କନ୍ୟାଶ୍ରମରେ ନିର୍ଯାତନା ଅଭିଯୋଗର ତଦନ୍ତ ଆରମ୍ଭ:ଦୁଇ ସ୍କୁଲରେ ୧୩ ଛାତ୍ରୀଙ୍କ ହେଲା ନାମଲେଖା
ଅନୁଗୋଳ ଅଫିସ, ୭।୧ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଥିବା କ୍ଷୀରୋଦବାସିନୀ କନ୍ୟାଶ୍ରମରେ ଦୁଇ ଅନ୍ତେବାସୀ ଭଉଣୀଙ୍କୁ ନିର୍ଯାତନା ଦିଆଯିବା ଅଭିଯୋଗ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଗୌରୀ ଶଙ୍କର ବେହେରା। ଦୁଇଜଣିଆ ଟିମ୍…
ଗଁ। ଚଳଣିରୁ ବାସନ୍ଦ ଅଭିଯୋଗ:ଗ୍ରାମ ସଭାପତିଙ୍କ ସମେତ ୫ ଗିରଫ
ବଇଣ୍ଡା,୭।୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ଥାନା ଚୁଡାଖାଇ ଗ୍ରାମର ଏକ ଦଳିତ ପରିବାରକୁ ବାସନ୍ଦ ଅଭିଯୋଗରେ ପୋଲିସ ସୋମବାର ୫ ଜଣଙ୍କୁ କୋର୍ଟଚାଲାଣ କରିଛି। ସେମାନେ ହେଲେ ଗ୍ରାମ ସଭାପତି ଉପେନ୍ଦ୍ର ସାହୁ, ସମ୍ପାଦକ ସୁରେଶ କୁମାର ପ୍ରଧାନ, କୋଷାଧ୍ୟକ୍ଷ କରୁଣାକର…
୪୦ ବର୍ଷରେ ପାଦ ଥାପିଲା ନାଲ୍କୋ:ପ୍ରତିଷ୍ଠା ଦିବସ ପାଳନ ଆଜି
ବଅଁରପାଳ,୭।୧ (ଡି.ଏନ୍.ଏ.) ଅନୁଗୋଳ ଜିଲା ନାଲ୍କୋ ପକ୍ଷରୁ ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳନ କରାଯିବ। ଏଥିପାଇଁ ନାଲ୍କୋ କର୍ତ୍ତୃପକ୍ଷଙ୍କ ମଧ୍ୟରେ ବେଶ୍ ତତ୍ପରତା ପ୍ରକାଶ ପାଇଛି। ସନ୍ଧ୍ୟାରେ ମିନା ବଜାର ପଡ଼ିଆ ଠାରେ ଏହି ପ୍ରତିଷ୍ଠା ଦିବସ ଉତ୍ସବର ଆୟୋଜନ…
ସିଏଏ ସମର୍ଥନରେ ବାହାରିଲା ପଦଯାତ୍ରା
ଅନୁଗୋଳ ଅଫିସ୍, ୬।୧: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ସମର୍ଥନ କରି ଅନୁଗୋଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଏକ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗାନ୍ଧୀ ଛକରୁ ଏହି ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛି। ଅନୁଗୋଳର…
ଛାତ୍ରୀ ନିର୍ଯାତନା ଘଟଣା: ଡିସିପିଓ-କନ୍ୟାଶ୍ରମ ଅଧ୍ୟକ୍ଷା କାଦୁଅଫିଙ୍ଗା
ଅନୁଗୋଳ ଅଫିସ, ୬।୧: ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ କ୍ଷୀରୋଦବାସିନୀ କନ୍ୟାଶ୍ରମରେ ଦୁଇ ଅନ୍ତେବାସୀ ଭଉଣୀଙ୍କୁ ନିର୍ଯାତନା ଦିଆଯିବା ଅଭିଯୋଗ ଘଟଣାରେ ଆରମ୍ଭ ହୋଇଛି କାଦୁଅ ଫିଙ୍ଗା। ଘଟଣାର ୩ଦିନ ପରେ ରବିବାର ଅନୁଗୋଳରେ ଖବରଦାତା ସମ୍ମିଳନୀ କରି ମୁହଁ ଖୋଲିଛନ୍ତି କନ୍ୟାଶ୍ରମ…
‘ପରୀକ୍ଷା ପେ ଚର୍ଚ୍ଚା’ରେ ଭାଗନେବେ ସାଇଦତ୍ତ
ଅନୁଗୋଳ ଅଫିସ, ୬।୧: ଜାନୁୟାରୀ ୨୦ରେ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଭାଗନେବାକୁ ମନୋନୀତ ହୋଇଛନ୍ତି ଅନୁଗୋଳର ଛାତ୍ର ସାଇଦତ୍ତ ବିଗ୍ନେଶ। ଓଡ଼ିଶାରୁ ମନୋନୀତ ହୋଇଥିବା ୨୮ଜଣଙ୍କ ଭିତରେ ସ୍ଥାନ ପକ୍କା କରି ସେ ଜିଲା…
ସହାୟ ହେଲା ସାଥୀ ପରିବାର; ଉଦ୍ଧାର ହେଲେ ଅସହାୟ ମା’ପୁଅ
ବନ୍ତଳା, ୬।୧(ଡି.ଏନ.ଏ.) ଅସହାୟ ଅବସ୍ଥାରେ ଭୋକ ଉପାସରେ ପଡ଼ି ରହି ଜୀବନମରଣ ସହ ସଂଘର୍ଷ କରୁଥିବା ଅସହାୟା ପାତି ନାଏକ (୭୦) ଏବଂ ତାଙ୍କ ପୁଅ ପ୍ରମୋଦ (୫୦)ଙ୍କୁ ସହାୟ ହୋଇଛି ସାଥୀ ପରିବାର। ଏ ନେଇ ରବିବାର ‘ଧରିତ୍ରୀ’ରେ ଖବର ପ୍ରକାଶ…
ବିଷାକ୍ତ ଖାଦ୍ୟ ନେଲା ମାଖନ ହାତୀ ଜୀବନ
ବନ୍ତଳା, ୫।୧(ଡି.ଏନ.ଏ.)-ଅନୁଗୋଳ ବନଖଣ୍ଡ ପୁପୁଣ୍ଡା ସେକ୍ସନ ବିଟ୍ ଅଧୀନ ବୃନ୍ଦାବନପୁର ଗ୍ରାମରୁ ରବିବାର ସକାଳେ ଏକ ମାଖନ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତହାତୀର ଆନୁମାନିକ ବୟସ ୨୦ ବର୍ଷ ହେବ। ବିଷାକ୍ତ ଖାଦ୍ୟ ଖାଇ ହାତୀଟିର ମୃତ୍ୟୁ ହୋଇଥିବା ବନ…
ଶ୍ରୀ ଜଂଘା ବଡ଼ଦେଓ ବାର୍ଷିକ ପୂଜା: ବିଧାୟକଙ୍କ ଅସ୍ବାଭାବିକ ଆଚରଣକୁ ନେଇ ଚର୍ଚ୍ଚା
ବଇଣ୍ଡା, ୫।୧(ଡି.ଏନ.ଏ.)-ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଆମ୍ବଶରମୁଣ୍ଡା ଗ୍ରାମରେ ରବିବାର ଅନୁଷ୍ଠିତ ଶ୍ରୀ ଜଂଘା ବଡ଼ଦେଓଙ୍କ ବାର୍ଷିକ ପୂଜା ଉତ୍ସବରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ଅସ୍ବାଭାବିକ ଆଚରଣକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ପୂଜା ଉତ୍ସବ ଉପଲକ୍ଷେ କଳସ…
ପୌରପାଳିକା ସ୍କ୍ବାଡ୍ର ଚଢ଼ାଉ: ଏକ କୁଇଣ୍ଟାଲ ପଲିଥିନ, ପ୍ଲାଷ୍ଟିକ ଜବତ
ଅନୁଗୋଳ ଅଫିସ, ୫।୧ – ଅନୁଗୋଳ ପୌର ପରିଷଦ ପକ୍ଷରୁ ଶନିବାର ଚଢ଼ାଉ କରାଯାଇ ଲକ୍ଷ୍ମୀ ବଜାରରୁ ଏକ କୁଇଣ୍ଟାଲ ପଲିଥିନ ଓ ପ୍ଲାଷ୍ଟିକ ଜବତ କରାଯାଇଛି। ଏହାର ମୂଲ୍ୟ ପ୍ରାୟ ୫୦ ହଜାର ଟଙ୍କା ହେବ ବୋଲି ନିର୍ବାହୀ ଅଧିକାରୀ…
କାନ୍ଥରେ ଝୁଲିଲା ଫଟୋ, ମିଳିଲା ଗିଫ୍ଟ : ମାଷ୍ଟର୍ସ ସେଫ୍ରେ କାକରା କରି ସ୍ମୃତିଶ୍ରୀ ପ୍ରଶଂସିତ
ଅନୁଗୋଳ ଅଫିସ, ୫।୧ – ଷ୍ଟାର ପ୍ଲସ୍ର ରିୟଲିଟି ଶୋ’ ମାଷ୍ଟର୍ସ ସେଫ୍ରେ ଶନିବାର ଶ୍ରେଷ୍ଠ ଡିସ୍ ବନାଇ ବିଚାରକଙ୍କ ମନ ଜିଣିଛନ୍ତି ଅନୁଗୋଳର ଝିଅ ସ୍ମୃତିଶ୍ରୀ ସିଂହ। ବିଶ୍ୱ ଗ୍ରାଣ୍ଡ ଡିସ୍ କାନ୍ଥରେ ସ୍ମୃତିଙ୍କ ଫଟୋ ଲଗାଯିବା ସହ ତାଙ୍କୁ…
ଅସହାୟ ଅବସ୍ଥାରେ ମା’,ପୁଅ: ବିଛଣାରେ ବିତିଲାଣି ୨୦ ଦିନ
ବନ୍ତଳା,୫।୧(ଡି.ଏନ.ଏ.) – ପୁଅ ମାନସିକ ରୋଗୀ। ୫୦ ବର୍ଷ ହେଲା ପୁଅର ସେବା କରୁଥିବା ମା’ ବି ଏବେ ଶଯ୍ୟାଶାୟୀ। ଶରୀରର ଗୋଟିଏ ପାର୍ଶ୍ୱ ଅଚଳ ହୋଇଯାଇଥିବାରୁ ୨୦ ଦିନ ହେଲା ସେ ବିଛଣାରୁ ଉଠିପାରୁନାହାନ୍ତି। ସେବା କରିବାକୁ କେହି ସମ୍ପର୍କୀୟ…
Archives


