ଧଉରାଗୋଠ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ
ବଇଣ୍ଡା,୫।୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଉରାଗୋଠ ଅଞ୍ଚଳରେ ନିର୍ମାଣ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ କରାଯାଇଛି। ଏହି ବଡ଼ଧରଣର ଜଳସେଚନ ପ୍ରକଳ୍ପ ନିର୍ମାଣ କରି ସ୍ଥାନୀୟ ଲୋକଙ୍କ ଦୀର୍ଘବର୍ଷର ଦାବି ପୂରଣ କରିବା ପାଇଁ ସରକାର…
ଫନୀ ଉଜାଡ଼ିଦେଇଛି ଝାଟିମାଟିର ଘର:ଆବାସଟିଏ ମାଗିଲେ ଦୃଷ୍ଟିହୀନ ଦମ୍ପତି
ଅନୁଗୋଳ ଅଫିସ, ୫।୧୧ ଦୃଷ୍ଟିହୀନ ହେଲେ ବି ସେମାନେ ସଂସାର କରିଛନ୍ତି। ଅନୁଗୋଳର କେଦାରଗୌରୀ ଧନ୍ଦାମୂଳକ ତାଲିମ କେନ୍ଦ୍ରରେ କାମ କରି ଯେନେତେନେ ପେଟ ପୂରାଉଛନ୍ତି। ହେଲେ ମଝିରେ ମଝିରେ ହେଉଥିବା ଦେହ ଅସୁସ୍ଥତା ଯୋଗୁ ହାତରେ କିଛି ସଞ୍ଚୟ କରିପାରୁନାହାନ୍ତି।…
ଆର୍ଡିସି ଅଫିସ ଦାବି
ତାଳଚେର,୪ା୧୧(ନି.ପ୍ର.)- ତାଳଚେରଠାରେ ଆର୍ଡିସିଙ୍କ ଏକ ନୂତନ ଅଫିସ ଖୋଲାଯିବାକୁ ବ୍ରାହ୍ମଣୀ ଅଞ୍ଚଳ ସୁରକ୍ଷା ପରିଷଦ ସଭାପତି ବିଭୁଧେନ୍ଦ୍ର ପ୍ରତାପ ଦାସ ଦାବି କରିଛନ୍ତି। ତାଳଚେରରେ ଏମ୍ସିଏଲ୍, ଏନ୍ଟିପିସି, ରେଙ୍ଗାଳି ଡ୍ୟାମ୍, ସମଲ ବ୍ୟାରେଜ ଦ୍ୱାରା ଅନେକ ଲୋକ ବିସ୍ଥାପିତ ହୋଇଛନ୍ତି। ନିଯୁକ୍ତି,…
ଆକ୍ରମଣ ଅଭିଯୁକ୍ତ ଗିରଫ
ତାଳଚେର,୪ା୧୧(ନି.ପ୍ର.)- ତାଳଚେର ସୁରକ୍ଷା ମଞ୍ଚ ସଭାପତି ମୁରଲୀଧର ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ କଲିୟାରୀ ପୋଲିସ ତାଳଚେର ବ୍ଲକ ଘଣ୍ଟପଡା ଗ୍ରାମର ଅବିନାଶ ସାହୁଙ୍କୁ ରବିବାର ସନ୍ଧ୍ୟାରେ ଗିରଫ କରି କୋର୍ଟଚାଲାଣ କରିଛି। ଗତ ଅକ୍ଟୋବର ୧୫ରେ ଡେରା ଛକଠାରେ ସୁରକ୍ଷା…
ଭାଲୁ ଆକ୍ରମଣରେ ଜଣେ ଗୁରୁତର
ଛେଣ୍ଡିପଦା,୪।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଶିମିଳିପାଳ ପଞ୍ଚାୟତ ଅନ୍ତର୍ଗତ କାଠପାଳ ଗାଁରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ କାଠପାଳ ଗାଁର ଯାଦବ ବେହେରା (୫୧)। ସୂଚନାଯୋଗ୍ୟ, ଯାଦବ ସୋମବାର ସକାଳୁ ଶୌଚ ହେବାକୁ…
ଧିମେଇଛି ଆବାସ ଯୋଜନା: ସମ୍ପୂର୍ଣ୍ଣ ହୋଇପାରିନି ଶତାଧିକ ଘର
ବଅଁରପାଳ,୪।୧୧ (ଡି.ଏନ୍.ଏ) ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟାଦେଶ ପାଇଥିବା ଅନେକ ହିତାଧିକାରୀଙ୍କ ଘର କାମ ସମ୍ପୂର୍ଣ୍ଣ ହୋଇ ନ ପାରି ଅଧପନ୍ତରିଆ ଭାବେ ପଡିରହିଛି। ଯୋଜନାର ସଫଳ କାର୍ଯ୍ୟକାରିତା ଦିଗରେ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେଉ…
ଓକିଲଙ୍କ ଘରୁ ଡକାୟତି : ନେଇଗଲେ ୫୦ ହଜାର ଟଙ୍କା ସମେତ ସୁନାଗହଣା
ଅନୁଗୋଳ ଅଫିସ,୪।୧୧: ନାଲକୋ ଥାନା କୁଲାଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଓକିଲ ବିଭୂତି ଭୂଷଣ ପଟ୍ଟନାୟକଙ୍କ ଘରେ ପଶି ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ନଗଦ ୫୦ ହଜାର ଟଙ୍କା ସହ ସୁନାଗହଣା…
ଅନୁଗୋଳ ପୁଅକୁ ଆମେରିକା ଡାକରା; ଶୁଭ୍ରାଂଶୁଙ୍କ ‘ମାଭିକ୍’ ଡ୍ରୋନ୍କୁ ନାସା କହିଲା ମିରାକିଲ୍
ଅନୁଗୋଳ ଅଫିସ, ୪।୧୧: ୨୪ ଘଣ୍ଟା ଆକାଶରେ ଉଡ଼ାଣ କରିପାରିବ। ୧୫ କେଜିର ଫାଷ୍ଟଏଡ୍ ନେଇ ତୁରନ୍ତ ଅପହଞ୍ଚ ଅଞ୍ଚଳର ଗୁରୁତର କିମ୍ବା ଦୁର୍ଘଟଣାଗ୍ରସ୍ତଙ୍କ ନିକଟରେ ପହଞ୍ଚାଇ ପାରିବ। ଖଞ୍ଜାଯାଇଥିବା କ୍ୟାମେରାରେ ଡାକ୍ତରଙ୍କ ସହ ଲୋକଙ୍କ ସିଧାସଳଖ କଥା କରାଇ ଜରୁରୀ ଚିକିତ୍ସାରେ…
ଚଉ କାଠ ଜବତ, ୨ ଗିରଫ
ବଇଣ୍ଡା,୩।୧୧(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଚାର ଖେମୁଣ୍ଡି ଜଙ୍ଗଲରେ ରବିବାର ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୨୦ ହଜାର ଟଙ୍କାର ଶାଳ ଚଉକାଠ ଜବତ କରାଯାଇଛି। ଏହି ଘଟଣାରେ କିଶୋରନଗର ଥାନା କରଡିଂବାହାଳ ଗ୍ରାମର ଦୁଃଖିଶ୍ୟାମ ବାଦି, ରେଢାଖୋଲ ଥାନା କଳିନ୍ଦର…
ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍ : ଜଣେ ମୃତ, ଜଣେ ଗୁରୁତର
ତାଳଚେର,୩।୧୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ନିକଟସ୍ଥ ଶିବରାମପୁର-କନ୍ଧବେରେଣି ରାସ୍ତାରେ ଶନିବାର ରାତିରେ ଏକ ମାରୁତି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିବାରୁ ଜଣକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ…
ସରକାରୀ କର୍ମଚାରୀ ମାନ୍ୟତା, ବକେୟା ପ୍ରଦାନ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ପାଚିକା-ସହାୟିକା
ଅନୁଗୋଳ ଅଫିସ, ୩।୧୧ – ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନା କାର୍ଯ୍ୟକରୀ କରିବାକୁ ନିୟୋଜିତ ପାଚିକା-ସହାୟିକାମାନଙ୍କୁ ନିୟମିତ ସରକାରୀ କର୍ମଚାରୀର ମାନ୍ୟତା, ବକେୟା ପାରିଶ୍ରମିକ ପ୍ରଦାନ ଆଦି ଦାବିରେ ଶନିବାର କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ଏଆଇୟୁଟିୟୁସି ସହବନ୍ଧିତ ଓଡ଼ିଶା ମିଳିତ…
ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ର ପରିବହନ: ୧୩ ଗାଡ଼ିରୁ ୧.୮୦ ଲକ୍ଷ ଜରିମାନା ଆଦାୟ
ଅନୁଗୋଳ ଅଫିସ, ୩।୧୧ – ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶନିବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ନେବାଆଣିବା କରୁଥିବା ୧୩ ଗାଡ଼ିକୁ ଧରାଯାଇଛି। ଏଥିସହ ସେଗୁଡିକରୁ ୧ ଲକ୍ଷ ୮୦ ହଜାର ଟଙ୍କା ଜରିମାନା ବାବଦରେ…
Archives


