ପୁଣି ମହିଳାଙ୍କୁ କଚାଡି ମାରିଲା ଦନ୍ତା
କଣିହାଁ,୨୯।୧୨(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳୀ ଫରେଷ୍ଟ ସେକ୍ସନରେ ରବିବାର ସକାଳେ ପୁଣି ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ ହେଲେ ବଜ୍ରକୋଟ ଗ୍ରାମ ଡମଯୋଡ଼ି ସାହିର ନୟନୀ ସାହୁ(୫୫)। ସେ ବସ୍ ଯୋଗେ…
ଗଁ। ରେ ପଶି ଜୀବନ ନେଲା ହାତୀ
କଣିହାଁ,୨୯।୧୨(ଡି.ଏନ.ଏ.)-ଅନୁଗୋଳ ଜିଲା ରେଙ୍ଗାଳି ଥାନା କୁଳୁମା ପଞ୍ଚାୟତ ଓଳନ୍ଦା ଗ୍ରାମରେ ଶନିବାର ସାରେ ହାତୀ ଆକ୍ରମଣରେ ନବକିଶୋର ସେଠୀଙ୍କ ମୃତ୍ୟୁ ହୋଇଛି। ଅସାଧୁ ନାୟକଙ୍କ ଚାଳ ଛପର ହାତୀ ଭାଙ୍ଗି ଦେଇଛି। ଫଳରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଘଟଣାରୁ ଜଣାପଡ଼ିଛି, ଦେବଗଡ଼…
ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନାରେ ଆଲୁମନି ମିଟ୍:ଅନୁଭୂତି କହିଲେ ନିଯୁକ୍ତି ପାଇଥିବା ୫୭ ଯୁବତୀଯୁବକ
ଅନୁଗୋଳ ଅଫିସ, ୨୮।୧୨ କେନ୍ଦ୍ର ସରକାରଙ୍କ ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନାରେ ନିଜ ଦକ୍ଷତା ବୃଦ୍ଧି କରି ଆନ୍ଧ୍ରପ୍ରଦେଶ, ବାଙ୍ଗାଲୋର, ତାମିଲନାଡ଼ୁ ଓ ମହାରାଷ୍ଟ୍ରରେ ଚାକିରି କରିଥିବା ଅନୁଗୋଳ ଜିଲାର ଯୁବତୀଯୁବକମାନେ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଏକତ୍ରିତ…
ଜବରଦଖଲକାରୀ ମାଡ଼ି ବସିଛନ୍ତି ଜମି: ୬୦ ବର୍ଷର ହାଟର ମିଳୁନି ଚିହ୍ନବର୍ଣ୍ଣ
ବଅଁରପାଳ, ୨୮।୧୨ (ଡି.ଏନ୍.ଏ.) ବଅଁରପାଳ ବ୍ଲକ ବଳରାମପ୍ରସାଦ ଠାରେ ଥିବା ପ୍ରାୟ ୬୦ ବର୍ଷର ଏକ ପୁରାତନ ହାଟର ଆଉ ଚିହ୍ନବର୍ଣ୍ଣ ନାହିଁ। ଏହାର ଜମି ଏବେ ଜବରଦଖଲକାରୀଙ୍କ କବ୍ଜାକୁ ଚାଲିଯାଇଛି। ଫଳରେ ଏହା ଉପରେ ନିର୍ଭର କରୁଥିବା ସ୍ଥାନୀୟ ଚାଷୀ…
ବଣଭୋଜି ପାଇଁ ଚଳଚଞ୍ଚଳ ମଉଳାଭଞ୍ଜା ପାହାଡ଼
ବଅଁରପାଳ, ୨୮।୧୨ (ଡି.ଏନ୍.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ପଞ୍ଚାୟତର ନଳଚନ୍ଦ୍ରପୁର ଗଁା ନିକଟରେ ରହିଛି ମଉଳାଭଞ୍ଜା ପାହାଡ଼। ଚାରିପଟେ ଶସ୍ୟକ୍ଷେତ୍ର ଥିବାବେଳେ ଲିମ୍ବ, ବେଲ ଆଦି ଔଷଧୀୟ ବୃକ୍ଷ ଏହି ପାହାଡ଼ରେ ଭରି ରହିଛି। ପାହାଡ଼ ପାଦଦେଶରେ ଅଛି…
ଆଠମଲ୍ଲିକରେ ବଢ଼ୁଛି ପର୍ଯ୍ୟଟକଙ୍କ ଗହଳି:ପ୍ରାକୃତିକ ପରିବେଶରୁ ଉଠାଇଛନ୍ତି ମଜା
ମାଧପୁର, ୨୮।୧୨ (ମନୋଜ କୁମାର ପ୍ରଧାନ) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଞ୍ଚଳରେ ରହିଛି ବହୁ ପର୍ଯ୍ୟଟନସ୍ଥଳୀ। ଏହା ମଧ୍ୟରୁ ଅନେକ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇ ନ ଥିଲେ ମଧ୍ୟ ରାଜ୍ୟର କୋଣ ଅନୁକୋଣରୁ ହଜାର ହଜାର ସଂଖ୍ୟାରେ…
ଜବରଦଖଲ ଉଚ୍ଛେଦ ବେଳେ ଛାତ ଭୁଶୁଡ଼ିବା ଘଟଣା: ଜଣେ ମୃତ, ୩ ଗୁରୁତରଙ୍କ ଚିକିତ୍ସା ଜାରି
ବଅଁରପାଳ,୨୭।୧୨(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଜାତୀୟ ରାଜପଥ କଡ଼ରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବା ସମୟରେ ଏକ ଘରର ଛାତ ଭୁଶୁଡ଼ି ପଡ଼ିଥିଲା। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ହୋଇଛନ୍ତି।…
ଜାତୀୟ ରାଜପଥରୁ ଜବରଦଖଲ ଉଚ୍ଛେଦ ବେଳେ ଭୁଶୁଡ଼ିଲା ଛାତ, ୪ ଗୁରୁତର
ବଅଁରପାଳ,୨୭।୧୨(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପ୍ରଶାସନ ପକ୍ଷରୁ ୫୫ନଂ. ଜାତୀୟ ରାଜପଥ ପ୍ରଶସ୍ତିକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଥିବା ବେଳେ ଏକ ଘରର ଛାତ ଭୁଶୁଡ଼ି ପଡ଼ିବାରୁ…
ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା
ଛେଣ୍ଡିପଦା,୨୬।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥ ଭାଗିରଥିପୁର ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହି ବସ୍ ସହ କୋଇଲା ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨୭ଜଣ ଯାତ୍ରୀ…
ଜଙ୍ଗଲ ଜମିରେ ଚାଲିଛି ବେଆଇନ ଗଞ୍ଜେଇ ଚାଷ: ଅମଳ ପାଇଁ ଗଞ୍ଜେଇପଦାରେ ଟଣାହେଲାଣି ତମ୍ବୁ
ବଇଣ୍ଡା,୨୬ା୧୨(ପରିକ୍ଷିତ ସାହୁ) – ଅନୁଗୋଳ ଜିଲା କିଶୋରନଗର ବ୍ଲକର ହଣ୍ଡପା ଓ ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଇଲାକାର ଅନେକ ସରକାରୀ ଜଙ୍ଗଲ ଜମିରେ ବେଆଇନ ଭାବେ କରାଯାଇଛି ଗଞ୍ଜେଇ ଚାଷ। ପ୍ରତିବର୍ଷ ବନ ବିଭାଗ ଓ ପୋଲିସ ପକ୍ଷରୁ ଚଢ଼ାଉ…
ଗୋଟିଏ ଫୋନକୁ ୭୨ ପରିବାର: ଗଛରେ ଓହଳାଇ କରୁଛନ୍ତି ଯୋଗାଯୋଗ
ବନ୍ତଳା,୨୬ା୧୨ – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଏପରି ଏକ ଗଁ। ଅଛି ଯେଉଁଠି ମୋବାଇଲ ଫୋନ ସେବା ପାଇବାକୁ ଅନେକ ହଇରାଣ ହେବାକୁ ପଡ଼ୁଛି ଲୋକଙ୍କୁ। ଦାମୀ ଆଣ୍ଡ୍ରଏଡ୍ ସେଟ୍ ରଖିଥିଲେ ବି ଗଁ।ରେ ଆସୁନି ନେଟଓ୍ବର୍କ। ତେଣୁ…
ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଜବ ବ୍ୟବସ୍ଥା: ଚିକିତ୍ସା ଗୃହରେ ହେଉଛି ସଭା ସମିତି
ବଅଁରପାଳ, ୨୬।୧୨ (ଡି.ଏନ୍.ଏ.) – ଅନୁଗୋଳ ଜିଲା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଚିକିତ୍ସା। ଡାକ୍ତରଖାନାର ପୁରୁଣା ଘରଗୁଡ଼ିକ ଶୋଚନୀୟ ଅବସ୍ଥାରେ ଥିବାରୁ କାର୍ଯ୍ୟାଳୟ ଗୃହରେ ବର୍ଷା ଦିନେ ପାଣି ଗଳୁଛି। ସେହିପରି ଆବଶ୍ୟକ ଡାକ୍ତର ଓ…

