ଅନୁଗୋଳ

ସରିଆସୁଛି ସମୟସୀମା, ସରିନି ଚଉଠେ କାମ:୧୬୮ ଜୀବନ ନେଲାଣି ଏନ୍‌ଏଚ୍‌ ୫୫

ଅନୁଗୋଳ ଅଫିସ, ୧୭।୧୨- ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥର ଦୋହରୀକରଣ କାର୍ଯ୍ୟକୁ ନେଇ ଏବେ ବଢ଼ୁଛି ଅସନ୍ତୋଷ। ଏହି କାର୍ଯ୍ୟ କରୁଥିବା ଠିକାସଂସ୍ଥା ଅତ୍ୟନ୍ତ କଛପ ଗତିରେ କାମ କରୁଥିବାରୁ ନିର୍ଦ୍ଧାରିତ ସମୟସୀମା ଶେଷ ହେବାକୁ ବସିଥିଲେ…

ସାତକୋଶିଆରେ ୧୮୪୫ ପିଆଇପି, ୨୪୬ ଟ୍ରାଞ୍ଜାକ୍ଟ ଲାଇନ:ବାଘ ସର୍ବେକ୍ଷଣ ଆରମ୍ଭ

ବନ୍ତଳା,୧୭ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା ଆଞ୍ଚଳିକ ବନ ସଂରକ୍ଷଣ ଅଧୀନରେ ଥିବା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ସୋମବାରଠାରୁ ତୃଣଭୋଜି ଓ ମାଂସାସୀ ପ୍ରାଣୀଙ୍କ ସର୍ବେକ୍ଷଣ ଆରମ୍ଭ ହୋଇଛି। ଏହା ୨୧ ତାରିଖ ପର୍ଯ୍ୟନ୍ତ ୬ ଦିନ ଧରି ଚାଲିବ। ୧୮ ତାରିଖ ଯାଏ…

ଅନୁଗୋଳ ଜିଲାରେ ଖୋଲିଲା ୩ ମଣ୍ଡି

ଅନୁଗୋଳ ଅଫିସ/ତାଳଚେର/ପାଲଲହଡ଼ା/ବଇଣ୍ଡା, ୧୭।୧୨ ଅନୁଗୋଳ ଜିଲାର ୩ଟି ବ୍ଲକ ଅଞ୍ଚଳରେ ସୋମବାର ଧାନମଣ୍ଡି ଉଦ୍‌ଘାଟିତ ହୋଇଛି। ପାଲଲହଡ଼ା ବ୍ଲକ ନିଜିଗଡ଼ରେ ଜିଲାପାଳ ମନୋଜ କୁମାର ମହାନ୍ତି ମଣ୍ଡି ଉଦ୍‌ଘାଟନ କରିଥିବାବେଳେ କଳମଛୁଇଁରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ ଆଠମଲ୍ଲିକ…

ଅସହାୟଙ୍କୁ ସହାୟ ହେଲେ ସାମାଜିକ କର୍ମୀ: ଠିକଣା ଖୋଜିଲେ, ପରିବାର ସହ ଭେଟକଲେ

ଅନୁଗୋଳ ଅଫିସ, ୧୬।୧୨: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପୋଡ଼ି ଯାଇ ୬ ମାସ ହେଲା ଅସହାୟ ଅବସ୍ଥାରେ ମେଡିକାଲରେ ପଡିରହିଥିବା ଜଣେ ଅସହାୟଙ୍କ ପାଇଁ ଦେବଦୂତ ପାଲଟିଛନ୍ତି ଅନୁଗୋଳର ସାମାଜିକକର୍ମୀ ପ୍ରତାପ ମହାପାତ୍ର। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିବାଠାରୁ ଆରମ୍ଭ…

କୋଇଲା ଉତ୍ତୋଳନରେ ଏମ୍‌ସିଏଲର ରେକର୍ଡ:ଡିସେମ୍ବର ୧୪ରେ ୬.୪୬ ଲକ୍ଷ ଟନ୍‌

ତାଳଚେର,୧୫ା୧୨(ନି.ପ୍ର.)- ମହାନଦୀ କୋଲ ଫିଲ୍ଡସ୍‌ ଲିମିଟେଡ (ଏମ୍‌ସିଏଲ)ଚଳିତ ଆର୍ଥିକ ବର୍ଷର ଡିସେମ୍ବର ୧୪ ତାରିଖରେ ୬.୪୬ ଲକ୍ଷ ଟନ କୋଇଲା ଉତ୍ତୋଳନ କରି ନୂତନ ରେକର୍ଡ କରିଛି। ତାଳଚେର କୋଲଫିଲ୍ଡସରୁ ୩.୯୭,୧୩୯ ମିଲିୟନ ଟନ ଏବଂ ଇବଭାଲିରୁ ୨.୪୯.୨୬୨ ମିଲିୟନ ଟନ…

ଆକ୍ଟିଭାକୁ ଧକ୍କାଦେଲା ଟ୍ରଲର: ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ଗୁରୁତର

ଅନୁଗୋଳ ଅଫିସ,୧୫।୧୨: ଅନୁଗୋଳ ଟ୍ରାଫିକ ଛକଠାରେ ଟ୍ରଲର ଓ ଆକ୍ଟିଭା ମଧ୍ୟରେ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଚାଲିଯାଇଛି। ରବିବାର ସମ୍ବଲପୁରରୁ କଟକ ଅଭିମୁଖେ ଏକ ଟ୍ରଲର ଯାଉଥିବାବେଳେ ଆକ୍ଟିିଭାକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରୁ ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ…

ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର

ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ ତାଳଚେର ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି। ସୂଚନାଯୋଗ୍ୟ, ଗତ ୮ ତାରିଖ ବିଳମ୍ବିତ ରାତିରେ ବିଧାୟକଙ୍କ ଭରତପୁରସ୍ଥିତ କ୍ୟାମ୍ପ…

ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତ କୋର୍ଟ ଚାଲାଣ

ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଯୁବ ସମାଜସେବୀ ସଂଗଠନର ଦୁଇ ପ୍ରମୁଖ କର୍ମକର୍ତ୍ତା। ଗତ ୮ ତାରିଖରେ ବିଧାୟକଙ୍କ ଭରତପୁରସ୍ଥିତ କ୍ୟାମ୍ପ୍‌ ଅଫିସରେ ବିଳମ୍ବିତ ରାତିରେ…

ବିଳମ୍ବରେ ଚେତିଲା ପୌରପାଳିକା:ବେଆଇନ ପୋଷ୍ଟର କାଟିଲା, ସଂସ୍ଥାକୁ ତାଗିଦ

ଅନୁଗୋଳ ଅଫିସ, ୧୫।୧୨ ବିଳମ୍ବରେ ଚେତିଛି ଅନୁଗୋଳ ପୌରପାଳିକା। ସହରର ଗଳି କନ୍ଦିରେ ଲାଗିଥିବା ବେଆଇନ ପୋଷ୍ଟର ଓ ହୋର୍ଡିଂ କାଟିବା କାର୍ଯ୍ୟ ଶନିବାର ପୌରସଂସ୍ଥା ପକ୍ଷରୁ ଆରମ୍ଭ କରାଯାଇଛି। ଏପରି ଅଭିଯାନ ଆଗକୁ ଜାରି ରହିବ ବୋଲି ପୌର କର୍ତ୍ତୃପକ୍ଷଙ୍କ…

ମୌଳିକ ସୁବିଧାରୁ ବଞ୍ଚିତ ପାଟବେଡ଼ାବାସୀ:ସ୍ବଚ୍ଛ ପାଣି, ଭଲ ରାସ୍ତା ଅପେକ୍ଷାରେ ୯୦ ପରିବାର

ଖମାର, ୧୫।୧୨ ସର୍ବନିମ୍ନ ସୁବିଧାରୁ ଆଜି ପର୍ଯ୍ୟନ୍ତ ବଞ୍ଚିତ ହୋଇ ରହିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଶଙ୍ଖମୁର ପଞ୍ଚାୟତ ଅଧୀନ ପାଟବେଡ଼ା ଗ୍ରାମବାସୀ। ସ୍ବଚ୍ଛ ପାଣି, ରାସ୍ତା ଭଳି ମୌଳିକ ଆବଶ୍ୟକତା ପୂରଣ ହେବା ସେମାନଙ୍କ ପାଇଁ ସ୍ବପ୍ନ ହୋଇ…

ପୁନରାବୃତ୍ତି ହେବନି କହିଲେ ସିଡିଏମ୍‌ଓ

ଅନୁଗୋଳ ଅଫିସ, ୧୫।୧୨ ଅନେକ ସମୟରେ ସନ୍ଦିଗ୍ଧ ଅବସ୍ଥାରେ ଆହତ କିମ୍ବା ଗୁରୁତର ହୋଇ ବ୍ୟକ୍ତି ମେଡିକାଲକୁ ଆସୁଥିଲେ ହେଁ ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ତୁରନ୍ତ ପୋଲିସକୁ ସୂଚନା ଦିଆଯାଉ ନ ଥିବା ଅଭିଯୋଗ ହେଉଛି। ଏ…

ମାଛ ମାରିବା ବେଳେ ୫ ଆହତ ଘଟଣା:ରାତିଅଧିଆ ଏସ୍‌ଡିପିଓଙ୍କ ତଦନ୍ତ

ଅନୁଗୋଳ ଅଫିସ, ୧୫।୧୨ ଅନୁଗୋଳ ଥାନା ପଣ୍ଡପୁର ଗ୍ରାମ ନିକଟ ବଉଳୀ ଜୋରକୁ ଶୁକ୍ରବାର ମାଛ ମାରିବାକୁ ଯାଇ ୫ ଜଣ ଆହତ ହେବା ଘଟଣାର ତଦନ୍ତ ଆରମ୍ଭ କରିଛି ଅନୁଗୋଳ ପୋଲିସ। କେଉଁ କାରଣରୁ ଜଣେ ନାବାଳକଙ୍କ ସମେତ ୫ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?