ଅନୁଗୋଳ

ଥାନାରେ ଅଭିଯୋଗ କଲେ ତାମଡା ସେକ୍ରେଟାରି

ଅନୁଗୋଳ ସହର, ୭।୨ – ଅନୁଗୋଳ ସହର ହୁଲୁରିସିଂହାଠାରେ ନିର୍ମାଣ ହେଉଥିବା ଏକ ଆପାର୍ଟମେଣ୍ଟକୁ ନେଇ ଅଭିଯୋଗ ଆସିବା ପରେ ତାଳଚେର-ଅନୁଗୋଳ-ମେରାମଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ (ତାମଡା)ଙ୍କ ପକ୍ଷରୁ ପ୍ରଥମେ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯାଇଥିଲା। ଗୁରୁବାର ଏ ନେଇ ଅନୁଗୋଳ ଥାନାରେ…

ଦର୍ଶକ ଦେଖିବେ ମଥୁରାର ମୟୂରୀ ନୃତ୍ୟ

ଅନୁଗୋଳ ଅଫିସ୍‌, ୬।୨ – ଆସନ୍ତା ୭ ତାରିଖରେ ଅନୁଗୋଳ ଷ୍ଟାଡିୟମରେ ଆରମ୍ଭ ହେବ ଅଷ୍ଟମ ଅନୁଗୋଳ ଜିଲା ମହୋତ୍ସବ। ତିନି ଦିନ ଧରି ହେବାକୁ ଥିବା ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଜିଲା ସଂସ୍କୃତି ପରିଷଦ ପକ୍ଷରୁ ପ୍ରସ୍ତୁତି ଶେଷ…

ମେସ୍‌ରେ ତାଲା, ପ୍ରଶାସନର ଦ୍ୱାରସ୍ଥ ହେଲେ ଛାତ୍ର

ଅନୁଗୋଳ ଅଫିସ୍‌, ୬।୨ – ବିନା ନୋଟିସରେ ମେସ୍‌ରେ ତାଲା ପକାଇ ହଷ୍ଟେଲ ମ୍ୟାନେଜର କେଉଁଆଡ଼େ ଚାଲିଯାଇଥିବାରୁ ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ୨ ନମ୍ବର ହଷ୍ଟେଲ ଅନ୍ତେବାସୀଙ୍କ ମଧ୍ୟରେ ବୁଧବାର ଅସନ୍ତୋଷ ଦେଖାଦେଇଥିଲା। ଦୁଇଦିନ ଧରି ଖାଦ୍ୟ ମିଳି ନ…

ଅନୁଗୋଳ ବନମଣ୍ଡଳରେ ୧୩୧ କୁମ୍ଭୀର

ଅନୁଗୋଳ ସହର, ୬।୨ – ସାତକୋଶିଆ ବନଖଣ୍ଡ, ମହାନଦୀ ବନଖଣ୍ଡ, ଆଠମଲ୍ଲିକ ବନଖଣ୍ଡ, ଆଠଗଡ଼, କଟକ, ଢେଙ୍କାନାଳ, ଅନୁଗୋଳ ବନଖଣ୍ଡ ଓ ଯାଜପୁର ବନଖଣ୍ଡକୁ ନେଇ ଗଠିତ ଅନୁଗୋଳ ବନମଣ୍ଡଳରେ ମୋଟ୍‌ ୧୩୧ଟି କୁମ୍ଭୀର ଅଛନ୍ତି। ଗତ ଜାନୁୟାରୀ ୯ରୁ ୧୧…

ଡାକ୍ତରଖାନାରେ ପର୍ଯ୍ୟାପ୍ତ ଔଷଧ ରଖିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ୍‌, ୬।୨ – ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ମଙ୍ଗଳବାରଠାରୁ ଅନୁଗୋଳ ଜିଲା ଗସ୍ତରେ ଆସି ବିଭାଗୀୟ କାର୍ଯ୍ୟକ୍ରମ ସମେତ ସରକାରଙ୍କର ଅଗ୍ରାଧିକାର ଯୋଜନା ସମ୍ପର୍କରେ ସମୀକ୍ଷା କରିଛନ୍ତି। ମଙ୍ଗଳବାର…

ଦଲାଲମୁକ୍ତ ହୋଇନି ସରକାରୀ କାର୍ଯ୍ୟାଳୟ

ଅନୁଗୋଳ ଅଫିସ୍‌, ୬।୨ – ମେଡିକାଲ ହେଉ କି ଆର୍‌ଟିଓ କିମ୍ବା ଅନ୍ୟାନ୍ୟ ଅଫିସ, ଅନୁଗୋଳ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଚାଲିଛି ଦଲାଲ ରାଜ। ଏଥିଯୋଗୁ ସାଧାରଣ ଲୋକମାନେ ଠକାମିର ଶିକାର ହେଉଥିବାବେଳେ ପ୍ରଶାସନ ନୀରବଦ୍ରଷ୍ଟା ସାଜୁଥିବା ବାରମ୍ବାର ଅଭିଯୋଗ…

ଏବେ ଯିବନି ‘ସୁନ୍ଦରୀ’

ଭୁବନେଶ୍ୱର,୬ା୨(ବ୍ୟୁରୋ)/ ବନ୍ତଳା(ଡି.ଏନ୍‌.ଏ) – ଓଡ଼ିଶାରୁ ଏବେ ଯିବ ନାହିଁ ବାଘୁଣୀ ‘ସୁନ୍ଦରୀ’। ସାତକୋଶିଆରେ ଥିବା ସୁନ୍ଦରୀ ବର୍ତ୍ତମାନ ମଧ୍ୟପ୍ରଦେଶର ‘କାହ୍ନା’ ଅଭୟାରଣ୍ୟକୁ ଯିବନି। କାହ୍ନା ଅଭୟାରଣ୍ୟ ଘୋରେଲାରେ ଏବେ ୨ ବାଘ ଅଛନ୍ତି। ସେଠାରେ ସୁନ୍ଦରୀକୁ ଛାଡ଼ିବାର ଥିଲା। କିନ୍ତୁ ଦୁଇଟି…

ସର୍ଭେ ଓ ଅନୁସନ୍ଧାନ ବିଭାଗ କରୁଛି ଅବହେଳା

ଅନୁଗୋଳ ସହର, ୬।୨ – ଅନୁଗୋଳ ଜିଲା ବନ୍ତଳା ଥାନା ନନ୍ଦପୁର ପଞ୍ଚାୟତ କରଡ଼ାସିଙ୍ଗ ଗ୍ରାମରେ ପ୍ରସ୍ତାବିତ ହିଡ଼ିସିଙ୍ଗ ମଧ୍ୟମ ଜଳସେଚନ ପ୍ରକଳ୍ପର ମନ୍ଥର କାର୍ଯ୍ୟ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବା ବେଳେ ବୁଧବାର ଅନୁଗୋଳ ବନଖଣ୍ଡ କାର୍ଯ୍ୟାଳୟରେ ଅନୁଷ୍ଠିତ…

ଘର କରୁନାହାନ୍ତି ହିତାଧିକାରୀ, ପ୍ରତିବାଦରେ ପ୍ରଶାସନର ଧାରଣା

ପାଲଲହଡ଼ା, ୬ା୨(ଡି.ଏନ.ଏ.)- ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ସହ ଟଙ୍କା ପାଇଥିବା ହିତାଧିକାରୀମାନେ ଗୃହ ନିର୍ମାଣ କରୁ ନ ଥିବାରୁ ସେମାନଙ୍କ ଘର ଆଗରେ ପାଲଲହଡ଼ା ବିଡିଓ ରବି ନାରାୟଣ ମାଝି କର୍ମଚାରୀଙ୍କ ସହ ବୁଧବାର ଧାରଣା ଦେଇଛନ୍ତି। ପ୍ରଥମେ ବିଡିଓ,…

ଅଧିକାରୀଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ

ବଇଣ୍ଡା, ୬ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଭାଗୃହଠାରେ ବୁଧବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଅତିଥିଭାବେ ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି ପରେଶ ଦେଓ, ବିଡିଓ ଅମୃତା ପ୍ରିୟମ୍ବଦା,…

ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା

ଅନୁଗୋଳ ଅଫିସ,୫।୨: ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରମାନେ ବୁଧବାର ମହାବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ପରେ ସେମାନେ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଡେପୁଟି କଲେକ୍ଟର ବଇତୁରା ଦୀପଙ୍କୁ ପ୍ରଦାନ କରିଛନ୍ତି। ମହାବିଦ୍ୟାଳୟର ଦ୍ବିତୀୟ ପୁରୁଷ…

ମାର୍ଚ୍ଚ ୫ରୁ ମାଲ୍ୟଗିରି ମହୋତ୍ସବ

ପାଲଲହଡା,୫।୨(ଡି.ଏନ.ଏ.) – ପାଲଲହଡ଼ା ଉପଖଣ୍ଡରେ ପୁଣିଥରେ ଆରମ୍ଭ ହେବ ମାଲ୍ୟଗିରି ମହୋତ୍ସବ। ଆସନ୍ତା ମାର୍ଚ୍ଚ ୫ ରୁ ୯ ତାରିଖ ପର୍ଯ୍ୟନ୍ତ ଏହା ଅନୁଷ୍ଠିତ ହେବ। ଏ ନେଇ ମତଗଣନା କେନ୍ଦ୍ରଠାରେ ସୋମବାର ଏକ ପ୍ରସ୍ତୁତି ବୈଠକ ଉପଜିଲାପାଳ ଅଜିତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?