ଓ.ପି. ଜିନ୍ଦଲ ସ୍କୁଲର ଦଶମ ବାର୍ଷିକ ଉତ୍ସବ: ଲକ୍ଷ୍ୟ ସ୍ଥିରକରି ଅଗ୍ରସର ହେବାକୁ ପରାମର୍ଶ
ଅନୁଗୋଳ ଅଫିସ, ୯।୧ – ଅନୁଗୋଳ ଜିନ୍ଦଲ ନଗରସ୍ଥିତ ଓ.ପି. ଜିନ୍ଦଲ ସ୍କୁଲର ଦଶମ ବାର୍ଷିକ ଉତ୍ସବ ତାରୁଣ୍ୟମ ପାଳିତ ହୋଇଯାଇଛି। ଜେଏସ୍ପିଏଲ୍ ଓଡ଼ିଶା ମୁଖ୍ୟ ପରିଚାଳନା ଅଧିକାରୀ ପଙ୍କଜ ଗୌତମ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ଜିନ୍ଦଲ ମହିଳା ସମିତି…
‘ଉନ୍ନତିମୂଳକ କାର୍ଯ୍ୟ କରିବାରେ ନାଲ୍କୋ ଆଗୁଆ’
ବଅଁରପାଳ,୯ା୧(ଡି.ଏନ.ଏ.) – ଅନୁଗୋଳ ଜିଲା ନାଲ୍କୋର ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ମିନା ବଜାର ପଡିଆଠାରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଇନ୍କମ ଟାକ୍ସ ପ୍ରିନ୍ସିପାଲ ଚିଫ୍ କମିଶନର ପ୍ରଣବ କୁମାର ଦାସ ଯୋଗଦେଇ କହିଥିଲେ ଯେ, ରାଜ୍ୟ ଓ…
ମାଧପୁର ବଜାରରେ ବନ୍ଦର ପ୍ରଭାବ ପଡ଼ିନି
ମାଧପୁର,୮।୧(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ବଜାରରେ ବୁଧବାର ବନ୍ଦର ପ୍ରଭାବ ପଡ଼ି ନ ଥିବା ଦେଖିବାକୁ ମିଳିଛି। ସବୁଦିନ ପରି ଦୋକାନ ବଜାର ଖୋଲା ରହିଛି। ଯାତ୍ରୀବାହୀ ବସ ବ୍ୟତୀତ ଅନ୍ୟ ସମସ୍ତ ଗାଡ଼ିମୋଟର ଯିବା ଆସିବା ଲାଗିରହିଛି।…
ଅନୁଗୋଳରେ ଧର୍ମଘଟ ଡାକରାର ପ୍ରଭାବ
ଅନୁଗୋଳ ଅଫିସ,୮।୧: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ୧୨ ଦଫା ଦାବି ନେଇ ଦେଶବ୍ୟାପୀ ଧର୍ମଘଟ ଡାକରାର ପ୍ରଭାବ ଅନୁଗୋଳରେ ଦେଖାଦେଇଛି। ଶ୍ରମିକ ସଂଗଠନ ଓ କଂଗ୍ରେସ ପକ୍ଷରୁ ବିଭିନ୍ନ ସ୍ଥାନରେ ପିକେଟିଂ କରାଯାଇ ଦୋକାନ ବଜାର ବନ୍ଦ କରାଯାଇଛି। ରେଳରୋକୋ…
ଜିଲା ଭାଜପା କମିଟି ବୈଠକ: ସିଏଏ ସମ୍ପର୍କରେ ଲୋକଙ୍କୁ ସଚେତନ କରାଯିବ
ଅନୁଗୋଳ ଅଫିସ, ୮।୧- ଅନୁଗୋଳ ଜିଲା ଭାଜପା କମିଟି ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଜିଲା କଳା କେନ୍ଦ୍ରଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ନୂତନ ସଭାପତି ଦୀଲେଶ୍ୱର ପ୍ରଧାନଙ୍କୁ ପୂର୍ବତନ ସଭାପତି ଭାଗୀରଥି ପ୍ରଧାନ ଦାୟିତ୍ୱ ହସ୍ତାନ୍ତର କରିବା ପରେ…
୫ ଦଫା ଦାବିରେ ଏସୟୁସିଆଇର ଗଣବିକ୍ଷୋଭ
ଛେଣ୍ଡିପଦା,୭।୧(ସ୍ବ.ପ୍ର)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସମ୍ମୁଖରେ ୫ ଦଫା ଦାବିରେ ମଙ୍ଗଳବାର ଏସୟୁସିଆଇ ଆଞ୍ଚଳିକ କମିଟି ପକ୍ଷରୁ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଛେଣ୍ଡିପଦା ଆଞ୍ଚଳିକ କମିଟିର ଆବାହକ ରଣଜିତ ପ୍ରଧାନଙ୍କ ନେତୃତ୍ୱରେ ଶତାଧିକ ସଦସ୍ୟ ଡାକବଙ୍ଗଳାଠାରୁ ଏକ ଶୋଭାଯାତ୍ରାରେ ବାହାରି…
କନ୍ୟାଶ୍ରମରେ ନିର୍ଯାତନା ଅଭିଯୋଗର ତଦନ୍ତ ଆରମ୍ଭ:ଦୁଇ ସ୍କୁଲରେ ୧୩ ଛାତ୍ରୀଙ୍କ ହେଲା ନାମଲେଖା
ଅନୁଗୋଳ ଅଫିସ, ୭।୧ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଥିବା କ୍ଷୀରୋଦବାସିନୀ କନ୍ୟାଶ୍ରମରେ ଦୁଇ ଅନ୍ତେବାସୀ ଭଉଣୀଙ୍କୁ ନିର୍ଯାତନା ଦିଆଯିବା ଅଭିଯୋଗ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଗୌରୀ ଶଙ୍କର ବେହେରା। ଦୁଇଜଣିଆ ଟିମ୍…
ଗଁ। ଚଳଣିରୁ ବାସନ୍ଦ ଅଭିଯୋଗ:ଗ୍ରାମ ସଭାପତିଙ୍କ ସମେତ ୫ ଗିରଫ
ବଇଣ୍ଡା,୭।୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ଥାନା ଚୁଡାଖାଇ ଗ୍ରାମର ଏକ ଦଳିତ ପରିବାରକୁ ବାସନ୍ଦ ଅଭିଯୋଗରେ ପୋଲିସ ସୋମବାର ୫ ଜଣଙ୍କୁ କୋର୍ଟଚାଲାଣ କରିଛି। ସେମାନେ ହେଲେ ଗ୍ରାମ ସଭାପତି ଉପେନ୍ଦ୍ର ସାହୁ, ସମ୍ପାଦକ ସୁରେଶ କୁମାର ପ୍ରଧାନ, କୋଷାଧ୍ୟକ୍ଷ କରୁଣାକର…
୪୦ ବର୍ଷରେ ପାଦ ଥାପିଲା ନାଲ୍କୋ:ପ୍ରତିଷ୍ଠା ଦିବସ ପାଳନ ଆଜି
ବଅଁରପାଳ,୭।୧ (ଡି.ଏନ୍.ଏ.) ଅନୁଗୋଳ ଜିଲା ନାଲ୍କୋ ପକ୍ଷରୁ ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳନ କରାଯିବ। ଏଥିପାଇଁ ନାଲ୍କୋ କର୍ତ୍ତୃପକ୍ଷଙ୍କ ମଧ୍ୟରେ ବେଶ୍ ତତ୍ପରତା ପ୍ରକାଶ ପାଇଛି। ସନ୍ଧ୍ୟାରେ ମିନା ବଜାର ପଡ଼ିଆ ଠାରେ ଏହି ପ୍ରତିଷ୍ଠା ଦିବସ ଉତ୍ସବର ଆୟୋଜନ…
ସିଏଏ ସମର୍ଥନରେ ବାହାରିଲା ପଦଯାତ୍ରା
ଅନୁଗୋଳ ଅଫିସ୍, ୬।୧: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ସମର୍ଥନ କରି ଅନୁଗୋଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଏକ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗାନ୍ଧୀ ଛକରୁ ଏହି ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛି। ଅନୁଗୋଳର…
ଛାତ୍ରୀ ନିର୍ଯାତନା ଘଟଣା: ଡିସିପିଓ-କନ୍ୟାଶ୍ରମ ଅଧ୍ୟକ୍ଷା କାଦୁଅଫିଙ୍ଗା
ଅନୁଗୋଳ ଅଫିସ, ୬।୧: ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ କ୍ଷୀରୋଦବାସିନୀ କନ୍ୟାଶ୍ରମରେ ଦୁଇ ଅନ୍ତେବାସୀ ଭଉଣୀଙ୍କୁ ନିର୍ଯାତନା ଦିଆଯିବା ଅଭିଯୋଗ ଘଟଣାରେ ଆରମ୍ଭ ହୋଇଛି କାଦୁଅ ଫିଙ୍ଗା। ଘଟଣାର ୩ଦିନ ପରେ ରବିବାର ଅନୁଗୋଳରେ ଖବରଦାତା ସମ୍ମିଳନୀ କରି ମୁହଁ ଖୋଲିଛନ୍ତି…
‘ପରୀକ୍ଷା ପେ ଚର୍ଚ୍ଚା’ରେ ଭାଗନେବେ ସାଇଦତ୍ତ
ଅନୁଗୋଳ ଅଫିସ, ୬।୧: ଜାନୁୟାରୀ ୨୦ରେ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଭାଗନେବାକୁ ମନୋନୀତ ହୋଇଛନ୍ତି ଅନୁଗୋଳର ଛାତ୍ର ସାଇଦତ୍ତ ବିଗ୍ନେଶ। ଓଡ଼ିଶାରୁ ମନୋନୀତ ହୋଇଥିବା ୨୮ଜଣଙ୍କ ଭିତରେ ସ୍ଥାନ ପକ୍କା କରି ସେ…

