ଅନୁଗୋଳ

ଅନୁଗୋଳ ପୋଲିସ ହାତରେ ଚୋରା କୋଇଲା ଗ୍ୟାଙ୍ଗ

ଅନୁଗୋଳ ଅଫିସ, ୧୮।୧୨- ଚୋରା କୋଇଲା କାରବାର କରୁଥିବା ଏକ ଗ୍ୟାଙ୍ଗର ୪ଜଣଙ୍କୁ ଅନୁଗୋଳ ପୋଲିସ କାବୁ କରିଛି। ଏଥିସହ ସମ୍ପୃକ୍ତ ମାଫିଆଙ୍କ ନିକଟରୁ ବିପୁଳ ପରିମାଣର ଚୋରା କୋଇଲା ସହ ଏକ ଗାଡ଼ି ଜବତ କରାଯାଇଛି। ଏହି ଘଟଣାରେ ଅନ୍ୟ…

ଶିଶୁର ବିକାଶ ପାଇଁ ଉଦ୍ୟମ ଆବଶ୍ୟକ

ଅନୁଗୋଳ ଅଫିସ, ୧୮।୧୨-ଶିଶୁମାନଙ୍କ ଅନ୍ତର୍ନିହିତ ଗୁଣର ପରିପ୍ରକାଶ ପାଇଁ ୧୯୭୯ରୁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ଶିଶୁ ଉତ୍ସବ ପାଳନ କରାଯାଉଛି। ମଙ୍ଗଳବାର କୁମଣ୍ଡ ଜରାସିଂହା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜିଲାସ୍ତରୀୟ ଓଷ୍ଟାର ବାର୍ଷିକ ଶିଶୁମେଳାରେ ରାଜ୍ୟ…

ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ସଦସ୍ୟାଙ୍କ ଅନୁଗୋଳ ଗସ୍ତ: ଶିଶୁ ସଦନ, ବାଳିକା ବିଦ୍ୟାଳୟ ସ୍ଥିତି ପରଖିଲେ

ଅନୁଗୋଳ ଅଫିସ, ୧୮।୧୨-ଅନୁଗୋଳ ଜିଲାରେ ଚାଲୁଥିବା ଶିଶୁ ଯତ୍ନ ଅନୁଷ୍ଠାନ, ଅଙ୍ଗନୱାଡ଼ି କେନ୍ଦ୍ର ଏବଂ ତଫସିଲଭୁକ୍ତ ଜାତି ଓ ଜନଜାତି ବିଦ୍ୟାଳୟ ଗୁଡ଼ିକରେ ରହୁଥିବା ଶିଶୁମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଅବଗତ ହେବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା…

ଜଳିଗଲେ ୫୦୦ କୁକୁଡ଼ା ଚିଆଁ

ଛେଣ୍ଡିପଦା,୧୮।୧୨ (ସ୍ବ.ପ୍ର.)-ଛେଣ୍ଡିପଦା ବ୍ଲକ କୋଶଳା ଗ୍ରାମ ଶିମିଳିସାହିର ବାଉରି ସାହୁଙ୍କ କୁକୁଡା ଫାର୍ମରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଫାର୍ମରେ ଥିବା ୫ଶହରୁ ଊର୍ଦ୍ଧ୍ୱ କୁକୁଡା ଚିଅଁା ଜଳିଯାଇଛନ୍ତି। ଏଥିସହ ୧୦ ବଖରା ଛାରଖାର ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ଗ୍ରାମବାସୀ ନିଆଁକୁ…

ଜୁଆ ଆଡ୍ଡାରେ ଚଢ଼ାଉ, ୩ ଗିରଫ

ପାଲଲହଡା,୧୭।୧୨(ଡି.ଏନ.ଏ.)- ପାଲଲହଡା ଥାନା ବଡ଼ଝାର ଗ୍ରାମ ନିକଟ କୁକୁଡ଼ା ଲଢେଇପଡାରେ ଜୁଆ ଆଡ୍ଡା ଚାଲିଥିବାବେଳେ ପାଲଲହଡା ପୋଲିସ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଛି। ଏଥିସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରାଯାଇଛି। ଦୀର୍ଘଦିନ ହେବ ଏହି ଅଞ୍ଚଳରେ…

୪ ବାଲି ବୋଝେଇ ଟ୍ରାକ୍ଟର ଜବତ

ତାଳଚେର,୧୭ା୧୨(ନି.ପ୍ର.)- ତାଳଚେର ଭାରପ୍ରାପ୍ତ ତହସିଲଦାର ଗୌରୀ ନାଏକ ମଙ୍ଗଳବାର କୁମୁଣ୍ଡା ଓ ଡେରା ନିକଟରେ ଚଢାଉ କରି ଆବଶ୍ୟକ କାଗଜପତ୍ର ନ ଥିବାରୁ ୪ଟି ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରିଛନ୍ତି। ଉକ୍ତ ୪ଟି ଟ୍ରାକ୍ଟରର ୱାଇ ଫର୍ମ ନ ଥିବାବେଳେ…

