅସୁବିଧା ଉପୁଜିବାକୁ ନେଇ ରବିବାର ଚାଷୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ତେବେ ପୋଲିସ ପହଞ୍ଚି ଚାଷୀଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ମିଳିଥିବା…
ମାଧପୁରରେ ହାତୀ ଉପଦ୍ରବ: ଘଉଡ଼ାଇବାକୁ ଦାବି
ମାଧପୁର,୯।୨: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ରବିବାର ଭୋର ପର୍ଯ୍ୟନ୍ତ ଅଞ୍ଚଳର ବିଭିନ୍ନ ସ୍ଥାନରେ ହାତୀ ଉପଦ୍ରବ କରୁଥିବା ଦେଖିବାକୁ ମିଳିଛି। ଏ ନେଇ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି । ସୂଚନାନୁଯାୟୀ, ଶନିବାର…
୭୩ ବର୍ଷ ପରେ ଗଁ।କୁ ବିଜୁଳି ଆଲୁଅ
ଆଠମଲ୍ଲିକ, ୯ା୨(ଡି.ଏନ.ଏ.) – ସ୍ବାଧୀନତାର ୭୩ ବର୍ଷ ପରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମଇମୁରା ପଞ୍ଚାୟତର ବିପ୍ରଡିହ ଗ୍ରାମରେ ଜଳିଛି ବିଜୁଳି ଆଲୁଅ। ଏହାକୁ ନେଇ ଖୁସିବ୍ୟକ୍ତ କରିଛନ୍ତି ଗଁ। ଲୋକେ। ବହୁ ବିଳମ୍ବ ହେଲେ ବି ଶେଷରେ ଗଁ।କୁ…
୬ ବର୍ଷ ହେଲା ହେଉନି ବ୍ଲକ ମହୋତ୍ସବ
ବଅଁରପାଳ,୯ା୨(ଡି.ଏନ.ଏ.) – ସ୍ଥାନୀୟ ଲୋକକଳା ତଥା ପ୍ରତିଭାର ବିକାଶ ପାଇଁ ପ୍ରତି ବ୍ଲକସ୍ତରରେ ଆୟୋଜନ ହେଉଛି ବ୍ଲକ ମହୋତ୍ସବ। କିନ୍ତୁ ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ଏଥିରେ ବ୍ୟତିକ୍ରମ ଦେଖାଯାଇଛି। ବର୍ଷେ କି ଦୁଇ ବର୍ଷ ନୁହେଁ, ଦୀର୍ଘ ୬ ବର୍ଷ…
୩୧ କେନ୍ଦ୍ର ସମ୍ବେଦନଶୀଳ
ଅନୁଗୋଳ ଅଫିସ, ୮।୨ – ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ଫେବୃୟାରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଜିଲାରେ ଚଳିତ ବର୍ଷ ମୋଟ ୧୭ ହଜାର ୪୯୨ ଜଣ ପରୀକ୍ଷାର୍ଥୀ…
‘ଖୁସି’ ଯୋଜନା ଦିଗହରା
ଅନୁଗୋଳ ଅଫିସ୍, ୮।୨ – ଅନୁଗୋଳ ଜିଲାରେ ଦିଗହରା ହୋଇଯାଇଛି ସରକାରଙ୍କ ‘ଖୁସି’ ଯୋଜନା। ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କିଣାଯାଇଥିବା ସାନିଟାରି ନାପକିନ ଜିଲା ମୁଖ୍ୟ ଚିକିତ୍ସାଳୟରେ ପଡ଼ି ପଡ଼ି ନଷ୍ଟ ହୋଇଯାଇଛି। କାହିଁକି ଏହାର ଯତ୍ନ ନିଆଗଲା ନାହିଁ…
ବର୍ଷା ଯୋଗୁ ଘୁଞ୍ଚିଲା ଜିଲା ମହୋତ୍ସବ
ଅନୁଗୋଳ ଅଫିସ,୭।୨: ଅନୁଗୋଳରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁୁ ଜିଲା ମହୋତ୍ସବ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ୭ରୁ ୯ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମହୋତ୍ସବ ୧୧ରୁ ୧୩ ପର୍ଯ୍ୟନ୍ତ କରାଯିବ ବୋଲି ଜିଲା ସଂସ୍କୃତି ପରିଷଦ ପକ୍ଷରୁ ନିଷ୍ପତ୍ତି…
ମିଳୁନି ଟୋକନ
ପଞ୍ଜୀକୃତ ଚାଷୀଙ୍କୁ ଟୋକନ ପ୍ରଦାନରେ ଅବ୍ୟବସ୍ଥା ଯୋଗୁ ଅନୁଗୋଳ ଜିଲାରେ ଧିମେଇଛି ଧାନକିଣା। ମଣ୍ଡି ଖୋଲିବାର ଦେଢ଼ମାସ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଧାର୍ଯ୍ୟଲକ୍ଷ୍ୟର ଅଧା ବି ଧାନ କିଣା ହୋଇନି। କେତେଜଣ ଚାଷୀଙ୍କୁ ନିୟମିତ ବ୍ୟବଧାନରେ ତଥା ପର୍ଯ୍ୟାୟ…

