ବନ ବିଭାଗ ଚଢ଼ାଉ: ୯ଖଣ୍ଡ ଶାଳ ଚଉକାଠ, ୨ ବାଇକ୍ ଜବତ
ଛେଣ୍ଡିପଦା,୨୩।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ପାତ୍ରପଡ଼ା ପଞ୍ଚାୟତ ବାୟାଣିପୀଠ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବନ ବିଭାଗ ଚଢ଼ାଉ କରି ଶାଳ ଚଉକାଠ ସହିତ ୨ ବାଇକ୍ ଜବତ କରିଛି। ବନାଞ୍ଚଳ ସୂତ୍ରରୁ ପ୍ରକାଶ, ହଣ୍ଡପା ବନାଞ୍ଚଳରୁ ୭ଫୁଟ ଲମ୍ବର…
ପିକ୍ଅପ ଧକ୍କାରେ ସାଇକେଲ ଆରୋହୀଙ୍କ ଜୀବନଗଲା
ଛେଣ୍ଡିପଦା,୨୩।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଲିପଟାର ପଳାସ ବଣିଆ ଛକ ନିକଟରେ ଶନିବାର ପୂର୍ବାହ୍ନରେ ପିକ୍ଅପ୍ ଧକ୍କାରେ ଜଣେ ସାଇକେଲ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ତେଣ୍ଟଲୋଇ ଗ୍ରାମର ହାଡିବନ୍ଧୁ ବାଘ ବୋଲି ଜଣାପଡିଛି। ପ୍ରକାଶ ଯେ, ପିକ୍ଅପ୍ଟି…
ଥଇଥାନ ଦାବିରେ ଆନ୍ଦୋଳନ: ଦୋକାନ ବନ୍ଦ କଲେ ମାଛ, ମାଂସ ବିକ୍ରେତା ସଂଘ
ପାଲଲହଡା,୨୩।୧୧(ଡି.ଏନ.ଏ.) – ଥଇଥାନ ଦାବି କରିଥିବା ପାଲଲହଡ଼ା ଉପଖଣ୍ଡ ମାଛ, ମାଂସ ବିକ୍ରେତା ସଂଘ ପକ୍ଷରୁ ଶୁକ୍ରବାରଠାରୁ ଆନ୍ଦୋଳନ ଆରମ୍ଭ କରାଯାଇଛି। ସଂଘ ସୋମବାରଠାରୁ ଦୋକାନ ବନ୍ଦ କରିବାକୁ ପୂର୍ବରୁ ଘୋଷଣା କରିଥିବା ବେଳେ ଆଜି ସଦରମହକୁମାର ସମସ୍ତ ଆମିଷ ଦୋକାନ…
୩୪୦ ଗଞ୍ଜେଇ ଗଛ ନଷ୍ଟ କରାଗଲା
ଅନୁଗୋଳ ଅଫିସ, ୨୩।୧୧ – ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଶୁକ୍ରବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଅବକାରୀ ବିଭାଗ, ପୋଲିସ ଓ ବନ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇ ଜଙ୍ଗଲରେ ଚାଷ ହୋଇଥିବା…
ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ
ରାୟଗଡ଼ା ଅଫିସ,୨୨।୧୧: ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି l କେନ୍ଦ୍ରର ଭାଜପା ଏବଂ ରାଜ୍ୟ ସରକାରଙ୍କ ଜନମାରଣ ତଥା ଶ୍ରମିକମାରଣ ନୀତି, ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ମୂଲ୍ୟ ବୃଦ୍ଧି, ଉତ୍କଟ…
ବେଧଡ଼କ ମୋରମ ଚୋରା ଚାଲାଣ: ୩ ହାଇଓ୍ବା ଜବତ
ଛେଣ୍ଡିପଦା,୨୨।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅନ୍ତର୍ଗତ ଜରପଡ଼ା ରାଜସ୍ବ ସର୍କଲ ଅଞ୍ଚଳରେ ସରକାରୀ ରାଜସ୍ବ ଫାଙ୍କି କିଛି ମାଫିଆ ବେଧଡ଼କ ଭାବେ ଚୋରାରେ ମୋରମ ଚାଲାଣ କରୁଛନ୍ତି। ଜାତୀୟ ରାଜପଥ ସଂପ୍ରସାରଣ କରୁଥିବା ଏକ ଠିକାସଂସ୍ଥା ପକ୍ଷରୁ ସରକାରୀ ତାଗିଦକୁ…
ବାମୁର ରେଞ୍ଜ୍ରେ ୨୨ ହାତୀ: ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ
ବଇଣ୍ଡା, ୨୧।୧୧(ଡି.ଏନ.ଏ.) – ରେଢାଖୋଲ ବନଖଣ୍ଡରୁ ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ରେଞ୍ଜକୁ ବୁଧବାର ସକାଳେ ଚାଲି ଆସିଥିବା ୨୨ଟି ହାତୀ ବ୍ୟାପକ ଉପଦ୍ରବ ସୃଷ୍ଟି କରିଛନ୍ତି। ବଣିଆଦୋହଲି, କଦଳୀମୁଣ୍ଡା, ବଡ଼ରୋହିଲା, କସୁଣି, ଭୀମପୁର ଗ୍ରାମରେ ହାତୀପଲ ଘରଦ୍ୱାରା ଭାଙ୍ଗିଦେବା…
ଆର୍ଟିଓ କାର୍ଯ୍ୟାଳୟରେ ଅବ୍ୟବସ୍ଥା: ଡିଏଲ ଟେଷ୍ଟ ପାଇଁ ଆସି ହନ୍ତସନ୍ତ
ଅନୁଗୋଳ ଅଫିସ, ୨୧।୧୧ – ଅନୁଗୋଳ ପଞ୍ଚମହଲାସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆରଟିଓ)ରେ ବୁଧବାର ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ଫାଇନାଲ ଡ୍ରାଇଭିଂ ପରୀକ୍ଷା ପାଇଁ ୫୦ରୁ ଊର୍ଦ୍ଧ୍ୱ ଆବେଦନକାରୀ ଆସିଥିବାବେଳେ ଅଫିସ ଛୁଟି ଥିବାରୁ ସେମାନେ ହନ୍ତସନ୍ତ ହୋଇଥିଲେ। ପ୍ରତିବାଦ ସ୍ବରୂପ ସେମାନେ…
ହାତରୁ ବନ୍ଧୁକ ଛଡ଼ାଇଲା ପ୍ରେମ
ବନ୍ତଳା, ୨୧।୧୧ – ଏକଦା ଲାଲ୍ଗଡ଼ରେ ଥିଲା ସେମାନଙ୍କ ରାଜୁତି। ଦୁର୍ନୀତି ବିରୋଧରେ ଉଠାଇଥିଲେ ବନ୍ଧୁକ। ମାଓବାଦୀ ସଙ୍ଗଠନ ବିଷୟରେ ମତାଉଥିଲେ ଲୋକଙ୍କୁ। ହେଲେ ହିଂସା ଯେ ସମସ୍ୟା ସମାଧାନର ବାଟ ନୁହେଁ, ତାହା ଅନୁଭବ ହେଲା ଯେତେବେଳେ ସେମାନଙ୍କ ଭିତରେ…
ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଛେଣ୍ଡିପଦା,୨୦।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ତୁକୁଗ୍ରାମ ରେଳଧାରଣାରୁ ବୁଧବାର ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ କୁଣ୍ଢେଇଗୁଳା ଥାନା ସୁରୁଙ୍ଗିପାଳ ଗାଁର ଟୁଲୁ ମାହାର ବୋଲି ଜଣାପଡିଛି । ପ୍ରକାଶ ଯେ, ଟୁଲୁ ଦୀର୍ଘ ୮ ବର୍ଷ…
ଅସନ୍ତୋଷ ଝାଡ଼ିଲେ ସଫେଇ କର୍ମଚାରୀ: ପୌରପାଳିକା ବିରୋଧରେ ଜିଲାପାଳଙ୍କୁ ଦାବିପତ୍ର
ଅନୁଗୋଳ ଅଫିସ, ୨୦।୧୧-ଅନୁଗୋଳ ପୌରପାଳିକା ଓ ସଫେଇ କାର୍ଯ୍ୟ ଠିକା ନେଇଥିବା ଘରୋଇ ସଂସ୍ଥା ଉପରେ ଅସନ୍ତୋଷ ବ୍ୟକ୍ତ କରିଛି ଅନୁଗୋଳ ଜିଲା ସଫେଇ କର୍ମଜୀବୀ ସଂଘ। ମଙ୍ଗଳବାର ସଂଘ ପକ୍ଷରୁ ଏ ନେଇ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।…
ଥଇଥାନ ଦାବିରେ ମାଛ, ମାଂସ ବିକ୍ରେତା ସଂଘର ଆନ୍ଦୋଳନ ଧମକ: ସୋମବାରଠାରୁ ଦୋକାନ ବନ୍ଦ ନିଷ୍ପତ୍ତି
ପାଲଲହଡା,୨୦।୧୧(ଡି.ଏନ.ଏ.)-ଥଇଥାନ ଦାବିରେ ପାଲଲହଡା ସଦର ମହକୁମାସ୍ଥିତ ମାଛ, ମାଂସ ବିକ୍ରେତା ସଂଘ ପକ୍ଷରୁ ଆନ୍ଦୋଳନ ଧମକ ଦିଆଯାଇଛି। ଆସନ୍ତା ସୋମବାରଠାରୁ ସଦର ମହକୁମାଠାରେ ଥିବା ସମସ୍ତ ମାଛ, ମାଂସ ଦୋକାନକୁ ଅନର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିବାକୁ ସଂଘ ନିଷ୍ପତ୍ତି ନେଇଛି।…

