ବରଡ଼ା ଛପର ତଳେ ବିଦ୍ୟାଳୟ
ଆଠମଲ୍ଲିକ, ୩୦ା୧୧(ଡି.ଏନ.ଏ.) – ପତ୍ରଫଡିରୁ ଆରମ୍ଭ ହୋଇ ଗ୍ରାମବାସୀଙ୍କ ଉଦ୍ୟମରେ ବରଡା ଛପର ଘରେ ପହଞ୍ଚିଥିବା ବିଦ୍ୟାଳୟର ବିକାଶ ଭୁଲିଯାଇଛି ପ୍ରଶାସନ। ଫଳରେ ବିନା ଶ୍ରେଣୀଗୃହରେ ଖୋଲାମେଲାରେ ବିପଦସଙ୍କୁଳ ଭାବେ ପାଠ ପଢୁଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମା ୩…
ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ବିରୋଧ: ମରିଯିବୁ ପଛେ ଜାଗା ଦେବୁନି
ବଇଣ୍ଡା,୩୦।୧୧(ଡି.ଏନ୍.ଏ.) – ସଂସାରକୁ ଚଳାଉଥିବା ଭିଟାମାଟିକୁ ଛଡ଼ାଇ ନେଇ ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ଯୋଜନା କରାଯାଉଛି। ହେଲେ ଦାନା ଦେଉଥିବା ଜମିରୁ ଇଞ୍ଚେ ବି ପ୍ରକଳ୍ପ ପାଇଁ ଛଡାଯିବନି ବୋଲି ଜିଦ୍ ଧରିବା ସହ ଶୁକ୍ରବାର ଆଠମଲ୍ଲିକ ବ୍ଲକ…
ଦୃଷ୍ଟି ଆଢୁଆଳରେ ମା’ ଝାରୀ କୁଆଁଦେଈ ପୀଠ: ଉନ୍ନତୀକରଣ, ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦାବି
ଛେଣ୍ଡିପଦା, ୩୦।୧୧(ସ୍ବ.ପ୍ର.) ମନୋରମ ପରିବେଶ, ଉଷ୍ମ ପ୍ରସ୍ରବଣ, ଜନ ସାଧାରଣଙ୍କ ସମାଗମ ଲାଗି ରହିବା ସତ୍ତ୍ୱେ ପର୍ଯ୍ୟଟନ ବିଭାଗ ତଥା ପ୍ରଶାସନର ଦୃଷ୍ଟି ଆଢୁଆଳରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡିଆ ପଞ୍ଚାୟତ ବଡବେରେଣା ଗ୍ରାମସ୍ଥିତ ମା’ ଝାରୀ କୁଆଁଦେଈ ପୀଠ।…
ସାଆନ୍ତରାପୁର(କ) ସରପଞ୍ଚ ପଦବୀ ଉପନିର୍ବାଚନ: ୮୬% ମତଦାନ, ଆଜି ଫଳାଫଳ
ଛେଣ୍ଡିପଦା/ବଅଁରପାଳ, ୨୮।୧୧(ଡି.ଏନ.ଏ.)-ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସାଆନ୍ତରାପୁର(କ) ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମତଦାନ ପାଇଁ ୧୩ଟି ବୁଥ କରାଯାଇଥିଲା। ୩୬୦୫ ଭୋଟରଙ୍କ ମଧ୍ୟରୁ ୩୧୧୫ ଜଣ ମତଦାନ ସାବ୍ୟସ୍ତ କରିଥିଲେ। ଭୋଟ ହାର ୮୬.୪୧%…
ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ୍ ଟୁର୍ନାମେଣ୍ଟ: ୬ ଗ୍ରାଉଣ୍ଡରେ ଖେଳାଗଲା ୧୨ ମ୍ୟାଚ
ଅନୁଗୋଳ ଅଫିସ, ୨୮।୧୧-ଅନୁଗୋଳ ଜିଲାରେ ବୁଧବାର ୧୭ବର୍ଷରୁ କମ୍ ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଛି। ୬ ଗ୍ରାଉଣ୍ଡରେ ମୋଟ ୧୨ ମ୍ୟାଚ ଖେଳାଯାଇଥିଲା। ପୁରୁଷ ବିଭାଗରେ ୫ଟି ପଡ଼ିଆରେ ମୋଟ ୧୦ଟି ମ୍ୟାଚ୍ ଖେଳାଯାଇଥିଲା। ଟାଉନ ହାଇସ୍କୁଲ ପଡ଼ିଆରେ…
କୂଅରୁ ମିଳିଲା କଟାମୁଣ୍ଡ: ମୃତଦେହ ଉଦ୍ଧାର, ତଦନ୍ତ ଜାରି
କଣିହାଁ,୨୮।୧୧(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହା ବ୍ଲକ ରେଙ୍ଗାଳି ଗ୍ରାମ ବାଲିପଶି ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ସାହିର ଦୁର୍ଯ୍ୟୋଧନ ତୁଙ୍ଗ(୪୨)ଙ୍କ ମୁଣ୍ଡକୁ କେହି ଦୁର୍ବୃତ୍ତ କାଟି ବୁଧବାର ବିଳମ୍ବିତ ରାତିରେ ତାଙ୍କ ବାଡ଼ିପଟରେ ଥିବା କୂଅରେ ପକାଇ ଦେଇଛି। ଏ ସମ୍ପର୍କରେ…
ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ୍ ଟୁର୍ନାମେଣ୍ଟ; ୬ ଗ୍ରାଉଣ୍ଡରେ ଖେଳାଗଲା ୧୨ ମ୍ୟାଚ
ଅନୁଗୋଳ ଅଫିସ, ୨୮।୧୧: ଅନୁଗୋଳ ଜିଲାରେ ବୁଧବାର ୧୭ବର୍ଷରୁ କମ୍ ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଛି। ୬ ଗ୍ରାଉଣ୍ଡରେ ମୋଟ ୧୨ ମ୍ୟାଚ ଖେଳାଯାଇଥିଲା। ପୁରୁଷ ବିଭାଗରେ ୫ଟି ପଡ଼ିଆରେ ମୋଟ ୧୦ଟି ମ୍ୟାଚ୍ ଖେଳାଯାଇଥିଲା। ଟାଉନ ହାଇସ୍କୁଲ…
ସାଆନ୍ତରାପୁର(କ) ସରପଞ୍ଚ ପଦବୀ ଉପନିର୍ବାଚନ: ୮୬% ମତଦାନ, ଆଜି ଫଳାଫଳ
ଛେଣ୍ଡିପଦା/ବଅଁରପାଳ, ୨୮।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସାଆନ୍ତରାପୁର(କ) ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମତଦାନ ପାଇଁ ୧୩ଟି ବୁଥ କରାଯାଇଥିଲା। ୩୬୦୫ ଭୋଟରଙ୍କ ମଧ୍ୟରୁ ୩୧୧୫ ଜଣ ମତଦାନ ସାବ୍ୟସ୍ତ କରିଥିଲେ। ଭୋଟ ହାର…
ଚୋରା ବାଲି ବୋଝେଇ ଟ୍ରାକ୍ଟର, ପଥର ବୋଝେଇ ଟିପ୍ପର ଜବତ
ଛେଣ୍ଡିପଦା, ୨୭।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅଞ୍ଚଳରୁ ବୁଧବାର ଚୋରା ବାଲି ବୋଝେଇ ଟ୍ରାକ୍ଟର ଓ ଏକ ପଥର ବୋଝେଇ ଟିପ୍ପରକୁ ଜବତ କରାଯାଇଛି। ଘଟଣାରୁ ପ୍ରକାଶ, ସରକାରୀ ରାଜସ୍ବକୁ ଠକି ବାଲି, ପଥର, ମୋରମକୁ ମାଫିଆମାନେ ଅନୁଗୋଳ ଜିଲାର…
ପଦାଧିକାରୀ ହେଲେ ହେଁ ଜୀବନଯାପନ ସାଧାରଣ: ପନିପରିବା ଚାଷ କରନ୍ତି ଛେଣ୍ଡିପଦା ବିଡିଓ
ଛେଣ୍ଡିପଦା,୨୭।୧୧(ସ୍ବ.ପ୍ର.): ଅଧିକାରୀମାନେ ପଦପଦବୀ ମଣ୍ଡନ କରିବା ପରେ ସେମାନଙ୍କର ପ୍ରାୟ ଅଧିକାଂଶ କାର୍ଯ୍ୟ ଅର୍ଡର୍ଲିମାନେ କରିଥାନ୍ତି। ଯେମିତିକି ବଜାରରୁ ପରିବା ଆଣିବା, ଗ୍ରୋସରି ଆଣିବା, ବଗିଚାରେ ପାଣି ଦେବା, ଫୁଲଗଛ ଲଗାଇବା, ବଗିଚାର ଯତ୍ନ ନେବା ଇତ୍ୟାଦି। ହେଲେ ଏହିଭଳି ଅର୍ଡର…
କାର୍ଯ୍ୟାଦେଶ ଦେଇ ନିର୍ମାଣ ବନ୍ଦ କରାଉଛନ୍ତି ଅଧିକାରୀ: ଜିଲାପାଳଙ୍କୁ ଫେରାଦ ହେଲେ ଟୁଲୁକା ଗ୍ରାମବାସୀ
ଅନୁଗୋଳ ଅଫିସ, ୨୭।୧୧- ଅନୁଗୋଳ ବ୍ଲକ ପୁରୁଣାକୋଟ ପଞ୍ଚାୟତର ଟୁଲୁକା ଗ୍ରାମବାସୀ ମଙ୍ଗଳବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ସରକାରୀ ଅଧିକାରୀମାନେ ସେମାନଙ୍କୁ ଠକି ଦେଇଥିବା ଅଭିଯୋଗ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ କାର୍ଯ୍ୟାଦେଶ ଦେଇଥିଲେ ବି ଅଧିକାରୀମାନେ ଏବେ କାମ…
କାଠ ଚୋରାଚାଲାଣ ବେଳେ ରେଞ୍ଜରଙ୍କୁ ଆକ୍ରମଣ: ଜାଳିଦେଲେ ବନ ବିଭାଗ ଗାଡ଼ି
ବଇଣ୍ଡା,୨୭।୧୧(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଧୀନ ଇଚ୍ଛାପୁର ଗ୍ରାମରେ ସୋମବାର ରାତିରେ ଚୋରାକାଠ ଧରପଗଡ଼ ବେଳେ ବନ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଛି। ୩ଜଣ କାଠ ମାଫିଆଙ୍କ ଆକ୍ରମଣରେ ହଣ୍ଡପା ରେଞ୍ଜର ଚୈତନ୍ୟ ବେହେରା ଆହତ ହୋଇଛନ୍ତି।…

