ଅନୁଗୋଳ

ପ୍ରତାରଣା ଅଭିଯୋଗରେ ଯୁବକ ଗିରଫ

ବଇଣ୍ଡା, ୮ା୧୨(ଡି.ଏନ.ଏ.)- କିଶୋରନଗର ବ୍ଲକ ହଣ୍ଡପା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଅଭିଯୋଗରେ ଜରପଡା ଥାନା ଅଞ୍ଚଳର ସୁଶାନ୍ତ କୁମାର ବର୍ଗୀଙ୍କୁ ରବିବାର ହଣ୍ଡପା ପୋଲିସ ଗିରଫ କରିଛି। ଏ ସଂକ୍ରାନ୍ତରେ ନଂ....

ଜେଲରେ ଅନଶନ, ୧୦ ଅସୁସ୍ଥ

ତାଳଚେର, ୮ା୧୨(ନି.ପ୍ର.)- ଖଣି ବନ୍ଦ ଆନ୍ଦୋଳନ ଯୋଗୁ ଗତ ୫ରେ କଲିୟାରୀ ପୋଲିସ ଡଅଁରା ଗ୍ରାମର ୧୯ ଜଣଙ୍କୁ ଗିରଫ କରିଥିଲା। ପୋଲିସର ଏହି ଗିରଫଦାରୀକୁ ବିରୋଧ କରି ସେମାନେ ଜେଲରେ ଅନଶନ ଚଳାଇଛନ୍ତି। ସେମାନଙ୍କ ମଧ୍ୟରୁ ଶୁକଦେବ ସାହୁ,...

ତାଳଚେର ବିଧାୟକଙ୍କ କ୍ୟାମ୍ପ ଅଫିସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଜଳିଗଲା ଗାଡ଼ି, ପୋଲିସର ତଦନ୍ତ ଆରମ୍ଭ

ତାଳଚେର, ୮।୧୨(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭରତପୁର ସ୍ଥିତ କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ଜଣାପଡ଼ିଛି। ଏଥିରେ ବିଧାୟକଙ୍କ ଫର୍‌ଚ୍ୟୁନର ଗାଡ଼ି ଓ ବିଜୁ ଯୁବ ବାହିନୀର...

ସରକାରଙ୍କ ନିକଟରୁ ପହଞ୍ଚିଲା ଚିଠି: ଅନୁଗୋଳର ୩୫୫ ମେଧାବୀଙ୍କୁ ମିଳିବ ଲାପ୍‌ଟପ୍‌

ବନ୍ତଳା, ୮ା୧୨(ଡି.ଏନ.ଏ.) ୨୦୧୮ ଶିକ୍ଷାବର୍ଷରେ ଯୁକ୍ତ ୨ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଅନୁଗୋଳ ଜିଲାର ପ୍ରାୟ ୩୫୫ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ପକ୍ଷରୁ ଲାପ୍‌ଟପ ଯୋଗାଇ ଦିଆଯିବ। ଏ ସମ୍ପର୍କିତ ଚିଠି ଶନିବାର ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟରେ...

ଲେଦ୍‌ ଫିଟିଂ ସହ କଳାରେ ମନ

ଅନୁଗୋଳ ବ୍ଲକ ଚନ୍ଦ୍ରବାହାଳ ଗ୍ରାମର ଧ୍ରୁବଚରଣ ଦାସଙ୍କ ପୁଅ କ୍ଷୀରୋଦ ଦାସ(୩୦) ପେଶାରେ ଜଣେ ଲେଦ୍‌ ଫିଟର। ହେଲେ ତାଙ୍କ ନିଶା କଳା ପରିବେଷଣରେ। ବାପା, ମାଆ, ସ୍ତ୍ରୀ, ଝିଅ ଓ ପୁଅଙ୍କୁ ନେଇ ସଂସାର ସମ୍ଭାଳୁଥିବା କ୍ଷୀରୋଦ ଯୁକ୍ତ...

ସାତକୋଶିଆ ମହୋତ୍ସବ ଉଦ୍‌ଘାଟିତ: ଦର୍ଶକଙ୍କ କରତାଳି ହିଁ ପ୍ରକୃତ ସମ୍ମାନ: ଅରୁଣା

ଅନୁଗୋଳ ଅଫିସ, ୮।୧୨ – ଓଡ଼ିଶୀ ନୃତ୍ୟରେ ପରିଚୟ ପାଇଛି। ଲୋକଙ୍କ ଠାରୁ ସ୍ନେହ, ଶ୍ରଦ୍ଧା ଓ ସମ୍ମାନ ମିଳିଛି। କିନ୍ତୁ ଦର୍ଶକଙ୍କ କରତାଳି ହିଁ ମୋ ପାଇଁ ପ୍ରକୃତ ସମ୍ମାନ ବୋଲି ପଦ୍ମଶ୍ରୀ ଅରୁଣା ମହାନ୍ତି ମତବ୍ୟକ୍ତ କରିଛନ୍ତି।...

ରାଜ୍ୟ ମହିଳା ଆୟୋଗ ପକ୍ଷରୁ ଆଇନ ସଚେତନତା କର୍ମଶାଳା ‘ନାରୀ ବିନା ସୁନ୍ଦର ସମାଜ ଅସମ୍ଭବ’

ଅନୁଗୋଳ ଅଫିସ, ୮।୧୨ – ଏକ ସୁସ୍ଥ ଓ ସୁନ୍ଦର ସମାଜ ଗଠନ ପାଇଁ ପୁରୁଷ ଓ ନାରୀଙ୍କ ସମାନ ଭୂମିକା ରହିଛି। ନାରୀ ବିନା ଏହା ସମ୍ଭବ ହେବନାହିଁ। ସମାଜରେ ସ୍ବାଭିମାନର ସହ ବଞ୍ଚତ୍ବା ନାରୀମାନଙ୍କ ସାମ୍ବିଧାନିକ ଅଧିକାର।...

ଅନୁଗୋଳରେ ଜେଏସ୍‌ପିଏଲ୍‌ ଫାଉଣ୍ଡେଶନର ‘ଆଶା-ଦି ହୋପ୍‌’ଉଦ୍‌ଘାଟିତ : ଦିବ୍ୟାଙ୍ଗଙ୍କ ମାତା ପିତାଙ୍କ ସ୍ବପ୍ନ ସାକାର କରିବୁ: ଶାଲୁ ଜିନ୍ଦଲ

ଅନୁଗୋଳ ଅଫିସ, ୮।୧୨ – ଦିବ୍ୟାଙ୍ଗ ତଥା ସ୍ବତନ୍ତ୍ର ଭିନ୍ନକ୍ଷମ ଶିଶୁମାନଙ୍କ ଆବଶ୍ୟକତା ପୂରଣ ପାଇଁ ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ‘ଆଶା-ଦି ହୋପ୍‌’ ନାମକ ଏକ ସ୍ବତନ୍ତ୍ର ଥଇଥାନ କେନ୍ଦ୍ର ଶନିବାର ଅନୁଗୋଳ ଠାରେ ଉଦ୍‌ଘାଟିତ ହୋଇଯାଇଛି। ଜେଏସ୍‌ପିଏଲ୍‌ ଫାଉଣ୍ଡେଶନର...

ବାରାହା ଫାଶରେ ଫସି ଚାଷୀ ମୃତ

ଛେଣ୍ଡିପଦା,୭।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଗୋପିବଲ୍ଲଭପୁର ଗାଁରେ ବାରାହା ଫାସରେ ପଡି ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ କୋଶଳା ଖଳିନାଳ ଗାଁର ନବକିଶୋର ପ୍ରଧାନ। ସୂଚନାଯୋଗ୍ୟ, ନବକିଶୋର ଶୁକ୍ରବାର ବିଳମ୍ବିତ ରାତିରେ ଶିକାରୀ ବାରାହା...

ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା: ରାସ୍ତାରେ ବସିଲେ ଛାତ୍ରୀଛାତ୍ର

ବନ୍ତଳା, ୭।୧୨(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ନନ୍ଦପୁର ପ୍ରାଥମିକ ବିଦ୍ୟାଳୟରେ ବିଭିନ୍ନ ସମସ୍ୟାକୁ ନେଇ ସ୍ଥାନୀୟ ସରପଞ୍ଚ, ଅଭିଭାବକମାନେ ଶୁକ୍ରବାର ସକାଳେ ବିଦ୍ୟାଳୟ ଫାଟକରେ ତାଲା ପକାଇବା ସହିତ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ଫଳରେ...

ଅନୁଗୋଳରେ ଯୋଗଦେଲେ ନୂତନ ଆର୍‌ଟିଓ

ଅନୁଗୋଳ ଅଫିସ, ୭।୧୨ – ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ) ଭାବେ ଜିତେନ୍ଦ୍ର କୁମାର ଭୋଇ ଶୁକ୍ରବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ସେ କେନ୍ଦୁଝରରେ ଏମ୍‌ଭିଆଇ ଭାବେ କାର୍ଯ୍ୟ କରୁଥିଲେ। ଏଠାରେ ପୂର୍ବରୁ ଥିବା ଆରଟିଓ ଧନଞ୍ଜୟ ସେନାପତିଙ୍କ...

ସ୍କୁଟିକୁ ପଛରୁ ଧକ୍କାଦେଲା ଟ୍ରକ୍‌

ବଅଁରପାଳ,୬।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ୫୫ନମ୍ବର ଜାତୀୟ ରାଜପଥ କାଣ୍ଡସର ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ଧକ୍କାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଛନ୍ତି। ତେବେ ଗୁରୁତରଙ୍କ ପରିଚୟ ମିଳିପାରି ନ ଥବା ବେଳେ ତାଙ୍କୁ ଲୋକେ ଉଦ୍ଧାରକରି ସ୍ଥାନୀୟ ମେଡିକାଲରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri