ଅନୁଗୋଳ

ଅନ୍ୟ ୨ ଯୁବକଙ୍କ ସମ୍ପର୍କରେ ରିପୋର୍ଟ ମାଗିଲେ ଏସ୍‌ପି

ଅନୁଗୋଳ ଅଫିସ୍‌, ୧।୨ – ଅନୁଗୋଳ ଥାନା ଲିଙ୍ଗରାଯୋଡ଼ିର ବାପି ଓରଫ୍‌ ସତ୍ୟଜିତ୍‌ ପ୍ରଧାନଙ୍କ ଠାରୁ ୩ ବନ୍ଧୁକ, ଗୋଟିଏ ଭଙ୍ଗା ମାଗାଜିନ୍‌ ଓ ୯ ଜୀବନ୍ତ ଗୁଳି ଜବତ ମାମଲାର ତଦନ୍ତ ଠିକ୍‌ ଭାବେ କରାଯାଇ ନ ଥିବାରୁ ଅନୁଗୋଳ…

ମିଳୁନି ସ୍ତ୍ରୀଙ୍କ ମୃତ୍ୟୁ ପ୍ରମାଣପତ୍ର

ଅନୁଗୋଳ ସହର, ୧।୨ – ଆବେଦନର ୭ ଦିନ ମଧ୍ୟରେ ଜନ୍ମ କିମ୍ବା ମୃତ୍ୟୁ ପଞ୍ଜୀକରଣ ସାର୍ଟିଫିକେଟ ପ୍ରଦାନ କରାଯିବାର ନିୟମ ରହିଛି। କିନ୍ତୁ ଜଣେ ଦିବ୍ୟାଙ୍ଗ ବୃଦ୍ଧ ବର୍ଷେ ହେଲା ସ୍ତ୍ରୀଙ୍କ ମୃତ୍ୟୁ ସାର୍ଟିଫିକେଟ ପାଇଁ ଦୌଡ଼ୁଥିଲେ ମଧ୍ୟ ତାହା…

ତଦନ୍ତକାରୀ ଏସ୍‌ଆଇ ନିଲମ୍ବିତ

ଅନୁଗୋଳ ଅଫିସ୍‌, ୩୧।୧ – ଅନୁଗୋଳ ଥାନା ଲିଙ୍ଗରାଯୋଡ଼ିର ବାପି ଓରଫ୍‌ ସତ୍ୟଜିତ୍‌ ପ୍ରଧାନ(୩୩)ଙ୍କଠାରୁ ୩ ବନ୍ଧୁକ ଓ ୯ ଜୀବନ୍ତ ଗୁଳି ଜବତ କରାଯିବା ମାମଲାର ଠିକ୍‌ ଭାବେ ତଦନ୍ତ କରି ନ ଥିବାରୁ ତଦନ୍ତକାରୀ ଅଧିକାରୀ ଅନୁଗୋଳ ଥାନା…

ଆରଆଇଙ୍କୁ ଅଟକ ରଖିଲେ ଗ୍ରାମବାସୀ

କଣିହାଁ,୩୧।୧(ଡି.ଏନ.ଏ.) – ଅନୁଗୋଳ ଜିଲା ବଡ଼ଗୁଣ୍ଡୁରୀ ରାଜସ୍ବ ନିରୀକ୍ଷକ ଏକ ଟ୍ରଷ୍ଟ ପାଇଁ ବୁଧବାର ଜଗା ଚିହ୍ନଟ କରିବା ନିମନ୍ତେ ବାରିହାପୁର ଗ୍ରାମକୁ ଯାଇଥିବାବେଳେ ଗ୍ରାମବାସୀ ତାଙ୍କୁ ଅଟକ ରଖିଥିଲେ। ପରେ ପୋଲିସ ଓ ତହସିଲ ପ୍ରଶାସନ ପହଞ୍ଚି ବୁଝାଶୁଝା କରିବା…

ଏଫ୍‌ଏସ୍‌ଟିପି ପରିଦର୍ଶନ କଲେ ଅନ୍ତର୍ଜାତୀୟ ଟିମ୍‌

ଅନୁଗୋଳ ଅଫିସ୍‌, ୩୧।୧ – ଅନୁଗୋଳ ପୌରପାଳିକା ପକ୍ଷରୁ ପଞ୍ଚମହଲାରେ ନିର୍ମାଣ ହୋଇଥିବା ଫିକଲ ସ୍ଲଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ (ଏଫ୍‌ଏସ୍‌ଟିପି) ପରିଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ଟିମ୍‌। ଏହି ଟିମ୍‌ରେ ଆସିଥିବା ୫ ଜଣିଆ ସଦସ୍ୟ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିବା ପରେ…

ନାଲ୍‌କୋରେ ଫୁଲ, ଫଳ ପ୍ରଦର୍ଶନୀ

ବଅଁରପାଳ,୩୦।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲକୋ ନଗରରେ ଗୁରୁବାର ସକାଳେ ଫୁଲ,ଫଳ ଓ ପନିପରିବା ପ୍ରଦର୍ଶନୀ ଉଦ୍‌ଘାଟିତ ହୋଇଛି। ଡିଏଫ୍‌ଓ କାର୍ତ୍ତିକ ଭି ଯୋଗ ଦେଇ ଏହି ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ। ନାଲକୋ ଇଡି ମନସା ପ୍ରସାଦ ମିଶ୍ର, ମାନବ ସମ୍ବଳ ମହାପ୍ରବନ୍ଧକ…

୩୦ ମିନିଟ୍‌ରେ ଜାମିନ ମିଳିବା ଘଟଣା: ଏସ୍‌ଆଇ ନିଲମ୍ବିତ

ଅନୁଗୋଳ ଅଫିସ,୩୦।୧: ତଦନ୍ତ ପ୍ରକ୍ରିୟାରେ ଅବହେଳା ଓ କେସ୍‌ ରେକର୍ଡରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ କୋର୍ଟକୁ ପ୍ରଦାନ କରି ନ ଥିବାରୁ ଅନୁଗୋଳ ଥାନା ଏସ୍‌ଆଇ ଅରକ୍ଷିତ ସେଠୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳଙ୍କ ନିର୍ଦ୍ଦେଶକ୍ରମେ ଅନୁଗୋଳ ଏସ୍‌ପି…

ଅସହାୟଙ୍କ ଅନ୍ତିମ ସଂସ୍କାର କଲେ

ଅନୁଗୋଳ ସହର, ୩୦ା୧: ଅସହାୟ ଅବସ୍ଥାରେ ଉଦ୍ଧାର ହୋଇ ଅନୁଗୋଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବନ୍ତଳା ଥାନା ନନ୍ଦପୁର ପଞ୍ଚାୟତ ମାଧପୁର ଗ୍ରାମର ପ୍ରମୋଦ ନାଏକ(୫୦)ଙ୍କ ବୁଧବାର ମୃତ୍ୟୁ ହୋଇଛି। ମା’ ପାତି ନାଏକ(୭୦) ଓ ପ୍ରମୋଦଙ୍କୁ ଜିଲାର ସାଥୀ…

ଦାମ୍ପତ୍ୟ ଜୀବନ ଆରମ୍ଭ କଲେ ୩୧ ଯୋଡ଼ା କନ୍ୟା ବର

ଅନୁଗୋଳ ଅଫିସ୍‌, ୩୦।୧: ଅନୁଗୋଳ ଗାନ୍ଧୀମାର୍ଗସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବୁଧବାର ସାମୂହିକ ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଛି। ଉତ୍କଳ ପ୍ରାଦେଶିକ ମାରୱାଡି ସମ୍ମିଳନୀ ଅନୁଗୋଳ ଶାଖା ପକ୍ଷରୁ ଏହାର ଆୟୋଜନ କରାଯାଇଥିଲା। ଜିଲାରେ ଦ୍ୱିତୀୟ ଥର ପାଇଁ ଅନୁଷ୍ଠିତ…

ଦୋଷୀଙ୍କୁ ଦଣ୍ଡ ମିଳିବା ଉପରେ ଗୁରୁତ୍ୱ ଦିଅ

ଅନୁଗୋଳ ଅଫିସ୍‌, ୩୦।୧: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ବୁଧବାର ଦିନିକିଆ ଅନୁଗୋଳ ଗସ୍ତରେ ଆସି ଜିଲା ପୋଲିସ ମୁଖ୍ୟାଳୟରେ ଉତ୍ତର କେନ୍ଦ୍ରାଞ୍ଚଳ ରେଞ୍ଜ ଅଧିକାରୀଙ୍କ ସହ ଅପରାଧ ଓ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି। ଡିଜିପିଙ୍କ ସହ…

ଆଜି ଅନୁଗୋଳ ବ୍ଲକସ୍ତରୀୟ ମହୋତ୍ସବ

ଅନୁଗୋଳ ଅଫିସ୍‌, ୨୯।୧ – ଆସନ୍ତା ଫେବୃୟାରୀରେ ଜିଲା ମହୋତ୍ସବ ଆୟୋଜନ କରାଯିବ। ଏନେଇ ପ୍ରତି ବ୍ଲକ ସ୍ତରରେ ସଜବାଜ ଆରମ୍ଭ ହୋଇଛି। ଅନୁଗୋଳ ବ୍ଲକରେ ମଧ୍ୟ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ବୁଧବାର ପୂର୍ବାହ୍ନରେ ଅନୁଗୋଳ ବ୍ଲକ ବନ୍ତଳା ଉଚ୍ଚ…

୭ରୁ ଅଙ୍ଗାରବନ୍ଧ ମହିମା ଆଶ୍ରମରେ ମାଘମେଳା

ଅନୁଗୋଳ ଅଫିସ୍‌, ୨୯।୧ – ଅନୁଗୋଳର ଅଙ୍ଗାରବନ୍ଧ ମହିମା ଆଶ୍ରମରେ ମାଘ ମେଳା ଆସନ୍ତା ୭ ତାରିଖରୁ ଆରମ୍ଭ ହେବ। ଏହାର ସୁପରିଚାଳନା ପାଇଁ ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନିକସ୍ତରରେ ଏକ ପ୍ରସ୍ତୁତି ବୈଠକ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀଙ୍କ ଅଧ୍ୟକ୍ଷତାରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?