ଅନୁଗୋଳ

୩୬ ଘଣ୍ଟା ପଡ଼ିରହିଲା ମୃତଦେହ

ଛେଣ୍ଡିପଦା,୮।୧୧(ଅଜିତ ଧଳ): ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିଲା। ହେଲେ ଦୁର୍ଘଟଣାସ୍ଥଳ କେଉଁ ଥାନା ଅଧୀନରେ ଆସୁଛି ତାହା ପୋଲିସ ଜାଣି ନ ପାରିବାରୁ ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରି ୩୬ ଘଣ୍ଟା କାଳ ପଡ଼ିରହିଥିଲା। ଶେଷରେ ରାଜସ୍ବ…

ସଜେଇ ହେଉଛି ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ

ଗଣିଆ,୨ା୧୧(ସନ୍ତୋଷ କୁମାର ପ୍ରଧାନ) ପ୍ରତିବର୍ଷ ପରି ଚଳିତ ବର୍ଷ ନଭେମ୍ବର ୧୫ରୁ ଖୋଲିବ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟର ବାଲୁକା ଟେଣ୍ଟ। ଏ ନେଇ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ପରିଚାଳନା କମିଟି ତରଫରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପର୍ଯ୍ୟଟନ କେନ୍ଦ୍ରରେ ବିଗତ…

ଆଜିଠୁ ମା’ ଲକ୍ଷ୍ମୀଙ୍କୁ ଆରାଧନା

ଅନୁଗୋଳ,୨୮ା୧୦(ଅମିତ କୁମାର ସାମଲ): ମା’ ଲକ୍ଷ୍ମୀଙ୍କ ପୂଜା ପାଇଁ ଅନୁଗୋଳରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶନିବାରଠାରୁ ମା’ଙ୍କ ଆରାଧନା ଆରମ୍ଭ ହେବାକୁ ଥିବାରୁ ସହର ରଙ୍ଗିନ ଆଲୋକମାଳାରେ ସଜ୍ଜିତ ହୋଇଯାଇଛି। ଚଳିତବର୍ଷ ମୋଟ ୩୨ ମଣ୍ଡପରେ ପୂଜା ଆୟୋଜନ କରାଯାଇଛି।…

୬ ମାସ ପରେ ରାସ୍ତା ଫାଟି ଆଁ

ବଇଣ୍ଡା,୨୩ା୧୦ (ପରିକ୍ଷିତ ସାହୁ): ସମ୍ପ୍ରସାରଣ କାର୍ଯ୍ୟ ଶେଷ ହୋଇନାହିଁ। ହେଲେ ଫାଟି ଅଁା କଲାଣି ନିର୍ମାଣ ହୋଇଥିବା ନୂଆ ରାସ୍ତା। ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର କିଶୋରନଗର ବ୍ଲକ ଅଞ୍ଚଳରେ ପ୍ରାୟ ୨୫ଟି ସ୍ଥାନରେ…

ଏମ୍‌ସିଏଲ୍‌ ସିଏମ୍‌ଡି ପୁରସ୍କୃତ

ତାଳଚେର,୨୨।୧୦(ମନୋଜ ନନ୍ଦ): ସୁରକ୍ଷା ପରିଚାଳନା କ୍ଷେତ୍ରରେ ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇ ମହାନଦୀ କୋଲ୍‌ଫିଲ୍ଡସ ଲିମିଟେଡର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଓ. ପି. ସିଂଙ୍କୁ ସମ୍ମାନଜନକ ‘ଆପେକ୍ସ ଇଣ୍ଡିଆ ଭିଜନାରୀ ଲିଡର୍‌ ଆୱାର୍ଡ- ୨୦୨୩’ ପ୍ରଦାନ କରାଯାଇଛି। ଏଥିସହ ଆପେକ୍ସ…

ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ

ବଅଁରପାଳ,୨୧ା୧୦(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସଭାଘର ଓ ବଉଳିଗଡ଼ଠାରେ ଅନୁଗୋଳ ଜିଲା ଶ୍ରମ କାର୍ଯ୍ୟାଳୟ ଓ ଜିଲା ପ୍ରଶାସନ ପକ୍ଷରୁ ନିର୍ମାଣ ଶ୍ରମିକଙ୍କୁ ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅନୁଗୋଳ ବିଧାୟକ…

ବାଇକ୍‌ରେ ଚାଲାଣ ହେଉଛି ବିଦେଶୀ ମଦ

ବଇଣ୍ଡା,୧୯।୧୦(ପରିକ୍ଷିତ ସାହୁ)ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା ଅଞ୍ଚଳରେ ଥିବା ଏକ ବିଦେଶୀ ମଦ ଦୋକାନରୁ ବାଇକ୍‌ ଯୋଗେ ଗ୍ରାମାଞ୍ଚଳକୁ ପେଟି ପେଟି ମଦ ଚାଲାଣ କରାଯାଉଥିବା ଅଭିଯୋଗ ହେଉଛି। ପ୍ରତ୍ୟେକ ଦିନ ଏହି କାରବାର ଚାଲୁଥିଲେ ମଧ୍ୟ ପୋଲିସ…

ଠେଙ୍ଗାରେ ପିଟିପିଟି ମାରିଦେଲେ

ଅନୁଗୋଳ,୧୮।୧୦(ଅମିତ କୁମାର ସାମଲ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା କୋଠଭୂଇଁ ଗ୍ରାମରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଯୁବକ ସଚିତା ଭୋଇ (୨୩)ଙ୍କୁ ଖୁଣ୍ଟରେ ବାନ୍ଧି ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା…

ବଇଣ୍ଡାରେ ପୁଣି ଭାଙ୍ଗିଲା ଡ୍ରେନ

ବଇଣ୍ଡା,୧୬।୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍‌ ଗୁଡିକ ଅତି ନିମ୍ନମାନର ହେଉଥିବା ଯୋଗୁ ଏବେ ବିଭିନ୍ନ ସ୍ଥାନରେ ଭାଙ୍ଗିଯାଉଛି। ଫଳରେ ଉକ୍ତ ଡ୍ରେନ୍‌ ଗୁଡିକର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କାମ…

୬ ମାସ ଗଲାନି, ଭାଙ୍ଗିଗଲା ଡ୍ରେନ୍‌

ବଇଣ୍ଡା,୧୩ା୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍‌ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଆବଶ୍ୟକ ପରିମାଣର ଲୁହାରଡ୍‌ ଦିଆଯାଇ ନ ଥିବା ଯୋଗୁ କେତେକ ସ୍ଥାନରେ ଡ୍ରେନ ଭାଙ୍ଗିବା ଆରମ୍ଭ କଲାଣି। ଏହାକୁ…

୨୦ ତାରିଖ ସୁଦ୍ଧା ନିର୍ଦ୍ଧାରଣ ହେବ ଭଡ଼ା

ତାଳଚେର,୧୧।୧୦ (ମନୋଜ ନନ୍ଦ): ତାଳଚେରରେ କୋଇଲା ପରିବହନ ଓ ଟ୍ରକ୍‌ର ଉଚିତ ଭଡ଼ାକୁ ନେଇ ସ୍ଥାନୀୟ ଉପଜିଲାପାଳ ମନୋଜ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଏସ୍‌ଡିପିଓ…

୧୧ରୁ ବିଦ୍ୟାଳୟ ଖୋଖୋ ପ୍ରତିଯୋଗିତା

ଅନୁଗୋଳ,୧୦।୧୦(ଅମିତ କୁମାର ସାମଲ): ଅନୁଗୋଳ ଫରେଷ୍ଟ ରେଞ୍ଜର ଟ୍ରେନିଂ କଲେଜ ପଡ଼ିଆରେ ଆସନ୍ତା ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ବିଦ୍ୟାଳୟ ଖୋଖୋ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ରାଜ୍ୟର ବିଭିନ୍ନ ଜିଲାରୁ ୧୮ଶହ ଛାତ୍ରୀଛାତ୍ରଙ୍କ ସହ ଅଫିସିଆଲ୍‌ ଯୋଗଦେବାର କାର୍ଯ୍ୟକ୍ରମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri