ଅନୁଗୋଳ

ଅସ୍ଥାୟୀ କର୍ମଚାରୀଙ୍କୁ ପିଏଚ୍‌ଡି ଦେଉଛି ଦୈନିକ ୭୪ ଟଙ୍କା ମଜୁରି : ଚାକିରି ୧୭ ବର୍ଷ, ଦରମା ୨ ହଜାର

ତାଳଚେର,୧୨ା୧(ମନୋଜ ନନ୍ଦ) ସରକାର ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରି ୨୯୮ ଟଙ୍କା ଧାର୍ଯ୍ୟ କରିଛନ୍ତି। ହେଲେ ତାଳଚେର ଜନସ୍ବାସ୍ଥ୍ୟ ବିଭାଗ (ପିଏଚ୍‌ଡି) ନିଜ ଅସ୍ଥାୟୀ କର୍ମଚାରୀଙ୍କୁ ଦୈନିକ ମାତ୍ର ୭୪ ଟଙ୍କା ମଜୁରି ଦେଉଛି। ଆଶ୍ଚର୍ଯ୍ୟର କଥା, କାର୍ଯ୍ୟରତ ୧୬ ଅସ୍ଥାୟୀ…

କଣିହଁ। ଏନ୍ଟିପିସିରେ ପହଞ୍ଚିଲା ଦୁଲଙ୍ଗ କୋଇଲା

ତାଳଚେର,୧୧ା୧(ନି.ପ୍ର.) – ଅନୁଗୋଳ ଜିଲା କଣିହଁ।ସ୍ଥିତ ଏନ୍‌ଟିପିସି ପ୍ଲାଣ୍ଟର ଇନ୍ଧନ ଆବଶ୍ୟକତା ପୂରଣ ପାଇଁ ଚୁକ୍ତିମୁତାବକ ଝାରସୁଗୁଡ଼ାସ୍ଥିତ ଏନ୍‌ଟିପିସିର ଦୁଲଙ୍ଗ ମାଇନ୍ସରୁ କୋଇଲା ଅଣାଯାଇଛି। ଟ୍ରେନ୍‌ ଯୋଗେ ୫୭ ୱାଗନରେ ୩୩୫୦ ମେଟ୍ରିକ ଟନ୍‌ କୋଇଲା କଣିହଁ। ପ୍ଲାଣ୍ଟରେ ପହଞ୍ଚିଛି। ଏହି…

ଥାନାରେ ହେଲା ସମାଧାନ: ସ୍ଥାନାନ୍ତର ହେବ ଶିଶୁମନ୍ଦିର

ବନ୍ତଳା,୧୧।୧(ଡି.ଏନ.ଏ.) – ବନ୍ତଳା ଥାନା ପୋକତୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଦେଖାଦେଇଥିବା ଅସନ୍ତୋଷର ସମାଧାନ ଶୁକ୍ରବାର ବନ୍ତଳା ଥାନାରେ ହୋଇଛି। ଆସନ୍ତା ଜୁନ ୩୦ ମଧ୍ୟରେ ଶିଶୁମନ୍ଦିର ସେଠାରୁ ଅନ୍ୟତ୍ର ସ୍ଥାନାନ୍ତର ହେବ ବୋଲି ଶିଶୁ ମନ୍ଦିରର…

ଅନୁଗୋଳ ପୌରପାଳିକାରେ ଲାଗୁହେଲା ଏଫଏସ୍ଏମ୍ ନିୟମ: ଘରୋଇ ସଂସ୍ଥା ପଞ୍ଜୀକରଣ ନ କଲେ ଜରିମାନା

ଅନୁଗୋଳ ଅଫିସ, ୧୧।୧ – ଅନୁଗୋଳ ପୌରପାଳିକାରେ ଶୁକ୍ରବାର ଠାରୁ ଏଫ୍‌ଏସ୍‌ଏମ୍‌ ନିୟମ ଲାଗୁ ହୋଇଛି। ଏଥିସହ ଅନୁଗୋଳ ଜିଲାରେ ଥିବା ତାଳଚେର ପୌରପାଳିକା ଓ ଆଠମଲ୍ଲିକ ଏନ୍‌ଏସିରେ ମଧ୍ୟ ଏହା ଲାଗୁ କରାଯାଇଛି। ଏ ନେଇ ଶୁକ୍ରବାର ଅନୁଗୋଳ ପୌରପାଳିକା…

ଉନ୍ନତି, ଉପକୃତଙ୍କ ସମ୍ପର୍କରେ ମାଗିଲେ ରିପୋର୍ଟ

ଅନୁଗୋଳ ଅଫିସ/କଣିହଁ।, ୧୧।୧ – ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ଅନୁଗୋଳ ଗସ୍ତର ଦ୍ୱିତୀୟ ଦିନରେ ନିଜ ବିଭାଗୀୟ କାର୍ଯ୍ୟକ୍ରମ ସମେତ ସରକାରଙ୍କ ଅଗ୍ରାଧିକାର ଯୋଜନା ଗୁଡ଼ିକର ସମୀକ୍ଷା କରିଛନ୍ତି। ବିଭିନ୍ନ…

ଜିଲା ସଂସ୍କୃତି ପରିଷଦର ସାଧାରଣ ପରିଷଦ ବୈଠକ: ଫେବୃୟାରୀ ୭ରୁ ଜିଲା ମହୋତ୍ସବ

ଅନୁଗୋଳ ଅଫିସ, ୧୧।୧ – ଅଷ୍ଟମ ଜିଲା ମହୋତ୍ସବ ପାଳନ ପାଇଁ ଜିଲା ସଂସ୍କୃତି ପରିଷଦର ସାଧାରଣ ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏଥିରେ ଅଧ୍ୟକ୍ଷତା କରିବା ସହ ପୂର୍ବବର୍ଷ…

ଶିଶୁ ଉଦ୍ୟାନ ହେଲାଣି ନିଶାଡ଼ିଙ୍କ ଆଡ୍ଡା: ଖୋଲାଖୋଲି ଚାଲିଛି ସିରପ୍‌ ନିଶା କାରବାର

ଅନୁଗୋଳ ଅଫିସ, ୧୦।୧ – ଅନୁଗୋଳ ସହରରେ ସିରପ୍‌ ନିଶା କାରବାର ବେଶ୍‌ ବଢ଼ିଯାଇଛି। ସହରରେ ଥିବା ବିଭିନ୍ନ ପାର୍କରେ ଦୈନିକ ପୁଳା ପୁଳା ସିରପ୍‌ ବୋତଲ ପଡ଼ୁଥିବା ଦେଖିବାକୁ ମିଳୁଛି। ଶସ୍ତା ହେଉଥିବାରୁ ବିଶେଷକରି ଯୁବ ପିଢ଼ି ଏହି ନିଶା…

ଅନୁଗୋଳରେ ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ସଚିବ: ମୋ ସରକାର ନିୟମାବଳୀ ଶୁଭାରମ୍ଭ

ଅନୁଗୋଳ ଅଫିସ, ୧୦।୧ – ରାଜ୍ୟ ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ଗୁରୁବାରଠାରୁ ଦୁଇଦିନିଆ ଅନୁଗୋଳ ଗସ୍ତରେ ଆସିଛନ୍ତି। ଏହି ଅବସରରେ ସଚିବ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା…

ବିଭାଗରେ ରହୁନାହାନ୍ତି ପୌର କର୍ମଚାରୀ: ଅଭିଯୋଗକାରୀଙ୍କ ମଧ୍ୟରେ ବଢ଼ୁଛି ଅସନ୍ତୋଷ

ଅନୁଗୋଳ ଅଫିସ, ୧୦।୧- ଅନୁଗୋଳ ପୌରପାଳିକାକୁ ବିଭିନ୍ନ ଅଭିଯୋଗ ନେଇ ଆସୁଥିବା ସହରବାସୀ ଅନେକ ସମୟରେ ବିଭାଗୀୟ କର୍ମଚାରୀଙ୍କୁ ଅଫିସରେ ପାଉନାହାନ୍ତି। କାର୍ଯ୍ୟାଳୟ ଖୋଲାଥିଲେ ବି ବିଭିନ୍ନ ବିଭାଗର କେତେଜଣ କର୍ମଚାରୀ ତାଙ୍କ ଆସନରେ ଅଧିକାଂଶ ସମୟ ରହୁ ନ ଥିବା…

ଆଜି ମା’ ଲଙ୍ଗ ବାଉତୀଙ୍କ ପୌଷ ପୂର୍ଣ୍ଣମୀ ଯାତ୍ରା: ଆକର୍ଷଣ ସାଜିବ ମହିଳା ପାଇକ ଖେଳ

ବଅଁରପାଳ, ୧୦।୧(ଡି.ଏନ.ଏ.) – ବଅଁରପାଳ ବ୍ଲକ ବୁଢ଼ାପଙ୍କ ଗ୍ରାମର ପ୍ରତ୍ୟକ୍ଷ ଦେବୀ ମା’ ଲଙ୍ଗ ବାଉତୀଙ୍କ ବାର୍ଷିକ ଯାତ୍ରା ଶୁକ୍ରବାର ଅନୁଷ୍ଠିତ ହେବ। ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ସମଗ୍ର ଗ୍ରାମ। ଏଥିସହିତ ପ୍ରତ୍ୟେକ ଗ୍ରାମବାସୀ ଯାତ୍ରାକୁ ମହାଆଡମ୍ବର ସହକାରେ ପାଳନ କରିବା…

ହାଇଓ୍ବା ଧକ୍କା: ଜଣେ ମୃତ, ଜଣେ ଗୁରୁତର; ସ୍ଥାନୀୟ ଲୋକଙ୍କ ରାସ୍ତାରୋକୋ

ବଅଁରପାଳ,୯।୧(ଡି.ଏନ୍‌.ଏ.): ୫୫ ନଂ. ଜାତୀୟ ରାଜପଥର ବଅଁରପାଳ ଥାନା ସନ୍ତ୍ରୀ ଛକ ନିକଟରେ ଗୁରୁବାର ସକାଳେ ଏକ ହାଇଓ୍ବା ଧକ୍କାରେ ପୁରୁଣାଗଡ଼ ଅଞ୍ଚଳର ମନୁ ବାରିକ(୨୫) ନାମକ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଦାଦା ଗୁରୁତର ହୋଇଛନ୍ତି। ଦାଦା…

ସର୍ବଭାରତୀୟ ବିଜ୍ଞାନ ପ୍ରଦର୍ଶନୀରେ ଚମକିଲେ ସୋନାଲୀ

ଅନୁଗୋଳ ଅଫିସ, ୯।୧ – ଧୀରେ ଧୀରେ ବଢ଼ୁଥିବା ପ୍ରଦୂଷଣ ସମସ୍ୟାକୁ କିପରି ନିୟନ୍ତ୍ରଣ କରାଯାଇପାରିବ ସେ ଉପରେ ସର୍ବଭାରତୀୟ ବିଜ୍ଞାନ ପ୍ରଦର୍ଶନୀରେ ନିଜ ପ୍ରକଳ୍ପ ପ୍ରଦର୍ଶନ କରି ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହ ବିଚାରକଙ୍କ ଦୃଷ୍ଟି ଆକର୍ଷଣ କରିପାରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?