ବଣଭୋଜି ପାଇଁ ଚଳଚଞ୍ଚଳ ମଉଳାଭଞ୍ଜା ପାହାଡ଼
ବଅଁରପାଳ, ୨୮।୧୨ (ଡି.ଏନ୍.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ପଞ୍ଚାୟତର ନଳଚନ୍ଦ୍ରପୁର ଗଁା ନିକଟରେ ରହିଛି ମଉଳାଭଞ୍ଜା ପାହାଡ଼। ଚାରିପଟେ ଶସ୍ୟକ୍ଷେତ୍ର ଥିବାବେଳେ ଲିମ୍ବ, ବେଲ ଆଦି ଔଷଧୀୟ ବୃକ୍ଷ ଏହି ପାହାଡ଼ରେ ଭରି ରହିଛି। ପାହାଡ଼ ପାଦଦେଶରେ ଅଛି…
ଆଠମଲ୍ଲିକରେ ବଢ଼ୁଛି ପର୍ଯ୍ୟଟକଙ୍କ ଗହଳି:ପ୍ରାକୃତିକ ପରିବେଶରୁ ଉଠାଇଛନ୍ତି ମଜା
ମାଧପୁର, ୨୮।୧୨ (ମନୋଜ କୁମାର ପ୍ରଧାନ) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଞ୍ଚଳରେ ରହିଛି ବହୁ ପର୍ଯ୍ୟଟନସ୍ଥଳୀ। ଏହା ମଧ୍ୟରୁ ଅନେକ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇ ନ ଥିଲେ ମଧ୍ୟ ରାଜ୍ୟର କୋଣ ଅନୁକୋଣରୁ ହଜାର ହଜାର ସଂଖ୍ୟାରେ…
ଜବରଦଖଲ ଉଚ୍ଛେଦ ବେଳେ ଛାତ ଭୁଶୁଡ଼ିବା ଘଟଣା: ଜଣେ ମୃତ, ୩ ଗୁରୁତରଙ୍କ ଚିକିତ୍ସା ଜାରି
ବଅଁରପାଳ,୨୭।୧୨(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଜାତୀୟ ରାଜପଥ କଡ଼ରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବା ସମୟରେ ଏକ ଘରର ଛାତ ଭୁଶୁଡ଼ି ପଡ଼ିଥିଲା। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ହୋଇଛନ୍ତି।…
ଜାତୀୟ ରାଜପଥରୁ ଜବରଦଖଲ ଉଚ୍ଛେଦ ବେଳେ ଭୁଶୁଡ଼ିଲା ଛାତ, ୪ ଗୁରୁତର
ବଅଁରପାଳ,୨୭।୧୨(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପ୍ରଶାସନ ପକ୍ଷରୁ ୫୫ନଂ. ଜାତୀୟ ରାଜପଥ ପ୍ରଶସ୍ତିକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଥିବା ବେଳେ ଏକ ଘରର ଛାତ ଭୁଶୁଡ଼ି ପଡ଼ିବାରୁ…
ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା
ଛେଣ୍ଡିପଦା,୨୬।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥ ଭାଗିରଥିପୁର ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହି ବସ୍ ସହ କୋଇଲା ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨୭ଜଣ ଯାତ୍ରୀ…
ଜଙ୍ଗଲ ଜମିରେ ଚାଲିଛି ବେଆଇନ ଗଞ୍ଜେଇ ଚାଷ: ଅମଳ ପାଇଁ ଗଞ୍ଜେଇପଦାରେ ଟଣାହେଲାଣି ତମ୍ବୁ
ବଇଣ୍ଡା,୨୬ା୧୨(ପରିକ୍ଷିତ ସାହୁ) – ଅନୁଗୋଳ ଜିଲା କିଶୋରନଗର ବ୍ଲକର ହଣ୍ଡପା ଓ ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଇଲାକାର ଅନେକ ସରକାରୀ ଜଙ୍ଗଲ ଜମିରେ ବେଆଇନ ଭାବେ କରାଯାଇଛି ଗଞ୍ଜେଇ ଚାଷ। ପ୍ରତିବର୍ଷ ବନ ବିଭାଗ ଓ ପୋଲିସ ପକ୍ଷରୁ ଚଢ଼ାଉ…
ଗୋଟିଏ ଫୋନକୁ ୭୨ ପରିବାର: ଗଛରେ ଓହଳାଇ କରୁଛନ୍ତି ଯୋଗାଯୋଗ
ବନ୍ତଳା,୨୬ା୧୨ – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଏପରି ଏକ ଗଁ। ଅଛି ଯେଉଁଠି ମୋବାଇଲ ଫୋନ ସେବା ପାଇବାକୁ ଅନେକ ହଇରାଣ ହେବାକୁ ପଡ଼ୁଛି ଲୋକଙ୍କୁ। ଦାମୀ ଆଣ୍ଡ୍ରଏଡ୍ ସେଟ୍ ରଖିଥିଲେ ବି ଗଁ।ରେ ଆସୁନି ନେଟଓ୍ବର୍କ। ତେଣୁ…
ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଜବ ବ୍ୟବସ୍ଥା: ଚିକିତ୍ସା ଗୃହରେ ହେଉଛି ସଭା ସମିତି
ବଅଁରପାଳ, ୨୬।୧୨ (ଡି.ଏନ୍.ଏ.) – ଅନୁଗୋଳ ଜିଲା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଚିକିତ୍ସା। ଡାକ୍ତରଖାନାର ପୁରୁଣା ଘରଗୁଡ଼ିକ ଶୋଚନୀୟ ଅବସ୍ଥାରେ ଥିବାରୁ କାର୍ଯ୍ୟାଳୟ ଗୃହରେ ବର୍ଷା ଦିନେ ପାଣି ଗଳୁଛି। ସେହିପରି ଆବଶ୍ୟକ ଡାକ୍ତର ଓ…
ଅଧାରେ ରହିଲା ବଣଭୋଜି: ଦୁର୍ଘଟଣାରେ ଜଣଙ୍କ ଜୀବନଗଲା
ମାଧପୁର,୨୫।୧୨(ଡି.ଏନ୍.ଏ.): ଅନୁଗୋଳ ଜିଲା ମାଧପୁର -ବାମୁର ରାସ୍ତା ନୂଆଗାଁ ନୂଆସାହି ନିକଟରେ ବୁଧବାର ଏକ ଟାଟା ଏସିଇ ସହ ବାଇକ୍ ଧକ୍କା ହୋଇଛି। ଏଥିରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହେବା ସହ ଅନ୍ୟ ଜଣେ ସାମାନ୍ୟ…
ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ବଢ଼ୁଛି ଅସନ୍ତୋଷ: ଅର୍ଥ ମଞ୍ଜୁର ସତ୍ତ୍ୱେ ହେଉନି ଭିତ୍ତିଭୂମି ବିକାଶ
ଆଠମଲ୍ଲିକ,୨୫ା୧୨(ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡରେ ଦୀର୍ଘଦିନ ହେବ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଉପଖଣ୍ଡ ଡାକ୍ତରଖାନାଠାରୁ ଆରମ୍ଭ କରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଯାଏ ସବୁଠି ପୁଳା ପୁଳା ପଦବୀ ଖାଲି ପଡ଼ିଛି। କୋଟି କୋଟି ଟଙ୍କା ମଞ୍ଜୁର ହୋଇସାରିଥିଲେ ବି ଭିତ୍ତିଭୂମିର ବିକାଶ ପାଇଁ ପ୍ରଶାସନ…
ମହେନ୍ଦ୍ର ହାଇସ୍କୁଲରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ଗୋଟିଏ ସେକ୍ସନରେ ବସୁଛନ୍ତି ୧୫୦ ଶିକ୍ଷାର୍ଥୀ
ଆଠମଲ୍ଲିକ,୨୫ା୧୨(ଡି.ଏନ.ଏ.) – ସରକାରୀ ଉଦାସୀନତା ତଥା ଶିକ୍ଷା ବିଭାଗର ଚରମ ଅବହେଳା ଯୋଗୁ ଆଠମଲ୍ଲିକ ସଦର ମହକୁମାରେ ଥିବା ମହେନ୍ଦ୍ର ହାଇସ୍କୁଲର ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଏକଦା ଜିଲାର କେତୋଟି ଅଗ୍ରଣୀ ହାଇସ୍କୁଲ ମଧ୍ୟରେ ପରିଗଣିତ ହେଉଥିବା ଏହି ବିଦ୍ୟାଳୟର…
ମର୍ମନ୍ତୁଦ ସଡକ ଦୁର୍ଘଟଣା: ୪ ମୃତ, ୬ ଗୁରୁତର
ଅନୁଗୋଳ ଅଫିସ/ଛେଣ୍ଡିପଦା,୨୪।୧୨,(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର କତଡା ଗୁରୁଣ୍ଡୁଗୋପାଳ ଉଚ୍ଚବିଦ୍ୟାଳୟ ନିକଟରେ ସୋମବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬…
Archives


