ଅନୁଗୋଳ

ସାଧାରଣତନ୍ତ୍ର ଦିବସରେ ଦୁର୍ଘଟଣା: ନଗର ପରିକ୍ରମା ବେଳେ ବାଇକ୍‌ ଧକ୍କାରେ ଛାତ୍ର ଗୁରୁତର

ଛେଣ୍ଡିପଦା,୨୬।୧(ସ୍ବ.ପ୍ର.):ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଟାଙ୍ଗିର ପଞ୍ଚାୟତ ବରାଳ ବାଲୁଙ୍କେଶ୍ବର ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ରବିବାର ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ନଗର ପରିକ୍ରମା କରୁଥିଲେ। ଏହି ସମୟରେ ବାଇକ୍‌ ଦୁର୍ଘଟଣାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଗୁରୁତର ଛାତ୍ର ହେଲେ ଟାଙ୍ଗିର…

ଏସ୍‌ସିଏସ୍‌ଟି ଯୁଗ୍ମ ସଚିବଙ୍କ ପାଲଲହଡ଼ା ଗସ୍ତ

ପାଲଲହଡ଼ା,୨୬ା୧(ଡି.ଏନ.ଏ.) – ଏସ୍‌ସିଏସଟି ବିଭାଗ ଯୁଗ୍ମ ସଚିବ ଶରତ ଚନ୍ଦ୍ର ମିଶ୍ର ଶନିବାର ପାଲଲହଡା ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି। ପ୍ରଥମେ ସଚିବ ମାଲ୍ୟଗିରି ସରକାରୀ ଉଚ୍ଚ ବିଦ୍ୟାଳୟକୁ ଯାଇ…

ବ୍ରାଉନସୁଗାର ପରେ ଟାର୍ଗେଟରେ କୋଲ୍‌ ମାଫିଆ

ଅନୁଗୋଳ ଅଫିସ୍‌, ୨୬ା୧ – ଅନୁଗୋଳ ଜିଲାକୁ ଅପରାଧ ମୁକ୍ତ କରିବାକୁ ପ୍ରସ୍ତୁତ ହୋଇଛି ବ୍ଲୁ ପ୍ରିଣ୍ଟ। ଉପାନ୍ତରୁ ସହର, ଗ୍ରାମାଞ୍ଚଳରୁ ନଗର ଯାଏ ଆପରାଧିକ କାର୍ଯ୍ୟକଳାପର ଡାଟା ବେସ୍‌ ପ୍ରସ୍ତୁତ କରୁଛି ପୋଲିସ। ବିଶେଷ କରି ଖାକି ଟାର୍ଗେଟରେ ଏବେ…

ଜାତୀୟ ଭୋଟର ଦିବସ ପାଳନ

ଅନୁଗୋଳ ଅଫିସ,୨୫।୧: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜାତୀୟ ଭୋଟର ଦିବସ ପାଳନ କରାଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବରେ ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଶାନ୍ତନୁ ସାର,…

ବଳରାମପ୍ରସାଦ ପୂର୍ବପାଟଣା ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ଝିଅ ବାହାଘର ପାଇଁ ଥିବା ସୁନାଗହଣା

ବଅଁରପାଳ,୨୫।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବଳରାମପ୍ରସାଦ ପୂର୍ବପାଟଣା ଗ୍ରାମରେ ଶନିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଜାନକୀ ବେହେରା, ଚିନ୍ତାମଣି ବେହେରା, ବାବାଜୀ ବେହେରା ଓ ମକର ବେହେରାଙ୍କର ୪ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି।…

ମିଳୁନି ମାଗଣା ଔଷଧ, ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ବଇଣ୍ଡା,୨୫ା୧ (ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରୋଗୀମାନଙ୍କୁ ମାଗଣା ଔଷଧ ସହ ଠିକ୍‌ ଭାବେ ସେବା ମିଳୁ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ଏ ନେଇ ବଇଣ୍ଡା ଗ୍ରାମବାସୀ ବାରମ୍ବାର ଜିଲା…

