ଅନୁଗୋଳ

ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ: କର୍ତ୍ତୃପକ୍ଷଙ୍କ ସହ କାର୍ଯ୍ୟର ସମୀକ୍ଷା

ଅନୁଗୋଳ ଅଫିସ, ୧୧।୧୨-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ହରପ୍ରସାଦ ପଟ୍ଟନାୟକ, ନର୍ସିଂ ନିର୍ଦ୍ଦେଶକ ଡାକ୍ତର ସୁଶୀଲ କୁମାର କର ଓ ଉପଦେଷ୍ଟା ପି.କେ. ପ୍ରଧାନ ଦୁଇ ଦିନିଆ ଅନୁଗୋଳ ଗସ୍ତ ଶେଷ କରି ମଙ୍ଗଳବାର...

ଏମ୍‌ସିସିକୁ ବିରୋଧ, ଫେରିଲା ପୌରପାଳିକା

ଅନୁଗୋଳ ଅଫିସ, ୧୧।୧୨-ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସି ପ୍ରକଳ୍ପକୁ ମଙ୍ଗଳବାର ପୁଣି ସ୍ଥାନୀୟ ଲୋକମାନେ ବିରୋଧ କରିଛନ୍ତି। ଫଳରେ ଘଟଣାସ୍ଥଳକୁ ଯାଇଥିବା ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ କାର୍ଯ୍ୟ ଆରମ୍ଭ କରି ନ ପାରି...

ଚୋରା କେନ୍ଦୁପତ୍ର ସହ ଗାଡ଼ି ଜବତ, ୨ ଗିରଫ

ଆଠମଲ୍ଲିକ,୧୦ା୧୨(ଡି.ଏନ.ଏ.)- ଆଠମଲ୍ଲିକ ଡିଏଫ୍‌ଓ ସମ୍ୟକ ସାମନ୍ତରାଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ବନ ବିଭାଗ କର୍ମଚାରୀମାନେ ଚଢାଉ କରି ଲକ୍ଷାଧିକ ଟଙ୍କାର ଚୋରା କେନ୍ଦୁପତ୍ର ସହ ଗୋଟିଏ ଟାଟା ଏସିଇ (ନଂ. ଓଡି୧୯ପି-୩୪୭୮) ଜବତ କରିଛନ୍ତି। ଆଠମଲ୍ଲିକ ଥାନା ପତକାଆଡୁ ଆଠମଲ୍ଲିକ...

ତାଳଚେର ବିଧାୟକଙ୍କ କାର ପୋଡ଼ି ଘଟଣା: ବିଜେଡି ପକ୍ଷରୁ ଆଉ ଏକ ଏତଲା

ତାଳଚେର,୧୦ା୧୨(ନି.ପ୍ର.)- ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଗାଡ଼ି ପୋଡ଼ି ଘଟଣାରେ ସମ୍ପୃକ୍ତି ସନ୍ଦେହରେ ଜନୈକ ଯୁବକଙ୍କ ନାମରେ ମଙ୍ଗଳବାର ବିକ୍ରମପୁର ଥାନାରେ ବିଜେଡି ଯୁବ ନେତା ମନୋଜ ସାହୁ ଏତଲା ଦେଇଛନ୍ତି। ଅଭିଯୋଗରେ ଦର୍ଶାଯାଇଛି ଯେ, ସମ୍ପୃକ୍ତ ଯୁବକ...

୨ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣଙ୍କ ଜୀବନଗଲା

ବଅଁରପାଳ, ୧୦।୧୨(ଡି.ଏନ.ଏ): ଅନୁଗୋଳ ଜିଲା ୧୪୯ ନଂ ଜାତୀୟ ରାଜପଥର ବଅଁରପାଳ ହସ୍ପିଟାଲ ଛକ ନିକଟରେ ବିଳମ୍ବିତ ରାତ୍ରିରେ ୨ଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣେ ଟ୍ରକ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଅନ୍ୟତମ ଜଣେ...

ତାଳଚେର ବିଧାୟକଙ୍କ ଗାଡ଼ି ପୋଡ଼ିଦେବା ଘଟଣା:ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି, ଏସ୍‌ପିଙ୍କ ତଦନ୍ତ

ତାଳଚେର, ୧୦ା୧୨(ନି.ପ୍ର.) ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭରତପୁରସ୍ଥିତ କ୍ୟାମ୍ପ କାର୍ଯ୍ୟାଳୟରେ ଶନିବାର ରାତିରେ କେହି ଦୁର୍ବୃତ୍ତ ତାଙ୍କ କାର ପୋଡ଼ିଦେବା ଏବଂ ପୂର୍ବରୁ ତାଙ୍କ ପୈତୃକ ବାସଭବନରେ ନିଆଁ ଲଗାଇଦେବାକୁ ଉଦ୍ୟମ କରିବା ଘଟଣାରେ ସୋମବାର ପୋଲିସ...

ନବ ଦମ୍ପତିଙ୍କୁ ପିଆଜ ଭେଟି

ଅନୁଗୋଳ ଅଫିସ, ୧୦।୧୨ ଚଢ଼ା ଦରରେ ବିକ୍ରି ହେଉଥିବା ପିଆଜ ଏବେ ଉପହାର ପାଲଟିଯାଇଛି। ମୂଲ ଆକାଶ ଛୁଆଁ ହୋଇଥିବାରୁ ଏହାକୁ ଲୋକେ ବିବାହ ଆଦି ଉତ୍ସବରେ ଭେଟି ସ୍ବରୂପ ଦେବାକୁ ପସନ୍ଦ କଲେଣି। ରବିବାର ଘଟିଥିବା ଏପରି ଏକ...

ଏମ୍‌ସିସି ନିର୍ମାଣ ଘଟଣା:ପୋଲିସ, ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ହେବ କାର୍ଯ୍ୟ

ଅନୁଗୋଳ ଅଫିସ, ୧୦।୧୨ ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସିକୁ ସ୍ଥାନୀୟ ଲୋକେ ବିରୋଧ କରୁଛନ୍ତି। ଜିଲା ପ୍ରଶାସନ ପାଖରୁ ପୌରପ୍ରଶାସନ ପର୍ଯ୍ୟନ୍ତ ସମସ୍ତେ ଅଞ୍ଚଳବାସୀଙ୍କ ସହ ଆଲୋଚନା କରିଥିଲେ ମଧ୍ୟ ବିଫଳ ହୋଇଥିବାରୁ ପୋଲିସ...

ତାଳଚେର ବିଧାୟକଙ୍କ ସୁରକ୍ଷା ପାଇଁ ଦାବିପତ୍ର: ୧୬ ଭିତରେ ଦୁର୍ବୃତ୍ତ ଗିରଫ ନ ହେଲେ ଧାରଣା

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କୁ କେହି ଟାର୍ଗେଟ୍‌ କରୁଛନ୍ତି। ବାରମ୍ବାର ତାଙ୍କ ଗାଡ଼ି ପୋଡ଼ି ଦେଉଛନ୍ତି। ଏପରି କି ତାଙ୍କ ତାଳଚେରସ୍ଥିତ ବାସଭବନରେ ମଧ୍ୟ ନିଅଁା ଲଗାଇ ଦେବାକୁ ନିକଟ...

୨ୟ ରୁଚି ଅନୁଗୋଳ ଉତ୍କର୍ଷ ସମ୍ମାନ- ୨୦୧୯: ସମ୍ବର୍ଦ୍ଧିତ ହେଲେ ୮ ପ୍ରତିଭା

ଅନୁଗୋଳ ଅଫିସ, ୯।୧୨ – ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଡ୍ରିମ୍‌ ଫାଉଣ୍ଡେଶନ ଆନୁକୂଲ୍ୟରେ ଅନୁଗୋଳର ବିଜୁ ମଇଦାନ ଠାରେ ୨ୟ ରୁଚି ଅନୁଗୋଳ ଉତ୍କର୍ଷ ସମ୍ମାନ-୨୦୧୯ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଭା ପୂଜନ ସମାରୋହରେ ଅନୁଗୋଳ, ଢେଙ୍କାନାଳ...

ସାତକୋଶିଆ ମହୋତ୍ସବ ଉଦ୍‌ଯାପିତ: ତାଳବାଦ୍ୟ, ଓଡ଼ିଶୀ ନୃତ୍ୟରେ ଦର୍ଶକ ବିମୋହିତ

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ଅମଲାପଡ଼ାସ୍ଥିତ ବାସନ୍ତୀ ଦୁର୍ଗାପୂଜା ପଡ଼ିଆରେ ନୃତ୍ୟ ନିଳୟ ପକ୍ଷରୁ ଚାଲିଥିବା ସପ୍ତମ ସାତକୋଶିଆ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଅନୁଗୋଳ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡ଼ିଶାର...

ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ: ଉତ୍ତେଜନା, ରାଜପଥ ଅବରୋଧ

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ସହରସ୍ଥିତ ଅଗ୍ନିଶମ ବିଭାଗ ଛକରେ ଶନିବାର ଏକ ଦୁର୍ଘଟଣାରେ ସୌଭାଗ୍ୟନଗରର ଦୋଳ ଗୋଚ୍ଛାୟତ(୩୨)ଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ଦାବିରେ ସେମାନେ ରାଜପଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri