ନିୟମ ମାନୁନାହାନ୍ତି କର୍ମଚାରୀ: ପୌର କାର୍ଯ୍ୟାଳୟକୁ ନେଇ ବଢ଼ୁଛି ଅଭିଯୋଗ
ଅନୁଗୋଳ ଅଫିସ, ୨୨।୧ – ଅନୁଗୋଳ ପୌରପାଳିକାର କେତେଜଣ କର୍ମଚାରୀ ଅନେକ ସମୟରେ ନିଜ ସିଟ୍ରେ ରହୁ ନ ଥିବା ବାରମ୍ବାର ଅଭିଯୋଗ ହୋଇଆସୁଛି। ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ଜନସାଧାରଣ ବିଭାଗୀୟ କର୍ମଚାରୀଙ୍କୁ ନ ପାଇ ହଇରାଣ ହେଉଥିବା ବେଳେ…
୫୩ ଲକ୍ଷର ବକେୟା ବିଲ୍ ଆଦାୟ,୩୪୯ ଜଣ ଖିଲାପିଙ୍କ ବିଦ୍ୟୁତ୍ ବିଚ୍ଛିନ୍ନ
ବଇଣ୍ଡା,୨୧ା୧(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ଓ କିଶୋରନଗର ବ୍ଲକର ବିଭିନ୍ନ ବିଦ୍ୟୁତ୍ ଉପଭୋକ୍ତାଙ୍କଠାରୁ ବକେୟା ସହ ଚଳିତ ମାସର ବିଲ୍ ବାବଦକୁ ମୋଟ୍ ୫୩ ଲକ୍ଷ ୨୦ ହଜାର ୨୬୮ ଟଙ୍କା ସେସୁ ଓ ଏନଜେନ ପକ୍ଷରୁ ଆଦାୟ କରାଯାଇଥିବା ସୂଚନା…
କଣିହାଁ କୋଇଲା ଖଣିରେ ଗଣ୍ଡଗୋଳ, ମାମଲା ରୁଜୁ
କଣିହାଁ,୨୧ା୧(ଡି.ଏନ.ଏ.)- ଏମ୍ସିଏଲ୍ର ଅନୁଗୋଳ ଜିଲା କଣିହାଁ କୋଇଲା ଖଣିରେ ପରିବହନ ବ୍ୟବସ୍ଥାକୁ ନେଇ ସୋମବାର ଉତ୍ତେଜନା ସୃଷ୍ଟି ଦେଖାଦେଇଥିଲା। ବାରମ୍ବାର ପ୍ରତିଶ୍ରୁତି ସତ୍ତ୍ୱେ ଖଣି କର୍ତ୍ତୃପକ୍ଷ ସମାଧାନ ବ୍ୟବସ୍ଥା କରୁ ନ ଥିବାରୁ ଉଚ୍ଚବାଚ ସହ ହାତାହାତି ହୋଇଥିଲା। ଏ ନେଇ…
ଚେନ୍ ଛିଣ୍ଡାଇ ଟ୍ରକ୍ ଭାଙ୍ଗିଲା ନରହନ୍ତା ଦନ୍ତା: କପିଳାସ ପଠାଇ ପାରିଲାନି ବନ ବିଭାଗ
ତାଳଚେର,୨୧।୧(ନି.ପ୍ର.): ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ କପିଳାସ ଚିଡ଼ିଆଖାନା ପଠାଇବାକୁ ବନ ବିଭାଗ ସଫଳ ହୋଇପାରି ନାହିଁ। ହାତୀକୁ କପିଳାସ ନେବା ପାଇଁ ଟ୍ରକ୍ରେ ଚଢ଼ାଯାଇଥିଲେ ମଧ୍ୟ ସେ ଚେନ୍ ଛିଣ୍ଡାଇ ଉକ୍ତ…
ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍
ଅନୁଗୋଳ ଅଫିସ, ୨୧।୧ ଅନୁଗୋଳ ଜିଲା ରେଙ୍ଗାଳି ଥାନା ଅଞ୍ଚଳରେ ୨୦୧୩ର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ସୋମବାର ଅନୁଗୋଳ ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍ ପ୍ରଭାକର ଗଣ୍ଠିଆ ଅଭିଯୁକ୍ତ ପ୍ରଶାନ୍ତ ସାମଲଙ୍କୁ…
ମୌଳିକ ସୁବିଧା ଅପହଞ୍ଚ
ଛେଣ୍ଡିପଦା,୨୧।୧(ସ୍ବ.ପ୍ର.) ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଛେଣ୍ଡିପଦା ବ୍ଲକର ବଡ଼ମୂଳ ଗ୍ରାମବାସୀଙ୍କୁ ମୌଳିକ ସୁବିଧା ଏଯାଏ ମିଳିନାହିଁ। ବିଶେଷକରି ଗଁ। କୁ ସଂଯୋଗ କରୁଥିବା ମାଟିରାସ୍ତାକୁ ସବୁଦିନିଆ ରାସ୍ତାରେ ପରିଣତ କରିବା ପାଇଁ ବାରମ୍ବାର ଦାବି କରାଯାଉଥିଲେ ବି…
ସଞ୍ଚୟ ଦିଦିଙ୍କ ଠିକଣା ମହାନଦୀ ପଠା
ଅନୁଗୋଳ ସହର,୨୧।୧ ହାତ ଗଣତି କେତେଜଣଙ୍କୁ ବାଦ୍ ଦେଲେ ବାକି ପ୍ରାୟତଃ ମୂଲିଆ ଶ୍ରେଣୀର ଲୋକ। କେଉଁଠି କିଛି ମୂଲ ଲାଗିଲେ ସେମାନଙ୍କ ହାତକୁ ଆସେ ଦୁଇପଇସା। ସେଥିରୁ ପରିବାରର ପେଟ ପାଇଁ ରଖି ଅଳ୍ପ ସଞ୍ଚୟ କରିବାକୁ ଇଚ୍ଛା ଥିଲେ…
ନରହନ୍ତା ଦନ୍ତାକୁ ଧରିବା ପାଇଁ ଚାଲିଥିବା ଅପରେଶନ ସଫଳ
ବନ୍ତଳା,୨୦।୧(ଡି.ଏନ୍.ଏ.):ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ ଧରିବା ପାଇଁ ୪ ଦିନ ଧରି ଚାଲିଥିବା ଅପରେଶନ ସୋମବାର ସଫଳ ହୋଇଛି। ଅପରାହ୍ନ ୨ଟା ୩୦ମିନିଟ୍ରେ ଟ୍ରାଙ୍କୁଲାଇଜର ଦ୍ୱାରା ଦନ୍ତାକୁ ପ୍ରଥମ ନିସ୍ତେଜକ ଓ ପୁନର୍ବାର…
ଶହେଦିନ ପରେ ବି ମିଳୁନି ସନ୍ଧାନ
ଆଠମଲ୍ଲିକ,୨୦ା୧(ଡି.ଏନ.ଏ.) ଆଠମଲ୍ଲିକ ଥାନା ଡିଗିପଦର ଗ୍ରାମର ଅଙ୍ଗନୱାଡି ସହାୟିକା ବାଲି ପ୍ରଧାନ ନିଖୋଜ ହେବାର ଶହେଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଏଯାଏ ତାଙ୍କର ସନ୍ଧାନ ପାଇପାରି ନାହିଁ। ଏହାକୁ ନେଇ ଗ୍ରାମର ଆଞ୍ଚଳିକ ମହିଳା ସୁରକ୍ଷା କମିଟି ଅସନ୍ତୋଷ ପ୍ରକାଶ କରିବା…
୧ ଲକ୍ଷ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ
ଅନୁଗୋଳ ଅଫିସ, ୨୦।୧: ଅନୁଗୋଳ ଜିଲାରେ ରବିବାରଠାରୁ ପଲ୍ସ ପୋଲିଓ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ୩ ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ ଜିଲାରେ ମୋଟ୍ ୧ ଲକ୍ଷ ୨ ହଜାର ୬୫୦ ଜଣ ଶିଶୁଙ୍କୁ ପୋଲିଓ…
ଟ୍ରକ୍ ଧକ୍କାରେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ: ଘଟଣାସ୍ଥଳରେ ଉତ୍ତେଜନା
ତାଳଚେର,୧୯।୧(ନି.ପ୍ର.): ତାଳଚେର ବସ୍ଷ୍ଟାଣ୍ଡ ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ଶିକ୍ଷୟିତ୍ରୀଙ୍କର ମୃତ୍ୟୁ ଘଟିଛି। ତାଙ୍କର ନାମ ସନ୍ଧ୍ୟାରାଣୀ ଦାସ ଘର ଅନୁଗୋଳ ଗୀତାଗ୍ରାମରେ। ସେ ଆଜଡେରା ହାଇସ୍କୁଲରେ ଅନୁଷ୍ଠିତ ବନ୍ଧୁମିଳନ କାର୍ଯ୍ୟକ୍ରମରେ ଯୋଗ ଦେଇ ତାଳଚେର ବସ୍ଷ୍ଟାଣ୍ଡକୁ ଯାଉଥିବା ସମୟରେ ଏକ…
ଗଛରେ ପିଟିହେଲା ଟ୍ୟାଙ୍କର
ମାଧପୁର,୧୯।୧(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲିକ ବ୍ଲକ ଅନ୍ତର୍ଗତ ଲାଉପାଳ ଭଗାମୁଣ୍ଡା ଛକ ନିକଟ ଶନିବାର ବିଳମ୍ବିତ ରାତିରେ ଏକ ଆମ୍ବଗଛରେ ଟ୍ୟାଙ୍କର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହେଇଛି। ସୂଚନାଯୋଗ୍ୟ, ଗାଡ଼ିଟି ବୌଦ୍ଧରୁ ଆଠମଲିକ ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ଗଛରେ…

