ମାସିକ ୨ ଶହ ୟୁନିଟ୍ ମାଗଣା ବିଦ୍ୟୁତ୍ ଦିଆଯାଉ
ଅନୁଗୋଳ ଅଫିସ୍/ଅନୁଗୋଳ ସହର, ୨୫ା୧ ଶିଳ୍ପ ଓ କୋଇଲା ଖଣି ଦ୍ୱାରା ପ୍ରଦୂଷିତ ଅନୁଗୋଳ ଜିଲାବାସୀଙ୍କୁ ସର୍ବନିମ୍ନ ମାସକୁ ୨ ଶହ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍ ଯୋଗାଇଦେବା, ବିଦ୍ୟୁତ୍ ସେବାର ଘରୋଇକରଣ ବନ୍ଦ କରିବା, ବିଲ୍ ଆଦାୟ ନଁାରେ ଶୋଷଣ…
ଦସ୍ତଖତ ନେଇ ଅଢ଼େଇ କୋଟି ଟଙ୍କା ଋଣ ଉଠାଣ
ବଇଣ୍ଡା,୨୫ା୧(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପଞ୍ଚାୟତ ଅମାସମା, ବାସୁଦେବପୁର, ଧଣ୍ଡାତୋପା, ଆରମପୁର ଆଦି ଗ୍ରାମର ୨୫୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ ଦସ୍ତଖତ ନେଇ ଠାକୁରଗଡ଼ସ୍ଥିତ ଓଡ଼ିଶା ଗ୍ରାମ ବ୍ୟାଙ୍କ ଶାଖାରୁ ଅଢେଇ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଋଣ କରାଯାଇଥିବା ଜଣାପଡ଼ିଛି।…
ପରିତ୍ୟକ୍ତ କୂଅରୁ ଜଙ୍ଗଲି ବାର୍ହା ଉଦ୍ଧାର
ଛେଣ୍ଡିପଦା,୨୪।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ବାହାଳସାହି ଗାଁ ନିକଟ ପରିତ୍ୟକ୍ତ କୂଅରୁ ଶୁକ୍ରବାର ଏକ ବାର୍ହା ଉଦ୍ଧାର ହୋଇଛି। କୂଅରେ ବାର୍ହା ପଡିଥିବା ନେଇ ଗ୍ରାମବାସୀ ବନ ବିଭାଗ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ବନ…
ବିଭିନ୍ନ ଦାବି ନେଇ ଖବରଦାତା ସମ୍ମିଳନୀ
ଅନୁଗୋଳ ଅଫିସ,୨୪।୧: ବିଭିନ୍ନ ଦାବି ନେଇ ଅନୁଗୋଳ ଜିଲା ଗୋପବନ୍ଧୁ ପାର୍କ ପରିସରରେ ଜନ ଜୀବନ ସୁରକ୍ଷା କମିଟି ପକ୍ଷରୁ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାବାସୀଙ୍କୁ ସର୍ବନିମ୍ନ ଦୁଇ ଶହ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍…
୬୨ଲିଟର ଦେଶୀ ମଦ ଜବତ: ୫ ଗିରଫ
ମାଧପୁର,୨୪।୧(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଠାକୁରଗଡ଼ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ୬୨ଲିଟର ଦେଶୀମଦ ଜବତ କରିବାସହ ଏଥିରେ ସମ୍ପୃକ୍ତ ୫ଜଣଙ୍କୁ ପୋଲିସ ଗିରଫ କରିଛି l ଗୋପପୁର ଗ୍ରାମର…
ଜଙ୍ଗଲରେ ଯୁବତୀଙ୍କ ମୃତଦେହ ପଡ଼ିବା ଘଟଣା: ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଉଦ୍ଧାର
ମାଧପୁର,୨୪।୧(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ମାନଯୋର ଜଳସେଚନ ଉପରମୁଣ୍ଡ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ପଡ଼ିଥିବା ଖବର ବୁଧବାର ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ଶୁକ୍ରବାର ମାଜିଷ୍ଟ୍ରେଟ କ୍ଷମତାରେ ଥିବା ଆଠମଲ୍ଲିକ ଆସିଷ୍ଟାଣ୍ଟ କଲେକ୍ଟର ନାରାୟଣ ସାହୁଙ୍କ ଉପସ୍ଥିତିରେ ଢେଙ୍କାନାଳରୁ…
‘ଜାତୀୟସ୍ତରୀୟ ପାଇଁ ଶ୍ରେଷ୍ଠ ପ୍ରଦର୍ଶନ କର’
ଅନୁଗୋଳ ଅଫିସ୍, ୨୪ା୧ ଅନୁଗୋଳ ଫରେଷ୍ଟ ରେଞ୍ଜର କଲେଜରେ ରାଜ୍ୟସ୍ତରୀୟ ବନ ବିଭାଗ ସ୍ପୋଟର୍ସ ମିଟ୍ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ଏଥିରେ ରାଜ୍ୟର ୮ଟି ସର୍କଲର ବନ ବିଭାଗ ଖେଳାଳିମାନେ ଅଂଶଗ୍ରହଣ କରିଛନ୍ତି। ଦୁଇଟି ସ୍ଥାନରେ ଅନୁଷ୍ଠିତ ହେଉଥିବା ଏହି କ୍ରୀଡ଼ାରେ…
ଚିକିତ୍ସା ସେବା ଅନୁଧ୍ୟାନ କଲେ ଜିଲାପାଳ
ଅନୁଗୋଳ ଅଫିସ୍, ୨୪ା୧ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ଗୁରୁବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନରେ ଯାଇ ଚିକିତ୍ସା ସେବା ଅନୁଧ୍ୟାନ କରିଛନ୍ତି। ମେଡିକାଲରେ ରୋଗୀଙ୍କୁ କିପରି ସେବା ପ୍ରଦାନ କରାଯାଉଛି ସେ ସମ୍ପର୍କରେ ରୋଗୀଙ୍କ ଠାରୁ ପଚାରି ବୁଝିଛନ୍ତି।…
ତାଳଚେର ପୁସ୍ତକ ମେଳା ଉଦ୍ଘାଟିତ
ତାଳଚେର,୨୪ା୧(ନି.ପ୍ର.) ପୁସ୍ତକ ବନ୍ଧୁ ଭାବେ କାର୍ଯ୍ୟ କରେ। ତାହାର ବିକଳ୍ପ ନାହିଁ। ପୁସ୍ତକ ଜ୍ଞାନ ବିକାଶ ଓ ରୋଜଗାରର ମାଧ୍ୟମ ହେବା ଆବଶ୍ୟକ ବୋଲି ହାଟତୋଟା ପ୍ରଜାମଣ୍ଡଳ ଭବନ ପରିସରରେ ୧୭ତମ ତାଳଚେର ପୁସ୍ତକ ମେଳାର ଉଦ୍ଘାଟନ ଅବସରରେ ଅତିଥିମାନେ ମତବ୍ୟକ୍ତ…
ଲିନ୍ସଲରୀ ପ୍ରୋଜେକ୍ଟ କାର୍ଯ୍ୟ ତଦାରଖ
ବଅଁରପାଳ,୨୪ା୧(ଡି.ଏନ.ଏ.) ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋର ନୂତନ ଅଧ୍ୟକ୍ଷ ଶ୍ରୀଧର ପାତ୍ର ଦୁଇ ଦିନିଆ ଅନୁଗୋଳ ଗସ୍ତରେ ଆସି ଗୁରୁବାର ନାଲ୍କୋ ସ୍ମେଲଟର ଓ ପାୱାର ପ୍ଲାଣ୍ଟର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ ସିଏମ୍ଡି ନାଲ୍କୋରେ କାର୍ଯ୍ୟରତ ସମସ୍ତ…
ଗଁ। ଗଁ। ବୁଲି ଖୋଜୁଛନ୍ତି କ୍ରୀଡ଼ା ପ୍ରତିଭା
ଛେଣ୍ଡିପଦା, ୨୪ା୧ ଗ୍ରାମାଞ୍ଚଳରେ କ୍ରୀଡ଼ାର ବିକାଶ ସହ ନୂଆ ନୂଆ ପ୍ରତିଭା ସୃଷ୍ଟି କରିବାର ଆଗ୍ରହ ୭୩ ବର୍ଷ ବୟସରେ ବି ତାଙ୍କୁ ଯୁବକ କରି ରଖିଛି। ଖାସ୍ ଏହି କାରଣରୁ ସେ ଦୈନିକ ସାଇକେଲରେ ଘୂରି ବୁଲୁଛନ୍ତି ଏ ଗଁାରୁ…
ଜଙ୍ଗଲରେ ଯୁବତୀଙ୍କ ମୃତଦେହ ପଡ଼ିବା ଘଟଣା: ଘଟଣାସ୍ଥଳରେ ପହଞ୍ଚିଲା ପୋଲିସ
ମାଧପୁର,୨୩।୧(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ମାନଯୋର ଜଳସେଚନ ଉପରମୁଣ୍ଡ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ପଡ଼ିଥିବା ଖବର ବୁଧବାର ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ପରେ ଗୁରୁବାର ଆଠମଲ୍ଲିକ ପୋଲିସ ଘଟଣାସ୍ଥଳକୁ ଆସି ବହୁତ ଖୋଜାଖୋଜି ପରେ ମୃତଦେହର ସନ୍ଧାନ…

