ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅପ୍ରୀତିକର ପରିସ୍ଥିତି:ଡୁପ୍ଲିକେଟ ଚାବିକୁ ନେଇ ଜୋର୍ଦାର କଳି
ବନ୍ତଳା,୧୯ା୧୧(ଡି.ଏନ.ଏ.) ଗେଟ୍ରେ ପଡ଼ୁଥିବା ତାଲାର ଡୁପ୍ଲିକେଟ୍ ଚାବିକୁ ନେଇ ପ୍ରଧାନ ଶିକ୍ଷକ ଓ ଅଙ୍ଗନଓ୍ବାଡି ଦିଦିଙ୍କ ମଧ୍ୟରେ କଳି ଯୋଗୁ ସୋମବାର ବନ୍ତଳା ଥାନା ବଡ଼କଣ୍ଟକୁଳ ପଞ୍ଚାୟତ ଜାମ୍ମୁଗାଡ଼ିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅପ୍ରୀତିକର ପରିସ୍ଥିତି ଉପୁଜିଥିଲା। ଏଥିଯୋଗୁ...
ଅନୁଗୋଳ ଜିଲାରେ ୬୫୨ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଅନୁଗୋଳ ଜିଲାରେ ମୋଟ ୧୬୫୪ଟି ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ସେଥିରୁ ୧୦୦୨ଟିର ନିଜସ୍ବ ଗୃହ ଥିବାବେଳେ ୬୫୨ର ନିଜସ୍ବ ଗୃହ ନାହିଁ। ୩୩୧ଟି ଗୃହ ନିର୍ମାଣ କରାଯାଉଥିବାବେଳେ ଆହୁରି ୩୨୧ଟି ଗୃହ ନିର୍ମାଣ କରିବାକୁ ରାଜ୍ୟ ସରକାର ଅନୁମୋଦନ...
ଟ୍ରେନ୍ ଧକ୍କାରେ ଛାତ୍ର ଗୁରୁତର: କ୍ଷତିପୂରଣ ଦାବିରେ ରେଳଧାରଣାରେ ବସିଲେ ଉତ୍ତ୍ୟକ୍ତ ଲୋକେ
ବଅଁରପାଳ,୧୬।୧୧(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ବୁଢ଼ାପଙ୍କ ନିକଟ ନାଲ୍କୋ ରେଳଧାରଣାରେ ଶନିବାର ସକାଳେ ଟ୍ରେନ୍ ଧକ୍କାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ସେ ହେଲେ ବୁଢ଼ାପଙ୍କ ସ୍କୁଲ୍ର ସୁନିଲ ପ୍ରଧାନ। ଗୁରୁତର ଅବସ୍ଥାରେ ସୁନିଲଙ୍କୁ ବଅଁରପାଳର ଏକ...
ମାନବିକତା ଦେଖାଇଲେ ଡିଆଇଜିଙ୍କ ସ୍ତ୍ରୀ : ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ପଠାଇଲେ
ଅନୁଗୋଳ ଅଫିସ, ୧୬।୧୧- ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାରେ ପଡ଼ିଥିବା ଦୁଇ ଯୁବକଙ୍କୁ ନିଜ ଗାଡ଼ିରେ ମେଡିକାଲ ପଠାଇ ଉଚ୍ଚ ପ୍ରଶଂସା ସାଉଣ୍ଟିଛନ୍ତି ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳଙ୍କ ସ୍ତ୍ରୀ ସୀମାଗୁପ୍ତା ଭୋଳ। ବୁଧବାର ରାତିରେ ଘଟିଥିବା ଏହି ଘଟଣା ଏବେ...
ରାସ୍ତା ପାର୍ଶ୍ୱରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ : ଖୁଡ଼ୀ ସହ ସମ୍ପର୍କରୁ କରାଯାଇଥିଲା ହତ୍ୟା
ଅନୁଗୋଳ ଅଫିସ, ୧୬।୧୧ – ଅନୁଗୋଳ ବ୍ଲକ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ତ୍ରିପୁର ନାଏକ(୧୯)ଙ୍କ ମୃତଦେହ ଗତ ୮ ତାରିଖରେ ସାକସିଂହା-ଘୁଞ୍ଚାପାଳ ରାସ୍ତା ପାର୍ଶ୍ୱରୁ ଉଦ୍ଧାର ଘଟଣା ଏକ ହତ୍ୟାକାଣ୍ଡ। ଖୁଡୀଙ୍କ ସହ ସମ୍ପର୍କ ରକ୍ଷା କାରଣରୁ ଦାଦା...
ଜେଏସ୍ପିଏଲ୍ରେ ବିଶ୍ୱ ଗୁଣବତ୍ତା ଦିବସ: ନିରନ୍ତର ଉନ୍ନତି ପାଇଁ ଏକ ସୁଯୋଗ
ଅନୁଗୋଳ ଅଫିସ, ୧୫।୧୧-ଅନୁଗୋଳ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସ୍ପିଏଲ୍) ପ୍ଲାଣ୍ଟ ପରିସରରେ ଗୁରୁବାର ବିଶ୍ୱ ଗୁଣବତ୍ତା ଦିବସ ପାଳିତ ହୋଇଯାଇଛି। ଜେଏସ୍ପିଏଲ୍ ଓଡ଼ିଶା ମୁଖ୍ୟ ପରିଚାଳନା ଅଧିକାରୀ ପଙ୍କଜ ଗୌତମ, ଇସ୍ପାତ ନିର୍ମାଣ ବିଭାଗ ମୁଖ୍ୟ ଦାମୋଦର...
