ବସ୍ ଚକା ପଙ୍କଚର ହେବାରୁ ଓହ୍ଲାଇପଡ଼ିଲେ ଯାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ଟ୍ରକ୍, ଚାଲିଗଲା ୩ ଜୀବନ
ଅନୁଗୋଳ,୧୭ା୧୧(ଅମିତ କୁମାର ସାମଲ): ଅନୁଗୋଳ ଜିଲା କିଶୋରନଗର ବରଗାପାଲିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ୩ ବସ୍ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ଗୁରୁବାର ବିଳମ୍ବିତ ରାତିରେ ପ୍ରାଚୀ ନାମକ ଏକ ଘରୋଇ ବସ୍...
ବ୍ୟବସ୍ଥା ନ ଥିବାରୁ ବାରଣ୍ଡାରେ
ବଇଣ୍ଡା,୧୭ା୧୧ (ପରିକ୍ଷିତ ସାହୁ): ଛାତ୍ରୀଛାତ୍ରଙ୍କୁ ନେଇ ଭରପୂର ଅଛି ବିଦ୍ୟାଳୟ। ହେଲେ ଶିକ୍ଷାଦାନ ପାଇଁ ଏଠାରେ ନାହିଁ ଉପଯୁକ୍ତ ଭିତ୍ତିଭୂମି। ବିଶେଷକରି ଆବଶ୍ୟକ ଶ୍ରେଣୀଗୃହ ବ୍ୟବସ୍ଥା ନ ଥିବାରୁ ଅନେକ ସମୟରେ ବାରଣ୍ଡାରେ ହେଉଛି ପାଠପଢ଼ା। ସେହିପରି ଶୌଚାଳୟ, ବିଶୁଦ୍ଧ...
ନବଜାତ ଶିଶୁକନ୍ୟାଙ୍କୁ ଝୁଣି ଖାଇଗଲା ବୁଲାକୁକୁର
ଭୁବନେଶ୍ୱର,୧୨।୧୧: ଅନୁଗୋଳ ଜିଲା ଶରଧାପୁର ପଞ୍ଚାୟତ ରାସ୍ତାରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନବଜାତ ଶିଶୁକନ୍ୟାଙ୍କୁ ବୁଲା କୁକୁର ଝୁଣି ଖାଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଅନୁଗୋଳ ଜିଲା ତାଳଚେର ଅଞ୍ଚଳର ଜଣେ ଯୁବକ ବାଇକ୍ରେ...
୩୬ ଘଣ୍ଟା ପଡ଼ିରହିଲା ମୃତଦେହ
ଛେଣ୍ଡିପଦା,୮।୧୧(ଅଜିତ ଧଳ): ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିଲା। ହେଲେ ଦୁର୍ଘଟଣାସ୍ଥଳ କେଉଁ ଥାନା ଅଧୀନରେ ଆସୁଛି ତାହା ପୋଲିସ ଜାଣି ନ ପାରିବାରୁ ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରି ୩୬ ଘଣ୍ଟା କାଳ ପଡ଼ିରହିଥିଲା। ଶେଷରେ...
ସଜେଇ ହେଉଛି ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ
ଗଣିଆ,୨ା୧୧(ସନ୍ତୋଷ କୁମାର ପ୍ରଧାନ) ପ୍ରତିବର୍ଷ ପରି ଚଳିତ ବର୍ଷ ନଭେମ୍ବର ୧୫ରୁ ଖୋଲିବ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟର ବାଲୁକା ଟେଣ୍ଟ। ଏ ନେଇ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ପରିଚାଳନା କମିଟି ତରଫରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପର୍ଯ୍ୟଟନ କେନ୍ଦ୍ରରେ...
ଆଜିଠୁ ମା’ ଲକ୍ଷ୍ମୀଙ୍କୁ ଆରାଧନା
ଅନୁଗୋଳ,୨୮ା୧୦(ଅମିତ କୁମାର ସାମଲ): ମା’ ଲକ୍ଷ୍ମୀଙ୍କ ପୂଜା ପାଇଁ ଅନୁଗୋଳରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶନିବାରଠାରୁ ମା’ଙ୍କ ଆରାଧନା ଆରମ୍ଭ ହେବାକୁ ଥିବାରୁ ସହର ରଙ୍ଗିନ ଆଲୋକମାଳାରେ ସଜ୍ଜିତ ହୋଇଯାଇଛି। ଚଳିତବର୍ଷ ମୋଟ ୩୨ ମଣ୍ଡପରେ ପୂଜା ଆୟୋଜନ...
୬ ମାସ ପରେ ରାସ୍ତା ଫାଟି ଆଁ
ବଇଣ୍ଡା,୨୩ା୧୦ (ପରିକ୍ଷିତ ସାହୁ): ସମ୍ପ୍ରସାରଣ କାର୍ଯ୍ୟ ଶେଷ ହୋଇନାହିଁ। ହେଲେ ଫାଟି ଅଁା କଲାଣି ନିର୍ମାଣ ହୋଇଥିବା ନୂଆ ରାସ୍ତା। ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର କିଶୋରନଗର ବ୍ଲକ ଅଞ୍ଚଳରେ ପ୍ରାୟ ୨୫ଟି...
ଏମ୍ସିଏଲ୍ ସିଏମ୍ଡି ପୁରସ୍କୃତ
ତାଳଚେର,୨୨।୧୦(ମନୋଜ ନନ୍ଦ): ସୁରକ୍ଷା ପରିଚାଳନା କ୍ଷେତ୍ରରେ ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇ ମହାନଦୀ କୋଲ୍ଫିଲ୍ଡସ ଲିମିଟେଡର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଓ. ପି. ସିଂଙ୍କୁ ସମ୍ମାନଜନକ ‘ଆପେକ୍ସ ଇଣ୍ଡିଆ ଭିଜନାରୀ ଲିଡର୍ ଆୱାର୍ଡ- ୨୦୨୩’ ପ୍ରଦାନ କରାଯାଇଛି। ଏଥିସହ...
ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ
ବଅଁରପାଳ,୨୧ା୧୦(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସଭାଘର ଓ ବଉଳିଗଡ଼ଠାରେ ଅନୁଗୋଳ ଜିଲା ଶ୍ରମ କାର୍ଯ୍ୟାଳୟ ଓ ଜିଲା ପ୍ରଶାସନ ପକ୍ଷରୁ ନିର୍ମାଣ ଶ୍ରମିକଙ୍କୁ ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅନୁଗୋଳ...
ବାଇକ୍ରେ ଚାଲାଣ ହେଉଛି ବିଦେଶୀ ମଦ
ବଇଣ୍ଡା,୧୯।୧୦(ପରିକ୍ଷିତ ସାହୁ)ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା ଅଞ୍ଚଳରେ ଥିବା ଏକ ବିଦେଶୀ ମଦ ଦୋକାନରୁ ବାଇକ୍ ଯୋଗେ ଗ୍ରାମାଞ୍ଚଳକୁ ପେଟି ପେଟି ମଦ ଚାଲାଣ କରାଯାଉଥିବା ଅଭିଯୋଗ ହେଉଛି। ପ୍ରତ୍ୟେକ ଦିନ ଏହି କାରବାର ଚାଲୁଥିଲେ ମଧ୍ୟ...
ଠେଙ୍ଗାରେ ପିଟିପିଟି ମାରିଦେଲେ
ଅନୁଗୋଳ,୧୮।୧୦(ଅମିତ କୁମାର ସାମଲ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା କୋଠଭୂଇଁ ଗ୍ରାମରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଯୁବକ ସଚିତା ଭୋଇ (୨୩)ଙ୍କୁ ଖୁଣ୍ଟରେ ବାନ୍ଧି ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି...
ବଇଣ୍ଡାରେ ପୁଣି ଭାଙ୍ଗିଲା ଡ୍ରେନ
ବଇଣ୍ଡା,୧୬।୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍ ଗୁଡିକ ଅତି ନିମ୍ନମାନର ହେଉଥିବା ଯୋଗୁ ଏବେ ବିଭିନ୍ନ ସ୍ଥାନରେ ଭାଙ୍ଗିଯାଉଛି। ଫଳରେ ଉକ୍ତ ଡ୍ରେନ୍ ଗୁଡିକର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।...
Archives


