ଜିରୋ ନାଇଟ୍ ସେଲିବ୍ରେଶନ: ବାଣ, ଡିଜେରେ କମ୍ପିଲା ସହର
ଅନୁଗୋଳ ଅଫିସ, ୧।୧- ସମସ୍ତେ ଅପେକ୍ଷା କରିଥିଲେ ଘଣ୍ଟାକୁ। ଘଣ୍ଟା କଣ୍ଟା, ମିନିଟ୍ କଣ୍ଟା, ସେକେଣ୍ଡ କଣ୍ଟା ମଧ୍ୟରାତ୍ର ୧୨ରେ ମିଶିବା କ୍ଷଣି ଉତ୍କଣ୍ଠାର ଅବସାନ ହେଲା। ଏହାପରେ ଆରମ୍ଭ ହେଲା ସେଲିବ୍ରେଶନ। ଡିଜେ ସାଉଣ୍ଡ ସାଙ୍ଗକୁ ବାଣରେ କମ୍ପିଲା...
ଜାତୀୟ ଉସୁ: ଦିବ୍ୟମୋହନଙ୍କୁ ରୌପ୍ୟ
ଅନୁଗୋଳ ଅଫିସ, ୧।୧ – ଜମ୍ମୁରେ ଅନୁଷ୍ଠିତ ୨୮ତମ ଜାତୀୟ ସିନିୟର ଉସୁ ଚାମ୍ପିୟନଶିପ୍-୨୦୧୯ରେ ରୌପ୍ୟ ପଦକ ଜିତି ଗୌରବ ଆଣିଛନ୍ତି ଅନୁଗୋଳ ଜିଲା କଣିହଁା ତେଲିସିଂହା ଗ୍ରାମର ଦିବ୍ୟମୋହନ ପ୍ରଧାନ। ପ୍ରତିଯୋଗିତାରେ ଓଡ଼ିଶାରୁ ୧୮ଜଣ ଖେଳାଳି ଅଂଶଗ୍ରହଣ କରିଥିଲେ।...
ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ
ବନ୍ତଳା, ୩୧।୧୨(ଡି.ଏନ.ଏ): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣା କୋଟ ଥାନା ରେଞ୍ଜ ଅଧୀନରେ ଥିବା ଗୋପାଳପୁର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଭୋର ୩.୧୫ ମିନିଟରେ ହାତୀ ଆକ୍ରମଣରେ ଗ୍ରାମର ଜଣେ ମହିଳା ଜୟନ୍ତୀ ବିର...
ଟ୍ରକ୍କୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଗାଡି: ଜଣେ ମୃତ
ବଅଁରପାଳ,୩୦।୧୨(ଡି.ଏନ.ଏ): ଅନୁଗୋଳ ଜିଲା ତାଳଚେର ବାଇପାସ ନିକଟରେ ଏକ ଦୁର୍ଘଟଣା ଘଟିଛି। ସୋମବାର ଭୋର ସମୟରେ ୧୪୯ ନମ୍ବର ଜାତୀୟ ରାଜପଥର ଗୋମତରା ନିକଟ ପେଟ୍ରୋଲ ଟାଙ୍କିଠାରେ ଏକ ଚଳନ୍ତା ଟ୍ରକ୍କୁ ଏକ କୁକୁଡ଼ା ବୋଝେଇ ଗାଡି ଧକ୍କା ଦେଇଛି।...
ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ସମ୍ମିଳନୀ ଉଦ୍ଘାଟିତ: ସମାଜର ମଙ୍ଗଳ ପାଇଁ ଏକାଠି ହେବାକୁ ଆହ୍ବାନ
ବନ୍ତଳା,୩୦।୧୨(ଡି.ଏନ.ଏ.) – ଅନୁଗୋଳ ବାର୍ ଆସୋସିଏଶନ ନେତୃତ୍ୱରେ ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ସମ୍ମିଳନୀ ରବିବାର ଅନୁଗୋଳ ଷ୍ଟାଡିୟମଠାରେ ଉଦ୍ଘାଟିତ ହୋଇଯାଇଛି। ଓଡ଼ିଶା ଆଇନଜୀବୀ ସଂଘ ସଭାପତି ଜ୍ଞାନ ରଞ୍ଜନ ମହାନ୍ତି ଏଥିରେ ସଭାପତିତ୍ୱ କରିଥିଲେ। ଅଭ୍ୟର୍ଥନା କମିଟି...
ତାପମାତ୍ରା ୪.୬, ଥରୁଛି ଅନୁଗୋଳ
ବନ୍ତଳା,୩୦।୧୨(ଡି.ଏନ.ଏ.) – ଅନୁଗୋଳ ଜିଲାରେ ଶୀତ ଲହରି ଜାରି ରହିଛି। ଶନିବାର ଜିଲାର ତାପମାତ୍ରା ରେକର୍ଡ ସ୍ତର ୩.୪କୁ ଖସି ଆସିଥିବା ବେଳେ ରବିବାର ତାହା ୪.୬ ଥିବା ଜଣାପଡ଼ିଛି। ଫଳରେ ଜିଲାବାସୀ ଶୀତରେ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି।...
