ଅନୁଗୋଳ

ସହାୟ ହେଲା ସାଥୀ ପରିବାର; ଉଦ୍ଧାର ହେଲେ ଅସହାୟ ମା’ପୁଅ

ବନ୍ତଳା, ୬।୧(ଡି.ଏନ.ଏ.) ଅସହାୟ ଅବସ୍ଥାରେ ଭୋକ ଉପାସରେ ପଡ଼ି ରହି ଜୀବନମରଣ ସହ ସଂଘର୍ଷ କରୁଥିବା ଅସହାୟା ପାତି ନାଏକ (୭୦) ଏବଂ ତାଙ୍କ ପୁଅ ପ୍ରମୋଦ (୫୦)ଙ୍କୁ ସହାୟ ହୋଇଛି ସାଥୀ ପରିବାର। ଏ ନେଇ ରବିବାର ‘ଧରିତ୍ରୀ’ରେ ଖବର…

ବିଷାକ୍ତ ଖାଦ୍ୟ ନେଲା ମାଖନ ହାତୀ ଜୀବନ

ବନ୍ତଳା, ୫।୧(ଡି.ଏନ.ଏ.)-ଅନୁଗୋଳ ବନଖଣ୍ଡ ପୁପୁଣ୍ଡା ସେକ୍ସନ ବିଟ୍‌ ଅଧୀନ ବୃନ୍ଦାବନପୁର ଗ୍ରାମରୁ ରବିବାର ସକାଳେ ଏକ ମାଖନ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତହାତୀର ଆନୁମାନିକ ବୟସ ୨୦ ବର୍ଷ ହେବ। ବିଷାକ୍ତ ଖାଦ୍ୟ ଖାଇ ହାତୀଟିର ମୃତ୍ୟୁ ହୋଇଥିବା ବନ…

ଶ୍ରୀ ଜଂଘା ବଡ଼ଦେଓ ବାର୍ଷିକ ପୂଜା: ବିଧାୟକଙ୍କ ଅସ୍ବାଭାବିକ ଆଚରଣକୁ ନେଇ ଚର୍ଚ୍ଚା

ବଇଣ୍ଡା, ୫।୧(ଡି.ଏନ.ଏ.)-ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଆମ୍ବଶରମୁଣ୍ଡା ଗ୍ରାମରେ ରବିବାର ଅନୁଷ୍ଠିତ ଶ୍ରୀ ଜଂଘା ବଡ଼ଦେଓଙ୍କ ବାର୍ଷିକ ପୂଜା ଉତ୍ସବରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ଅସ୍ବାଭାବିକ ଆଚରଣକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ପୂଜା ଉତ୍ସବ ଉପଲକ୍ଷେ କଳସ…

ପୌରପାଳିକା ସ୍କ୍ବାଡ୍‌ର ଚଢ଼ାଉ: ଏକ କୁଇଣ୍ଟାଲ ପଲିଥିନ, ପ୍ଲାଷ୍ଟିକ ଜବତ

ଅନୁଗୋଳ ଅଫିସ, ୫।୧ – ଅନୁଗୋଳ ପୌର ପରିଷଦ ପକ୍ଷରୁ ଶନିବାର ଚଢ଼ାଉ କରାଯାଇ ଲକ୍ଷ୍ମୀ ବଜାରରୁ ଏକ କୁଇଣ୍ଟାଲ ପଲିଥିନ ଓ ପ୍ଲାଷ୍ଟିକ ଜବତ କରାଯାଇଛି। ଏହାର ମୂଲ୍ୟ ପ୍ରାୟ ୫୦ ହଜାର ଟଙ୍କା ହେବ ବୋଲି ନିର୍ବାହୀ ଅଧିକାରୀ…

କାନ୍ଥରେ ଝୁଲିଲା ଫଟୋ, ମିଳିଲା ଗିଫ୍ଟ : ମାଷ୍ଟର୍ସ ସେଫ୍‌ରେ କାକରା କରି ସ୍ମୃତିଶ୍ରୀ ପ୍ରଶଂସିତ

ଅନୁଗୋଳ ଅଫିସ, ୫।୧ – ଷ୍ଟାର ପ୍ଲସ୍‌ର ରିୟଲିଟି ଶୋ’ ମାଷ୍ଟର୍ସ ସେଫ୍‌ରେ ଶନିବାର ଶ୍ରେଷ୍ଠ ଡିସ୍‌ ବନାଇ ବିଚାରକଙ୍କ ମନ ଜିଣିଛନ୍ତି ଅନୁଗୋଳର ଝିଅ ସ୍ମୃତିଶ୍ରୀ ସିଂହ। ବିଶ୍ୱ ଗ୍ରାଣ୍ଡ ଡିସ୍‌ କାନ୍ଥରେ ସ୍ମୃତିଙ୍କ ଫଟୋ ଲଗାଯିବା ସହ ତାଙ୍କୁ…

ଅସହାୟ ଅବସ୍ଥାରେ ମା’,ପୁଅ: ବିଛଣାରେ ବିତିଲାଣି ୨୦ ଦିନ

ବନ୍ତଳା,୫।୧(ଡି.ଏନ.ଏ.) – ପୁଅ ମାନସିକ ରୋଗୀ। ୫୦ ବର୍ଷ ହେଲା ପୁଅର ସେବା କରୁଥିବା ମା’ ବି ଏବେ ଶଯ୍ୟାଶାୟୀ। ଶରୀରର ଗୋଟିଏ ପାର୍ଶ୍ୱ ଅଚଳ ହୋଇଯାଇଥିବାରୁ ୨୦ ଦିନ ହେଲା ସେ ବିଛଣାରୁ ଉଠିପାରୁନାହାନ୍ତି। ସେବା କରିବାକୁ କେହି ସମ୍ପର୍କୀୟ…

ଇଞ୍ଜିନରେ ତ୍ରୁଟି, ୫ ଘଣ୍ଟା ଅଟକିଲା ତପସ୍ବିନୀ: ପାଣି ନ ପାଇ ଯାତ୍ରୀ ହନ୍ତସନ୍ତ

ବଇଣ୍ଡା,୫।୧(ଡି.ଏନ.ଏ.) – ପୁରୀ-ହାଟିଆ ତପସ୍ବିନୀ ଏକ୍ସପ୍ରେସ ନଂ.୧୮୪୫୨ ଇଞ୍ଜିନରେ ତ୍ରୁଟି ଯୋଗୁ ଶନିବାର ଅନୁଗୋଳ ଓ ବାମୁର ଷ୍ଟେଶନରେ ଦୀର୍ଘ ୫ ଘଣ୍ଟା ଅଟକି ରହିଥିଲା। ଫଳରେ ପିଇବା ପାଣି ପାଇଁ ଯାତ୍ରୀଙ୍କୁ ବଡ଼ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଏହାକୁ…

ଦିନରେ ପୋଲିସକୁ ଦୁର୍ବୃତ୍ତଙ୍କ ଚ୍ୟାଲେଞ୍ଜ: ୬ ଲକ୍ଷ ଟଙ୍କାର ଗହଣା ଚୋରି

ଅନୁଗୋଳ ଅଫିସ, ୫।୧ – ସ୍ପଷ୍ଟ ଦିବାଲୋକରେ ଶନିବାର ଅନୁଗୋଳ ପୋଲିସକୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇଛନ୍ତି ଦୁର୍ବୃତ୍ତ। ଅନୁଗୋଳ ଇଣ୍ଡଷ୍ଟ୍ରିଆଲଷ୍ଟ୍ରିଟରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରେ ପଶି ଦୁର୍ବୃତ୍ତମାନେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗହଣା ଚୋରାଇ ନେଇଛନ୍ତି। ଏ ନେଇ…

ସାତକୋଶିଆ: ସାଇକେଲରେ ବୁଲି ଦେଖିହେବ ବନ୍ୟଜନ୍ତୁ

ବନ୍ତଳା,୩ା୧ – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ଶୋଭା ବୃଦ୍ଧି କରାଯିବ। ପ୍ରତିବର୍ଷ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବନ ବିଭାଗ ପକ୍ଷରୁ ୫ କୋଟିରୁ ଅଧିକ ଟଙ୍କା ବ୍ୟୟରେ ଏ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି।…

ତୀର୍ଥଯାତ୍ରୀଙ୍କୁ ଲୁଟ୍‌ ଉଦ୍ୟମ ପଣ୍ଡ, ୩ ଗିରଫ

ଅନୁଗୋଳ ଅଫିସ/ବଅଁରପାଳ,୩।୧ – ଅନୁଗୋଳ ଜିଲା ବଅଁରପାଳ ଥାନା ତଳମୂଳ ଉଚ୍ଚ ବିଦ୍ୟାଳୟ ନିକଟରେ ବୁଧବାର ବିଳମ୍ବିତ ରାତିରେ ତୀର୍ଥଯାତ୍ରୀଙ୍କଠାରୁ ଲୁଟ୍‌ ଉଦ୍ୟମ ପଣ୍ଡ ହୋଇଛି। ଜଣେ ଯୁବକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୩ ଦୁର୍ବୃତ୍ତଙ୍କୁ ତୀର୍ଥଯାତ୍ରୀମାନେ କାବୁ କରି ପୋଲିସ…

୧୧ ତାରିଖ ଯାଏ ପର୍ଯ୍ୟଟକଙ୍କୁ ସାତକୋଶିଆ ମନା: ଆଜିଠୁ ପକ୍ଷୀ, ୯ରୁ କୁମ୍ଭୀର ଗଣନା

ବନ୍ତଳା,୩।୧(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ଶୁକ୍ରବାରଠାରୁ ପକ୍ଷୀ ଗଣନା ହେବ। ଏଥିସହିତ ଆସନ୍ତା ୯ ରୁ୧୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ। ଏଥିପାଇଁ ଗୁରୁବାର ଟିକରପଡା ରେଞ୍ଜ କୁମ୍ଭୀର ପ୍ରଜନନ ଓ ସଂରକ୍ଷଣ କେନ୍ଦ୍ର ସମ୍ମିଳନୀ ଗୃହରେ…

ବାଇକ୍‌ରୁ ଖସି ଯୁବକଙ୍କ ଜୀବନ ଗଲା

ଅନୁଗୋଳ ଅଫିସ,୨।୧: ସହରର ଗାନ୍ଧୀମାର୍ଗରେ ବାଇକ୍‌ରୁ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ରାହ୍ମଣୀଦେଇପଡ଼ାର ସୁବାସ ଅଗ୍ରଓ୍ବାଲଙ୍କ ପୁଅ ବିକାଶ ଅଗ୍ରଓ୍ବାଲ(୩୭)। ମୃତ ବିକାଶ ସହରରେ ଥିବା ଏକ ଘରୋଇ ବ୍ୟାଙ୍କରୁ ଗୁରୁବାର ମଧ୍ୟାହ୍ନରେ ଫେରୁଥିବା ସମୟରେ ହମ୍ପସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?