ପରିଚୟ ଦେଇଛି ଖବରକାଗଜ

ଛେଣ୍ଡିପଦା,୧୭ା୧୨(ସ୍ବ.ପ୍ର.) ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ରୋଜଗାର ଆଶାରେ ମାତ୍ର ୧୫ ବର୍ଷ ବୟସରେ ଘରୁ ଗୋଡ଼ କାଢ଼ିଥିବା ଛେଣ୍ଡିପଦା ବ୍ଲକ ସାଲୁଇଖମଣ ଗ୍ରାମର ନୀଳମଣି ପଣ୍ଡା ଆଜି ଜଣେ ଜଣାଶୁଣା ମଣିଷ। ପରିଶ୍ରମ ବଳରେ ସେ ସମାଜରେ…

ମାଷ୍ଟର୍ସ ସେଫ୍‌ରେ ଅନୁଗୋଳର ଲଳନା ସ୍ମୃତିଶ୍ରୀ:ବିଚାରକଙ୍କ ମନ ଜିଣିଲା ‘କୁଟ୍ଟୁ-ଏ-ପାସ୍ତା’

ଅନୁଗୋଳ ଅଫିସ, ୧୭।୧୨ ଷ୍ଟାର ପ୍ଲସର ରିଏଲିଟି ଶୋ’ ମାଷ୍ଟର୍ସ ସେଫ୍‌ର ଶ୍ରେଷ୍ଠ ୧୫ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଅନୁଗୋଳର ଲଳନା ସ୍ମୃତିଶ୍ରୀ ସିଂହ (୨୬)। ଭୁବନେଶ୍ୱରରେ ଅନୁଷ୍ଠିତ ‘ମାଷ୍ଟର୍ସ ସେଫ୍‌ ସିଜନ୍‌-୬’ର ଅଡିସନରେ ସ୍ମୃତିଶ୍ରୀ ୫୦ ପ୍ରତିଯୋଗୀ ବିଶିଷ୍ଟ…

ସରିଆସୁଛି ସମୟସୀମା, ସରିନି ଚଉଠେ କାମ:୧୬୮ ଜୀବନ ନେଲାଣି ଏନ୍‌ଏଚ୍‌ ୫୫

ଅନୁଗୋଳ ଅଫିସ, ୧୭।୧୨- ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥର ଦୋହରୀକରଣ କାର୍ଯ୍ୟକୁ ନେଇ ଏବେ ବଢ଼ୁଛି ଅସନ୍ତୋଷ। ଏହି କାର୍ଯ୍ୟ କରୁଥିବା ଠିକାସଂସ୍ଥା ଅତ୍ୟନ୍ତ କଛପ ଗତିରେ କାମ କରୁଥିବାରୁ ନିର୍ଦ୍ଧାରିତ ସମୟସୀମା ଶେଷ ହେବାକୁ ବସିଥିଲେ…

ସାତକୋଶିଆରେ ୧୮୪୫ ପିଆଇପି, ୨୪୬ ଟ୍ରାଞ୍ଜାକ୍ଟ ଲାଇନ:ବାଘ ସର୍ବେକ୍ଷଣ ଆରମ୍ଭ

ବନ୍ତଳା,୧୭ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା ଆଞ୍ଚଳିକ ବନ ସଂରକ୍ଷଣ ଅଧୀନରେ ଥିବା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ସୋମବାରଠାରୁ ତୃଣଭୋଜି ଓ ମାଂସାସୀ ପ୍ରାଣୀଙ୍କ ସର୍ବେକ୍ଷଣ ଆରମ୍ଭ ହୋଇଛି। ଏହା ୨୧ ତାରିଖ ପର୍ଯ୍ୟନ୍ତ ୬ ଦିନ ଧରି ଚାଲିବ। ୧୮ ତାରିଖ ଯାଏ…

ଅନୁଗୋଳ ଜିଲାରେ ଖୋଲିଲା ୩ ମଣ୍ଡି

ଅନୁଗୋଳ ଅଫିସ/ତାଳଚେର/ପାଲଲହଡ଼ା/ବଇଣ୍ଡା, ୧୭।୧୨ ଅନୁଗୋଳ ଜିଲାର ୩ଟି ବ୍ଲକ ଅଞ୍ଚଳରେ ସୋମବାର ଧାନମଣ୍ଡି ଉଦ୍‌ଘାଟିତ ହୋଇଛି। ପାଲଲହଡ଼ା ବ୍ଲକ ନିଜିଗଡ଼ରେ ଜିଲାପାଳ ମନୋଜ କୁମାର ମହାନ୍ତି ମଣ୍ଡି ଉଦ୍‌ଘାଟନ କରିଥିବାବେଳେ କଳମଛୁଇଁରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ ଆଠମଲ୍ଲିକ…

ଅସହାୟଙ୍କୁ ସହାୟ ହେଲେ ସାମାଜିକ କର୍ମୀ: ଠିକଣା ଖୋଜିଲେ, ପରିବାର ସହ ଭେଟକଲେ

ଅନୁଗୋଳ ଅଫିସ, ୧୬।୧୨: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପୋଡ଼ି ଯାଇ ୬ ମାସ ହେଲା ଅସହାୟ ଅବସ୍ଥାରେ ମେଡିକାଲରେ ପଡିରହିଥିବା ଜଣେ ଅସହାୟଙ୍କ ପାଇଁ ଦେବଦୂତ ପାଲଟିଛନ୍ତି ଅନୁଗୋଳର ସାମାଜିକକର୍ମୀ ପ୍ରତାପ ମହାପାତ୍ର। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିବାଠାରୁ ଆରମ୍ଭ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri