ଅନୁଗୋଳ

୩ କୋଠରିରେ ଚାଲିଛି ୮ ଶ୍ରେଣୀ

ବଅଁରପାଳ,୧୮।୧ (ଡି.ଏନ୍‌.ଏ.) – ବଅଁରପାଳ ବ୍ଲକ କଲଣ୍ଡାପାଳ ଗ୍ରାମରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରୁଛି। ବର୍ତ୍ତମାନ ୩ଟି କୋଠରିରେ ୮ଟି ଶ୍ରେଣୀର ଛାତ୍ରୀଛାତ୍ର ପଢ଼ୁଥିବା ଅଭିଯୋଗ ହେଉଛି। ଏଥିସହ ଆବଶ୍ୟକ ଶିକ୍ଷକ ନ ଥିବାରୁ…

ଉପଖଣ୍ଡ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ପାଲଲହଡା,୧୮ା୧(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ଆବଶ୍ୟକ ସଂଖ୍ୟକ ଡାକ୍ତର, କର୍ମଚାରୀ ନ ଥିବାବେଳେ କେତେକ ମେଶିନ ଅଚଳ ଅବସ୍ଥାରେ ରହିଛି। ଫଳରେ ଦୈନିକ ଏଠାକୁ ଆସୁଥିବା ଶତାଧିକ ରୋଗୀ ଉନ୍ନତ ଚିକିତ୍ସା ପାଇ ନ ପାରି ଅସୁବିଧାର…

ବୈଠକ ବର୍ଜନ, ଧାରଣା ଦେଲେ ପଞ୍ଚାୟତ ପ୍ରତିନିଧି

ବନ୍ତଳା,୧୮ା୧(ଡି.ଏନ.ଏ.) – ଅନୁଗୋଳ ବ୍ଲକ ପ୍ରଶାସନ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଅଣଦେଖା କରୁଥିବା ଅଭିଯୋଗ କରି ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟମାନେ ଶୁକ୍ରବାର ସକାଳେ ଆୟୋଜିତ ପଞ୍ଚାୟତ ସମିତି ବୈଠକକୁ ବର୍ଜନ କରିଥିଲେ। ଏଥିସହ ସେମାନେ…

ଆଗେଇପାରିନି ଟ୍ରାଙ୍କୁଲାଇଜ୍‌ ଅପରେଶନ

ବନ୍ତଳା,୧୮ା୧(ଡି.ଏନ.ଏ.) – ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ନରହନ୍ତା ଦନ୍ତାକୁ ଟ୍ରାଙ୍କୁଲାଇଜ କରିବା ପାଇଁ ଶୁକ୍ରବାରଠାରୁ ଅପରେଶନ ଆରମ୍ଭ ହେବାକୁ ଥିଲେ ହେଁ ପ୍ରଥମ ଦିନରେ କାର୍ଯ୍ୟ ସେପରି କିଛି ଆଗେଇପାରି ନାହିଁ। କାରଣ ସାତକୋଶିଆ ଅଭୟାରଣ୍ୟ ଟିକରପଡାରେ ଥିବା…

ସଚେତନତାରେ ସୀମିତ ‘ରାବଣଛାୟା’

ପାଲଲହଡା,୧୮।୧ – କଳାର ରାଜ୍ୟ ଓଡ଼ିଶାରେ ଏକଦା ମନୋରଞ୍ଜନର ମୁଖ୍ୟ ମାଧ୍ୟମ ଥିଲା ଲୋକକଳା ରାବଣଛାୟା। ଅନୁଗୋଳ ଜିଲା ପାଲଲହଡ଼ା ଗଡ଼ଜାତରୁ ଦିନେ ଏହା ଦେଶବିଦେଶରେ ପହଞ୍ଚି ପାରିଥିଲା। ପୋଥି, ପୁରାଣମନସ୍କ ସେତେବେଳର ମଣିଷଙ୍କୁ ଆହୁରି ସଂସ୍କୃତିସମ୍ପନ୍ନ କରିବାରେ ଏହା ବେଶ୍‌…

କଲେଜ ଅଧ୍ୟକ୍ଷଙ୍କୁ ରିପୋର୍ଟ ଦେଉନି ପୋଲିିସ: ମହିଳା ଫରେଷ୍ଟରଙ୍କୁ ବ୍ଲାକମେଲ, ବଳାତ୍କାର ଅଭିଯୋଗ ଘଟଣା

ଅନୁଗୋଳ ଅଫିସ, ୧୭।୧ – ଜଣେ ମହିଳା ଫରେଷ୍ଟରଙ୍କୁ ବ୍ଲାକମେଲ ଓ ବଳାତ୍କାର ଅଭିଯୋଗରେ ଅନୁଗୋଳସ୍ଥିତ ଫରେଷ୍ଟ ରେଞ୍ଜର କଲେଜର କନିଷ୍ଠ କିରାଣି ବିଶ୍ୱଜିତ ନାଏକଙ୍କୁ ଗତ ୩ ତାରିଖରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। କିନ୍ତୁ ଏ…

ଗର୍ତ୍ତରେ ବାଲି ଭର୍ତ୍ତି ନେଇ ଆଲୋଚନା

ତାଳଚେର,୧୭ା୧(ନି.ପ୍ର.) – ଅନୁଗୋଳ ଜିଲା ତାଳଚେର ପୌରାଞ୍ଚଳ ୧୮ ନଂ. ଓ୍ବାର୍ଡ ଦେଉଳବେଡ଼ା ତେଲିସାହି ଗ୍ରାମର ଅକ୍ଷୟ କୁମାର ସାହୁଙ୍କ ଧାନ ବିଲଠାରେ ବୁଧବାର ମାଟି ଦବି ହୋଇଥିବା ଗର୍ତ୍ତ ଗୁରୁବାର ଆହୁରି ବଡ଼ ହୋଇଯାଇଛି। ତେବେ ଉକ୍ତ ସ୍ଥାନକୁ ବ୍ୟାରିକେଡ୍‌…

ନରହନ୍ତା ଦନ୍ତାକୁ କରାଯିବ ଟ୍ରାଙ୍କୁଲାଇଜ

ବନ୍ତଳା,୧୭ା୧(ଡି.ଏନ.ଏ.) – ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ ଶୁକ୍ରବାର ଟ୍ରାଙ୍କୁଲାଇଜ୍‌ କରାଯିବାକୁ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଛି। ଏଥିପାଇଁ ଶିମିଳିପାଳର କୁମ୍‌କୀ ହାତୀ ସହ ସାତକୋଶିଆ ଟିକରପଡାଠାରେ ଥିବା…

ଚାଷଜମିରେ ମାଟି ଦବି ବିରାଟ ଗର୍ତ୍ତ: ଲୋକେ ଆତଙ୍କିତ

ତାଳଚେର,୧୫।୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ପୌରପରିଷଦ ୧୮ନଂ. ୱାର୍ଡ ଦେଉଳବେଡ଼ା ତେଲିସାହି ଅକ୍ଷୟ କୁମାର ସାହୁଙ୍କ ଚାଷଜମିରେ ମାଟି ଦବି ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି । ୨୦ଫୁଟ ଗୋଲେଇ ୧୦/୧୫ ଫୁଟ ଗଭୀରରେ ଏହି ଗର୍ତ୍ତ ହୋଇଥିବା ଜଣାପଡ଼ିଛି…

ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ: ‘ମଦ ରାଜସ୍ବ ସରକାରଙ୍କ ଲକ୍ଷ୍ୟ ନୁହେଁ’

ଅନୁଗୋଳ ଅଫିସ, ୧୫।୧ – ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ଅନୁଗୋଳ ଗସ୍ତରେ ଆସି ସର୍କିଟ ହାଉସ ଠାରେ ଜିଲା ଅବକାରୀ ବିଭାଗର ରାଜସ୍ବ ସଂଗ୍ରହ ଓ ମଲ୍ଟି ଡିସିପ୍ଲିନାରୀ ସ୍କ୍ବାଡ୍‌ର ନିୟମିତ ଚଢ଼ାଉ ସମ୍ପର୍କରେ…

ରାଜସ୍ବ ଗାଁ ବଡ଼ମୂଳକୁ ମୁଖ୍ୟମନ୍ତ୍ରୀଙ୍କ ଆୱାର୍ଡ କମିଟିର ଗସ୍ତ

ଛେଣ୍ଡିପଦା,୧୫।୧(ସ୍ବ.ପ୍ର.)- ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କତଡା ପଞ୍ଚାୟତର ୮ନଂ ୱାର୍ଡ ବଡମୂଳ ଗ୍ରାମକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଆୱାର୍ଡ ଅଫ ଏକ୍ସଲାନ୍ସର ରାଜ୍ୟ ଅଧ୍ୟକ୍ଷ ରବିନାରାୟଣ ବହିଦାର, ପୂର୍ବତନ ଜିଲାପାଳ ତଥା କେନ୍ଦ୍ରାଞ୍ଚଳ…

ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ:ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ବନ୍ତଳା, ୧୪।୧(ଡି.ଏନ.ଏ.) ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବିରେ ଅନୁଗୋଳ ଜିଲା ବନ୍ତଳା ଥାନା ଗଡ଼ତରାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ତାଲା ପକାଇ ଆନ୍ଦୋଳନ କରାଯାଇଛି। ସରପଞ୍ଚ ପୁଷ୍ପାଞ୍ଜଳି ମାଝି, ସମିତି ସଭ୍ୟା କାମିନୀ ସାମଲ, ଗ୍ରାମ ସଭାପତି ସାବର୍ଣ୍ଣି ରାଉତ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri