ଅନୁଗୋଳ

ମଦ ଜବତ, ୨ ଗିରଫ

ବଇଣ୍ଡା,୩।୧୨(ଡି.ଏନ.ଏ.)-ହଣ୍ଡପା ଓ ବଇଣ୍ଡା ଫାଣ୍ଡି ପୋଲିସ ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରି ମଦ ଜବତ କରିବାସହ ୨ ଜଣଙ୍କୁ ଗିରଫ କରି ଆଠମଲ୍ଲିକ କୋର୍ଟଚାଲାଣ କରିଛି। ଧଉରାଗୋଠ ଗ୍ରାମରେ ଚଢାଉ କରି ଦେବଶ୍ରୀ ପ୍ରଧାନଙ୍କ ଘରୁ ୪ ଲିଟର, କଦଳୀମୁଣ୍ଡା…

ମଧ୍ୟାହ୍ନଭୋଜନ ଯାଞ୍ଚ କଲେ ବିଧାୟକ

ଛେଣ୍ଡିପଦା,୩।୧୨(ସ୍ବ.ପ୍ର)-ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମଙ୍ଗଳବାର ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ପରିଦର୍ଶନ ଯାଇଥିଲେ। ଏହି ଅବସରରେ ଏକ ନୂତନ ଶ୍ରେଣୀ ଗୃହକୁ ବିଧାୟକ ଉଦ୍‌ଘାଟନ କରିଥିଲେ। ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନିମନ୍ତେ…

ପ୍ରାଥମିକ ବିଦ୍ୟାଳୟକୁ ହାଇସ୍କୁଲରେ ମିଶ୍ରଣ ଦାବି

ବନ୍ତଳା,୩।୧୨(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ମିଶାଇବା ପାଇଁ ସୋମବାର ଜିଲାପାଳଙ୍କ ନିକଟରେ ଗ୍ରାମର ଯୁବକମାନେ ଦାବି କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମରେ ଖେଳ ପଡିଆ ନ ଥିବାରୁ ଉକ୍ତ…

ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ

କଣିହାଁ, ୩ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ବାଲିପଶିସାହିର ଏକ କୂଅରୁ ଗତ ୨୮ ତାରିଖରେ ଦୁର୍ଯ୍ୟୋଧନ ତୁଙ୍ଗଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ପରକୀୟା ପ୍ରୀତି ଯୋଗୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ…

ଭିଜିଲାନ୍ସ ଜାଲରେ କିରାଣି

ଅନୁଗୋଳ ଅଫିସ,୨।୧୨: ଅନୁଗୋଳ ଜିଲା ବଅଁରପାଳ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣି ବିଜୟ କୁମାର ମହାପାତ୍ର ଲାଞ୍ଚନେଉଥିବା ବେଳେ ସୋମବାର ଅନୁଗୋଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବିଜୟ ନିଶା ଥାନା ଅନ୍ତର୍ଗତ ତୁବେ ଆରଆଇ ଅଧୀନରେ ଥିବା ପଥୁରିଆ ଗାଁର ଦେବେନ୍ଦ୍ର…

ବାର୍‌ହା ଶିକାରୀ ଗିରଫ: ମାଂସ ସହିତ ଅନ୍ୟାନ୍ୟ ସାମଗ୍ରୀ ଜବତ

ଛେଣ୍ଡିପଦା,୨।୧୨(ସ୍ବ.ପ୍ର.) : ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ଜାମୁଣ୍ଡା ବିଟ ବଅଁରଡିହ ଅଞ୍ଚଳରୁ ରବିବାର ରାତିରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ଜଣେ ଶିକାରୀଙ୍କୁ ଗିରଫ କରାଯିବା ସହିତ ତାଙ୍କଠାରୁ ୫ କିଗ୍ରା ମାଂସ, ଶିକାରରେ…

ଫେକ୍‌ ଆଇଡିରୁ ଶୁଭ୍ରାଂଶୁଙ୍କ ନିକଟକୁ ଆସିଥିଲା ଚିଠି; ନାସା ନାଁରେ ଭୁଆଁ ବୁଲାଇଥିଲେ ନାବାଳକ

ଅନୁଗୋଳ ଅଫିସ,୨।୧୨: ମାତ୍ର ୬୫ ହଜାର ଟଙ୍କାରେ ଅନୁଗୋଳ ଗାନ୍ଧୀମାର୍ଗ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୯ମ ଶ୍ରେଣୀ ଛାତ୍ର ଶୁଭ୍ରାଂଶୁ ନାୟକ ପ୍ରସ୍ତୁତ କରିଥିବା ‘ମାଭିକ୍‌’ ଡ୍ରୋନ୍‌କୁ ମିରାକିଲ୍‌ କହି ତାଙ୍କୁ ଆମେରିକା ଆମନ୍ତ୍ରଣ ପାଇଁ ପଠାଯାଇଥିବା ଚିଠି…

ଝିଅ ହତ୍ୟାକାରୀ ମା’ଙ୍କୁ ଆଜୀବନ ଜେଲ

ଅନୁଗୋଳ ଅଫିସ, ୧।୧୨ – ଅନୁଗୋଳ ଜିଲା ନାଲ୍‌କୋ ଥାନା ବାଙ୍କିହଟିଂ ଅଞ୍ଚଳରେ ସାଢେ ୪ ବର୍ଷ ତଳେ ଜଣେ ନାବାଳିକା ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଅଦାଲତରେ ଅନୁଗୋଳ ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରଭାକର…

୨୯ରେ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ବାର୍ଷିକ ଅଧିବେଶନ: ଯୋଗଦେବେ ସୁପ୍ରିମକୋର୍ଟ ବିଚାରପତି

ଅନୁଗୋଳ ଅଫିସ, ୧।୧୨ – ରାଜ୍ୟ ଆଇନଜୀବୀମାନଙ୍କ ସର୍ବପୁରାତନ ସଙ୍ଗଠନ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ଉତ୍ସବ ଅନୁଗୋଳ ଷ୍ଟାଡ଼ିୟମଠାରେ ଆସନ୍ତା ଡିସେମ୍ବର ୨୯ ଓ ୩୦ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ଅନୁଗୋଳ ଓକିଲ ସଂଘ…

ନାସା ଚିଠିକୁ ନେଇ ହଟୁନି ସନ୍ଦେହ: ଆଜି ରିପୋର୍ଟ ଦେବ ସାଇବର ସେଲ୍‌

ଅନୁଗୋଳ ଅଫିସ, ୧।୧୨ – ଅନୁଗୋଳ ହୁଲୁରିସିଂହାର ଲକ୍ଷ୍ମଣ ନାୟକଙ୍କ ପୁଅ ଶୁଭ୍ରାଂଶୁଙ୍କ ମାଭିକ୍‌ ଡ୍ରୋନକୁ ଉଚ୍ଚ ପ୍ରଶଂସା କରି ଆମେରିକା ଯିବାକୁ ଇମେଲ୍‌ରେ ଆସିଥିବା ଚିଠି ପ୍ରକୃତରେ ଆମେରିକାର ମହାକାଶ ଗବେଷଣା ସଂସ୍ଥା (ନାସା) ପଠାଇଛି କିମ୍ବା ଏହା ଫେକ୍‌…

ବେଆଇନ ବାଲି, ପଥର ବୋଝେଇ ଟ୍ରାକ୍ଟର; ହାଇୱା ଜବତ

ଛେଣ୍ଡିପଦା,୩୦।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅଞ୍ଚଳରୁ ଶନିବାର ବେଆଇନ ବାଲି ବୋଝେଇ ଟ୍ରାକ୍ଟର ଓ ଏକ ପଥର ବୋଝେଇ ହାଇୱା ଜବତ କରାଯାଇଛି। ସୂଚନାନୁଯାୟୀ, ବେଆଇନ ବାଲି ପଥର ଓ ମୋରମ ଜିଲାର ବିଭିନ୍ନ ଅଞ୍ଚଳକୁ ମାଫିଆମାନେ ଚାଲାଣ କରୁଥିବା…

ଅବକାରୀ, ବନ ବିଭାଗର ମିଳିତ ଚଢ଼ାଉ: ୧୫ଶହରୁ ଊର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ

ଛେଣ୍ଡିପଦା,୩୦।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଚାଙ୍ଗୁଡିଆ ପଞ୍ଚାୟତର କଙ୍କୁରପାଳ ଗ୍ରାମରେ ଶନିବାର ଚଢ଼ାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଅବକାରୀ ବିଭାଗ ଓ ବନ ବିଭାଗର ମିଳିତ ଚଢ଼ାଉରେ ଉକ୍ତ ଗ୍ରାମ ନିକଟସ୍ଥ ଓହ୍ଲାଣି ନାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?