ଜାପାନିଜ୍ ଏନ୍ସେଫାଲାଇଟିସ୍ ଟିକାକରଣ ଅଭିଯାନ: ଟିକାନେବେ ୩ ଲକ୍ଷ ୮୧୮ ଶିଶୁ
ଅନୁଗୋଳ ଅଫିସ, ୧୫।୧୧-ଜାପାନିଜ୍ ଏନ୍ସେଫାଲାଇଟିସ୍ ଭଳି ମାରାତ୍ମକ ରୋଗର ଟିକାକରଣ ଅଭିଯାନ ଶୁକ୍ରବାରଠାରୁ ଅନୁଗୋଳ ଜିଲାରେ ଆରମ୍ଭ ହେଉଛି। ଏହି ଅଭିଯାନ ୩ ସପ୍ତାହ ଧରି ଚାଲିବ। ଦୁଇଟି ପର୍ଯ୍ୟାୟରେ ଜିଲାର ୩ ଲକ୍ଷ ୮୧୮ ଜଣ ଶିଶୁଙ୍କୁ ଟିକା...
ତହସିଲ ସମ୍ବନ୍ଧୀୟ ସେବା ଉପରେ ଗୁରୁତ୍ୱ
ବଇଣ୍ଡା,୧୪।୧୧(ଡି.ଏନ୍.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଞ୍ଜାମୁରା ପଞ୍ଚାୟତରେ ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଭାବେ ପ୍ରଚଳିତ ହୋଇଥିବା ଯୋଜନା ମୋ ଗାଁ ତହସିଲ (ସେବା ଆପଣଙ୍କ ଦ୍ୱାରରେ କାର୍ଯ୍ୟକ୍ରମ) ଉଦ୍ଘାଟିତ ହୋଇଯାଇଛି। କିଶୋରନଗର ତହସିଲଦାର ଡ. ଲକ୍ଷ୍ମୀପ୍ରସାଦ ସାହୁଙ୍କ...
ମାମୁରିଝରଣରେ ଅଗ୍ନିକାଣ୍ଡ, ୪ ବଖରା ଜଳିଗଲା
ବଇଣ୍ଡା,୧୪।୧୧(ଡି.ଏନ୍.ଏ.)-ଆଠମଲ୍ଲିକ ବ୍ଲକ ଆମ୍ବସରମୁ ପଞ୍ଚାୟତ ମାମୁରିଝରଣ ଗ୍ରାମରେ ଅଗ୍ନିକାଣ୍ଡ ଘଟି ପୁରୁଷୋତ୍ତମ ନାୟକ, ଟୁଟୁ ନାୟକଙ୍କ ୪ ବଖରା ଘର ଜଳିଯାଇଛି। ଅଗ୍ନିକାଣ୍ଡର ସଠିକ କାରଣ ଜଣାଡ଼ି ନ ଥିବାବେଳେ ରୋଷେଇ ଘରୁ ଏହି ନିଆଁ ଲାଗିଥିବା ଗ୍ରାମବାସୀ କହିଛନ୍ତି।...
ଚାଷୀଙ୍କ ସମସ୍ୟା ସମାଧାନ କରିବ କୃଷି ବିଭାଗ: ପଞ୍ଚାୟତ ବୁଲି ଜ୍ଞାନ ବାଣ୍ଟିବେ ଗ୍ରାମୀଣ କୃଷି କର୍ମଚାରୀ
ଅନୁଗୋଳ ଅଫିସ, ୧୪।୧୧ – ଚାଷୀଙ୍କ ସମସ୍ୟା ସମାଧାନ ପାଇଁ ଏଣିକି ଗାଁ ଗାଁ ବୁଲିବେ ଗ୍ରାମୀଣ କୃଷି କର୍ମଚାରୀ। ଚାଷୀଙ୍କ ସହ ବୈଠକ କରି ଉନ୍ନତ ଜ୍ଞାନକୌଶଳ ସମ୍ପର୍କରେ ସେମାନଙ୍କୁ ଅବଗତ କରାଇବେ। ଅନୁଗୋଳ ଜିଲାର କେତେକ ପଞ୍ଚାୟତରେ...
ମା’ ଲୋଭୀଙ୍କ ଯାତ୍ରାର ଦ୍ୱିତୀୟ ଦିବସ: ଧାଡ଼ିରେ ଦର୍ଶନ କଲେ, ଅଧିଆ ପଡ଼ିଲେ
ବଅଁରପାଳ,୧୪ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀଠାରେ ଚାଲିଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରାର ବୁଧବାର ଥିଲା ଦ୍ୱିତୀୟ ଦିବସ। ପ୍ରଥମ ଦିନ ପରି ମା’ଙ୍କ ଏହି ଯାତ୍ରା ଦେଖିବାକୁ ଆଖପାଖ ଅଞ୍ଚଳର ବହୁ ସଂଖ୍ୟକ ଭକ୍ତ ଭିଡ଼ ଲଗାଇଥିଲେ।...
ପ୍ରାତଃଭ୍ରମଣରେ ଯିବାବଳେ ଅଘଟଣ, ମହିଳାଙ୍କ ଜୀବନ ଗଲା
ତାଳଚେର,୧୩।୧୧(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବ୍ଲକ ଡେରା ପେଟ୍ରୋଲ ପମ୍ପ ନିକଟରେ ଏକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସୁଭାସିନୀ ନାଥ(୪୫ବର୍ଷ)। ତାଙ୍କ ଘର ତାଳଚେର ବ୍ଲକ ଗୁରୁଜାଙ୍ଗ ଗ୍ରାମରେ। ସେ...
Archives


