ବାମୁର ରେଞ୍ଜ୍ରେ ୨୨ ହାତୀ: ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ
ବଇଣ୍ଡା, ୨୧।୧୧(ଡି.ଏନ.ଏ.) – ରେଢାଖୋଲ ବନଖଣ୍ଡରୁ ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ରେଞ୍ଜକୁ ବୁଧବାର ସକାଳେ ଚାଲି ଆସିଥିବା ୨୨ଟି ହାତୀ ବ୍ୟାପକ ଉପଦ୍ରବ ସୃଷ୍ଟି କରିଛନ୍ତି। ବଣିଆଦୋହଲି, କଦଳୀମୁଣ୍ଡା, ବଡ଼ରୋହିଲା, କସୁଣି, ଭୀମପୁର ଗ୍ରାମରେ ହାତୀପଲ ଘରଦ୍ୱାରା ଭାଙ୍ଗିଦେବା…
ଆର୍ଟିଓ କାର୍ଯ୍ୟାଳୟରେ ଅବ୍ୟବସ୍ଥା: ଡିଏଲ ଟେଷ୍ଟ ପାଇଁ ଆସି ହନ୍ତସନ୍ତ
ଅନୁଗୋଳ ଅଫିସ, ୨୧।୧୧ – ଅନୁଗୋଳ ପଞ୍ଚମହଲାସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆରଟିଓ)ରେ ବୁଧବାର ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ଫାଇନାଲ ଡ୍ରାଇଭିଂ ପରୀକ୍ଷା ପାଇଁ ୫୦ରୁ ଊର୍ଦ୍ଧ୍ୱ ଆବେଦନକାରୀ ଆସିଥିବାବେଳେ ଅଫିସ ଛୁଟି ଥିବାରୁ ସେମାନେ ହନ୍ତସନ୍ତ ହୋଇଥିଲେ। ପ୍ରତିବାଦ ସ୍ବରୂପ ସେମାନେ…
ହାତରୁ ବନ୍ଧୁକ ଛଡ଼ାଇଲା ପ୍ରେମ
ବନ୍ତଳା, ୨୧।୧୧ – ଏକଦା ଲାଲ୍ଗଡ଼ରେ ଥିଲା ସେମାନଙ୍କ ରାଜୁତି। ଦୁର୍ନୀତି ବିରୋଧରେ ଉଠାଇଥିଲେ ବନ୍ଧୁକ। ମାଓବାଦୀ ସଙ୍ଗଠନ ବିଷୟରେ ମତାଉଥିଲେ ଲୋକଙ୍କୁ। ହେଲେ ହିଂସା ଯେ ସମସ୍ୟା ସମାଧାନର ବାଟ ନୁହେଁ, ତାହା ଅନୁଭବ ହେଲା ଯେତେବେଳେ ସେମାନଙ୍କ ଭିତରେ…
ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଛେଣ୍ଡିପଦା,୨୦।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ତୁକୁଗ୍ରାମ ରେଳଧାରଣାରୁ ବୁଧବାର ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ କୁଣ୍ଢେଇଗୁଳା ଥାନା ସୁରୁଙ୍ଗିପାଳ ଗାଁର ଟୁଲୁ ମାହାର ବୋଲି ଜଣାପଡିଛି । ପ୍ରକାଶ ଯେ, ଟୁଲୁ ଦୀର୍ଘ ୮ ବର୍ଷ…
ଅସନ୍ତୋଷ ଝାଡ଼ିଲେ ସଫେଇ କର୍ମଚାରୀ: ପୌରପାଳିକା ବିରୋଧରେ ଜିଲାପାଳଙ୍କୁ ଦାବିପତ୍ର
ଅନୁଗୋଳ ଅଫିସ, ୨୦।୧୧-ଅନୁଗୋଳ ପୌରପାଳିକା ଓ ସଫେଇ କାର୍ଯ୍ୟ ଠିକା ନେଇଥିବା ଘରୋଇ ସଂସ୍ଥା ଉପରେ ଅସନ୍ତୋଷ ବ୍ୟକ୍ତ କରିଛି ଅନୁଗୋଳ ଜିଲା ସଫେଇ କର୍ମଜୀବୀ ସଂଘ। ମଙ୍ଗଳବାର ସଂଘ ପକ୍ଷରୁ ଏ ନେଇ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।…
ଥଇଥାନ ଦାବିରେ ମାଛ, ମାଂସ ବିକ୍ରେତା ସଂଘର ଆନ୍ଦୋଳନ ଧମକ: ସୋମବାରଠାରୁ ଦୋକାନ ବନ୍ଦ ନିଷ୍ପତ୍ତି
ପାଲଲହଡା,୨୦।୧୧(ଡି.ଏନ.ଏ.)-ଥଇଥାନ ଦାବିରେ ପାଲଲହଡା ସଦର ମହକୁମାସ୍ଥିତ ମାଛ, ମାଂସ ବିକ୍ରେତା ସଂଘ ପକ୍ଷରୁ ଆନ୍ଦୋଳନ ଧମକ ଦିଆଯାଇଛି। ଆସନ୍ତା ସୋମବାରଠାରୁ ସଦର ମହକୁମାଠାରେ ଥିବା ସମସ୍ତ ମାଛ, ମାଂସ ଦୋକାନକୁ ଅନର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିବାକୁ ସଂଘ ନିଷ୍ପତ୍ତି ନେଇଛି।…
ବିଧାୟକ ପଢ଼ାଇଲେ ପାଠ
ପାଲଲହଡା,୨୦।୧୧(ଡି.ଏନ.ଏ.)- ପାଲଲହଡା ବିଧାୟକ ମୁକେଶ କୁମାର ପାଲ ମଙ୍ଗଳବାର ବ୍ଲକର କରଡାପାଳ ପଞ୍ଚାୟତ ଗସ୍ତ କରିଥିଲେ। ଏହି ଅବସରରେ ସେ ବାଁନଖୋଲ ଗ୍ରାମରେ ଥିବା ବାଁନଖୋଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିବା ସହ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢ଼ାଇଥିଲେ।
ଉପକୃତ ହେବେ ପଟାଖମଣ, ବଣସିଂହ ଗ୍ରାମବାସୀ: ଖୁବ୍ଶୀଘ୍ର ଟିକିରା ନଦୀରେ ସେତୁ
କଣିହାଁ,୨୦।୧୧(ଡି.ଏନ.ଏ.)-ଖୁବ୍ଶୀଘ୍ର ଦୂର ହେବ କଣିହାଁ ବ୍ଲକ ପଟାଖମଣ ଓ ବଣସିଂହ ଗ୍ରାମବାସଙ୍କ ସମସ୍ୟା। ଟିକରା ନଦୀ ଉପରେ ଏକ ସେତୁ ନିର୍ମାଣ ପାଇଁ ଏବେ ପ୍ରସ୍ତୁତି ପ୍ରକ୍ରିୟା ଚାଲିଥିବା ପ୍ରଶାସନ ସୂତ୍ରରୁ ସୂଚନା ମିଳିଛି। ପ୍ରକାଶ ଯେ, କଣିହାଁ ବ୍ଲକ ମହକୁମାଠାରୁ…
ସରପାଳ ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି
ଛେଣ୍ଡିପଦା,୧୯।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସରପାଳ ଗ୍ରାମରେ ସୋମବାର ବିଳିମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମ ପ୍ରଦୀପ କୁମାର ସାହୁଙ୍କର ଦୁଇ ବଖରା ଚାଳଘର ସମ୍ପୂର୍ଣ୍ଣ ପୋଡିଯାଇଛି। ଏହା ସହ ଘରର ଆସବାବପତ୍ର ପୋଡି ୫୦ହଜାରରୁ ଊର୍ଦ୍ଧ୍ୱ ଟଙ୍କାର…
ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅପ୍ରୀତିକର ପରିସ୍ଥିତି:ଡୁପ୍ଲିକେଟ ଚାବିକୁ ନେଇ ଜୋର୍ଦାର କଳି
ବନ୍ତଳା,୧୯ା୧୧(ଡି.ଏନ.ଏ.) ଗେଟ୍ରେ ପଡ଼ୁଥିବା ତାଲାର ଡୁପ୍ଲିକେଟ୍ ଚାବିକୁ ନେଇ ପ୍ରଧାନ ଶିକ୍ଷକ ଓ ଅଙ୍ଗନଓ୍ବାଡି ଦିଦିଙ୍କ ମଧ୍ୟରେ କଳି ଯୋଗୁ ସୋମବାର ବନ୍ତଳା ଥାନା ବଡ଼କଣ୍ଟକୁଳ ପଞ୍ଚାୟତ ଜାମ୍ମୁଗାଡ଼ିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅପ୍ରୀତିକର ପରିସ୍ଥିତି ଉପୁଜିଥିଲା। ଏଥିଯୋଗୁ ଅଙ୍ଗନଓ୍ବାଡିର…
ଅନୁଗୋଳ ଜିଲାରେ ୬୫୨ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଅନୁଗୋଳ ଜିଲାରେ ମୋଟ ୧୬୫୪ଟି ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ସେଥିରୁ ୧୦୦୨ଟିର ନିଜସ୍ବ ଗୃହ ଥିବାବେଳେ ୬୫୨ର ନିଜସ୍ବ ଗୃହ ନାହିଁ। ୩୩୧ଟି ଗୃହ ନିର୍ମାଣ କରାଯାଉଥିବାବେଳେ ଆହୁରି ୩୨୧ଟି ଗୃହ ନିର୍ମାଣ କରିବାକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି।…
ଟ୍ରେନ୍ ଧକ୍କାରେ ଛାତ୍ର ଗୁରୁତର: କ୍ଷତିପୂରଣ ଦାବିରେ ରେଳଧାରଣାରେ ବସିଲେ ଉତ୍ତ୍ୟକ୍ତ ଲୋକେ
ବଅଁରପାଳ,୧୬।୧୧(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ବୁଢ଼ାପଙ୍କ ନିକଟ ନାଲ୍କୋ ରେଳଧାରଣାରେ ଶନିବାର ସକାଳେ ଟ୍ରେନ୍ ଧକ୍କାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ସେ ହେଲେ ବୁଢ଼ାପଙ୍କ ସ୍କୁଲ୍ର ସୁନିଲ ପ୍ରଧାନ। ଗୁରୁତର ଅବସ୍ଥାରେ ସୁନିଲଙ୍କୁ ବଅଁରପାଳର ଏକ ଘରୋଇ…
Archives