ମାସିକ ୨ ଶହ ୟୁନିଟ୍‌ ମାଗଣା ବିଦ୍ୟୁତ୍‌ ଦିଆଯାଉ

ଅନୁଗୋଳ ଅଫିସ୍‌/ଅନୁଗୋଳ ସହର, ୨୫ା୧ ଶିଳ୍ପ ଓ କୋଇଲା ଖଣି ଦ୍ୱାରା ପ୍ରଦୂଷିତ ଅନୁଗୋଳ ଜିଲାବାସୀଙ୍କୁ ସର୍ବନିମ୍ନ ମାସକୁ ୨ ଶହ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍‌ ଯୋଗାଇଦେବା, ବିଦ୍ୟୁତ୍‌ ସେବାର ଘରୋଇକରଣ ବନ୍ଦ କରିବା, ବିଲ୍‌ ଆଦାୟ ନଁାରେ ଶୋଷଣ…

ଦସ୍ତଖତ ନେଇ ଅଢ଼େଇ କୋଟି ଟଙ୍କା ଋଣ ଉଠାଣ

ବଇଣ୍ଡା,୨୫ା୧(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପଞ୍ଚାୟତ ଅମାସମା, ବାସୁଦେବପୁର, ଧଣ୍ଡାତୋପା, ଆରମପୁର ଆଦି ଗ୍ରାମର ୨୫୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ ଦସ୍ତଖତ ନେଇ ଠାକୁରଗଡ଼ସ୍ଥିତ ଓଡ଼ିଶା ଗ୍ରାମ ବ୍ୟାଙ୍କ ଶାଖାରୁ ଅଢେଇ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଋଣ କରାଯାଇଥିବା ଜଣାପଡ଼ିଛି।…

ପରିତ୍ୟକ୍ତ କୂଅରୁ ଜଙ୍ଗଲି ବାର୍‌ହା ଉଦ୍ଧାର

ଛେଣ୍ଡିପଦା,୨୪।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ବାହାଳସାହି ଗାଁ ନିକଟ ପରିତ୍ୟକ୍ତ କୂଅରୁ ଶୁକ୍ରବାର ଏକ ବାର୍‌ହା ଉଦ୍ଧାର ହୋଇଛି। କୂଅରେ ବାର୍‌ହା ପଡିଥିବା ନେଇ ଗ୍ରାମବାସୀ ବନ ବିଭାଗ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ବନ…

ବିଭିନ୍ନ ଦାବି ନେଇ ଖବରଦାତା ସମ୍ମିଳନୀ

ଅନୁଗୋଳ ଅଫିସ,୨୪।୧: ବିଭିନ୍ନ ଦାବି ନେଇ ଅନୁଗୋଳ ଜିଲା ଗୋପବନ୍ଧୁ ପାର୍କ ପରିସରରେ ଜନ ଜୀବନ ସୁରକ୍ଷା କମିଟି ପକ୍ଷରୁ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାବାସୀଙ୍କୁ ସର୍ବନିମ୍ନ ଦୁଇ ଶହ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍‌…

୬୨ଲିଟର ଦେଶୀ ମଦ ଜବତ: ୫ ଗିରଫ

ମାଧପୁର,୨୪।୧(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଠାକୁରଗଡ଼ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ୬୨ଲିଟର ଦେଶୀମଦ ଜବତ କରିବାସହ ଏଥିରେ ସମ୍ପୃକ୍ତ ୫ଜଣଙ୍କୁ ପୋଲିସ ଗିରଫ କରିଛି l ଗୋପପୁର ଗ୍ରାମର…

ଜଙ୍ଗଲରେ ଯୁବତୀଙ୍କ ମୃତଦେହ ପଡ଼ିବା ଘଟଣା: ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଉଦ୍ଧାର

ମାଧପୁର,୨୪।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ମାନଯୋର ଜଳସେଚନ ଉପରମୁଣ୍ଡ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ପଡ଼ିଥିବା ଖବର ବୁଧବାର ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ଶୁକ୍ରବାର ମାଜିଷ୍ଟ୍ରେଟ କ୍ଷମତାରେ ଥିବା ଆଠମଲ୍ଲିକ ଆସିଷ୍ଟାଣ୍ଟ କଲେକ୍ଟର ନାରାୟଣ ସାହୁଙ୍କ ଉପସ୍ଥିତିରେ ଢେଙ୍କାନାଳରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri