ଦାବି ପୂରଣ କରା ନ ଗଲେ ୨୧ରୁ ଆନ୍ଦୋଳନ
ତାଳଚେର,୧୯ା୧(ନି.ପ୍ର.) – ତାଳଚେର ପୌରାଞ୍ଚଳ ଦେଉଳବେଡା ତେଲିସାହିରେ ମାଟି ଦବିବା ଘଟଣାକୁ ନେଇ ହୋଇଥିବା ଦ୍ୱିପାକ୍ଷିକ ନିଷ୍ପତ୍ତି କାର୍ଯ୍ୟକାରୀ ନ ହେବା ପ୍ରତିବାଦରେ ଶନିବାର କ୍ଷତିଗ୍ରସ୍ତ ଗ୍ରାମବାସୀ ଓ ଯୁବ ସମାଜ ପକ୍ଷରୁ ସ୍ଥାନୀୟ ଉପଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଉକ୍ତ…
ଜବରଦଖଲ ଉଚ୍ଛେଦ ଦାବିରେ ଗଣଧାରଣା
ଛେଣ୍ଡିପଦା,୧୯।୧(ସ୍ବ.ପ୍ର.) – ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମ ଯାତ୍ରା ପଡ଼ିଆରୁ ଜବରଦଖଲ ଉଚ୍ଛେଦ ଦାବିରେ ଶନିବାର ଗ୍ରାମବାସୀ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ଏଥିଯୋଗୁ ତହସିଲ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହିତ ସେଠାରେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ,…
ଗ୍ରାହକଙ୍କ ଲାଗି ତନିସ୍କର ସ୍ବତନ୍ତ୍ର କାର୍ଯ୍ୟକ୍ରମ
ଅନୁଗୋଳ ଅଫିସ,୧୯।୧ – ପ୍ରମୁଖ ଗହଣା ବ୍ରାଣ୍ଡ ତନିସ୍କ ପକ୍ଷରୁ ଅନୁଗୋଳ ଶୋ’ରୁମରେ ଏହାର ଗ୍ରାହକଙ୍କ ଲାଗି ସ୍ବତନ୍ତ୍ର କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। କମ୍ପାନୀ ପକ୍ଷରୁ ହାତକୁ ନିଆଯାଇଥିବା ହୀରା ଉତ୍ସବ ‘ଦି ଗ୍ରେଟ୍ ଡାଇମଣ୍ଡ ସେଲ୍’ରେ ଗ୍ରାହକ ସବୁବର୍ଗର…
ନିସ୍ତେଜ ହେଉଛି ନରହନ୍ତା ଦନ୍ତା
ବନ୍ତଳା/ତାଳଚେର,୧୯।୧(ନି.ପ୍ର.) – ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ କରିବା ସହ ୬ ଜଣଙ୍କ ଜୀବନ ନେଇଥିବା ନରହନ୍ତା ଦନ୍ତା ହାତୀକୁ ଶନିବାର ଟ୍ରାଙ୍କୁଲାଇଜ୍ କରୁଛି ବନ ବିଭାଗ। ସନ୍ଧ୍ୟାରୁ ବିଳମ୍ବିତ ରାତି ମଧ୍ୟରେ ୪ଥର ଟ୍ରାଙ୍କୁଲାଇଜ…
୮୫ ପରୀକ୍ଷା କେନ୍ଦ୍ର, ୮ ନୋଡାଲ ସେଣ୍ଟର
ଅନୁଗୋଳ ଅଫିସ, ୧୯।୧ – ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ଫେବୃୟାରୀ ୧୯ରୁ ଆରମ୍ଭ ହେବ। ଏ ନେଇ ପରିଷଦ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବା ବେଳେ ଅନୁଗୋଳ ଜିଲା ଶିକ୍ଷା ବିଭାଗ ମଧ୍ୟ ଚଳଚଞ୍ଚଳ…
ଉଚ୍ଛେଦ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ଛେଣ୍ଡିପଦା,୧୮।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମ ଯାତ୍ରାପଡ଼ିଆରୁ ଉଚ୍ଛେଦ ଦାବିରେ ଶନିବାର ଗ୍ରାମବାସୀଙ୍କ ପକ୍ଷରୁ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି । ପ୍ରକାଶ ଯେ, ବ୍ରାହ୍ମଣବିଲ ଗ୍ରାମର କଲ୍ୟାଣ ମଣ୍ଡପକୁ ଲାଗିଥିବା ସରକାରୀ ଜମିରେ ଉକ୍ତ ଗ୍ରାମର…
