ଅନୁଗୋଳ

ଏମ୍‌ସିସିକୁ ବିରୋଧ, ଫେରିଲା ପୌରପାଳିକା

ଅନୁଗୋଳ ଅଫିସ, ୧୧।୧୨-ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସି ପ୍ରକଳ୍ପକୁ ମଙ୍ଗଳବାର ପୁଣି ସ୍ଥାନୀୟ ଲୋକମାନେ ବିରୋଧ କରିଛନ୍ତି। ଫଳରେ ଘଟଣାସ୍ଥଳକୁ ଯାଇଥିବା ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ କାର୍ଯ୍ୟ ଆରମ୍ଭ କରି ନ ପାରି ପୌର…

ଚୋରା କେନ୍ଦୁପତ୍ର ସହ ଗାଡ଼ି ଜବତ, ୨ ଗିରଫ

ଆଠମଲ୍ଲିକ,୧୦ା୧୨(ଡି.ଏନ.ଏ.)- ଆଠମଲ୍ଲିକ ଡିଏଫ୍‌ଓ ସମ୍ୟକ ସାମନ୍ତରାଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ବନ ବିଭାଗ କର୍ମଚାରୀମାନେ ଚଢାଉ କରି ଲକ୍ଷାଧିକ ଟଙ୍କାର ଚୋରା କେନ୍ଦୁପତ୍ର ସହ ଗୋଟିଏ ଟାଟା ଏସିଇ (ନଂ. ଓଡି୧୯ପି-୩୪୭୮) ଜବତ କରିଛନ୍ତି। ଆଠମଲ୍ଲିକ ଥାନା ପତକାଆଡୁ ଆଠମଲ୍ଲିକ ଅଭିମୁଖେ…

ତାଳଚେର ବିଧାୟକଙ୍କ କାର ପୋଡ଼ି ଘଟଣା: ବିଜେଡି ପକ୍ଷରୁ ଆଉ ଏକ ଏତଲା

ତାଳଚେର,୧୦ା୧୨(ନି.ପ୍ର.)- ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଗାଡ଼ି ପୋଡ଼ି ଘଟଣାରେ ସମ୍ପୃକ୍ତି ସନ୍ଦେହରେ ଜନୈକ ଯୁବକଙ୍କ ନାମରେ ମଙ୍ଗଳବାର ବିକ୍ରମପୁର ଥାନାରେ ବିଜେଡି ଯୁବ ନେତା ମନୋଜ ସାହୁ ଏତଲା ଦେଇଛନ୍ତି। ଅଭିଯୋଗରେ ଦର୍ଶାଯାଇଛି ଯେ, ସମ୍ପୃକ୍ତ ଯୁବକ ଜଣକ…

୨ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣଙ୍କ ଜୀବନଗଲା

ବଅଁରପାଳ, ୧୦।୧୨(ଡି.ଏନ.ଏ): ଅନୁଗୋଳ ଜିଲା ୧୪୯ ନଂ ଜାତୀୟ ରାଜପଥର ବଅଁରପାଳ ହସ୍ପିଟାଲ ଛକ ନିକଟରେ ବିଳମ୍ବିତ ରାତ୍ରିରେ ୨ଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣେ ଟ୍ରକ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଅନ୍ୟତମ ଜଣେ ଗୁରୁତର…

ତାଳଚେର ବିଧାୟକଙ୍କ ଗାଡ଼ି ପୋଡ଼ିଦେବା ଘଟଣା:ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି, ଏସ୍‌ପିଙ୍କ ତଦନ୍ତ

ତାଳଚେର, ୧୦ା୧୨(ନି.ପ୍ର.) ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭରତପୁରସ୍ଥିତ କ୍ୟାମ୍ପ କାର୍ଯ୍ୟାଳୟରେ ଶନିବାର ରାତିରେ କେହି ଦୁର୍ବୃତ୍ତ ତାଙ୍କ କାର ପୋଡ଼ିଦେବା ଏବଂ ପୂର୍ବରୁ ତାଙ୍କ ପୈତୃକ ବାସଭବନରେ ନିଆଁ ଲଗାଇଦେବାକୁ ଉଦ୍ୟମ କରିବା ଘଟଣାରେ ସୋମବାର ପୋଲିସ ପକ୍ଷରୁ…

ନବ ଦମ୍ପତିଙ୍କୁ ପିଆଜ ଭେଟି

ଅନୁଗୋଳ ଅଫିସ, ୧୦।୧୨ ଚଢ଼ା ଦରରେ ବିକ୍ରି ହେଉଥିବା ପିଆଜ ଏବେ ଉପହାର ପାଲଟିଯାଇଛି। ମୂଲ ଆକାଶ ଛୁଆଁ ହୋଇଥିବାରୁ ଏହାକୁ ଲୋକେ ବିବାହ ଆଦି ଉତ୍ସବରେ ଭେଟି ସ୍ବରୂପ ଦେବାକୁ ପସନ୍ଦ କଲେଣି। ରବିବାର ଘଟିଥିବା ଏପରି ଏକ ଘଟଣା…

