ଅନୁଗୋଳ

ନୂଆ ନିଯୁକ୍ତି ନ ଥିବାରୁ ନିରାଶ

ବଇଣ୍ଡା, ୨୩।୪: (ଡି.ଏନ.ଏ.) ୩୫ ହଜାର ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଜଣେ ଏମ୍‌ବିବିଏସ୍‌ ଡାକ୍ତରଙ୍କୁ ନିଯୁକ୍ତି ଦେଇଥିଲେ ସରକାର। ହେଲେ ୩ ବର୍ଷ ହେଲା ସମ୍ପୃକ୍ତ ଡାକ୍ତର ଉଚ୍ଚଶିକ୍ଷା ପାଇଁ ଚାଲିଯିବା ପରେ ଖାଲି ପଡ଼ିଛି ଅନୁଗୋଳ ଜିଲା...

ଦୁର୍ବୃତ୍ତଙ୍କ ସମ୍ପର୍କରେ ତଥ୍ୟ ପାଉନି ପୋଲିସ

ଅନୁଗୋଳ ଅଫିସ, ୨୩।୪: ଅନୁଗୋଳ ସହର ହୁଲୁରିସିଂହା ଠାରେ ଶୁକ୍ରବାର ରାତିରେ ସ୍ଥାନୀୟ ଯୁବକ ପ୍ରକାଶ ବେହେରାକୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଥିଲା। ପ୍ରକାଶଙ୍କ ଦେହରେ ୩୦ରୁ ଅଧିକ ଚୋଟ ରହିଥିବା ବେଳେ ଏଥିରେ ଏକାଧିକ ଲୋକଙ୍କ ସମ୍ପୃକ୍ତି ଥିବା...

ଟ୍ରକ୍‌ ଚକ ତଳେ ଚାଲିଗଲା ବାପା-ଝିଅଙ୍କ ଜୀବନ

ତାଳଚେର, ୨୨ା୪ (ନି.ପ୍ର.): ପବିତ୍ର ରମଜାନ ମାସର ଶେଷ ଦିନ ତଥା ଇଦ୍‌-ଉଲ୍‌ ଫିତର ଥିବାରୁ ୩ ବର୍ଷର ପୁଅ ଏମ୍‌ଡି ସାହିଲ ଓ ଭଣଜା ଏମ୍‌ଡି ଫିରୋଜ କୁରେସୀଙ୍କୁ ଧରି ମସ୍‌ଜିଦ୍‌କୁ ନମାଜ ପାଠ କରିବାକୁ ଆସିଥିଲେ ତାଳଚେର...

ତାତିରୁ ମିଳୁନି ତ୍ରାହି

ଅନୁଗୋଳ ଅଫିସ,୨୧ା୪: ସକାଳୁ ହେଉଛି ମୁଣ୍ଡଫଟା ଖରା। ଅସହ୍ୟ ହୋଇପଡ଼ୁଛି ତାତି। ମଧ୍ୟାହ୍ନରେ ଝାଞ୍ଜି ପବନ ଯୋଗୁ ଆଉଟୁପାଉଟୁ ହେଉଛନ୍ତି ଅନୁଗୋଳବାସୀ। ଦିନକୁ ଦିନ ପାରଦ ବଢ଼ିଚାଲିଥିବା ବେଳେ କାଳବୈଶାଖୀର ଦେଖା ନ ଥିବାରୁ ତାତିରୁ ତ୍ରାହି ପାଉନାହାନ୍ତି ସହରବାସୀ।...

ରାସ୍ତାକୁ ଓହ୍ଲାଇଲେ ଆଳତୁମାବାସୀ

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.) ଅନୁଗୋଳରୁ ଯାଜପୁରକୁ ସଂଯୋଗ କରୁଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଧୀମେଇଛି। ଉକ୍ତ ବ୍ୟସ୍ତବହୁଳ ସଡ଼କ ମରଣଯନ୍ତା ପାଲଟିଥିବାବେଳେ ଏହାକୁ ନେଇ ପୁଞ୍ଜୀଭୂତ ଅସନ୍ତୋଷ ଉଗ୍ରରୂପ ନେଲାଣି। ଏହାର ପ୍ରତିବାଦରେ ବୁଧବାର ଢେଙ୍କାନାଳ ଜିଲା କାମାକ୍ଷାନଗର...

ଅତିଷ୍ଠ କରୁଛି ବିଦ୍ୟୁତ୍‌ ବିଭ୍ରାଟ

ବଅଁରପାଳ, ୨୦।୪ (ଡି.ଏନ.ଏ.) ଅନୁଗୋଳ ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରକୋପ ଜାରି ରହିଛି। ତାପମାତ୍ରା ରେକର୍ଡ ପରେ ରେକର୍ଡ କରୁଥିବା ବେଳେ ବଅଁରପାଳ ବ୍ଲକ ଅଞ୍ଚଳରେ ବାରମ୍ବାର ଅଘୋଷିତ ବିଦ୍ୟୁତ୍‌ କାଟ ଲୋକଙ୍କୁ ଅତିଷ୍ଠ କରିଦେଉଛି। ଦିନରେ ତାତି ଓ...