କଟାଗଲା ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ
ବନ୍ତଳା, ୩୦।୧୨ (ଡି.ଏନ୍.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ବେଆଇନ ଭାବେ ଚାଲିଛି ଗଞ୍ଜେଇ ଚାଷ। କୌଣସି ସୂତ୍ରରୁ ଏସ୍ପି ଜଗମୋହନ ମୀନା ଖବରପାଇ ଜିଲା ଭଲ୍ୟୁଣ୍ଟାରି ଫୋର୍ସ ଓ ପୁରୁଣାକୋଟ ପୋଲିସ ସହାୟତାରେ ବଲଙ୍ଗ ପଞ୍ଚାୟତର...
ବଢ଼ୁଛି କିଡ୍ନୀ ରୋଗୀଙ୍କ ସଂଖ୍ୟା: ବର୍ଷକରେ ଗଲାଣି ୬ ଜୀବନ
ବଅଁରପାଳ, ୩୦।୧୨ (ଡି.ଏନ୍.ଏ.) – ବଅଁରପାଳ ବ୍ଲକ ବଳରାମପ୍ରସାଦ ବଡ଼ତଇଳା ସାହିରେ କିଡ୍ନୀ ରୋଗୀଙ୍କ ସଂଖ୍ୟ ବୃଦ୍ଧି ପାଇବାରେ ଲାଗିଛି। ବର୍ଷକ ମଧ୍ୟରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏବେ ୧୦ରୁ ଊର୍ଦ୍ଧ୍ୱ ଏହି ରୋଗରେ ଚିକିତ୍ସାଧୀନ ଅଛନ୍ତି। ତେବେ...
ବସ୍ ଧକ୍କାରେ ୨ ସ୍କୁଟି ଆରୋହୀ ମୃତ
ପାଲଲହଡା,୨୯।୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ଥାନା ବତିସୁଆଁ ପଞ୍ଚାୟତ ଭୀମକାଣ୍ଡ ଛକ ନିକଟରେ ରବିବାର ଏକ ବସ୍ ସ୍କୁଟିକୁ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସ୍ଥାନୀୟ ଡିମିରିଆ ଗ୍ରାମର ପ୍ରେମାନନ୍ଦ ବିଶ୍ୱାଳ(୩୦) ଏବଂ ଚଷାଗୁରୁଜାଙ୍ଗ...
ପୁଣି ମହିଳାଙ୍କୁ କଚାଡି ମାରିଲା ଦନ୍ତା
କଣିହାଁ,୨୯।୧୨(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳୀ ଫରେଷ୍ଟ ସେକ୍ସନରେ ରବିବାର ସକାଳେ ପୁଣି ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ ହେଲେ ବଜ୍ରକୋଟ ଗ୍ରାମ ଡମଯୋଡ଼ି ସାହିର ନୟନୀ ସାହୁ(୫୫)। ସେ ବସ୍...
ଗଁ। ରେ ପଶି ଜୀବନ ନେଲା ହାତୀ
କଣିହାଁ,୨୯।୧୨(ଡି.ଏନ.ଏ.)-ଅନୁଗୋଳ ଜିଲା ରେଙ୍ଗାଳି ଥାନା କୁଳୁମା ପଞ୍ଚାୟତ ଓଳନ୍ଦା ଗ୍ରାମରେ ଶନିବାର ସାରେ ହାତୀ ଆକ୍ରମଣରେ ନବକିଶୋର ସେଠୀଙ୍କ ମୃତ୍ୟୁ ହୋଇଛି। ଅସାଧୁ ନାୟକଙ୍କ ଚାଳ ଛପର ହାତୀ ଭାଙ୍ଗି ଦେଇଛି। ଫଳରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଘଟଣାରୁ ଜଣାପଡ଼ିଛି,...
ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନାରେ ଆଲୁମନି ମିଟ୍:ଅନୁଭୂତି କହିଲେ ନିଯୁକ୍ତି ପାଇଥିବା ୫୭ ଯୁବତୀଯୁବକ
ଅନୁଗୋଳ ଅଫିସ, ୨୮।୧୨ କେନ୍ଦ୍ର ସରକାରଙ୍କ ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନାରେ ନିଜ ଦକ୍ଷତା ବୃଦ୍ଧି କରି ଆନ୍ଧ୍ରପ୍ରଦେଶ, ବାଙ୍ଗାଲୋର, ତାମିଲନାଡ଼ୁ ଓ ମହାରାଷ୍ଟ୍ରରେ ଚାକିରି କରିଥିବା ଅନୁଗୋଳ ଜିଲାର ଯୁବତୀଯୁବକମାନେ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ...
Archives