୩ କୋଠରିରେ ଚାଲିଛି ୮ ଶ୍ରେଣୀ
ବଅଁରପାଳ,୧୮।୧ (ଡି.ଏନ୍.ଏ.) – ବଅଁରପାଳ ବ୍ଲକ କଲଣ୍ଡାପାଳ ଗ୍ରାମରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରୁଛି। ବର୍ତ୍ତମାନ ୩ଟି କୋଠରିରେ ୮ଟି ଶ୍ରେଣୀର ଛାତ୍ରୀଛାତ୍ର ପଢ଼ୁଥିବା ଅଭିଯୋଗ ହେଉଛି। ଏଥିସହ ଆବଶ୍ୟକ ଶିକ୍ଷକ ନ ଥିବାରୁ…
ଉପଖଣ୍ଡ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ
ପାଲଲହଡା,୧୮ା୧(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ଆବଶ୍ୟକ ସଂଖ୍ୟକ ଡାକ୍ତର, କର୍ମଚାରୀ ନ ଥିବାବେଳେ କେତେକ ମେଶିନ ଅଚଳ ଅବସ୍ଥାରେ ରହିଛି। ଫଳରେ ଦୈନିକ ଏଠାକୁ ଆସୁଥିବା ଶତାଧିକ ରୋଗୀ ଉନ୍ନତ ଚିକିତ୍ସା ପାଇ ନ ପାରି ଅସୁବିଧାର…
ବୈଠକ ବର୍ଜନ, ଧାରଣା ଦେଲେ ପଞ୍ଚାୟତ ପ୍ରତିନିଧି
ବନ୍ତଳା,୧୮ା୧(ଡି.ଏନ.ଏ.) – ଅନୁଗୋଳ ବ୍ଲକ ପ୍ରଶାସନ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଅଣଦେଖା କରୁଥିବା ଅଭିଯୋଗ କରି ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟମାନେ ଶୁକ୍ରବାର ସକାଳେ ଆୟୋଜିତ ପଞ୍ଚାୟତ ସମିତି ବୈଠକକୁ ବର୍ଜନ କରିଥିଲେ। ଏଥିସହ ସେମାନେ…
ଆଗେଇପାରିନି ଟ୍ରାଙ୍କୁଲାଇଜ୍ ଅପରେଶନ
ବନ୍ତଳା,୧୮ା୧(ଡି.ଏନ.ଏ.) – ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ନରହନ୍ତା ଦନ୍ତାକୁ ଟ୍ରାଙ୍କୁଲାଇଜ କରିବା ପାଇଁ ଶୁକ୍ରବାରଠାରୁ ଅପରେଶନ ଆରମ୍ଭ ହେବାକୁ ଥିଲେ ହେଁ ପ୍ରଥମ ଦିନରେ କାର୍ଯ୍ୟ ସେପରି କିଛି ଆଗେଇପାରି ନାହିଁ। କାରଣ ସାତକୋଶିଆ ଅଭୟାରଣ୍ୟ ଟିକରପଡାରେ ଥିବା…
ସଚେତନତାରେ ସୀମିତ ‘ରାବଣଛାୟା’
ପାଲଲହଡା,୧୮।୧ – କଳାର ରାଜ୍ୟ ଓଡ଼ିଶାରେ ଏକଦା ମନୋରଞ୍ଜନର ମୁଖ୍ୟ ମାଧ୍ୟମ ଥିଲା ଲୋକକଳା ରାବଣଛାୟା। ଅନୁଗୋଳ ଜିଲା ପାଲଲହଡ଼ା ଗଡ଼ଜାତରୁ ଦିନେ ଏହା ଦେଶବିଦେଶରେ ପହଞ୍ଚି ପାରିଥିଲା। ପୋଥି, ପୁରାଣମନସ୍କ ସେତେବେଳର ମଣିଷଙ୍କୁ ଆହୁରି ସଂସ୍କୃତିସମ୍ପନ୍ନ କରିବାରେ ଏହା ବେଶ୍…
କଲେଜ ଅଧ୍ୟକ୍ଷଙ୍କୁ ରିପୋର୍ଟ ଦେଉନି ପୋଲିିସ: ମହିଳା ଫରେଷ୍ଟରଙ୍କୁ ବ୍ଲାକମେଲ, ବଳାତ୍କାର ଅଭିଯୋଗ ଘଟଣା
ଅନୁଗୋଳ ଅଫିସ, ୧୭।୧ – ଜଣେ ମହିଳା ଫରେଷ୍ଟରଙ୍କୁ ବ୍ଲାକମେଲ ଓ ବଳାତ୍କାର ଅଭିଯୋଗରେ ଅନୁଗୋଳସ୍ଥିତ ଫରେଷ୍ଟ ରେଞ୍ଜର କଲେଜର କନିଷ୍ଠ କିରାଣି ବିଶ୍ୱଜିତ ନାଏକଙ୍କୁ ଗତ ୩ ତାରିଖରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। କିନ୍ତୁ ଏ…