ପ୍ରଶ୍ରୟ ଦେଉଛି ପ୍ରଶାସନ

ବଇଣ୍ଡା,୧୯।୪(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ହେଉଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଦୁର୍ନୀତି ହେଉଛି। ବ୍ଲକ ପ୍ରଶାସନ ସବୁବେଳେ ସମିତିସଭ୍ୟମାନଙ୍କୁ ଅଣଦେଖା କରି କୁଜି ନେତାଙ୍କ ଜରିଆରେ ଏହି ଦୁର୍ନୀତିକୁ ପ୍ରଶ୍ରୟ ଦେଉଥିବା ମଙ୍ଗଳବାର ଅନୁଷ୍ଠିତ ପଞ୍ଚାୟତ ସମିତି ବୈଠକରେ...

ଅସନ୍ତୁଷ୍ଟ ହେଲେଣି ଅଭିଭାବକ

ବଇଣ୍ଡା,୧୮।୪: (ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡରେ ଥିବା ହାଇସ୍କୁଲଗୁଡ଼ିକ ମଧ୍ୟରୁ ସର୍ବାଧିକ ଛାତ୍ରୀଛାତ୍ର ଏଠାରେ ପଢ଼ୁଛନ୍ତି। ହଷ୍ଟେଲ ସୁବିଧା ଥିବାରୁ ଜିଲା ବାହାରର ଛାତ୍ରୀମାନେ ଏହି ବିଦ୍ୟାଳୟରେ ପଢ଼ିବାକୁ ଆଗ୍ରହ ଦେଖାଉଛନ୍ତି। ହେଲେ ଶିକ୍ଷକ ଅଭାବ ପାଇକସାହି ରାଧାମାଧବ ଉଚ୍ଚ ବିଦ୍ୟାଳୟ...

ଫ୍ଲାଏଓଭର ବ୍ରିଜ୍‌ କାମ ନିମ୍ନମାନର

ବଇଣ୍ଡା,୧୭।୪(ଡି.ଏନ.ଏ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁରଠାରେ ନିର୍ମାଣାଧୀନ ୫୫ନଂ. ଜାତୀୟ ରାଜପଥ ଫ୍ଲାଏଓଭର କାମ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ସରପଞ୍ଚ ସଞ୍ଜୀବ କୁମାର ପ୍ରଧାନ ଶୁକ୍ରବାର ଅନୁଗୋଳ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଅଭିଯୋଗପତ୍ରରେ...

ଜିଲା ଚିକିତ୍ସାଳୟ ମୁଖ୍ୟ ଫାଟକ ବନ୍ଦ

ଅନୁଗୋଳ ଅଫିସ, ୧୬ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଫାଟକକୁ ଶନିବାର ବନ୍ଦ କରାଯାଇଛି। ଡ୍ରେନ୍‌ କାର୍ଯ୍ୟ ପାଇଁ କିଛିଦିନ ପର୍ଯ୍ୟନ୍ତ ଫାଟକ ବନ୍ଦ ରହିବ ବୋଲି ମେଡିକାଲ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ମେଡିକାଲକୁ ଆସୁଥିବା...

ସକାଳ ହେଲେ ସଙ୍କଟ

ବଇଣ୍ଡା, ୧୫ା୪ (ଡି.ଏନ.ଏ.) ରାତି ପାହିବାଠାରୁ ରାତି ହେବା ଯାଏ ପାଣି ବିନା ଜୀବନଚର୍ଯ୍ୟା ଅଚଳ। ହେଲେ ଏହି ବାସ୍ତବତାକୁ ବୁଝିପାରୁନି କିଶୋରନଗର ବ୍ଲକ ପ୍ରଶାସନ। କାରଣ ହଣ୍ଡପା ପଞ୍ଚାୟତର ୯ ଗ୍ରାମକୁ ଏଯାଏ ପାଇପ୍‌ ପାଣିର ବ୍ୟବସ୍ଥା ହୋଇ...

କେନ୍ଦ୍ରୀୟ ଯୋଜନା ବୁଝାଇଲେ ଗିରିରାଜ

ଆଠମଲ୍ଲିକ, ୧୫।୪ (ଡି.ଏନ.ଏ.): କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ ଶୁକ୍ରବାର ଅନୁଗୋଳ ଜିଲା ଆଠମଲ୍ଲିକ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆଠମଲ୍ଲିକ ବ୍ଲକ ନଅଗାଁ ପଞ୍ଚାୟତର କମଳପୁର ଗଁାରେ ସ୍ବେଚ୍ଛାସେବୀ ସଙ୍ଗଠନ ବ୍ୟାକ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri