ଅନୁଗୋଳ

ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ୍‌ ଟୁର୍ନାମେଣ୍ଟ: ୬ ଗ୍ରାଉଣ୍ଡରେ ଖେଳାଗଲା ୧୨ ମ୍ୟାଚ

ଅନୁଗୋଳ ଅଫିସ, ୨୮।୧୧-ଅନୁଗୋଳ ଜିଲାରେ ବୁଧବାର ୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଛି। ୬ ଗ୍ରାଉଣ୍ଡରେ ମୋଟ ୧୨ ମ୍ୟାଚ ଖେଳାଯାଇଥିଲା। ପୁରୁଷ ବିଭାଗରେ ୫ଟି ପଡ଼ିଆରେ ମୋଟ ୧୦ଟି ମ୍ୟାଚ୍‌ ଖେଳାଯାଇଥିଲା। ଟାଉନ ହାଇସ୍କୁଲ ପଡ଼ିଆରେ…

କୂଅରୁ ମିଳିଲା କଟାମୁଣ୍ଡ: ମୃତଦେହ ଉଦ୍ଧାର, ତଦନ୍ତ ଜାରି

କଣିହାଁ,୨୮।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହା ବ୍ଲକ ରେଙ୍ଗାଳି ଗ୍ରାମ ବାଲିପଶି ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ସାହିର ଦୁର୍ଯ୍ୟୋଧନ ତୁଙ୍ଗ(୪୨)ଙ୍କ ମୁଣ୍ଡକୁ କେହି ଦୁର୍ବୃତ୍ତ କାଟି ବୁଧବାର ବିଳମ୍ବିତ ରାତିରେ ତାଙ୍କ ବାଡ଼ିପଟରେ ଥିବା କୂଅରେ ପକାଇ ଦେଇଛି। ଏ ସମ୍ପର୍କରେ…

ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ୍‌ ଟୁର୍ନାମେଣ୍ଟ; ୬ ଗ୍ରାଉଣ୍ଡରେ ଖେଳାଗଲା ୧୨ ମ୍ୟାଚ

ଅନୁଗୋଳ ଅଫିସ, ୨୮।୧୧:  ଅନୁଗୋଳ ଜିଲାରେ ବୁଧବାର ୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଛି। ୬ ଗ୍ରାଉଣ୍ଡରେ ମୋଟ ୧୨ ମ୍ୟାଚ ଖେଳାଯାଇଥିଲା। ପୁରୁଷ ବିଭାଗରେ ୫ଟି ପଡ଼ିଆରେ ମୋଟ ୧୦ଟି ମ୍ୟାଚ୍‌ ଖେଳାଯାଇଥିଲା। ଟାଉନ ହାଇସ୍କୁଲ ପଡ଼ିଆରେ…

ସାଆନ୍ତରାପୁର(କ) ସରପଞ୍ଚ ପଦବୀ ଉପନିର୍ବାଚନ: ୮୬% ମତଦାନ, ଆଜି ଫଳାଫଳ

ଛେଣ୍ଡିପଦା/ବଅଁରପାଳ, ୨୮।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସାଆନ୍ତରାପୁର(କ) ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମତଦାନ ପାଇଁ ୧୩ଟି ବୁଥ କରାଯାଇଥିଲା। ୩୬୦୫ ଭୋଟରଙ୍କ ମଧ୍ୟରୁ ୩୧୧୫ ଜଣ ମତଦାନ ସାବ୍ୟସ୍ତ କରିଥିଲେ। ଭୋଟ ହାର ୮୬.୪୧%…

ଚୋରା ବାଲି ବୋଝେଇ ଟ୍ରାକ୍ଟର, ପଥର ବୋଝେଇ ଟିପ୍ପର ଜବତ

ଛେଣ୍ଡିପଦା, ୨୭।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅଞ୍ଚଳରୁ ବୁଧବାର ଚୋରା ବାଲି ବୋଝେଇ ଟ୍ରାକ୍ଟର ଓ ଏକ ପଥର ବୋଝେଇ ଟିପ୍ପରକୁ ଜବତ କରାଯାଇଛି। ଘଟଣାରୁ ପ୍ରକାଶ, ସରକାରୀ ରାଜସ୍ବକୁ ଠକି ବାଲି, ପଥର, ମୋରମକୁ ମାଫିଆମାନେ ଅନୁଗୋଳ ଜିଲାର…

ପଦାଧିକାରୀ ହେଲେ ହେଁ ଜୀବନଯାପନ ସାଧାରଣ: ପନିପରିବା ଚାଷ କରନ୍ତି ଛେଣ୍ଡିପଦା ବିଡିଓ

ଛେଣ୍ଡିପଦା,୨୭।୧୧(ସ୍ବ.ପ୍ର.): ଅଧିକାରୀମାନେ ପଦପଦବୀ ମଣ୍ଡନ କରିବା ପରେ ସେମାନଙ୍କର ପ୍ରାୟ ଅଧିକାଂଶ କାର୍ଯ୍ୟ ଅର୍ଡର୍ଲିମାନେ କରିଥାନ୍ତି। ଯେମିତିକି ବଜାରରୁ ପରିବା ଆଣିବା, ଗ୍ରୋସରି ଆଣିବା, ବଗିଚାରେ ପାଣି ଦେବା, ଫୁଲଗଛ ଲଗାଇବା, ବଗିଚାର ଯତ୍ନ ନେବା ଇତ୍ୟାଦି। ହେଲେ ଏହିଭଳି ଅର୍ଡର…

