କୋଇଲା ମନ୍ତ୍ରୀଙ୍କ ଦିନିକିଆ ତାଳଚେର ଗସ୍ତ:ଖଣି ଦୁର୍ଘଟଣା କ୍ଷତିପୂରଣ ୧୫ ଲକ୍ଷକୁ ବୃଦ୍ଧି
ତାଳଚେର,୮-୧୧(ନି.ପ୍ର.):ଦେଶରେ ପ୍ରଚୁର କୋଇଲା ରହିଛି। କେବଳ ଓଡ଼ିଶାରେ ଦେଶର ୨୫ ପ୍ରତିଶତ (୭୫ ବିଲିୟନ ଟନ୍) କୋଇଲା ଗଚ୍ଛିତ ଅଛି। ତଥାପି ବିଦେଶରୁ ବାର୍ଷିକ ୨୩୫ ମିଲିୟନ ଟନ୍ କୋଇଲା ଆମଦାନୀ କରାଯାଉଛି। ଫଳରେ ଦେଶର ୨ଲକ୍ଷ ୭୧ କୋଟି ଟଙ୍କା…
ଡକାୟତି ଯୋଜନା ପଣ୍ଡ, ୪ ଗିରଫ
ଅନୁଗୋଳ ଅଫିସ, ୮।୧୧-ଅନୁଗୋଳ ଜିନ୍ଦଲ ରୋଡରେ ଥିବା ଗାଣ୍ଡୁ ପଡ଼ିଆରେ ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା କରୁଥିବାବେଳେ ୪ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେମାନେ ହେଲେ କୁମଣ୍ଡର ଅନିଲ ସେଠୀ, ହେମସୁରପଡ଼ାର ରାଜୁ…
ଆଜ୍ମେର-ପୁରୀ ଏକ୍ସପ୍ରେସ୍ରେ ଅଗ୍ନିକାଣ୍ଡ: ଜଳିଗଲା ଇଞ୍ଜିନ
ବଇଣ୍ଡା, ୭।୧୧(ଡି.ଏନ୍.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଷ୍ଟେଶନ ନିକଟରେ ଗୁରୁବାର ଆଜ୍ମେର-ପୁରୀ ଏକ୍ସପ୍ରେସ୍ ଟ୍ରେନ୍ରେ ଅଗ୍ନିକାଣ୍ଡ ଘଟି ଇଞ୍ଜିନ ନଂ. ୧୮୪୨୨ ଜଳିଯାଇଥିବା ଜଣାପଡ଼ିଛି। ମାତ୍ର ଯାତ୍ରୀମାନେ ଏଥିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପ୍ରକାଶ ଯେ, ଆଜ୍ମେର-ପୁରୀ ଏକ୍ସପ୍ରେସ୍ ଟ୍ରେନ୍ଟି…
ଦୃଷ୍ଟି ଆଢୁଆଳରେ ପରଙ୍ଗବାସୀ
ଛେଣ୍ଡିପଦା, ୭।୧୧(ଡି.ଏନ.ଏ.) ବିନା ମୌଳିକ ସୁବିଧା, ପରିଚୟପତ୍ର ସହ ସରକାରୀ ଯୋଜନାରୁ ବାଦ୍ ପଡି ଜୀବନ କାଟୁଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପରଙ୍ଗ ଗ୍ରାମବାସୀ। ଜିଲା ସଦରମହକୁମାଠାରୁ ୧୦ କିମି ଦୂରରେ ଏହି ଗ୍ରାମ ଥିଲେ ମଧ୍ୟ ଏହା ଉପରେ ପ୍ରଶାସନର…
ପୋକତୁଙ୍ଗା ଡମସାହିରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା; ଦୂଷିତ କୂଅ ପାଣି ମୁଖ୍ୟ କାରଣ
ବନ୍ତଳା,୭।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପୋକତୁଙ୍ଗା ଡମସାହିରେ ଝାଡାବାନ୍ତି ବ୍ୟାପିବା ଘଟଣାରେ ଜିଲା ମୁଖ୍ୟ ଚିକିତ୍ସାଳୟର ଏକ ପ୍ରତିନିଧି ଦଳ ବୁଧବାର ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ର ଓ ପୋକତୁଙ୍ଗା ଗ୍ରାମକୁ ଯାଇ ଆକ୍ରାନ୍ତଙ୍କୁ ଭେଟିଛନ୍ତି। ଏଥିସହ ଝାଡାବାନ୍ତି ବ୍ୟାପିବାର…
ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ପରିବହନ; ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ
ଅନୁଗୋଳ ଅଫିସ, ୭।୧୧: ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଶିକ୍ଷାନୁଷ୍ଠାନଗୁଡିକର ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଗାଡ଼ି ଧରାଯିବା ସହ ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ କରାଯାଇଛି। ଅନୁଗୋଳ ସହର ଓ ବନ୍ତଳା ଅଞ୍ଚଳରେ…
ପୋକତୁଙ୍ଗା ଡମସାହିରେ ବ୍ୟାପୁଛି ଝାଡ଼ାବାନ୍ତି: ୨୨ ଗୁରୁତର; ଚିକିତ୍ସାଳୟରେ ଭର୍ତ୍ତି
ବନ୍ତଳା,୬ା୧୧(ଡି.ଏନ.ଏ.)-ଅନୁଗୋଳ ବ୍ଲକ ବନ୍ତଳା ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପୋକତୁଙ୍ଗା ଡମସାହିରେ ୨ ଦିନ ହେଲା ଝାଡ଼ାବାନ୍ତି ବ୍ୟାପୁଛି। ଇତିମଧ୍ୟରେ ୨୨ ଆକ୍ରାନ୍ତଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗ୍ରାମଦେବତୀଙ୍କ କୋପରୁ ଏପରି ହେଉଥିବା…
ମାଟି ଚୋରା ଚାଲାଣ ବେଳେ ଚଢ଼ାଉକୁ ନେଇ ସନ୍ଦେହ
ଅନୁଗୋଳ ଅଫିସ, ୬।୧୧-ବଅଁରପାଳ ବ୍ଲକ କୁଇଓ ଠାରେ ୫ଟି ଟିପ୍ପର ସହ ଗୋଟିଏ ଜେସିବି ମେଶିନ୍ ଦ୍ୱାରା ମାଟି ଚୋରା ଚାଲାଣ ହେଉଥିବା ବେଳେ ମଙ୍ଗଳବାର ଅତିରିକ୍ତ ତହସିଲଦାର ଶ୍ୟାମସୁନ୍ଦର ସାହୁ ଚଢ଼ାଉ କରିଥିଲେ। ହେଲେ ଗାଡ଼ିଗୁଡ଼ିକୁ ଥାନା କି ତହସିଲକୁ…
ହେଲ୍ପରଙ୍କ ହାତ କାଟି ଦିଆଯାଇଥିବା ଅଭିଯୋଗ: ନ୍ୟାୟ, ଚିକିତ୍ସା ସହାୟତା ମାଗିଲେ ପରିବାର
କଣିହାଁ,୬।୧୧(ଡି.ଏନ.ଏ.)-ଏକ ଗାଡ଼ିରେ ହେଲପର ଥିବା କଣିହାଁ ବ୍ଲକ ଦଲକ ପଞ୍ଚାୟତ କଣ୍ଟାପାଳ ଗ୍ରାମର କୃଷ୍ଣ ନାଏକଙ୍କ ଡାହାଣ ହାତକୁ କାଟି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିବା ସହ ନ୍ୟାୟ ଓ ଚିକିତ୍ସା ସହାୟତା ପାଇଁ ନିବେଦନ କରିଛନ୍ତି। କୃଷ୍ଣଙ୍କ ବାପା…
ତାମଡା କାର୍ଯ୍ୟାଳୟକୁ ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ଅନୁପସ୍ଥିତି ନେଇ ବର୍ଷିଲେ
ଅନୁଗୋଳ ଅଫିସ, ୬।୧୧-ଅନୁଗୋଳ ଜିଲାପାଳ ତଥା ଅନୁଗୋଳ-ତାଳଚେର-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ(ତାମଡା)ର ଉପାଧ୍ୟକ୍ଷ ମନୋଜ କୁମାର ମହାନ୍ତି ମଙ୍ଗଳବାର ଅପରାହ୍ନରେ ଅଚାନକ ତାମଡା କାର୍ଯ୍ୟାଳୟ ପରିଦର୍ଶନରେ ଯାଇଥିଲେ। ତେବେ କାର୍ଯ୍ୟାଳୟରେ ଅଧାରୁ ଅଧିକ କର୍ମଚାରୀ ଅନୁପସ୍ଥିତ ଥିବା ଦେଖି ଜିଲାପାଳ ବିରକ୍ତି ପ୍ରକାଶ…
ଆବାସ ଯୋଜନାରେ ମିଳୁନି ବିଲ୍: ଜିଲାପାଳଙ୍କୁ ଫେରାଦ ହେଲେ ହିତାଧିକାରୀ
ପାଲଲହଡ଼ା, ୫ା୧୧(ଡି.ଏନ.ଏ.) ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇ ଘର ନିର୍ମାଣ କରିଥିବା ଅନୁଗୋଳ ଜିଲା କଣିହାଁ ବ୍ଲକ ଗଣ୍ଡମାଳା ପଞ୍ଚାୟତର ହିତାଧିକାରୀମାନେ ବିଲ୍ ମିଳୁ ନ ଥିବା ଅଭିଯୋଗ କରି ସୋମବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସେମାନଙ୍କ…
ପୋକତୁଙ୍ଗା ହାଇସ୍କୁଲରେ ପ୍ରଥମ କରି ଲାଗିଲା ସିସି କ୍ୟାମେରା
ବନ୍ତଳା,୫।୧୧(ଡି.ଏନ.ଏ.) ବିଭିନ୍ନ ସମୟରେ ବିଦ୍ୟାଳୟରେ ଲୋକମାନଙ୍କ ଅବାଧ ପ୍ରବେଶ, ଚୋରି, ପାଠପଢାରେ ଅବହେଳା ରୋକିବା ଦିଗରେ ଠୋସ ପଦକ୍ଷେପ ନେଇଛି ଅନୁଗୋଳ ଶିକ୍ଷା ପରିଚାଳନା ଉନ୍ନୟନ କମିଟି। ଜିଲାରେ ପ୍ରଥମ କରି ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ହାଇସ୍କୁଲରେ ଶିକ୍ଷା ପରିଚାଳନା…
Archives


