ଅନୁଗୋଳ

ଅନୁଗୋଳ ଗସ୍ତରେ ମନ୍ତ୍ରୀ ଟୁକୁନି ସାହୁ, ବିଭିନ୍ନ କାର୍ଯ୍ୟର କଲେ ସମୀକ୍ଷା

ଅନୁଗୋଳ ଅଫିସ,୧୪।୧୨: ଅନୁଗୋଳ ଗସ୍ତରେ ମହିଳା ଓ ଶିଶୁ କଲ୍ୟାଣ ଏବଂ ମିିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ। ଏହି ଅବସରରେ ସେ ଅନୁଗୋଳ ସର୍କିଟ ହାଉସ୍‌ରେ ଶନିବାର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହା ପୂର୍ବରୁ ସେ ସହର ଉପକଣ୍ଠରେ…

ଏନ୍‌ଟିପିସି ରେଳ ଲାଇନ୍‌ରୁ ମୃତଦେହ ଉଦ୍ଧାର: କୋଇଲା ପରିବହନ ବନ୍ଦ

ତାଳଚେର,୧୪।୧୨(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ଗୁରୁଜାଙ୍ଗ ଗ୍ରାମ ନିକଟ ଏନ୍‌ଟିପିସି ରେଳ ଲାଇନ୍‌ରୁ ଜଣେ ମହିଳାଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ମହିଳା ଜଣକ ଗୁରୁଜାଙ୍ଗର ମମତା ଦେହୁରୀ (୨୭)ବୋଲି ଜଣାପଡ଼ିଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ…

ଭିନ୍ନ ନିଶା କବଳରେ ଯୁବଗୋଷ୍ଠୀ: କଫ୍‌ସିରପ, ଅଠାକୁ କରୁଛନ୍ତି ନିଶା

ଅନୁଗୋଳ ଅଫିସ, ୧୪।୧୨ – ସାଧାରଣତଃ ନିଶା ସେବନ କଥା କହିଲେ ଅନେକେ ମଦ୍ୟପାନକୁ ବୁଝିଥାନ୍ତି। ହେଲେ ଏବର ଯୁବପିଢ଼ି କେବଳ ମଦ୍ୟପାନକୁ ନିଶା କରିନାହାନ୍ତି, ସେମାନେ ଅପେକ୍ଷାକୃତ ଶସ୍ତା ଓ ସହଜରେ ମାର୍କେଟରେ ମିଳୁଥିବା କଫ୍‌ସିରପ ଏବଂ ଏକପ୍ରକାର ଅଠାକୁ…

ମାଟିରେ ମିଶିଯିବ ମହତ ଉଦ୍ଦେଶ୍ୟ: ଜରାଜୀର୍ଣ୍ଣ ହେଉଛି ପ୍ରଜାମଣ୍ଡଳ ଭବନ

ତାଳଚେର,୧୪ା୧୨ (ମନୋଜ ନନ୍ଦ) – ପ୍ରଜାମଣ୍ଡଳ ଆନ୍ଦୋଳନ ଓ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ମାତ୍ର ୧୫ ବର୍ଷ ତଳେ ଉଦ୍‌ଘାଟିତ ତାଳଚେର ହାଟତୋଟାସ୍ଥିତ ପ୍ରଜାମଣ୍ଡଳ ଭବନ ଜରାଜୀର୍ଣ୍ଣ ହେବାରେ ଲାଗିଛି। ଉଦ୍‌ଘାଟନ ପରଠାରୁ ଏହାକୁ ପୌର ସଂସ୍ଥାକୁ ହସ୍ତାନ୍ତର କରାଯାଇଥିଲେ…

ମୁଖ୍ୟ ଚିକିତ୍ସାଳୟରେ ଥାଲାସେମିଆ ରୋଗୀଙ୍କୁ ଅଣଦେଖା: ମିଳୁନି ଔଷଧ, ପ୍ରଦାନ କରାଯାଉନି ଭତ୍ତା

ଅନୁଗୋଳ ଅଫିସ, ୧୪।୧୨ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ସିକଲସେଲ ଓ ଥାଲାସେମିଆ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ମିଳୁ ନ ଥିବା ଅଭିଯୋଗ ହୋଇଛି। ଏପରି କି ରୋଗୀମାନଙ୍କୁ ମେଡିକାଲରେ ଔଷଧ ମିଳୁ ନ ଥିବାବେଳେ ୮ ମାସ…

କାମରେ ଆସୁନି ଟ୍ରାଫିକ୍‌ ସିଗ୍‌ନାଲ

ବଅଁରପାଳ, ୧୪ା୧୨(ଡି.ଏନ.ଏ.) – ଅନୁଗୋଳରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ବୃଦ୍ଧି ଓ ଏଥିଜନିତ ଦୁର୍ଘଟଣା ହାର ବଢୁଥିଲେ ହେଁ ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ ହେଉଛି। ନାଲ୍‌କୋ ସ୍ମେଲଟର ମେନ୍‌ ଗେଟ ଛକଠାରେ ଟ୍ରାଫିକ୍‌…

ଫସଲ ବଞ୍ଚାଇବାକୁ ଜୀବନ ବାଜି: ମଞ୍ଚାରେ ବିତୁଛି ମାସ ପରେ ମାସ

ବନ୍ତଳା, ୧୪।୧୨ (ଦିନେଶ ଦେହୁରୀ) – ପରିବାର ପ୍ରତିପୋଷଣ ପାଇଁ ସେମିତି କିଛି ଆୟ ନାହିଁ। ଯେଉଁ ଅଳ୍ପ କିଛି ଜମି ଅଛି ସେଥିରେ ଦିନରାତି ପରିଶ୍ରମ କରି ଚାଷ କରୁଛନ୍ତି। ହେଲେ ସମସ୍ତ ଫସଲ ଯେ ଅମଳ ହୋଇ ଘରକୁ…

ନାଲକୋ କଲୋନୀରେ ଦୁର୍ଘଟଣା

ବଅଁରପାଳ,୧୩।୧୨(ଡି.ଏନ.ଏ): ଅନୁଗୋଳ ଜିଲା ପବଅଁରପାଳ ନିକଟ ଶୁକ୍ରବାର ସକାଳୁ ଏକ ଦୁର୍ଘଟଣା ଘଟିଛି। ନାଲକୋ କଲୋନୀର ଟିଏ ଲାଇନରେ ଏକ କାର ପାଚେରୀରେ ପିଟି ହୋଇଯାଇଥିଲା। ଫଳରେ ପାଚେରୀ ଭାଙ୍ଗିଯିବା ସହ ଚାଳକ ଆହତ ହୋଇଛନ୍ତି। ଆହତ ଚାଳକଙ୍କୁ ନିକଟସ୍ଥ ହସ୍ପିଟାଲରେ…

ପୌରପାଳିକାରେ ଆରମ୍ଭ ହେଲା ‘ମୋ ସରକାର’: ଧୈର୍ଯ୍ୟର ସହ ଅଭିଯୋଗ ଶୁଣିବା ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧୩।୧୨-ଅନୁଗୋଳ ପୌରପାଳିକାରେ ମୋ ସରକାର ସେଲ୍‌ ଗୁରୁବାରଠାରୁ ଖୋଲାଯାଇଛି। ଏଣିକି ଅଭିଯୋଗ ନେଇ ପୌର କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣଙ୍କୁ ତୁରନ୍ତ ବସିବା ପାଇଁ ଚୌକି ସହ ପିଇବାକୁ ପାଣି ଦିଆଯିବ। ଅଭିଯୋଗ ଉପରେ ପଦକ୍ଷେପ ନିଆଯିବା ପ୍ରକ୍ରିୟା ମଧ୍ୟ…

ଜନ୍ମଦିନରେ ଚାଲିଗଲା ଜୀବନ: ଟ୍ରକ୍‌ ଧକ୍କାରେ ମା’ଓ ପୁଅ ମୃତ

ଅନୁଗୋଳ ଅଫିସ, ୧୩।୧୨-ପୁଅର ଜନ୍ମଦିନ ଥିବାରୁ ଧରମ ଅଜାଙ୍କ ସହ ସ୍କୁଟିରେ ବୁଢ଼ୀ ଠାକୁରାଣୀ ମନ୍ଦିର ଆସିଥିଲେ ମା’ ଓ ପୁଅ। ସେଠାରେ ପୂଜାର୍ଚ୍ଚନା ସାରି ଘରକୁ ଫେରିବା ବେଳେ ପଛପଟୁ ଆସୁଥିବା ଏକ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେଇ ଚଢ଼ିଯାଇଥିଲା।…

ସରିବ ନାଲ୍‌କୋ ସ୍ବୀକୃତିପ୍ରାପ୍ତ ସଙ୍ଗଠନର କାର୍ଯ୍ୟକାଳ: ଆରମ୍ଭ ହେଲାଣି ନିର୍ବାଚନ ପ୍ରସ୍ତୁତି

ବଅଁରପାଳ, ୧୩।୧୨(ଡି.ଏନ୍‌.ଏ)-ନାଲ୍‌କୋ ସ୍ମେଲଟର ପ୍ଲାଣ୍ଟରେ ନାଲ୍‌କୋ ଦ୍ୱାରା ସ୍ବୀକୃତିପ୍ରାପ୍ତ ଶ୍ରମିକ ସଙ୍ଗଠନ ଆଲୁମିନିୟମ ମଜୁଦୁର ସଂଘ(ଏଏମ୍‌ଏସ୍‌)ର କାର୍ଯ୍ୟକଳାପ ଆସନ୍ତା ଜାନୁୟାରୀ ୯ ତାରିଖରେ ଶେଷ ହେବ। ପରେ ସ୍ମେଲଟରରେ ସ୍ବୀକୃତିପ୍ରାପ୍ତି ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେ ଠାରୁ ଶ୍ରମିକ…

ଛେଣ୍ଡିପଦାରେ ଏକ ଏକର ଜାଗାରେ ଲାଗିଥିଲା ଗଞ୍ଜେଇ, ୩୪ଶହରୁ ଅଧିକ ଗଛ ନଷ୍ଟ କଲା ବିଭାଗ

ଛେଣ୍ଡିପଦା,୧୨।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଣଲୋଇ ପଞ୍ଚାୟତ ନୂଆତଇଲା ଗ୍ରାମ ନିକଟରେ ଗୁରୁବାର ଅବକାରୀ ବିଭାଗ ଓ ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି। ଏଥିରେ ନୁହୁରାଣୀ ନାଳର ଅବବାହିକାରେ ଚାଷ ହୋଇଥିବା ବିପୁଳ ପରିମାଣର ଗଞ୍ଜେଇ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?