କାର୍ଯ୍ୟାଦେଶ ଦେଇ ନିର୍ମାଣ ବନ୍ଦ କରାଉଛନ୍ତି ଅଧିକାରୀ: ଜିଲାପାଳଙ୍କୁ ଫେରାଦ ହେଲେ ଟୁଲୁକା ଗ୍ରାମବାସୀ

ଅନୁଗୋଳ ଅଫିସ, ୨୭।୧୧- ଅନୁଗୋଳ ବ୍ଲକ ପୁରୁଣାକୋଟ ପଞ୍ଚାୟତର ଟୁଲୁକା ଗ୍ରାମବାସୀ ମଙ୍ଗଳବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ସରକାରୀ ଅଧିକାରୀମାନେ ସେମାନଙ୍କୁ ଠକି ଦେଇଥିବା ଅଭିଯୋଗ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ କାର୍ଯ୍ୟାଦେଶ ଦେଇଥିଲେ ବି ଅଧିକାରୀମାନେ ଏବେ କାମ…

କାଠ ଚୋରାଚାଲାଣ ବେଳେ ରେଞ୍ଜରଙ୍କୁ ଆକ୍ରମଣ: ଜାଳିଦେଲେ ବନ ବିଭାଗ ଗାଡ଼ି

ବଇଣ୍ଡା,୨୭।୧୧(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଧୀନ ଇଚ୍ଛାପୁର ଗ୍ରାମରେ ସୋମବାର ରାତିରେ ଚୋରାକାଠ ଧରପଗଡ଼ ବେଳେ ବନ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଛି। ୩ଜଣ କାଠ ମାଫିଆଙ୍କ ଆକ୍ରମଣରେ ହଣ୍ଡପା ରେଞ୍ଜର ଚୈତନ୍ୟ ବେହେରା ଆହତ ହୋଇଛନ୍ତି।…

ନିଖୋଜ ଅଙ୍ଗନୱାଡି ସହାୟିକାଙ୍କୁ ତୁରନ୍ତ ଖୋଜି ବାହାର କରିବା ଦାବି: ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ

ଆଠମଲ୍ଲିକ,୨୬ା୧୧(ଡି.ଏନ.ଏ.)- ଗତ ଅକ୍ଟୋବର ୯ରୁ ନିଖୋଜ ଥିବା ଅଙ୍ଗନୱାଡି ସହାୟିକା ବାଲି ପ୍ରଧାନଙ୍କୁ ତୁରନ୍ତ ଖୋଜି ବାହାର କରିବା ଦାବି ନେଇ ମଙ୍ଗଳବାର ଆଞ୍ଚଳିକ ମହିଳା ସୁରକ୍ଷା କମିଟି ଡିଗିପଦର ପକ୍ଷରୁ ଆଠମଲ୍ଲିକ ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ଜନଜୀବନ…

ସିଦ୍ଧପୁର ଖେସରା ଜଙ୍ଗଲରୁ ଦନ୍ତାହାତୀର ମୃତଦେହ ଉଦ୍ଧାର

ଆଠମଲ୍ଲିକ,୨୬ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ରେଞ୍ଜ ସିଦ୍ଧପୁର ଖେସରା ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର କରାଯାଇଛି। ଆଠମଲ୍ଲିକ ଜଙ୍ଗଲରେ ବୁଲୁଥିବା ୨୨ ଟିକିଆ ହାତୀପଲରେ ଥିବା ଦନ୍ତାଙ୍କ ମଧ୍ୟରେ ଲଢ଼େଇ ଯୋଗୁ ଉକ୍ତ ଦନ୍ତାହାତୀର ମୃତ୍ୟୁ ହୋଇଥିବା ବନ…

ଜରପଡା ଥାନା ଅଞ୍ଚଳରୁ ନଷ୍ଟ କରାଗଲା ୩୨୦ ଗଞ୍ଜେଇ ଗଛ

ଛେଣ୍ଡିପଦା,୨୬।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଅବକାରୀ ପୋଲିସ ଓ ବନବିଭାଗ ମିଳିତ ଚଢାଉରେ ମଙ୍ଗଳବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟକରାଯାଇଛି। ପ୍ରକାଶ ଯେ, ଅବକାରୀ ବିଭାଗର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ କ୍ରିଷ୍ଣା ନାୟକଙ୍କ ନେତୃତ୍ୱରେ ଅନୁଗୋଳ ଅବକାରୀ…

କ୍ଲୋରିନ ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ:ଜେଏସ୍‌ପିଏଲ୍‌ ପଦକ୍ଷେପକୁ ପ୍ରଶଂସା

ଅନୁଗୋଳ ଅଫିସ, ୨୬।୧୧ ଫାକ୍ଟ୍ରିଜ ଆଣ୍ଡ ବଏଲର୍ସ ଅନୁଗୋଳ ଜୋନ ସହ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ତତ୍ତ୍ବାବଧାନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସ୍‌ପିଏଲ୍‌) ପରିସରରେ କ୍ଲୋରିନ ନିରାପତ୍ତା ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଲୋରିନ ଗ୍ୟାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri