ସିସିଟିଭିରେ ଲଢ଼େଇ ଦେଖୁଛି ବନ ବିଭାଗ: ସୁନ୍ଦରୀକୁ ଝାମ୍ପ ଦେଉଛି ପୁରୁଣା ବାଘୁଣୀ
ବନ୍ତଳା,୧୯ା୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟର ରାଇଗୁଡା ରେଞ୍ଜ ଏନକ୍ଲୋଜର ମଧ୍ୟରେ ଥିବା ବାଘୁଣୀ ସୁନ୍ଦରୀ ସହ ଲଢ଼େଇ କରିବାକୁ ତୟାର ହେଉଛି ପୁରୁଣା ବାଘୁଣୀ। ଅଭୟାରଣ୍ୟରେ ସ୍ଥିତି ଜାହିର ତଥା ନିଜ ସୀମା ନିର୍ଦ୍ଧାରଣ ପାଇଁ ଅଧିକାଂଶ ଦିନ…
ପୌରପାଳିକା ଜାଗାରୁ ଚୋରା ଚାଲାଣ ହେଉଛି ମାଟି: ରାତିରେ ତାଡ଼ି ନିଆଯାଇଛି ଶହ ଶହ ଟ୍ରିପ୍
ଅନୁଗୋଳ ଅଫିସ, ୧୯।୧୨- ଅନୁଗୋଳ ପୌରପାଳିକାକୁ ଡମ୍ପିଂୟାର୍ଡ୍ ପାଇଁ ମିଳିଥିବା ୫ ଏକର ଜାଗାରୁ ରାତିରେ ହେଉଛି ମାଟି ଚୋରା ଚାଲାଣ। ଜେସିବି ଓ ଟିପ୍ପର ଲଗାଇ ମାଫିଆମାନେ ଶହ ଶହ ଟ୍ରିପ୍ ମାଟି ତାଡ଼ି ନେଇ ଆଣ୍ଠୁଏ ଖାଲ କରିଦେଇଥିଲେ…
ସ୍ତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ମାମଲା: ଅଭିଯୁକ୍ତ ସ୍ବାମୀଙ୍କୁ ୧୦ ବର୍ଷ ଜେଲ
ଅନୁଗୋଳ ଅଫିସ, ୧୯।୧୨ – ସ୍ତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ମାମଲାର ବିଚାର କରି ଅନୁଗୋଳ ଜିଲା ଓ ଦୌରାଜଜ୍ କୋର୍ଟ ଅଭିଯୁକ୍ତ ସ୍ବାମୀ ଅନୁଗୋଳ ଥାନା ଜାମୁନାଳିର ବିରଞ୍ଚତ୍ ପଟ୍ଟନାୟକ(୪୯)ଙ୍କୁ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦…
ଜିଲାପରିଷଦ ସଧାରଣ ବୈଠକ: ଅଧିକାରୀଙ୍କ ଉପରେ ବର୍ଷିଲେ ଜନପ୍ରତିନିଧି
ଅନୁଗୋଳ ଅଫିସ,୧୮।୧୨: ଅନୁଗୋଳ ଜିଲାପରିଷଦ ସମ୍ମିଳନୀ କକ୍ଷରେ ୫୦ତମ ଜିଲା ପରିଷଦ ସାଧାରଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଜିଲାପିଷଦ ଅଧ୍ୟକ୍ଷା ବାସନ୍ତୀ କିଷାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ପାଲଲହଡା ବିଧାୟକ ମୁକେଶ ପାଲ,…
ଅନୁଗୋଳ ପୋଲିସ ହାତରେ ଚୋରା କୋଇଲା ଗ୍ୟାଙ୍ଗ
ଅନୁଗୋଳ ଅଫିସ, ୧୮।୧୨- ଚୋରା କୋଇଲା କାରବାର କରୁଥିବା ଏକ ଗ୍ୟାଙ୍ଗର ୪ଜଣଙ୍କୁ ଅନୁଗୋଳ ପୋଲିସ କାବୁ କରିଛି। ଏଥିସହ ସମ୍ପୃକ୍ତ ମାଫିଆଙ୍କ ନିକଟରୁ ବିପୁଳ ପରିମାଣର ଚୋରା କୋଇଲା ସହ ଏକ ଗାଡ଼ି ଜବତ କରାଯାଇଛି। ଏହି ଘଟଣାରେ ଅନ୍ୟ…
ଶିଶୁର ବିକାଶ ପାଇଁ ଉଦ୍ୟମ ଆବଶ୍ୟକ
ଅନୁଗୋଳ ଅଫିସ, ୧୮।୧୨-ଶିଶୁମାନଙ୍କ ଅନ୍ତର୍ନିହିତ ଗୁଣର ପରିପ୍ରକାଶ ପାଇଁ ୧୯୭୯ରୁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ଶିଶୁ ଉତ୍ସବ ପାଳନ କରାଯାଉଛି। ମଙ୍ଗଳବାର କୁମଣ୍ଡ ଜରାସିଂହା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜିଲାସ୍ତରୀୟ ଓଷ୍ଟାର ବାର୍ଷିକ ଶିଶୁମେଳାରେ ରାଜ୍ୟ…
ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ସଦସ୍ୟାଙ୍କ ଅନୁଗୋଳ ଗସ୍ତ: ଶିଶୁ ସଦନ, ବାଳିକା ବିଦ୍ୟାଳୟ ସ୍ଥିତି ପରଖିଲେ
ଅନୁଗୋଳ ଅଫିସ, ୧୮।୧୨-ଅନୁଗୋଳ ଜିଲାରେ ଚାଲୁଥିବା ଶିଶୁ ଯତ୍ନ ଅନୁଷ୍ଠାନ, ଅଙ୍ଗନୱାଡ଼ି କେନ୍ଦ୍ର ଏବଂ ତଫସିଲଭୁକ୍ତ ଜାତି ଓ ଜନଜାତି ବିଦ୍ୟାଳୟ ଗୁଡ଼ିକରେ ରହୁଥିବା ଶିଶୁମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଅବଗତ ହେବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା…
ଜଳିଗଲେ ୫୦୦ କୁକୁଡ଼ା ଚିଆଁ
ଛେଣ୍ଡିପଦା,୧୮।୧୨ (ସ୍ବ.ପ୍ର.)-ଛେଣ୍ଡିପଦା ବ୍ଲକ କୋଶଳା ଗ୍ରାମ ଶିମିଳିସାହିର ବାଉରି ସାହୁଙ୍କ କୁକୁଡା ଫାର୍ମରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଫାର୍ମରେ ଥିବା ୫ଶହରୁ ଊର୍ଦ୍ଧ୍ୱ କୁକୁଡା ଚିଅଁା ଜଳିଯାଇଛନ୍ତି। ଏଥିସହ ୧୦ ବଖରା ଛାରଖାର ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ଗ୍ରାମବାସୀ ନିଆଁକୁ…
ଜୁଆ ଆଡ୍ଡାରେ ଚଢ଼ାଉ, ୩ ଗିରଫ
ପାଲଲହଡା,୧୭।୧୨(ଡି.ଏନ.ଏ.)- ପାଲଲହଡା ଥାନା ବଡ଼ଝାର ଗ୍ରାମ ନିକଟ କୁକୁଡ଼ା ଲଢେଇପଡାରେ ଜୁଆ ଆଡ୍ଡା ଚାଲିଥିବାବେଳେ ପାଲଲହଡା ପୋଲିସ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଛି। ଏଥିସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରାଯାଇଛି। ଦୀର୍ଘଦିନ ହେବ ଏହି ଅଞ୍ଚଳରେ…
୪ ବାଲି ବୋଝେଇ ଟ୍ରାକ୍ଟର ଜବତ
ତାଳଚେର,୧୭ା୧୨(ନି.ପ୍ର.)- ତାଳଚେର ଭାରପ୍ରାପ୍ତ ତହସିଲଦାର ଗୌରୀ ନାଏକ ମଙ୍ଗଳବାର କୁମୁଣ୍ଡା ଓ ଡେରା ନିକଟରେ ଚଢାଉ କରି ଆବଶ୍ୟକ କାଗଜପତ୍ର ନ ଥିବାରୁ ୪ଟି ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରିଛନ୍ତି। ଉକ୍ତ ୪ଟି ଟ୍ରାକ୍ଟରର ୱାଇ ଫର୍ମ ନ ଥିବାବେଳେ…
ପରିଚୟ ଦେଇଛି ଖବରକାଗଜ
ଛେଣ୍ଡିପଦା,୧୭ା୧୨(ସ୍ବ.ପ୍ର.) ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ରୋଜଗାର ଆଶାରେ ମାତ୍ର ୧୫ ବର୍ଷ ବୟସରେ ଘରୁ ଗୋଡ଼ କାଢ଼ିଥିବା ଛେଣ୍ଡିପଦା ବ୍ଲକ ସାଲୁଇଖମଣ ଗ୍ରାମର ନୀଳମଣି ପଣ୍ଡା ଆଜି ଜଣେ ଜଣାଶୁଣା ମଣିଷ। ପରିଶ୍ରମ ବଳରେ ସେ ସମାଜରେ…
ମାଷ୍ଟର୍ସ ସେଫ୍ରେ ଅନୁଗୋଳର ଲଳନା ସ୍ମୃତିଶ୍ରୀ:ବିଚାରକଙ୍କ ମନ ଜିଣିଲା ‘କୁଟ୍ଟୁ-ଏ-ପାସ୍ତା’
ଅନୁଗୋଳ ଅଫିସ, ୧୭।୧୨ ଷ୍ଟାର ପ୍ଲସର ରିଏଲିଟି ଶୋ’ ମାଷ୍ଟର୍ସ ସେଫ୍ର ଶ୍ରେଷ୍ଠ ୧୫ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଅନୁଗୋଳର ଲଳନା ସ୍ମୃତିଶ୍ରୀ ସିଂହ (୨୬)। ଭୁବନେଶ୍ୱରରେ ଅନୁଷ୍ଠିତ ‘ମାଷ୍ଟର୍ସ ସେଫ୍ ସିଜନ୍-୬’ର ଅଡିସନରେ ସ୍ମୃତିଶ୍ରୀ ୫୦ ପ୍ରତିଯୋଗୀ ବିଶିଷ୍ଟ…