ଏମ୍‌ସିସି ନିର୍ମାଣ ଘଟଣା:ପୋଲିସ, ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ହେବ କାର୍ଯ୍ୟ

ଅନୁଗୋଳ ଅଫିସ, ୧୦।୧୨ ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସିକୁ ସ୍ଥାନୀୟ ଲୋକେ ବିରୋଧ କରୁଛନ୍ତି। ଜିଲା ପ୍ରଶାସନ ପାଖରୁ ପୌରପ୍ରଶାସନ ପର୍ଯ୍ୟନ୍ତ ସମସ୍ତେ ଅଞ୍ଚଳବାସୀଙ୍କ ସହ ଆଲୋଚନା କରିଥିଲେ ମଧ୍ୟ ବିଫଳ ହୋଇଥିବାରୁ ପୋଲିସ ଓ…

ତାଳଚେର ବିଧାୟକଙ୍କ ସୁରକ୍ଷା ପାଇଁ ଦାବିପତ୍ର: ୧୬ ଭିତରେ ଦୁର୍ବୃତ୍ତ ଗିରଫ ନ ହେଲେ ଧାରଣା

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କୁ କେହି ଟାର୍ଗେଟ୍‌ କରୁଛନ୍ତି। ବାରମ୍ବାର ତାଙ୍କ ଗାଡ଼ି ପୋଡ଼ି ଦେଉଛନ୍ତି। ଏପରି କି ତାଙ୍କ ତାଳଚେରସ୍ଥିତ ବାସଭବନରେ ମଧ୍ୟ ନିଅଁା ଲଗାଇ ଦେବାକୁ ନିକଟ ଅତୀତରେ…

୨ୟ ରୁଚି ଅନୁଗୋଳ ଉତ୍କର୍ଷ ସମ୍ମାନ- ୨୦୧୯: ସମ୍ବର୍ଦ୍ଧିତ ହେଲେ ୮ ପ୍ରତିଭା

ଅନୁଗୋଳ ଅଫିସ, ୯।୧୨ – ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଡ୍ରିମ୍‌ ଫାଉଣ୍ଡେଶନ ଆନୁକୂଲ୍ୟରେ ଅନୁଗୋଳର ବିଜୁ ମଇଦାନ ଠାରେ ୨ୟ ରୁଚି ଅନୁଗୋଳ ଉତ୍କର୍ଷ ସମ୍ମାନ-୨୦୧୯ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଭା ପୂଜନ ସମାରୋହରେ ଅନୁଗୋଳ, ଢେଙ୍କାନାଳ ଓ…

ସାତକୋଶିଆ ମହୋତ୍ସବ ଉଦ୍‌ଯାପିତ: ତାଳବାଦ୍ୟ, ଓଡ଼ିଶୀ ନୃତ୍ୟରେ ଦର୍ଶକ ବିମୋହିତ

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ଅମଲାପଡ଼ାସ୍ଥିତ ବାସନ୍ତୀ ଦୁର୍ଗାପୂଜା ପଡ଼ିଆରେ ନୃତ୍ୟ ନିଳୟ ପକ୍ଷରୁ ଚାଲିଥିବା ସପ୍ତମ ସାତକୋଶିଆ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଅନୁଗୋଳ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡ଼ିଶାର କଳା,…

ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ: ଉତ୍ତେଜନା, ରାଜପଥ ଅବରୋଧ

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ସହରସ୍ଥିତ ଅଗ୍ନିଶମ ବିଭାଗ ଛକରେ ଶନିବାର ଏକ ଦୁର୍ଘଟଣାରେ ସୌଭାଗ୍ୟନଗରର ଦୋଳ ଗୋଚ୍ଛାୟତ(୩୨)ଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ଦାବିରେ ସେମାନେ ରାଜପଥ ଉପରକୁ…

ପ୍ରତାରଣା ଅଭିଯୋଗରେ ଯୁବକ ଗିରଫ

ବଇଣ୍ଡା, ୮ା୧୨(ଡି.ଏନ.ଏ.)- କିଶୋରନଗର ବ୍ଲକ ହଣ୍ଡପା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଅଭିଯୋଗରେ ଜରପଡା ଥାନା ଅଞ୍ଚଳର ସୁଶାନ୍ତ କୁମାର ବର୍ଗୀଙ୍କୁ ରବିବାର ହଣ୍ଡପା ପୋଲିସ ଗିରଫ କରିଛି। ଏ ସଂକ୍ରାନ୍ତରେ ନଂ. ୨୧୫/୧୯ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri